Home Left

ବଢୁଛି ଇକୋ-ଫ୍ରେଣ୍ଡ୍‌ଲି ରାଖୀର ଚାହିଦା

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଆଉ ୪ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ସ୍ନେହ ସମ୍ପର୍କର ଅତୁଟ ଡୋରି। ତେଣୁ ରାଜଧାନୀର ବିଭିନ୍ନ ସ୍ଥାନରେ ଖୋଲିଲାଣି ରାଖୀ ଦୋକାନ। ଲୋକଙ୍କ ଚାହିଦାକୁ ନଜରରେ ରଖି ଚଳିତ ବର୍ଷ ବିଭିନ୍ନ ରକମର ରାଖୀ…

୬୩, ୫୦୦ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଏଣିକି ଜିଲା ଶିକ୍ଷା ଅଧିକାରୀମାନେ ସମ୍ପୃକ୍ତ ଜିଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର ସମସ୍ୟା ତଦାରଖ କରିବେ। ବିଭାଗର ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଇବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷାବେଳେ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଏହି ସୂଚନା…

ଗୁପ୍ତଯୁଗ ସଭ୍ୟତାର ସନ୍ଧାନ

ସମ୍ବଲପୁର,୧୮ା୮(ବ୍ୟୁରୋ):ସମ୍ବଲପୁର ଜିଲାରେ ଗୁପ୍ତଯୁଗୀୟ ସଭ୍ୟତାର ସନ୍ଧାନ ମିଳିଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ସ୍ନାତକୋତ୍ତର ଇତିହାସ ବିଭାଗ ଗବେଷଣାରୁ ଏହା ଜଣାପଡ଼ିଛି। ଜିଲାର ଯୁଯୁମୁରା ନିକଟ ବଡ଼ମାଳ ଓ ମହାନଗର ନିଗମର ଦୁର୍ଗାପାଲିଠାରୁ ବଡ଼ବଜାର ପର୍ଯ୍ୟନ୍ତ ୨କି.ମି. ଅଞ୍ଚଳରେ ଭଗ୍ନାବଶେଷ ଠାବ ହୋଇଛି।…

‘ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ସରକାର’

ଭୁବନେଶ୍ୱର, ୧୮ା୮(ବ୍ୟୁରୋ):ରାଜ୍ୟ ସରକାର ଜାଣିଶୁଣି ପଛୁଆବର୍ଗଙ୍କୁ ତାଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ବୋଲି ଭାଜପା ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ଅଭିଯୋଗ କରିଛନ୍ତି । ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୁରଥ କହିଛନ୍ତି,…

ଲଘୁଚାପ ଉତ୍ତର ଭାରତ ମୁହାଁ

ଭୁବନେଶ୍ୱର,୧୮ା୮(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଓଡ଼ିଶା ଉପକୂଳ ଛୁଇଁଛି । ଏହାର ପ୍ରଭାବରେ ସୋମବାର ରାତିଠାରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା…

ରାଜନୀତିରେ ଯୋଗଦେବିନି

ଓଡ଼ିଆ ସଙ୍ଗୀତ ଦୁନିଆରେ ଜଣେ ଆଗଧାଡ଼ିର ବ୍ୟକ୍ତିତ୍ୱ ହେଉଛନ୍ତି ଅଭିଜିତ୍‌ ମଜୁମ୍‌ଦାର। ୧୯୮୯ରେ ସମ୍ବଲପୁରୀ ଗୀତରୁ କ୍ୟାରିୟର ଆରମ୍ଭ କରିଥିବା ଅଭିଜିତ୍‌ ୧୯୯୬ରେ କଟକ ଆସି ସଙ୍ଗୀତ ଜଗତରେ କାମ କରିଥିଲେ। ପ୍ରଥମେ ତାଙ୍କୁ ଅନେକ ବିଫଳତାର ସମ୍ମୁଖୀନ ହେବାକୁ ପଡ଼ିଥିଲା,…

ଯୁକ୍ତ୩ ନାମଲେଖା ପାଇଁ ୨୦ରୁ ଆବେଦନ

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଶ୍ରେଣୀରେ ନାମ ଲେଖା ପାଇଁ ଆସନ୍ତା ୨୦ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ୨୦ ତାରିଖ ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ଅନଲାଇନ୍‌ରେ…

ଫୁଲଚାଷ କରି ଗଞ୍ଜାମ ମହିଳା ଆତ୍ମନିର୍ଭର

ଛତ୍ରପୁର,୧୮ା୮(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ମହିଳା ସଂଘଗୁଡ଼ିକୁ ଆତ୍ମ ନିର୍ଭରଶୀଳ କରିବା ଲାଗି ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତି ଆନୁକୂଲ୍ୟରେ ବହୁ ପଦକ୍ଷେପ ନିଆଯାଉଛି । ଫୁଲଚାଷଠାରୁ ଆରମ୍ଭ କରି ଛତୁ, ଫଳ, ମାଛଚାଷ, କୁକୁଡା ପାଳନ, ବିଦ୍ୟୁତ ବିଲ୍‌ ଆଦାୟ,…

‘ଘଟଣା ବେଳେ ଡିଏଫ୍‌ଓଙ୍କ କ୍ୱାର୍ଟର୍ସରେ ଥିଲେ ଜିଲାପାଳ’

ପାରଳାଖେମୁଣ୍ଡି, ୧୮ା୮ (ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ର ଜେରା ଜାରି ରହିଛି। ମଙ୍ଗଳବାର ଦୁଇଟି ପର୍ଯ୍ୟାୟରେ ୬ ଜଣଙ୍କୁ ଜେରା କରାଯାଇଥିଲା। ଦ୍ୱିତୀୟ ଦିନର ଜେରାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌କୁ କେତେକ ଗୁରୁତ୍ୱପୂର୍ଣ୍ଣ…

ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ବୁଦବାର କରୋନାରେ ୬୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୦୮୬ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୮ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ୪୧୫ଟି ହେଉଛି ଲୋକାଲ କେସ। ବାକି ୧୩୮ ଜଣ…

ମାତ୍ର ୪୦ ବଲ୍‌ରେ ଚୌକା-ଛକା ବର୍ଷା କଲେ ଏହି କ୍ରିକେଟର୍‌

ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ପୂର୍ବରୁ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପାଇଁ ଏକ ଖୁସି ଖବର ଅଛ। ଦଳର ଅଲରାଉଣ୍ଡର ଲିଆମ ଲିଭିଙ୍ଗଷ୍ଟୋନ ଜବରଦସ୍ତ ଫର୍ମରେ ଅଛନ୍ତି। ଦି ହଣ୍ଡ୍ରେଡରେ ସେ ଉଭୟ ବଲ ଏବଂ ବ୍ୟାଟ ସହିତ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?