ଆକ୍ରମଣରେ ୨୩ ମୃତ
ମୋଗାଦିଶୁ, ୪ା୪: ସୋମାଲିଆର ୨ ମିଲିଟାରୀ ବେସ୍ରେ ଇସ୍ଲାମୀୟ ଉଗ୍ରପନ୍ଥୀଙ୍କ ଆକ୍ରମଣରେ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ ସୈନ୍ୟ ଅଛନ୍ତି। ୨ଟି କାର୍ରେ ଉଗ୍ରପନ୍ଥୀମାନେ ମିଲିଟାରି ବେସ୍ରେ ପଶିଯାଇ ବୋମାମାଡ଼ କରିଥିଲେ। ସେମାନଙ୍କୁ ଅଟକାଇବାକୁ ସେନା ପକ୍ଷରୁ…
ମା’ ମାସ୍କ ନ ଦେବାରୁ ରାଗିଯାଇ ଚାପୁଡା ମାରିଲା କୁନିପୁଅ, ଭିଡିଓ ଭାଇରାଲ
କରୋନାର ଦ୍ୱିତୀୟ ଲହର ପୁଣି ଆସିଛି। ହେଲେ ଏ ନେଇ ଲୋକେ ସଚେତନ ନ ଥିବା ଦେଖିବାକୁ ମିଳୁଛି। ଦିନକୁ ଦିନ ପଜିଟିଭ୍ଙ୍କ ସଂଖ୍ୟା ବଢ଼ୁ ଥିବା ବେଳେ ଏ ନେଇ ଚିନ୍ତା ବଢ଼ିଛି। ତେବେ ସୋସିଆଲ ମିଡିଆରେ ବର୍ତ୍ତମାନ ଏକ…
୩୫ ଆତଙ୍କବାଦୀ ନିହତ
କାବୁଲ, ୪ା୪: ଆଫଗାନ ଏୟାର ଫୋର୍ସ ପକ୍ଷରୁ ଫର୍ୟାବ ଓ ବାଘ୍ଲାନ ପ୍ରଦେଶରେ ଏୟାର ଷ୍ଟ୍ରାଇକ୍ ଯୋଗୁ ୩୩ ତାଲିବାନ ଆତଙ୍କବାଦୀ ନିହତ ହୋଇଛନ୍ତି। ଆହୁରି ୩୩ ଜଣ ଆହତ ହୋଇଥିବା ସ୍ଥାନୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିହତଙ୍କ…
୧.୨୩ କୋଟି ଟପିଲା ସଂକ୍ରମଣ
ନୂଆଦିଲ୍ଲୀ, ୪।୪: ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଉଦ୍ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। କ୍ରମାଗତ ୨୪ ଦିନ ହେଲା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୯,୧୨୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ…
ଅଧା ଶରୀର ମଣିଷ, ଆଉ ଅଧା ମେଶିନ
ଟେକ୍ନୋଲୋଜି କ୍ଷେତ୍ରରେ ଆଜି ବିଶ୍ୱ ବହୁ ଆଗକୁ ଯାଇଛି। ଯଦିଓ ବୈଜ୍ଞାନିକମାନେ ପ୍ରଯୁକ୍ତି ବିଦ୍ୟା ସାହାଯ୍ୟରେ ସମ୍ପୂର୍ଣ୍ଣ ମଣିଷ ତିଆରି କରିପାରି ନାହାନ୍ତି ତଥାପି ଅଧା ମଣିଷ ଏବଂ ଅଧା ରୋବଟ ତିଆରି କରିବାରେ ସକ୍ଷମ ହୋଇଛନ୍ତି। ବ୍ରିଟେନର ଜଣେ ବୈଜ୍ଞାନିକ…
୩ ପ୍ରାଇଭେଟ ଅଙ୍ଗ ଥିବା ଶିଶୁ ଜନ୍ମ, ଡାକ୍ତର ହେଲେ ଆଶ୍ଚର୍ଯ୍ୟ
ତିନୋଟି ପ୍ରାଇଭେଟ ଅଙ୍ଗ ଥିବା ଶିଶୁ ଜନ୍ମ ନେବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଏହା ବିଶ୍ୱର ପ୍ରଥମ ଘଟଣା ବୋଲି କୁହାଯାଉଛି। ଇରାକର ମୋସୁଲ ସହରରେ ଏମିତି ଏକ ଅଦ୍ଭୁତ ଶିଶୁ ଜନ୍ମ ନେଇଛି। ଯାହାର ୩…
ଦୂରଯାତ୍ରା ସମୟରେ କରୁଛନ୍ତି କି ଏହି ୪ ଭୁଲ, ପଡ଼ିପାରନ୍ତି ଅସୁବିଧାରେ
