Home Left

୧୨ବର୍ଷରେ ୨୦ ଜୀବନ ନେଲାଣି ହାତୀ

ଖୋର୍ଦ୍ଧା ଅଫିସ,୫।୪: ଖୋର୍ଦ୍ଧା ବନଖଣ୍ଡ ଅଧୀନ ଖୋର୍ଦ୍ଧା ଓ ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ଖାଦ୍ୟ ଲାଲସାରେ ଗାଁ ମୁହାଁ ହେଉଛନ୍ତି ହାତୀପଲ। ଦୀର୍ଘ ମାସ ଧରି ହାତୀଙ୍କ ଉପଦ୍ରବ ଯୋଗୁ ଗ୍ରାମବାସୀଙ୍କ ଜୀନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି। ଶନିବାର…

ସରକାରଙ୍କ ବୋଝ କମାଉଛନ୍ତି ସ୍ବାବଲମ୍ବୀ କଏଦୀ

ଭୁବନେଶ୍ୱର, ୫।୪(ବ୍ୟୁରୋ): ଜେଲ ସଂସ୍କାରରୁ ମିଳିଲା ସଫଳତା। କାରାଗାର ଶିଳ୍ପରୁ ସ୍ବାବଲମ୍ବୀ ହେଲେ କଏଦୀ, ଆଉ କମିଲା ସରକାରଙ୍କ ବୋଝ। ଏବେ କଏଦୀମାନେ କେବଳ ଚାରିକାନ୍ଥ ଭିତରେ ନ ରହି ବିଭିନ୍ନ କାର୍ଯ୍ୟରେ ନିୟୋଜିତ ହୋଇ ରୋଜଗାର କରୁଛନ୍ତି। ଏପଟେ କଏଦୀଙ୍କ…

୭୫ ବର୍ଷ ବୟସରେ ୯୨ ଥର ହାରିଲେଣି ଏହି ପ୍ରାର୍ଥୀ: ତଥାପି ଛାଡିନି ଲଢିବାର ନିଶା

ଲକ୍ଷ୍ନୌ,୫।୪: ଏବେ ଦେଶରେ ଚାଲିଛି ନିର୍ବାଚନ ଋତୁ। ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ଉତ୍ତର ପ୍ରଦେଶରେ ପଞ୍ଚାୟନ ନିର୍ବାଚନ ମଧ୍ୟ ହେବାକୁ ଯାଉଛି। ଏଥରେ ୟୁପି ପଞ୍ଚାୟତ ନିର୍ବାଚନରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ବିଭିନ୍ନ ପଦବୀରେ…

ୟୁଜରଙ୍କୁ ଧମକ ଦେଲେ ଆମୀରଙ୍କ ଝିଅ: ଲଗାଇଲେ ୫ ହଜାର ଟଙ୍କାର ଜରିମାନା

ବଲିଉଡ୍‌ର ମିଷ୍ଟର ପରଫେକ୍ଟ ଆମୀର ଖାନ୍‌ଙ୍କ ଝିଅ ଇରା ଖାନ୍‌ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ। ବିଗତ କିଛି ଦିନ ହେବ କୌଣସି ନା କୌଣସି କଥାକୁ ନେଇ ସେ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଇରା ପ୍ରେମିକ ନୁପୁର ଶେଖରଙ୍କ ସହ…

ଫ୍ୟାନ୍ସି ନମ୍ବରରୁ ରେକର୍ଡ ଆଦାୟ: ୬ମାସରେ ମିଳିଛି ୧୧.୨୪ କୋଟି

ଭୁବନେଶ୍ୱର,୫।୪: ଫ୍ୟାନ୍ସି ଏବଂ ପସନ୍ଦ ଯୋଗ୍ୟ ରେଜିଷ୍ଟ୍ରେଶନ ନମ୍ବର ବାବଦରେ ଗତ ୬ମାସ ଅର୍ଥାତ୍‌ ୨୦୨୦ ଅକ୍ଟୋବରରୁ ୨୦୨୧ ମାର୍ଚ୍ଚ ମଧ୍ୟରେ ରାଜ୍ୟ ସରକାର ୧୧.୨୪କୋଟି ଟଙ୍କା ପାଇଛନ୍ତି। ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଟୁଇଟ କରି ଜଣାଇଛନ୍ତି। ପୂର୍ବବର୍ଷ ଏହି…

ହେଲ୍‌ମେଟ ପାଇଁ ଗର୍ଭବତୀଙ୍କୁ ରାସ୍ତାରେ ଚଲାଇବା ଘଟଣା: ଥାନା ଓଆଇସିଙ୍କୁ ବହିଷ୍କାର ଲାଗି ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୫।୪(ବ୍ୟୁରୋ): ହେଲମେଟ୍‌ ପିନ୍ଧି ନ ଥିବାରୁ ମୟୂରଭଞ୍ଜ ଜିଲା ଶରତ ଥାନାର ଓଆଇସି ରୀନା ବକ୍ସଲା ଜଣେ ୮ମାସର ଗର୍ଭବତୀଙ୍କୁ ୩ କି.ମି. ଚଲାଇବା ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ଓଆଇସିଙ୍କୁ ଚାକିରିରୁ…

ଶହୀଦଙ୍କୁ ସଲାମ କଲେ ଭାରତୀୟ କ୍ରିକେଟର୍‌

ନୂଆଦିଲ୍ଲୀ,୫।୪: ଛତିଶଗଡରେ ନକ୍ସଲମାନଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ଦେଶର ୨୨ ସାହସୀ ଯବାନ ଶହୀଦ ହୋଇଥିବାବେଳେ ଅନ୍ୟ ଅନେକ ଗୁରୁତର ଆହତ ହୋଇଛନ୍ତି। ଏତେ ସଂଖ୍ୟକ ଯବାନ ଶହୀଦ ହେବା ନେଇ ଦେଶରେ ଶୋକର ଲହରୀ ଖେଳିଯାଇଥିବା ବେଳେ ନକ୍ସଲମାନଙ୍କ ଏହି…

ସ୍ତ୍ରୀଙ୍କୁ ଯିଏ ଆଣିବ ଫେରାଇ, ତାଙ୍କୁ ଦେବି ଭୋଟ…

ଲକ୍ଷ୍ନୌ,୫।୪: ଉତ୍ତରପ୍ରଦେଶରେ ଆଗକୁ ପଞ୍ଚାୟତ ନିର୍ବାଚନ ହେବ। ତେବେ ନିର୍ବାଚନରେ ପ୍ରାର୍ଥୀଙ୍କୁ ଭୋଟ ଦେବାନେଇ ଜଣେ ଭୋଟର ଅଜବ ସର୍ତ୍ତ ରଖିଛନ୍ତି। ସ୍ଥାନୀୟ ରହିମାବାଦ ଅଞ୍ଚଳର ରାମନଗରରେ ବାସ କରୁଥିବା ରାଧେ ଭୋଟ ଦେବାକୁ ଅନୁରୋଧ କରିବା ଲାଗି ତାଙ୍କ ଘରକୁ…

ଅଂଶୁଘାତ କାରଣ ଓ ପ୍ରତିକାର

ପୌରାଣିକ ମତବାଦ, ପାଞ୍ଜିରେ ଲେଖାଯାଇଥିବା ତଥ୍ୟ ଏବଂ ବିଶିଷ୍ଟ ଜ୍ୟୋତିର୍ବିିଦ୍‌ ପଠାଣି ସାମନ୍ତଙ୍କ ଗଣନା ଅନୁଯାୟୀ ସୂର୍ଯ୍ୟଙ୍କ ଚାରିପଟେ ବିଭିନ୍ନ ଗ୍ରହ ଓ ନକ୍ଷତ୍ର ନିଜେ ନିଜର କକ୍ଷରେ ଘୂରି ପରିକ୍ରମା କରୁଛନ୍ତି l ସେହିପରି ଆମେ ବସବାସ କରୁଥିବା ପୃଥିବୀ…

କରୋନା ଆତଙ୍କ: ୯ସ୍କୁଲ ଛାତ୍ରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୫।୪: ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ସୋମବାର ପଶ୍ଚିମ ଦିଲ୍ଲୀର ଗୋଟିଏ ସ୍କୁଲରେ ୯ଜଣ ଛାତ୍ରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜଣାପଡ଼ିବା ପରେ ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ଯାଏଁ ସ୍କୁଲକୁ ବନ୍ଦ ରଖାଯାଇଛି। ଅନ୍ୟପଟେ…

ବିଜେବି ଛାତ୍ର କରୋନା ପଜିଟିଭ

ଭୁବନେଶ୍ୱର, ୫।୪(ବ୍ୟୁରୋ): କରୋନା ପୁଣିଥରେ ନିଜର କାୟା ବିସ୍ତାର କରି ଚାଲିଛି। ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ବର୍ତ୍ତମାନ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ଖବର ସାମ୍ନାକୁ ଆସୁଛି । ତେବେ ଏହାରି…

କୋଟିଆର ତିନି ଗ୍ରାମରେ ଆନ୍ଧ୍ର କରିବ ଜିଲା ପରିଷଦ ନିର୍ବାଚନ

ପଟ୍ଟାଙ୍ଗୀ,୫।୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ତିନି ଗ୍ରାମ ତଳ ଗଞ୍ଜେଇ ପଦର, ଫଗୁଣସିନେରି ଓ ଫାଟୁସିନେରିରେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ଗତ ଫେବୃୟାରୀ୧୩ରେ କରିଥିଲା। ଏହାକୁ ନେଇ ଏବେବି ବାଦ ବିବାଦ ଲାଗିରହିଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri