Home Left

ରାଜି ହେଲେ ତମନ୍ନା

ପ୍ରଥମେ ଏହି ଫିଲ୍ମଟି ସାଇନ୍‌ କରିବାକୁ ସେ ଅମଙ୍ଗ ହେଉଥିଲେ। ସେ ଭାବୁଥିଲେ ଯେ ତାଙ୍କ ଭୂମିକାଟି ଆହୁରି ଦମ୍‌ଦାର ହେଲେ ଭଲ ହୁଅନ୍ତା। ଯାହାହେଉ ତାଙ୍କର ଅନୁରୋଧ ରଖି ‘ପ୍ଲାନ୍‌ ଏ ପ୍ଲାନ୍‌ ବି’ର ନିର୍ଦ୍ଦେଶକ ଶଶାଙ୍କ ଘୋଷ ତାଙ୍କ…

ଜୋତା ପ୍ରିୟ ପରିଣୀତି

ପରିଣୀତି ଚୋପ୍ରାଙ୍କର ଏକ ଅଭ୍ୟାସ ରହିଛି। ଶପିଂ କରିବାକୁ ଗଲେ ସେ ପ୍ରଥମେ ଜୋତା ଶୋ’ ରୁମ୍‌କୁ ଯାଇଥାଆନ୍ତି। କାରଣ ବିଭିନ୍ନ ଭେରାଇଟିର ଜୋତା ଦେଖିବା ମାତ୍ରେ ସେଗୁଡ଼ିକୁ କିଣିବାକୁ ପଛାଇ ନ ଥାନ୍ତି ସେ। ଏପରି କି ଭଲ କମ୍ପାନୀର…

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ‘ସାଲ୍ୟୁଟ୍‌’ ମାରିଲେ ପାକିସ୍ତାନୀ ସାମ୍ବାଦିକା

ଇସଲାମାବାଦ,୧୯।୮: ଇଂଲଣ୍ଡ ବିପକ୍ଷ ଲର୍ଡସ ଟେଷ୍ଟ ଭାରତୀୟ ପେସ୍‌ ବୋଲର୍‌ ମହମ୍ମଦ ସିରାଜ୍‌ ଚମତ୍କାର ବୋଲିଂ କରି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ ଏହି ଟେଷ୍ଟରେ ଉଭୟ ଇନିଂସରେ ୪-୪ ଉଇକେଟ୍‌ ନେଇଥିଲେ। ଫଳରେ ଭାରତ ଏହି…

ଘନିଙ୍କ ଉପରେ ଗର୍ଜିଲେ ଟ୍ରମ୍ପ୍‌, ଦେଶବାସୀଙ୍କୁ ଦେଇଛନ୍ତି ଧୋକା…

ଓ୍ବାଶିଂଟନ,୧୯।୮: ତାଲିବାନ ଆଫଗାନିସ୍ତାନର ରାଜଧାନୀ କାବୁଲରେ ପ୍ରବେଶ କରିବା ପରେ ରାଷ୍ଟ୍ରପତି ଆଶରଫ ଘନି ତାଙ୍କ ବିମାନରେ ଯାଇ ୟୁଏଇରେ ଶରଣ ନେଇଛନ୍ତି। ଏହିପରି ଘାନି ଦେଶ ଛାଡିବା ପରେ ଆଫଗାନିସ୍ତାନ ନାଗରିକମାନେ ଏହାକୁ ପ୍ରତାରଣା କରିଥିବାବେଳେ ଆମେରିକା ସରକାର ଏହାକୁ…

ବାପା

ପୁଅ ହେଉ କି ଝିଅ-ଏମାନଙ୍କ ଜୀବନରେ କେବଳ ମା’ ନୁହେଁ ବାପାଙ୍କର ଭୂମିକା କେତେ ଗୁରୁତ୍ୱପୂର୍ଣ୍ଣ ତାହା କହିବା ଅନାବଶ୍ୟକ। ଜଣେ ବାପ-ଝିଅର ଅନାବିଳ ସ୍ନେହକୁ ନେଇ ପ୍ରସ୍ତୁତ ହୋଇଛି କ୍ଷୁଦ୍ର ଚଳଚ୍ଚିତ୍ର ‘ବାପା’। ଏ ସମ୍ପର୍କରେ ଏହାର ନିର୍ଦ୍ଦେଶକ ସରୋଜ…

ଆଫଗାନିସ୍ତାନ ତାଲିବାନ କବ୍‌ଜାକୁ ଯିବା ପରେ ଏହି ସୁପରମଡେଲ ପିନ୍ଧିଲେ ବୁର୍ଖା, ୟୁଜର୍ସ କହିଲେ…

କାବୁଲ,୧୯ା୮: ଆଫଗାନିସ୍ତାନ ତାଲିବାନ କବ୍‌ଜାକୁ ଚାଲିଯିବା ପରେ ସେଠାରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ସୋସିଆଲ ମିଡିଆରେ ଲକ୍ଷଲକ୍ଷ ଲୋକ ଏହି ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଚାଲିଛନ୍ତି। କିଛି ଦେଶ ମଧ୍ୟ ଆଫଗାନିସ୍ତାନରେ କ୍ଷମତା ହସ୍ତାନ୍ତର ନେଇ ନିଜ ନିଜ ମତ…