ଅନେକ ଲୋକଙ୍କୁ ଦୂର ସ୍ଥାନ ବୁଲିବା ପସନ୍ଦ ହୋଇଥିଲେ ମଧ୍ୟ ଏ ନେଇ ଉପୁଜିଥାଏ ଅନେକ ସମସ୍ୟା, ଯଥା ବାନ୍ତି, ମୁଣ୍ଡବିନ୍ଧା ଇତ୍ୟାଦି। ଏହି କାରଣ ଯୋଗୁ ସେମାନେ ବୁଲିଯିବାକୁ ପସନ୍ଦ କରି ନ ଥାଆନ୍ତି। ତେବେ ଆପଣ ଯଦି ଏହି…
ଗଣବଳାତ୍କାର ପରେ ଛାତ୍ରୀଙ୍କ ମୃତ୍ୟୁ: ଖସି ପଳାଉଥିବା ଅଭିଯୁକ୍ତଙ୍କୁ ପୋଲିସର ଗୁଳି
ମିରଟ, ୩।୪: ଉତ୍ତପ୍ରଦେଶର ମିରଟରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରି ଜବରଦସ୍ତ ବିଷ ପିଆଇ ଦିଆଯିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୋଲିସ ଶନିବାର ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟକୁ ନେଉଥିବା ବେଳେ ସେମାନେ ଜଣେ…
ପ୍ରବଳ ବର୍ଷା ସହ କୁଆପଥର ମାଡ଼
ଦାମନଯୋଡ଼ି,୩ା୪: କୋରାପୁଟ ଜିଲା ଦାମନଯୋଡ଼ି ଅଞ୍ଚଳରେ ଶନିବାର ଅପରାହ୍ନ ୪ଟାରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ସକାଳୁ ଆକାଶ ମେଘାଚ୍ଛନ୍ନ ଥିବାବେଳେ ଗୁଳୁଗୁଳି ଅନୁଭୂତ ହେଉଥିଲା। ତେବେ ଅପରାହ୍ନରେ ବର୍ଷା ହୋଇଥିଲା। ଏହା ଲୋକଙ୍କୁ ଗରମରୁ କିଛି ପରିମାଣରେ…
ଟିକା ନେବାପରେ ବାପାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ଆଣିଲେ ପୁଅ
ନବରଙ୍ଗପୁର/ଡାବୁଗାଁ/ପାପଡ଼ାହାଣ୍ଡି,୩।୪: କରୋନା ଟିକା ନେଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ପାପଡ଼ାହାଣ୍ଡି ବ୍ଲକ ହାତୀବେଢ଼ା ପଞ୍ଚାୟତ ଶୁଣ୍ଢିଗୁଡା ଗ୍ରାମର ଟଙ୍କଧର ବିଶୋଇ(୬୬)। ମୃତଦେହ ବ୍ୟବଚ୍ଛେଦ ପାଇଁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ…
ତାରାତାରିଣୀଙ୍କ ଯାତ୍ରାରେ ମୁଣ୍ଡନ ବନ୍ଦ
ଛତ୍ରପୁର,୩।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଓ ଏହାର ସ୍ଥିତି ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ କେତେକ କଟକଣା କରାଯାଇଛି ା ଜିଲାକୁ ଦୈନିକ ଟ୍ରେନ୍ ଯୋଗେ ମହାରାଷ୍ଟ୍ର ଓ ଗୁଜରାଟରୁ ଶତାଧିକ ପ୍ରବାସୀ ଫେରିବାରେ ଲାଗିଛନ୍ତିି। କିଭଳି…
କନ୍ଧମାଳ: ୨ଓ୍ବାର୍ଡ କଣ୍ଟେନ୍ମେଣ୍ଟ
ଫୁଲବାଣୀ ଅଫିସ, ୩ା୪: ଦୀର୍ଘ ଦିନର ବ୍ୟବଧାନ ପରେ କନ୍ଧମାଳ ଜିଲାକୁ ପୁଣି ଫେରିିଛି କଣ୍ଟେନ୍ମେଣ୍ଟ। ସହରର ୨ ନଂ. ୱାର୍ଡ ୮ ଏବଂ ୫ ନଂ. ୱାର୍ଡରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ରୋକିିବା ପାଇଁ ଜିଲା…
Archives


