Home Left

ଆଇପିଏଲରେ ଛକା କିଙ୍ଗ୍‌ କିଏ ଜାଣନ୍ତି

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ହେବ। ଆଇପିଏଲ୍‌ରେ ସର୍ବାଧିକ ଛକା ମାରିଥିବା…

ଆଇପିଏଲ ପୂର୍ବରୁ ଆରସିବିକୁ ଲାଗିଲା ବଡ଼ ଝଟ୍‌କା

ଚେନ୍ନାଇ, ୪ା୪- ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ଲାଗିଛି ବଡ଼ ଝଟ୍‌କା। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଆସନ୍ତା ୯ ତାରିଖରେ ଖେଳାଯିବାକୁ ଚଳିତ ଆଇପିଏଲର ଉଦ୍‌ଘାଟନୀ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି ଦଳର ନିୟମିତ ଓପନର ଦେବଦତ୍ତ ପାଡିକଲ। ତାଙ୍କ କରୋନା ରିପୋର୍ଟ…

କୋଭିଡ୍‌ ଗାଇଡ୍‌ଲାଇନ ନ ମାନିବାରୁ ସିଲ୍‌ ହେଲା ୨ ଦୋକାନ

ଝାରସୁଗୁଡା ଅଫିସ୍‌,୪।୪: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା କରାଯାଉଛି। ତଥାପି କେତେକ ଅମାନିଆ ନିୟମ ପାଳନ କରୁନାହାନ୍ତି। ଜିଲା ପ୍ରଶାସନ ଏହି ଦିଗରେ…

ଧୋନୀ, କୋହଲିଙ୍କୁ ପଛରେ ପକାଇଲେ ପାକିସ୍ତାନ ଖେଳାଳି

ଜୋହାନ୍ସବର୍ଗ, ୪ା୪- ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଫଖର ଜାମନ ଖେଳିଥିଲେ ୧୯୩ ରନ୍‌ର ଇନିଂସ। ତାଙ୍କର ଏହି ପାଳିରେ ସାମିଲ ଥିଲା ୧୮ ଚୌକା ଓ ୧୦ ଛକା। ଦିନିକିଆ ମ୍ୟାଚ୍‌ରେ ଟାର୍ଗେଟର ପିଛା କରୁଥିବାବେଳେ…

ଏହି କାରଣରୁ ପୁଣି ଥରେ ଫେଲ୍‌ ହୋଇପାରେ ଆରସିବି

ଚେନ୍ନାଇ, ୪ା୪- ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଲିଗ୍‌ ଆଇପିଏଲ ଆରମ୍ଭ ହେବାକୁ ଆଉ ମାତ୍ର କେଇଟା ଦିନ ରହିଲା। ଏଥର ମଧ୍ୟ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପ୍ଲେଅଫ୍‌ରେ ପ୍ରବେଶ କରିପାରିବ ନାହିଁ। ଏଭଳି ମତ…

ଭାଜପା ପ୍ରାର୍ଥୀଙ୍କ ଗାଡ଼ି ଉପରେ ଆକ୍ରମଣ

କୋଲକାତା, ୪ା୪: ଅଭିନେତ୍ରୀ ତଥା ପଶ୍ଚିମବଙ୍ଗର ବେହଲା ଆସନ ଭାଜପା ପ୍ରାର୍ଥୀ ପାୟଲ ସରକାରଙ୍କ ଗାଡ଼ି ଉପରେ ରବିବାର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ସମର୍ଥକମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପ୍ରଚାର ବେଳେ ବେହଲାର ଠାକୁରପୁର ଅଞ୍ଚଳରେ ଏହି ଘଟଣା ଘଟିଛି। ତେବେ…

ସ୍କୁଲ ହଷ୍ଟେଲର ୯ ଛାତ୍ର ପଜିଟିଭ

ଉମରକୋଟ,୪ା୪: ନବରଙ୍ଗପୁର ଜିଲାରୁ ଦିନକରେ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରବିବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଉମରକୋଟ ଡୋଙ୍ଗ୍ରିଗୁଡ଼ାସ୍ଥିତ ଗୁରୁକୃପା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରାବାସର ୯ଛାତ୍ର ରହିଛନ୍ତି। ପ୍ରଶାସନ ପକ୍ଷରୁ ଛାତ୍ରାବାସକୁ ସାନିଟାଇଜ୍‌…

