ରାଜଧାନୀରେ ସିଲ୍ ହେଲା ଘରୋଇ କୋଚିଂ ସେଣ୍ଟର
ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ କେତେକ ଘରୋଇ ଶିକ୍ଷାନୁଷ୍ଠାନ କୋଭିଡ୍ ନିୟମ ଉଲ୍ଲଂଘନ କରୁଥିବା ଯାଞ୍ଚ ବେଳେ ଜଣାପଡ଼ିଥିଲା। ତେବେ ବିଏମ୍ସି କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଚଢ଼ାଉ କରାଯାଇଛି। ଜୋନାଲ ଡେପୁଟି କମିଶନର…
ମମତାଙ୍କୁ ସାହା ହେବେ ଜୟା
କୋଲକତା,୫।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ର ତୃତୀୟ ପର୍ଯ୍ୟାୟ ପାଇଁ ଏପ୍ରିଲ ୬ରେ ଭୋଟଗ୍ରହଣ ହେବ। ଏପର୍ଯ୍ୟନ୍ତ ଅନୁଷ୍ଠିତ ଦୁଇ ପର୍ଯ୍ୟାୟ ମତଦାନରେ ଉଭୟ ତୃଣମୂଳ କଂଗ୍ରେସ ଏବଂ ଭାଜପା ବିଜୟ ଦାବି କରୁଛନ୍ତି। ଏହି ସମୟରେ, ଟିଏମସି ବାକି ପାଞ୍ଚଟି…
୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ
ଟିଟିଲାଗଡ଼,(ଡି.ଏନ୍.ଏ.)୫।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଏ ନେଇ ସ୍ଥାୟୀ ପ୍ରତିକାର ଦାବିରେ ଟିଟିଲାଗଡ଼ ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ ସୋମବାର ସହରର ସମସ୍ତ ଦୋକାନବଜାର…
ବ୍ରିଜ ତଳକୁ ଖସିଲା ଟ୍ରକ୍, ହେଲପର ଗୁରୁତର
ମାଧପୁର,୫।୪(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର କନ୍ଧପଡ଼ା ବ୍ରିଜରେ ସୋମବାର ସକାଳେ ଏକ ୧୦ ଚକିଆ ଟ୍ରକ ବ୍ରିଜ ତଳକୁ ଖସିପଡ଼ିଥିବା ଜଣାପଡ଼ିଛି। ଫଳରେ ଟ୍ରକର ହେଲପର ଗୁରୁତର ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ଜିଲା ଚିକିତ୍ସାଳୟକୁ…
ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଅମିତ ଶାହା
ରାୟପୁର,୫।୪: ଛତିଶଗଡର ବିଜାପୁରରେ ହୋଇଥିବା ନକ୍ସଲ ଆକ୍ରମଣରେ ୨୨ ଯବାନ ଶହୀଦ ହୋଇଛନ୍ତି। ଶହୀଦଙ୍କ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର ବିଜାପୁର ଗସ୍ତ କରିଛନ୍ତି। ଏହି ଅବସରରେ ସେ ଶହୀଦଙ୍କ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହା…
୮୮ ବର୍ଷରେ ଆଖିବୁଜିଲେ ଦେଶର ପ୍ରଥମ ମହିଳା କ୍ରିକେଟ ଭାଷ୍ୟକାର
ଭାରତର ପ୍ରଥମ ମହିଳା କ୍ରିକେଟ ଭାଷ୍ୟକାର ଚନ୍ଦ୍ରା ନାଏଡୁଙ୍କର ୮୮ ବର୍ଷ ବୟସରେ ଇନ୍ଦୋରରେ ପରଲୋକ ଘଟିଛି। ବିଗତ କିଛି ବର୍ଷ ହେବ ସେ ଅସୁସ୍ଥ ଥିଲେ। ସେ ଭାରତୀୟ କ୍ରିକେଟ ଦଳର ପ୍ରଥମ ଅଧିନାୟକ ତଥା ପୂର୍ବ କ୍ରିକେଟର ସିକେ…
ଆରସିବିକୁ ନେଇ ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍, କହିଲେ…
ନୂଆଦିଲ୍ଲୀ,୫।୪: ବିରାଟ କୋହଲି ହେଉଛନ୍ତି ଭାରତର ସବୁଠାରୁ ସଫଳ ଟେଷ୍ଟ ଅଧିନାୟକ। ତାଙ୍କ ଅଧିନାୟକତ୍ୱରେ ଭାରତ ଗତ କିଛି ମାସ ମଧ୍ୟରେ ଅଷ୍ଟ୍ରେଲିଆ, ଇଂଲଣ୍ଡ ଭଳି ଶକ୍ତିଶାଳୀ ଦଳକୁ ପରାସ୍ତ କରିଛି। କିନ୍ତୁ ଆଜି ବି ଆଇପିଏଲ ଟାଇଟଲ ଜିତିବାର ସ୍ବପ୍ନ…
ଅଗ୍ନିକାଣ୍ଡରେ ଜଳିଗଲା ୧୨ ବଖରା: ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ
ପଦ୍ମପୁର,୫।୪(ଡି.ଏନ୍.ଏ.): ଚାନ୍ଦବାଲି ବ୍ଲକ ଅଧୀନ କରଞ୍ଜମାଳ ପଞ୍ଚାୟତର ନରେନ୍ଦ୍ରପୁର ଗ୍ରାମରେ ରବିବାର ବିଳମ୍ବିତ ରାତିରେ ବିନୋଦ ମାଝିଙ୍କ ଘରେ ଅଗ୍ନିକାଣ୍ଡ ଘଟି ୧୨ ବଖରା ଜଳିଯାଇଛି। ଘରେ ଥିବା ନଗଦ ଟଙ୍କା ସୁନା ଗହଣା ସମେତ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର…
ଆଖିରେ ପଟି ବାନ୍ଧି ପଢ଼ିପାରୁଛନ୍ତି ବହି
ଭୁବନ, ୫।୪(ଡି.ଏନ.ଏ.)-ଆଖିରେ ପଟିବାନ୍ଧି ପଢ଼ିପାରୁଛନ୍ତି ବହି। ନିର୍ଭୁଲ ଭାବେ କହିପାରୁଛନ୍ତି ଏଟିଏମ୍ କାର୍ଡ ଉପରେ ଲେଖାଯାଇଥିବା ସଂଖ୍ୟା। ଧରିପାରୁଛନ୍ତି କ୍ୟାଚ୍। ଏଭଳି ବିସ୍ମୟ ପ୍ରତିଭାର ଅଧିକାରୀ ନିବେଦିତା ବେଜ ଏବଂ ତାଙ୍କ ଭାଇ ରଶ୍ମିରଞ୍ଜନ ବେଜ୍ଙ୍କୁ ନେଇ ଢେଙ୍କାନାଳ ଜିଲା ଭୁବନ…
ଆଇପିଏଲ୍: ମିଡ୍ଲ ଅର୍ଡରକୁ ନେଇ ଚିନ୍ତାରେ ହାଇଦ୍ରାବାଦ
ନୂଆଦିଲ୍ଲୀ,୫।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍ଆରଏଚ୍) ସବୁଠାରୁ ସ୍ଥିର ପ୍ରଦର୍ଶନ କରୁଥିବା ଦଳ ବିବେଚିତ ହୋଇ ଆସୁଛି। ଗତ ୫ ବର୍ଷ ମଧ୍ୟରେ ଏ ନେଇ ହାଇଦ୍ରାବାଦ ନିଜ ପ୍ରଦର୍ଶନ ମଧ୍ୟରେ ଖ୍ୟାତିଅର୍ଜନ କରିଛି। ତେବେ ମିଡ୍ଲ…
ବ୍ୟାଙ୍କ ଉପରେ ପଡ଼ିପାରେ ୨ ହଜାର କୋଟିର ବୋଝ
ନୂଆଦିଲ୍ଲୀ: ୨୦୨୦ ମାର୍ଚ୍ଚଠାରୁ ଅଗଷ୍ଟ ଯାଏ ସରକାର ବ୍ୟାଙ୍କ ଋଣ ଉପରେ ମୋରାଟୋରିୟମ ଘୋଷଣା କରିଥିଲେ। ଏହି ସମୟରେ କ୍ଷୁଦ୍ର ଋଣ ଉପରେ ଚକ୍ରବୃଦ୍ଧି ସୁଧ ଛାଡ଼ କରିବା ଲାଗି ନିକଟରେ ସୁପ୍ରିମକୋର୍ଟ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି। ଏହାଦ୍ୱାରା ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଉପରେ…
କୋଭିଡ୍ ନିୟମ ଉଲ୍ଲଂଘନ: ବିଶାଲ ମେଗାମାର୍ଟ, ୪ ଦୋକାନ ସିଲ୍
କଟକ ଅଫିସ,୫।୪: କଟକ ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି। ହେଲେ ଗାଇଡ୍ଲାଇନ ଠିକ୍ଭାବେ ପାଳନ କରାଯାଉ ନ ଥିବାରୁ ରବିବାର ପ୍ରଶାସନ ପକ୍ଷରୁ କଡା…
Archives


