କଟା ଘା’ରେ ଚୂନ ଲଗାଇଲେ କୋହଲି
ଇଂଲଣ୍ଡ,୧୭।୮: ଭାରତୀୟ କ୍ରିକେଟ ଦଳ ଆୟୋଜକ ଇଂଲଣ୍ଡ ଐତିହାସିକ ଲର୍ଡସରେ ଭାରତୀୟ ଦଳ ଇଂଲଣ୍ଡକୁ ୧୫୧ ରନରେ ପରାସ୍ତ କରିଛି। ଭାରତୀୟ ଦଳ ଜିତିବା ପାଇଁ ଇଂଲଣ୍ଡକୁ ୨୭୨ ରନ ଟାର୍ଗେଟ ଦେଇଥିଲା, କିନ୍ତୁ ଏହାର ଜବାବରେ ଜୋ ରୁଟଙ୍କ ଦଳ…
ଇଂଲଣ୍ଡ ଦଳକୁ ଚେତାବନୀ ଦେଲେ ରାହୁଲ
ଇଂଲଣ୍ଡ,୧୭।୮: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ୧୫୧ ରନ ଜିତିଛି ଭାରତୀୟ ଦଳ। ଏହି ବିଜୟରେ ପ୍ରମୁଖ ଭୂମିକା ବୋଲର୍ଙ୍କ ଥିବାବେଳେ ଓପନର୍ କେଏଲ୍ ରାହୁଲ ମଧ୍ୟ ଶତକୀୟ ଇନିଂଶ ଖେଳିଥିଲେ। ମ୍ୟାନ ଅଫ ଦି ମ୍ୟାଚ ହୋଇଥିବା ରାହୁଲ ଇଂଲଣ୍ଡକୁ…
କରୋନା ଭଲ ନାଗରିକ କରିଦେଇଛି
କ୍ରିଟିକାଲ କେୟାର ମେଡିସିନ କ୍ଷେତ୍ରରେ ଜଣେ ଜଣାଶୁଣା ବିଶେଷଜ୍ଞ ହେଲେ ଡା. ପ୍ରଜ୍ଞାନ ରାଉତରାୟ। ଭୁବନେଶ୍ୱର ନିବାସୀ ଡା. ରାଉତରାୟଙ୍କ ପ୍ରକୃତ ଘର ପୁରୀ। ସେ କଟକ ଏସ୍ସିବି ମେଡିକାଲ କଲେଜରୁ ଏମ୍ବିବିଏସ୍ ଓ ମେଡିସିନ ସ୍ପେଶାଲାଇଜେଶନ କରିଥିଲେ। ଏହାପରେ ଚେନ୍ନାଇ…
୨୦ରେ ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ
ମାଲକାନଗିରି, ୧୭।୮ (ଡି.ଏନ୍.ଏ.): ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲା ଗସ୍ତରେ ଆସିବେ। ଏନେଇ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାପୂର୍ବରୁ ୧୮ ଓ ୧୯ ରେ ୮ ଜଣ ମନ୍ତ୍ରୀ ମାଲକାନଗିରି ଗସ୍ତରେ ଆସି…
ଆଜି ହକି ଟିମ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୧୭।୮ (କ୍ରୀଡ଼ା ପ୍ରତିନିଧି): ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳ ଏବଂ ୪ର୍ଥ ସ୍ଥାନ ହାସଲ କରିଥିବା ମହିଳା ଦଳ ମଙ୍ଗଳବାର ଭୁବନେଶ୍ୱର ଆସିବେ। ଦିନ ୧୧ଟା ବେଳେ ସେମାନେ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ…
ଆଫଗାନ୍ ସେନାର ଆତ୍ମସମର୍ପଣ
କାବୁଲ, ୧୭ା୮: ମାତ୍ର ୨୦ ସପ୍ତାହରେ କୋଡ଼ିଏ ବର୍ଷ ପଛକୁ ଫେରିଛି ଆଫ୍ଗାନିସ୍ତାନ। ଆମେରିକା ସୈନ୍ୟ ପ୍ରତ୍ୟାହାର ସମ୍ପୂର୍ଣ୍ଣ ହେବା ପୂର୍ବରୁ ନିଜକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖିଥିବା ତାଲିବାନ ଆତଙ୍କବାଦୀ ଦିନ କେଇଟାରେ ରାଜଧାନୀ କାବୁଲକୁ ନିଜ ଅକ୍ତିଆରକୁ ନେଇସାରିଛନ୍ତି। ୨୦…
କ୍ଷମତା ହସ୍ତାନ୍ତର ଉଦ୍ୟମ ଆରମ୍ଭ
କାବୁଲ, ୧୭।୮: ଆମେରିକା ଓ ନାଟୋ ସୈନ୍ୟ ସମ୍ପୂର୍ଣ୍ଣ ପ୍ରତ୍ୟାହାର ହେବାକୁ ଆଉ କିଛିଦିନ ବାକି ଥିବାବେଳେ ଆଫଗାନିସ୍ତାନ ତାଲିବାନ ନିୟନ୍ତ୍ରଣକୁ ଚାଲିଯାଇଛି। ଏହି ଆତଙ୍କବାଦୀ ସଂଗଠନ ପ୍ରଥମେ ସୀମାନ୍ତବର୍ତ୍ତୀ ଗ୍ରାମାଞ୍ଚଳଗୁଡିକୁ ଦଖଲ କରିବା ପରେ ସହରାଞ୍ଚଳ ଉପରେ ଆଖି ପକାଇଥିଲା।…
ବଢ଼ିଲା ପିଲାଙ୍କ ଚିନ୍ତା
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ଏବେ ଶିଶୁଙ୍କ ଉପରେ କରୋନାର ଆଖି ପଡ଼ିଲାଣି। ଫଳରେ ଚିନ୍ତା ବଢିଛି। ଗତ ଦୁଇଦିନରେ ୧୮ବର୍ଷରୁ କମ୍ ବୟସ ବର୍ଗରେ ୨୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଦିନରେ ରାଜ୍ୟରେ ଚିହ୍ନଟ ହୋଇଥିବା ଦୈନିକ ସଂକ୍ରମିତଙ୍କ…
ଦେଶ ଛାଡ଼ିବାକୁ ଜୀବନ ବାଜି
କାବୁଲ, ୧୭ା୮: ଆଫଗାନିସ୍ତାନ ଏବେ ସମ୍ପୂର୍ଣ୍ଣ ଅସ୍ଥିରତା ଭିତରକୁ ଠେଲି ହୋଇଯାଇଛି। ତାଲିବାନ ରାଜଧାନୀ କାବୁଲ ଅକ୍ତିଆର କରିବା ପରେ ଲୋକେ ଭୟରେ ଏବେ ଦେଶ ଛାଡ଼ିବାକୁ ବ୍ୟାକୁଳ ହୋଇପଡ଼ିଲେଣି। ତାଲିବାନର କଠୋର ଶାସନରୁ ମୁକ୍ତି ପାଇଁ ଦେଶ ଛାଡ଼ି ପଳାୟନ…
ନିଦ ନ ହେବାରୁ ଔଷଧ ଖାଉଛନ୍ତି କି …
ପରିବର୍ତ୍ତିତ ଜୀବନଶୈଳୀ ଲାଗି ନିଦ୍ରାହୀନତା ଏକ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ରାତିସାରା ଅନିଦ୍ରା ରହିବା ବା ନିଦ ନ ହେବା ଲାଗି ଅନେକ ଲୋକ ବିଭିନ୍ନ ଔଷଧ ଖାଇଥାନ୍ତି। ମାତ୍ର ଏହା ଅନେକାଂଶରେ କ୍ଷତିକାରକ ହୋଇଥାଏ। ଯଦି ଆପଣଙ୍କ ପାଖରେ…
କାବୁଲ ଦୂତାବାସରେ ଫସିଛନ୍ତି ୨୦୦ ଭାରତୀୟ
ନୂଆଦିଲ୍ଲୀ, ୧୭।୮: ଆଫାଗନିସ୍ତାନ ରାଜଧାନୀ କାବୁଲସ୍ଥିତ ଭାରତୀୟ ଦୂତାବାସରେ ଏବେ ବି ୨୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଓ ଅର୍ଦ୍ଧସାମରିକ ଯବାନ ରହିଛନ୍ତି। କାବୁଲ ବିମାନବନ୍ଦରରେ ଭାରତୀୟ ବାୟୁସେନାର ଏକ ବିମାନ ଛିଡ଼ାହୋଇଥିଲେ ହେଁ ଦୂତାବାସରୁ କର୍ମଚାରୀମାନଙ୍କୁ କିପରି ନିରାପଦରେ ଆଣିବ ତାକୁ…
ସୈଫ୍ଙ୍କୁ କିଡ୍ନାପ କରିବାକୁ ଚାହାନ୍ତି ଏହି ଅଭିନେତ୍ରୀ, କହିଛନ୍ତି କରୀନା ବି ଜାଣନ୍ତି ମୁଁ ତାଙ୍କ ସ୍ବାମୀଙ୍କୁ କେତେ ପସନ୍ଦ କରେ
ବଲିଉଡ୍ ଅଭିନେତ୍ରୀ ପରିଣୀତି ଚୋପ୍ରା ଅନେକ ଥର ଏହା ସ୍ପଷ୍ଟ କରିଛନ୍ତି ଯେ, ସୈଫ ଅଲ୍ଲୀ ଖାନ ତାଙ୍କର କ୍ରସ। ଯଦି ତାଙ୍କୁ ସୁଯୋଗ ମିଳେ ତେବେ ସେ ତାଙ୍କୁ ଅପହରଣ କରିନେବେ। ଦି କପିଲ ଶର୍ମା ଶୋ’ର ଏହି ଏପିସୋଡର…