ଅନ୍ତର୍ଜାତୀୟ ସ୍ତରରେ ପୁଣି ଓଡ଼ିଶାକୁ ଗୌରବାନ୍ବିତ କଲେ ପ୍ରମୋଦ

ନୂଆଦିଲ୍ଲୀ, ୪ା୪- ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ପୁଣି ଥରେ ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାକୁ ଗୌରବାନ୍ବିତ କରିଛନ୍ତି। ଦୁବାଇଠାରେ ଚାଲିଥିବା ଫାଜା ଦୁବାଇ ପାରା ବ୍ୟାଡ୍‌ମିଣ୍ଟନ ଅନ୍ତର୍ଜାତୀୟ ଇଭେଣ୍ଟରେ ସେ ଜିତିଛନ୍ତି ଦୁଇଟି ସ୍ବର୍ଣ୍ଣ ପଦକ। ପୁରୁଷ ସିଙ୍ଗଲ୍ସ ଓ…

ନୂଆ ଷ୍ଟାଇଲରେ ମାଲିକଙ୍କ ଆଖି ଆଗରେ ଲୁଟ୍‌

ଝାରସୁଗୁଡା ଅଫିସ୍‌,୪।୪: ନିଜକୁ ଆୟକର ବିଭାଗ ଅଧିକାରୀ ପରିଚୟ ଦେଇ ଝାରସୁଗୁଡା ସହରରେ ଥିବା ଓମ୍‌ ସାଇରାମ ଜୁଏଲେରୀରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ କରିଛନ୍ତି। ଏ ନେଇ ଦୋକାନ ମାଲିକ ମୁରଲୀଧର ସାକୁନିଆ ଶନିବାର ଝାରସୁଗୁଡା ଟାଉନ୍‌ ଥାନାରେ…

ଯବାନଙ୍କ ବଳିଦାନ ବୃଥା ଯିବ ନାହିଁ: ଅମିତ ଶାହା

ନୂଆଦିଲ୍ଲୀ,୪।୪: ଛତିଶଗଡର ବିଜାପୁରରେ ହୋଇଥିବା ନକ୍ସଲ ଆକ୍ରମଣରେ ୨୨ ଯବାନ ଶହୀଦ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, ଯବାନଙ୍କ ବଳିଦାନ ବୃଥା ଯିବ ନାହିଁ। ଉପଯୁକ୍ତ ସମୟରେ ଏହାର ଜବାବ ଦିଆଯିବ। ତେବେ ଏହି…

ଗଞ୍ଜାମରେ ପୁଣି କରୋନାର ଆତଙ୍କ

ଛତ୍ରପୁର,୪।୪: ଗଞ୍ଜାମ ଜିଲାରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇଲାଣି। କିଛି ଦିନର ବ୍ୟବଧାନ ପରେ ଦୈନିକ ସଂକ୍ରମଣ ଦୁଇ ଅଙ୍କ ଛୁଇଁଲାଣି। ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଜିଲାରେ ଆଉ…

ପାକିସ୍ତାନକୁ ନିମନ୍ତ୍ରଣ ଦେଲା ନାହିଁ ଆମେରିକା: ରାଗିଗଲେ ଇମ୍ରାନ

ନ୍ୟୁୟର୍କ,୪।୪: ବିଶ୍ୱ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ତାନକୁ ଆମନ୍ତ୍ରଣ କରିନାହାଁନ୍ତି। ଏହି ସମ୍ମିଳନୀ ଏପ୍ରିଲ ୨୨-୨୩ରୁ ଅନଲାଇନରେ ଅନୁଷ୍ଠିତ ହେବ। ଆମେରିକାର ଏହି ପଦକ୍ଷେପକୁ ନେଇ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri