ଧାରଣାରୁ ଉଠିଲେ ଭାଜପା ବିଧାୟକ, କହିଲେ ରାଜ୍ୟପାଳଙ୍କୁ ଭେଟିବୁ
ଭୁବନେଶ୍ୱର,୪।୪(ବ୍ୟୁରୋ): ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଶନିବାରଠାରୁ ଧାରଣାରେ ବସିଥିବା ଭାଜପା ବିଧାୟକମାନେ ରବିବାର ଉଠିଛନ୍ତି। ଆଜି ସକାଳେ ଭାଜପା ସହପ୍ରଭାରୀ ବିଜୟପାଲ ସିଂ ତୋମାର ଭେଟିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସମଗ୍ର ଘଟଣା ପାଇଁ ବାଚସ୍ପତିଙ୍କୁ…
ଜୋରଦାର ହେଉଛି ତ୍ରିମୁଖୀ ପ୍ରଚାର
ପିପିଲି, ୪।୪(ସ୍ବ.ପ୍ର.): ପିପିଲିରେ ଚାଲିଛି ଜୋରଦାର ପ୍ରଚାର। ବିଜେଡି ଗଡ଼କୁ ଦଖଲ କରିବା ପାଇଁ ଜୋର ଲଗାଇଛନ୍ତି ବିରୋଧୀ ଭାଜପା ଓ କଂଗ୍ରେସ। ଗାଁ ଗାଁ ବୁଲି ପ୍ରଚାର କରୁଛନ୍ତି। ପିପିଲିରେ ପରିବର୍ତ୍ତନ ପାଇଁ ଭାଜପା ଆହ୍ବାନ ଦେଇଥିବାବେଳେ ଗଡ଼ ଫେରି…
ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୯୩ ଜଣ ଲୋକାଲ କେସ୍ ଥିବା…
ସକ୍ରିୟ ହେଲେଣି ଶିକାରୀ
ଢେଙ୍କାନାଳ ଅଫିସ, ୪।୪: ତମାମ ଯୋଜନା, ଆବଶ୍ୟକ ପଦକ୍ଷେପ ସତ୍ତ୍ୱେ ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟ ଶିକାରୀ ମୁକ୍ତ ହୋଇପାରୁନାହିଁ। ଜୀବଜନ୍ତୁଙ୍କ ସୁରକ୍ଷିତ ଆଶ୍ରୟସ୍ଥଳୀ ଭାବେ ପରିଚିତ ଏହି ସଂରକ୍ଷିତ ଅଭୟାରଣ୍ୟରେ ଶିକାରୀଙ୍କ ପ୍ରାଦୁର୍ଭାବ ବନ ବିଭାଗର ମୁଣ୍ଡବ୍ୟଥା ବଢ଼ାଇଛି। ଶୁକ୍ରବାର…
କରୋନା ଟିକା ନେଲେ ମିଳୁଛି ନାକଫୁଲ-ହ୍ୟାଣ୍ଡ୍ ବ୍ଲେଣ୍ଡର ଉପହାର
ରାଜକୋଟ,୪।୪: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନଜାରି ରହିଛି। ଏପରିସ୍ଥଳେ ଲୋକଙ୍କୁ ଟିକା ନେବା ପାଇଁ ସଚେତନ କରାଇବା ନିମନ୍ତେ ଗୁଜରାଟର ରାଜକୋଟରେ ଲୋକଙ୍କୁ ଉପହାର ପ୍ରଦାନ କରାଯାଉଛି। ରାଜକୋଟ ସ୍ବର୍ଣ୍ଣକାର ସମ୍ପ୍ରଦାୟ ପକ୍ଷରୁ ଏଭଳି ନିଆର ପଦକ୍ଷେପ ଗ୍ରହଣ କରାଯାଇଛି।…
ପିଆଇଏଲ୍ ପୂର୍ବରୁ ପ୍ରତିପକ୍ଷଙ୍କୁ ସମୟ ଦିଅ
ଭୁବନେଶ୍ୱର, ୪।୪(ବ୍ୟୁରୋ): ଦିନକୁ ଦିନ ଉଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା(ପିଆଇଏଲ୍)ର ସଂଖ୍ୟା ବଢ଼ିବାରେ ଲାଗିଛି। ବିଶେଷକରି ଅନେକ କ୍ଷେତ୍ରରେ ଆବେଦନକାରୀମାନେ କୌଣସି କର୍ତ୍ତୃପକ୍ଷଙ୍କ ନିକଟରେ ଦରଖାସ୍ତ କରିବା ପରେ ପ୍ରତିପକ୍ଷ ଏହାର କାର୍ଯ୍ୟକାରିତା ନେଇ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ହାଇକୋର୍ଟରେ…
ଲିଭୁନି ଶିମିଳିପାଳ ନିଆଁ
ବାରିପଦା ଅଫିସ,୪।୪: ଶିମିଳିପାଳରେ ଦିନରାତି ନିଆଁ ଜଳୁଛି। ସବୁଜ ସୁନ୍ଦର ଏହି ଅଭୟାରଣ୍ୟକୁ ଗ୍ରାସ କରିଚାଲିଛି ବାନାଗ୍ନି। ସରୀସୃପଠାରୁ ଆରମ୍ଭ କରି ବନ୍ୟଜନ୍ତୁମାନେ ନିଆଁ ଯୋଗୁ ବେଶ୍ ପ୍ରଭାବିତ ହୋଇଛନ୍ତି। ଗତ ୪ ଦିନ ହେଲା ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ନିଆଁ…
ଦୁଇଦିନ ୧୪ ଜିଲାରେ ଝଡ଼ବର୍ଷା
ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ଦୁଇଦିନ ହେବ ବର୍ଷା ହୋଇଥିବାରୁ ଲୋକଙ୍କୁ ଗରମରୁ ଆସ୍ବସ୍ତି ମିଳିଛି। ଶନିବାର ଫୁଲବାଣୀରେ ସର୍ବାଧିକ ୧୬ମିମି ବର୍ଷା ହୋଇଥିବାବେଳେ ଦାରିଙ୍ଗବାଡ଼ି, କେନ୍ଦୁଝରଗଡ଼, ବୌଦ୍ଧରେ ମଧ୍ୟ ବର୍ଷା ହୋଇଛି। ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କୋରାପୁଟ, ନୟାଗଡ଼,…
ବିଦେଶରେ ଚାକିରି ନାଁରେ ଠକେଇ; ଭୁବନେଶ୍ୱରରୁ ଅଭିଯୁକ୍ତଙ୍କୁ ଉଠାଇ ନେଲା ବ୍ରହ୍ମପୁର ପୋଲିସ
ବ୍ରହ୍ମପୁର ଅଫିସ,୪ା୪: ବିଦେଶରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ନେଇ ବ୍ରହ୍ମପୁରର ଜଣେ ଯୁବକ ଅଭିଯୋଗ କରିଥିଲେ। ଏଭଳି ଏକ ଅଭିଯୋଗର ତଦନ୍ତ କରି ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ଭୁବନେଶ୍ୱର ନୟାପଲ୍ଲୀରୁ ଏହି ଠକ ର଼୍ୟାକେଟ୍ ମୁଖ୍ୟ ସଞ୍ଜୟ…
ଅକ୍ଷୟ କୁମାର କରୋନା ପଜିଟିଭ୍
ମୁମ୍ବାଇ,୪।୪: ବଲିଉଡ୍ ଅଭିନେତା ଖିଲାଡି ବୟ ଅକ୍ଷୟ କୁମାରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେି ଅକ୍ଷୟ ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ ନିଜକୁ ହୋମ୍ କ୍ୱାରାଣ୍ଟାଇନ୍ରେ ରଖିଛନ୍ତି। ତାଙ୍କ ସହିତ ମିଳାମିଶା…
କ୍ୟାପିଟୋଲ ଆକ୍ରମଣ: ପୋଲିସ ଅଫିସର ନିହତ
ଓ୍ବାଶିଂଟନ, ୪।୪: ଆମେରିକାର ଓ୍ବାଶିଂଟନ ଡିସିସ୍ଥିତ ସଂସଦ ଭବନ କ୍ୟାପିଟୋଲରେ ଶୁକ୍ରବାର ଚଳିତ ବର୍ଷ ଦ୍ୱିତୀୟ ଆକ୍ରମଣ ଘଟିଥିଲା। ଜଣେ ଯୁବକ ନିଜ କାର୍କୁ କ୍ୟାପିଟୋଲ କମ୍ପ୍ଲେକ୍ସ ବ୍ୟାରିକେଡ୍ରେ ଧକ୍କା ଦେବାରୁ ଜଣେ ପୋଲିସ ଅଧିକାରୀ ନିହତ ହୋଇଥିବାବେଳେ ଅନ୍ୟ ଜଣେ…
ଖେତରୁ ମିଳିଲା ସ୍ପେସ୍ଏକ୍ସ ରକେଟ୍
ଇଫର୍ତ୍ତା, ୪ା୪: ଗତ ସପ୍ତାହରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସ୍ପେସ୍ଏକ୍ସ ରକେଟ ଫାଲ୍କନ୍-୯ ଆମେରିକାର ପୂର୍ବ ଓ୍ବାଶିଂଟନ୍ ରାଜ୍ୟର ଏକ ଖେତରେ ପଡ଼ିଥିବା ଜଣାଯାଇଛି। ଆମେରିକା ଉଦ୍ୟୋଗପତି ଏଲନ୍ମସ୍କଙ୍କ ସ୍ପେସ୍ଏକ୍ସ ରକେଟ ଉତ୍କ୍ଷୀପଣ କରାଯାଇଥିବାବେଳେ ତାହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତେବେ ଏହା ଦ୍ୱାରା…
Archives