ଇକୋ ସେନ୍‌ସେଟିଭ ଜୋନ୍‌ରେ ପ୍ରକଳ୍ପ

କେନ୍ଦ୍ରାପଡ଼ା ଅଫିସ,୧୯।୮: ଜାତୀୟ ଉଦ୍ୟାନ ଭିତରକନିକାର ସୁରକ୍ଷା ପାଇଁ ପରିବେଶ ସମ୍ବେଦନଶୀଳ ଅଞ୍ଚଳ (ଇକୋ ସେନ୍‌ସେଟିଭ ଜୋନ) ଚିହ୍ନଟ ହୋଇଛି। ସେହି ପରିସରରେ କୌଣସି ପ୍ରକଳ୍ପ ଆରମ୍ଭ ହେଲେ ଭିତରକନିକା ଇକୋ ସେନ୍‌ସେଟିଭ ଜୋନ୍‌ ମନିଟରିଂ କମିଟିର ଅନୁମତି ନିଆଯିବ। ଏଥିପାଇଁ…

ତାଲିବାନ ରାଜ୍‌: ନିଜ ପିଲାଙ୍କୁ ବଞ୍ଚାଇବାକୁ କଣ୍ଟା ବାଡ ଡିଆଁଇ ଫିଙ୍ଗି ଦେଉଛନ୍ତି ମହିଳା

କାବୁଲ,୧୯ ।୮: ଆଫଗାନିସ୍ତାନରେ ତାଲିବାନ ରାଜ ଆରମ୍ଭ କରିବା ପରେ ଏବେ ଜୀବନ ବଞ୍ଚାଇବାକୁ ବ୍ୟାକୁଳ ହୋଇ ପଡିଛନ୍ତି ସେଠାକାର ବାସିନ୍ଦା । ତେବେ ଆଫଗାନର ଶାସନକୁ ନେଇ ଆମେରିକା ସେନା ଯେଉଁମାନଙ୍କୁ ସହାୟତା ଯୋଗାଇ ଦେଉଛି ଓ ମହିଳାମାନେ ଅଧିକ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ସଂଗ୍ରାମଙ୍କ ପରଲୋକ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ତଥା ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ମାତ୍ର ୪୪ ବର୍ଷ ହୋଇଥିଲା। ସେ କରୋନା ସଂକ୍ରମିତ ହେବା ପରେ ଗୁରୁତର ହୋଇପଡ଼ିଥିଲେ। ମେ’…

ମହାପ୍ରଭୁଙ୍କ ପାଇଁ ତିଆରି ଚାଲିଛି ରାଖୀ

ପୁରୀ ଅଫିସ, ୧୯।୮: ଭଉଣୀ ଭାଇର ପବିତ୍ର ସମ୍ପର୍କର ପର୍ବ ହେଉଛି ରକ୍ଷାବନ୍ଧନ। ରାଖୀ ପୂର୍ଣ୍ଣିମାରେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧି ତା’ର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଶୁଭ ମନାସି ଥାଏ। ପ୍ରତିବଦଳରେ ଭାଇ ତା’ର ଭଉଣୀକୁ…

ଖୋଲିଲା ୪ ନଂ. ମାଛ ମାର୍କେଟ

ଭୁବନେଶ୍ୱର,୧୯।୮: ୧୦ ଦିନ ଧରି ସିଲ୍‌ ହୋଇ ରହିଥିବା ୟୁନିଟ୍‌-୪ ମାଛ ମାର୍କେଟ ବୁଧବାରଠାରୁ ଖୋଲିଛି। ବ୍ୟବସାୟୀ ସଂଘର ଅନୁରୋଧକୁ ବିଚାର କରି କୋଭିଡ୍‌ କଟକଣା ମଧ୍ୟରେ ମାଛ ମାର୍କେଟ ଖୋଲିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଅନୁମତି ଦିଆଯାଇଥିବା…

ପ୍ଲାଣ୍ଟ୍‌ ସୁପରଭାଇଜରଙ୍କୁ ମାଡ଼, ଭଉଣୀଙ୍କୁ ଫାର୍ସା ଚୋଟ

ଭୁବନେଶ୍ୱର,୧୯।୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଅକ୍ସିଜେନ ପ୍ଲାଣ୍ଟ୍‌ରୁ ଚୋରି ଘଟଣାକୁ କେନ୍ଦ୍ରକରି ବୁଧବାର ପ୍ଲାଣ୍ଟ୍‌ ସୁପରଭାଇଜର ମନୋଜ ନାୟକ ଓ ତାଙ୍କ ଭଉଣୀଙ୍କୁ ଆକ୍ରମଣ ହୋଇଛି। ଦୁର୍ବୃତ୍ତଙ୍କ ମାଡ଼ରେ ମନୋଜ ଆହତ ହୋଇଥିବାବେଳେ ଭାଇଙ୍କୁ ରକ୍ଷା କରିବାକୁ ଯାଇ ଫାର୍ସା ଚୋଟର ଶିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?