ନିମ୍ନମାନର ରାସ୍ତା କାମକୁ ନେଇ ଉତ୍ତେଜନା: କାର୍ଯ୍ୟ ବନ୍ଦ କଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି,୩।୪(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଦୁର୍ଗମ ପଞ୍ଚାୟତ ଦନେକବାଡ଼ିର ପାଡ଼ନକେତା ଗ୍ରାମଦେଇ ଯାଇଥିବା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ତାହା ଅତି ନିମ୍ନ ମାନର ହେଇଥିବା ପ୍ରତିବାଦରେ ଶନିବାର ଭୋର ସମୟରେ ଶତାଧିକ ଗ୍ରାମବାସୀ ଏକାଠି ହୋଇ ଉକ୍ତ ସଂପ୍ରସାରଣ…
ବିଧାନସଭାରେ ପାରିତ ହେଲା ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ୍
ଭୁବନେଶ୍ୱର,୩।୪(ବ୍ୟୁରୋ): ବିଧାନସଭାରେ ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ୍ ପାରିତ ହୋଇଛି। ବିରୋଧୀଙ୍କ ହୋହଲ୍ଲା ଭିତରେ ବିଲ୍ ପାରିତ ହୋଇଥିବା ଜଣାପଡ଼ିଛି। ପୂର୍ବରୁ ଲୋକାୟୁକ୍ତରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷ ଓ ସଦସ୍ୟମାନେ ଓଡ଼ିଶା ସହ ସମଗ୍ର ଦେଶରେ ନିଯୁକ୍ତି ବ୍ୟବସ୍ଥା ଥିଲା। ଏଣିକି…
ବିଧାନସଭା ଇତିହାସରେ ପ୍ରଥମ: ବାଚସ୍ପତିଙ୍କୁ ଚପଲ ଫିଙ୍ଗିଲେ ବିରୋଧୀ
ଭୁବନେଶ୍ୱର,୩।୪(ବ୍ୟୁରୋ): ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିଛନ୍ତି ବିରୋଧୀ ଦଳର ବିଧାୟକ। ଶନିବାର ଏଭଳି ଏକ ଅଭାବନୀୟ ଦୃଶ୍ୟ ବିଧାନସଭାରେ ଦେଖିବାକୁ ମିଳିଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ ପ୍ରସ୍ତାବ ଗ୍ରହଣ ନ କରିବା ଏବଂ ବିରୋଧୀ ଦଳ ନେତାଙ୍କୁ କହିବାକୁ…
ମଝି ଆକାଶରେ ଉଡ଼ି ସମ୍ପର୍କ ରଖିଲେ ପ୍ରେମୀଯୁଗଳ, ପରେ ଘଟିଲା ଏମିତି…
ପାରାଚ୍ୟୁଟ ସାହାଯ୍ୟରେ ଆକାଶରେ ଉଡ଼ିବା କଥା ସମସ୍ତେ ଜାଣନ୍ତି। ମାତ୍ର ଏଥର ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ପ୍ରେମୀଯୁଗଳ ମଝି ଆକାଶରେ ସମ୍ପର୍କ ରଖିବା ମହଙ୍ଗା ପଡ଼ିଛି। ଫଳରେ ଉଭୟଙ୍କୁ ଡାକ୍ତରଖାନା ଯିବାକୁ ପଡ଼ିଛି।…
ପୁଣି ଖୋର୍ଦ୍ଧାରେ ହାତୀ ଆତଙ୍କ: କାଜୁ ଗୋଟାଉ ଗୋଟାଉ କଚାଡ଼ି ଦେଲା ମହିଳାଙ୍କୁ
ଖୋର୍ଦ୍ଧା ଅଫିସ,୩।୪: ପୁଣି ଖୋର୍ଦ୍ଧାରେ ହାତୀ ଆତଙ୍କ ଦେଖା ଦେଇଛି। ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଟାଙ୍ଗି ବନାଞ୍ଚଳ ଡମଣଭୂଇଁରେ ଏହି ଘଟଣା ଘଟିଛି। ଗୁରୁତର ହେଲେ ଗୀତାଞ୍ଜଳି ମାର୍ଥା। ତାଙ୍କୁ ବନ କର୍ମଚାରୀ ଉଦ୍ଧାର କରି ଖୋର୍ଦ୍ଧା…
ଖୋର୍ଦ୍ଧା ବନାଞ୍ଚଳରେ ହାତୀ ଆତଙ୍କ: ଜଣଙ୍କୁ ଫୋପାଡି ମାରିବା ପରେ ୩ଙ୍କୁ କଲା ଗୁରୁତର
ଖୋର୍ଦ୍ଧା ଅଫିସ, ୩।୪: ଖୋର୍ଦ୍ଧା ବନାଞ୍ଚଳ ଧଉଳିମୂହଁ ପଞ୍ଚାୟତର ରାମଚଣ୍ଡି (ଦୁର୍ଗାପୁର) ଗ୍ରାମରେ ଶନିବାର ହାତୀ ଆତଙ୍କ ଦେଖାଯାଇଛି। ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ହେଲେ ମଞ୍ଜୁଲତା ବେହେରା। ଗୁରୁତର ମା’ ଝିଅ…
ଆଉ ନାହାନ୍ତି ବଲିଉଡ୍ର ଏହି ପ୍ରସିଦ୍ଧ ଅଭିନେତା: ୨ ବର୍ଷ ହେବ କିଡ୍ନୀ ରୋଗରେ ଥିଲେ ଆକ୍ରାନ୍ତ
ବଲିଉଡ୍ରେ ଗୋଟିଏ ପରେ ଗୋଟିଏ ଖରାପ ଖବର ସାମ୍ନାକୁ ଆସିବାରେ ଲାଗିଛି। ଏବେ ଅଭିନେତା ତଥା ନିର୍ଦ୍ଦେଶକ ତାରିକ ଶାହାଙ୍କ ପରଲୋକ ଘଟିଛି। ମୁମ୍ବାଇର ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ତେବେ ତାରିକ ବିଗତ ୨ ବର୍ଷ ହେବ କିଡ୍ନୀ…
ବ୍ୟାରିକେଟ୍ରେ ଫସିଗଲା ଶିଶୁକନ୍ୟାଙ୍କ ମୁଣ୍ଡ
ପୁରୀ ଅଫିସ,୩।୪: ଶ୍ରୀମନ୍ଦିର ସମ୍ମୁଖରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚପଲ ଷ୍ଟାଣ୍ଡ ବ୍ୟାରିକେଟରେ ଜଣେ ଶିଶୁକନ୍ୟା ଫସି ରହିଥିଲେ। ପୋଲିସ ଏବଂ ଅଗ୍ନିଶମ ବାହିନୀ ପକ୍ଷରୁ କଟରରେ ଲୁହାରଡ଼ କଟାଯିବା ପରେ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ତେବେ ପରିବାର…
କୋଲକାତାରେ ବିକ୍ରି ହେଉଛି ଦିଦି ସନ୍ଦେଶ, ମୋଦି ମିଠାଇ
କୋଲକାତା,୩।୪: ପଶ୍ଚିମବଙ୍ଗ ନିର୍ବାଚନରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ନାନା ବାଦବିବାଦ ଦେଖାଦେଇଛି। ଏହି ନିର୍ବାଚନରେ ଜିତିବା ପାଇଁ ଟିଏମ୍ସି ଏବଂ ଭାଜପା କଠିନ ପରିଶ୍ରମ କରୁଛନ୍ତି। ମମତା ବାନାର୍ଜୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରସ୍ପର ପ୍ରତି ଆକ୍ଷେପ ପ୍ରତି ଆକ୍ଷେପ…
ସିଏମ୍ସିର ନୂଆ ଗାଇଡ୍ଲାଇନ୍: ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି
କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନୂଆ ଗାଇଡ୍ଲାଇନ୍ ଜାରି କରିଥିଲା। ତେବେ ଶନିବାର କଟକ ମହାନଗର ନିଗମ (ସିଏମ୍ସି) ନୂଆ ମାର୍ଗଦର୍ଶିକା ଜାରି…
ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣା: ବିଧାୟକ, ବିରୋଧୀ ଦଳ ଉପନେତାଙ୍କ ଗିରଫ ଦାବି
ଦିଗପହଣ୍ଡି,୩।୪(ଡି.ଏନ୍.ଏ.): ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଚପଲ ଫିଙ୍ଗିବା ଘଟଣା ଓଡ଼ିଶା ବିଧାନସଭା ଇତିହାସରେ ପ୍ରଥମ ଘଟଣା। ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିଧାନସଭା ପୋଡିୟମ ଉପରକୁ…
ଲାଇଭ୍ ରିପୋଟିଂ ସମୟରେ ଖବରଦାତାଙ୍କ ସହ ଏମିତି କଲା କୁକୁର: ଭିଡିଓ ଦେଖିଲେ..
ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଖୁବ୍ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟି ଲାଇଭ୍ ରିପୋଟିଂ ସମୟର। ଏଥିରେ ଜଣେ ମହିଳା ଖବରଦାତାଙ୍କୁ ଏକ କୁକୁର ଆକ୍ରମଣ କରି ତାଙ୍କଠାରୁ ମାଇକ୍ ଛଡ଼ାଇ ନେଇ ପଳାଇଯାଉଥିବା ଦେଖିବାକୁ ମିଳୁଛି। ଏହି…
Archives


