ଚଣ୍ଡିଖୋଲରେ ହେବ ଦେଶର ବଡ଼ ତୈଳଭଣ୍ଡାର
ଭୁବନେଶ୍ୱର,୬।୪(ବ୍ୟୁରୋ): ଯାଜପୁର ଜିଲା ଚଣ୍ଡିଖୋଲଠାରେ ତିଆରି ହେବ ଦେଶର ସବୁଠୁ ବଡ଼ ତୈଳ ଭଣ୍ଡାର। ଇଣ୍ଡିଆନ ଅଏଲର ଏହି ଷ୍ଟ୍ରାଟେଜିକ୍ ପେଟ୍ରୋଲିୟମ୍ ରିଜର୍ଭୟରରେ ଅଶୋଧିତ ତୈଳ ସଂରକ୍ଷଣ କରାଯାଇ ପାରିବ। ଏ ନେଇ ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ସବୁ ବ୍ୟବସ୍ଥା ହୋଇଛି।…
ଏପରି ଷ୍ଟଣ୍ଟ୍ ଦେଖାଉଛନ୍ତି ଯୁବକ, ହାତ ନ ଲଗାଇ ଓଦା କରୁଛନ୍ତି କେଶ, ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂଆ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
୫୦ ଲକ୍ଷ ଜବତ ନେଇ ନିର୍ବାଚନୀ ଚର୍ଚ୍ଚା
ପିପିଲି,୬।୪ (ଡି.ଏନ୍.ଏ./ସ୍ବ.ପ୍ର.):ପିପିଲିର ତରାକାଜ ଓଭରବ୍ରିଜ୍ଠାରେ ସୋମବାର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍ ମିଳିତ ଭାବେ ଚଢ଼ାଉ କରି ଏକ ବାଇକ ସମେତ ନଗଦ ୫୦ଲକ୍ଷ ଟଙ୍କା ଜବତ କରିଛନ୍ତି। ଏହି ଘଟଣାରେ ଧରାପଡ଼ିଥିବା ୨ଜଣ ଯୁବକଙ୍କୁ ପିପିଲି ଥାନାରେ ଅଟକ ରଖାଯାଇଛି।…
ଆନ୍ଧ୍ର ବିରୋଧରେ ପୁଣି ସୁପ୍ରିମକୋର୍ଟ ଯିବ ଓଡ଼ିଶା
ଭୁବନେଶ୍ୱର, ୬ା୪(ବ୍ୟୁରୋ): କୋଟିଆରେ ପୁଣିଥରେ ନିର୍ବାଚନ କରିବା ଲାଗି ଆନ୍ଧ୍ରପ୍ରଦେଶ ସରକାର ଅଣ୍ଟା ଭିଡିଛନ୍ତି। ଆସନ୍ତା ୮ ତାରିଖରେ କୋଟିଆର ୨ଟି ପଞ୍ଚାୟତରେ ସମିତି ସଭ୍ୟ ଏବଂ ଗୋଟିଏ ଜିଲା ପରିଷଦ ସଭ୍ୟ ନିର୍ବାଚନ କରିବା ଲାଗି ଆନ୍ଧ୍ର ସରକାର ନିଷ୍ପତ୍ତି…
ଦାନ୍ତ ବିନ୍ଧୁଥିଲେ…
ଖାଇବା ପରେ ଆମେ ଭଲ ଭାବରେ କୁଳି କରି ପାଟିକୁ ଧୋଇବା ଦରକାର। ନ ହେଲେ ଦାନ୍ତ ମୂଳରେ ଖାଦ୍ୟପଦାର୍ଥର ଅବଶିଷ୍ଟାଂଶ ଲାଗି ରହି ଦାନ୍ତଜନିତ ସମସ୍ୟା ସୃଷ୍ଟି କରିଥାଏ। ଯଦି ଆପଣଙ୍କର ଦାନ୍ତ ବିନ୍ଧୁଛି, ତେବେ କେତେକ ଘରୋଇ ଉପଚାର…
ଲମ୍ବୁଛି ଚୋରା କୋଇଲା ଚେର
ଅନୁଗୋଳ ଅଫିସ, ୬ା୪ ଅନୁଗୋଳ ଜିଲାରେ ଲମ୍ବୁଛି ଚୋରା କୋଇଲା କାରବାର ଚେର। ବିଶେଷକରି ତାଳଚେର ଓ ଛେଣ୍ଡିପଦା ବ୍ଲକରେ ଥିବା ବିଭିନ୍ନ ଖଣିରୁ ଚୋରାରେ କୋଇଲା ଉତ୍ତୋଳନ କରାଯାଇ ଜିଲା ବାହାରକୁ ଚାଲାଣ କରାଯାଉଛି। ପୋଲିସ ଆଖିରୁ ଖସିବା ପାଇଁ…
ଫେଡେରେଶନ କପ୍ ସୁନ୍ଦରସ୍ବାସ୍ଥ୍ୟରେ ରଶ୍ମିଙ୍କୁ ସ୍ବର୍ଣ୍ଣ
