ଖାଉଥିବା ବେଳେ ହାଣିଦେଲେ ସାନ ଭାଇ
ବେଗୁନିଆପଡ଼ା,୧୮।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଜଗତି ସାହିରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ସାନ ଭାଇର କାତି ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜଗତି ସାହିର କିଶୋର ପାଣିଗ୍ରାହୀ(୫୬)। ହତ୍ୟାକାଣ୍ଡର କାରଣ ଜଣାପଡ଼ି ନ ଥିବା…
ଭିଜିଲାନ୍ସ ହାତରେ ମହିଳା କଲେଜର କିରାଣି
କଟକ ଅଫିସ,୧୮ା୮: କଟକ କଲ୍ୟାଣୀ ସ୍ଥିତ କୁସୁମଦେବୀ ସତସଙ୍ଗ ମହିଳା କଲେଜର କନିଷ୍ଠ କିରାଣୀ ଜ୍ୟୋତ୍ସ୍ନା ପରିଡ଼ା ବୁଧବାର ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ଅଭିଯୋଗକାରୀ ରାଧାରାଣୀ ସାହୁଙ୍କ ସ୍ବାମୀ…
କାବୁଲରୁ ଆଇଟିବିପି ଯବାନଙ୍କ ସହ ଭାରତ ଫେରିଲେ ୩ କୁକୁର
ଗାଜିଆବାଦ,୧୮।୮: ଆଫଗାନିସ୍ତାନର କାବୁଲରେ ଥିବା ଭାରତୀୟ ଦୂତାବାସର ସୁରକ୍ଷା ପାଇଁ ନିୟୋଜିତ ମାୟା, ରୁବି ଏବଂ ବବି ନାମକ ତିନିଟି ସ୍ନିଫର୍ କୁକୁର ମଙ୍ଗଳବାର ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ(ଆଇଟିବିପି)ର ୯୯ ଯବାନଙ୍କ ସହ ଫେରିଛନ୍ତି। ଏହି ତିନିଟି କୁକୁରଙ୍କୁ ଭାରତୀୟ ଦୂତାବାସର…
ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍ରେ ବଡ଼ ପରିବର୍ତ୍ତନ
ଦୁବାଇ,୧୮।୮ : ଭାରତ ଓ ଇଂଲଣ୍ଡ ମଧ୍ୟରେ ଲଡର୍ସଠାରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍ ଶେଷ ହେବା ପରେ ଖେଳାଳିଙ୍କ ମାନ୍ୟତାରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ମ୍ୟାଚ୍ରେ ଶତକ ହାସଲ କରିଥିବା ଲୋକେଶ ରାହୁଲ ୧୯ଟି ସ୍ଥାନ ଉପରକୁ ଉଠିଛନ୍ତି। ଅଧିନାୟକ ବିରାଟ…
ପାକିସ୍ତାନକୁ ନେଇ ଚର୍ଚ୍ଚା ବଢ଼ିବା ପରେ କଡ଼ା ଜବାବ ଦେଲେ ଗମ୍ଭୀର: କହିଲେ ‘ଆଇପିଏଲ୍ ଯୋଗୁ…’
ନୂଆଦିଲ୍ଲୀ,୧୮।୮: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଭାରତୀୟ ଟିମ୍ ବ୍ୟସ୍ତ ଥିଲେ ହେଁ ଏବେଠାରୁ ବିଶ୍ୱକପ୍କୁ ନେଇ ଚର୍ଚ୍ଚା ହେବାରେ ଲାଗିଲାଣି। ଏହା ପଛର କାରଣଟି ହେଲା ପାକିସ୍ତାନ ବିପକ୍ଷରେ ଥିବା ପ୍ରଥମ ମ୍ୟାଚ୍। ୟୁଏଇରେ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଥିବାରୁ…
ଷ୍ଟେଜ୍ ଉପରେ ବରବଧୂଙ୍କ ସହ ଏଭଳି ବ୍ୟବହାର କଲେ ଅତିଥି; ଚକିତ ହେଲେ…
ସୋସିଆଲ ମିଡିଆରେ ବିବାହର ଅନେକ ମଜାଦାର ଭିଡିଓ ଭାଇରାଲ ହୋଇଥିଲେ। ସେଥିରୁ କିଛି ଚକିତ କରୁଥିଲେ ହେଁ କିଛି ବାରମ୍ବାର ଦେଖିବାକୁ ବାଧ୍ୟ କରିଥାଏ। ବିବାହରେ ହସଖୁସିର ପରିବେଶ ରହିବାଟା ସ୍ବାଭାବିକ କଥା। ଅନେକ ସମୟରେ ବରବଧୂ ନିଜ ବିବାହକୁ ସ୍ବତନ୍ତ୍ର…
ପ୍ରେମକୁ ନେଇ ଚର୍ଚ୍ଚାରେ ଥିଲେ ଏହି ଅଭିନେତ୍ରୀ: ବିବାହ ପରେ ମା’ ନ ହେବାକୁ କରିଥିଲେ ସ୍ଥିର
ଅଭିନେତ୍ରୀ ଅରୁଣା ଇରାନୀ ୫୦୦ରୁ ଅଧିକ ବଲିଉଡ ଫିଲ୍ମରେ କାମ କରିଛନ୍ତି। ଅରୁଣା କେବଳ ପରଦାରେ ହିରୋଇନ ଭୂମିକାରେ ଅଭିନୟ କରି ନ ଥିଲେ ବରଂ ଜଣେ ଖଳନାୟିକା ଭୂମିକା କରି ପ୍ରତ୍ୟେକ ଚରିତ୍ର ପାଇଁ ଫିଟ ବୋଲି ପ୍ରମାଣ କରିଥିଲେ…
ଦେଖିବାକୁ ହିରୋଇନଙ୍କଠାରୁ କମ୍ ନୁହନ୍ତି ଏହି ଲୋକପ୍ରିୟ କମେଡିଆନ୍ଙ୍କ ସ୍ତ୍ରୀ; ହେଲେ ଭୁରିଙ୍କ ପ୍ରେମରେ…
ବମ୍ବେ: ସୋନି ଟିଭିରେ ପ୍ରସାରିତ ଲୋକପ୍ରିୟ କମେଡି ଶୋ’ ‘ଦ କପିଲ ଶର୍ମା ଶୋ’ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି। ଶୋ’କୁ ନେଇ ଦର୍ଶକଙ୍କ ମନରେ ଉତ୍କଣ୍ଠା ଦେଖାଦେଇଛି। ଅପରପକ୍ଷେ ଭାରତୀ ସିଂହ, କିକୁ ଶାରଦା, ଅଭିଷେକ କୃଷ୍ଣା, ଚନ୍ଦନ…
ସ୍ବାମୀଙ୍କ ଗିରଫ ପରେ ପ୍ରଥମଥର ‘ସୁପର ଡ୍ୟାନ୍ସର’ ଶେଟ୍ରେ ନଜର ଆସିଲେ ଶିଳ୍ପା
ମୁମ୍ବାଇ: ସୋସିଆଲ ମିଡିଆରେ ବର୍ତ୍ତମାନ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଏକ ଭିଡିଓ ଖୁବ୍ ଭାଇରାଲ ହେଉଛି। ଏହି ଭିଡିଓରେ ଦେଖିବାକୁ ମିଳିଛି ଶିଳ୍ପା ଗାଡ଼ିରୁ ଓହ୍ଲାଇ ଚୁପ୍ଚାପ ଶେଟ୍କୁ ଚାଲିଯାଉଛନ୍ତି। ଯିବା ସମୟରେ ନଜର ଆସିଥିବା ଫଟୋଗ୍ରାଫରଙ୍କୁ ହାଏ ବି…
ଅପରେଶନ ଭୟରେ ଡାକ୍ତରଖାନା ଝରକା ଡେଇଁ ପଳାଇଲେ ଗର୍ଭବତୀ ମହିଳା, ଆଉ ତା’ପରେ
ଜୟପୁର,୧୮।୮: ରାଜସ୍ଥାନର ବାଡମେର ଜିଲାରେ ଏକ ରୋଚକ ଘଟଣା ଘଟିଛି। ଭାରତ-ପାକ ସୀମାରେ ଅବସ୍ଥିତ ବାରମେର ଜିଲା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣେ ଗର୍ଭବତୀ ମହିଳା ଅପରେଶନ ଭୟରେ ଝରକା ପଟେ ଡେଇଁ ପଳାଇଛନ୍ତି। ସମ୍ପର୍କୀୟଙ୍କ ସୂଚନା ପରେ ଡାକ୍ତରଖାନାରେ ଉତ୍ତେଜନା…
ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଲକ୍ଷ୍ନୌ,୧୮।୮: ଉତ୍ତରପ୍ରଦେଶ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ୬ ରୁ ୮ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡିକ ୨୩ ଅଗଷ୍ଟରୁ ଖୋଲାଯିବ, ୧ ରୁ ୫ ପର୍ଯ୍ୟନ୍ତ…
‘ଯାହାକୁ ଭାରତରେ ଡର ଲାଗୁଛି, ସେମାନେ ଆଫଗାନିସ୍ତାନ ପଳାନ୍ତୁ’
ନୂଆଦିଲ୍ଲୀ,୧୮।୮:ଆଫଗାନିସ୍ତାନକୁ ନିଜ କବ୍ଜାକୁ ନେଇଛି ତାଲିବାନ। କିନ୍ତୁ ଏବେ ଭାରତରେ ଏହାକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇ ଯାଇଛି। ପ୍ରଥମେ ସମାଜବାଦୀ ପାର୍ଟି ଏମ୍ପି ଡାଃ. ସଫିକୁରହମାନ ବର୍କ ତାଲିବାନଙ୍କୁ ସମର୍ଥନ କରି ମନ୍ତବ୍ୟ ଦେବା ପରେ ବିବାଦ ଆରମ୍ଭ…