ଭୁବନେଶ୍ୱର, ୬।୪(କ୍ରୀଡ଼ା ପ୍ରତିନିଧି)-ଉତ୍ତର ପ୍ରଦେଶର ଲକ୍ଷ୍ନୌସ୍ଥିତ ଇନ୍ଦିରା ଗାନ୍ଧି ପ୍ରତିଷ୍ଠାନରେ ଗତ ୩ ଓ ୪ ତାରିଖ ଦୁଇଦିନଧରି ଅନୁଷ୍ଠିତ ଜାତୀୟ ଫେଡେରେଶନ କପ୍ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଓଡ଼ିଶାର ରଶ୍ମିରଞ୍ଜନ ସାହୁ ସ୍ବର୍ଣ୍ଣ ପଦକ ପାଇଛନ୍ତି। ସେ ୮୦ କେଜି ବର୍ଗରେ…
କମି କମି ଯାଉଛି ସୁବର୍ଣ୍ଣରେଖା ପତ୍ତନ
ଜଳେଶ୍ୱର,୫ା୪(ଡି.ଏନ.ଏ.)-ଉତ୍ତର ବାଲେଶ୍ୱରର ଜୀବନରେଖା କୁହାଯାଉଥିବା ସୁବର୍ଣ୍ଣରେଖା ନଦୀ ବାଲି ମାଫିଆଙ୍କ କବ୍ଜାରେ। ପଶ୍ଚିମବଙ୍ଗର ବାଲି ମାଫିଆମାନେ ଓଡ଼ିଶା ସୀମାବର୍ତ୍ତୀ ସୁବର୍ଣ୍ଣରେଖା ନଦୀପଠାରୁ ଜବରଦସ୍ତ ମେଶିନ ସହାଯ୍ୟରେ ବାଲି ଉତ୍ତୋଳନ କରି ନେଉଥିବାରୁ ନଦୀର ପତ୍ତନ ଧୀରେ ଧୀରେ କମି କମି ଯାଉଛି…
ଆଇପିଏଲରେ ସର୍ବାଧିକ ଉଇକେଟ୍ ନେଇଛନ୍ତି ଏହି ବୋଲର୍
ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ଏଥିପାଇଁ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିୟନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ…
ଭୂମିକମ୍ପରେ ଥରିଲା ୪ ରାଜ୍ୟ
ନୂଆଦିଲ୍ଲୀ,୫।୪: ସୋମବାର ରାତି ପ୍ରାୟ ସାଢ଼େ ୮ଟାରେ ଭୂମିକମ୍ପରେ ଥରି ଉଠିଥିଲା ୪ଟି ରାଜ୍ୟ। ସିକିମ, ଆସାମ, ପଶ୍ଚିମବଙ୍ଗର କିଛି ଅଂଶ ଏବଂ ବିହାରରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି। ସିକିମ୍ର ରାଜଧାନୀ ଗ୍ୟାଙ୍ଗଟକଠାରୁ ୨୫ କି.ମି ଦୂରରେ ରହିଥିଲା ଏହାର…
୬ ବର୍ଷ ହେଲା ମିଳିନି ଦରମା
ସିମୁଳିଆ, ୫।୪(ଡି.ଏନ.ଏ.)- ଲକ୍ଡାଉନରେ କେଇ ମାସ ମିଳୁ ନ ଥିଲା ଦରମା। ଲୋକଙ୍କ ସ୍ଥିତି କେଉଁ ଭଳି ଥିଲା ଦେଖିଛୁ। କିନ୍ତୁ ଆମେ ୬ ବର୍ଷ ହେଲା ଦରମା ପାଇନୁ। ଏଭଳି କୋହଭରା କଣ୍ଠରେ କହିଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ…
ଏଫିଲ ଟାଓ୍ବରଠୁ ବଡ଼ ରେଲଓ୍ବେ ବ୍ରିଜର ମୁଖ୍ୟ ନିର୍ମାଣ କାର୍ଯ୍ୟ ଶେଷ
କୌରି, ୫ା୪- ଜମ୍ମୁ-କଶ୍ମୀରର ଚେନାବ ନଦୀ ଠାରୁ ୩୫୯ ମିଟର ଉଚ୍ଚରେ ରେଲ୍ଓ୍ବେ ବ୍ରିଜ ମଝିରେ ଥିବା ଗଳା ବାଟ (ଆର୍କ)ର ନିର୍ମାଣ କାର୍ଯ୍ୟ ସୋମବାର ଶେଷ ହୋଇଛି। ବ୍ରିଜର ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ ଏହା ବିଶ୍ୱର ସର୍ବ…
Archives


