ଗଞ୍ଜାମକୁ ୬ ଜାତୀୟ ପଞ୍ଚାୟତ ଆୱାର୍ଡ
ଛତ୍ରପୁର,୩।୪(ଡି.ଏନ.ଏ): ଭାରତ ସରକାରଙ୍କ ପକ୍ଷରୁ ଗଞ୍ଜାମ ଜିଲାକୁ ୬ଟି ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଜିଲାର ହିଞ୍ଜିଳକାଟୁ, ଶେରଗଡ଼ ବ୍ଲକ ଓ ବଡଖଣ୍ଡି, ରାମଚନ୍ଦ୍ରପୁର, ଆଡ଼ପଡ଼ା ଏବଂ ବଡବୋରସିଙ୍ଗି ପଞ୍ଚାୟ ଏହି ମର୍ଯ୍ୟଦାସମ୍ପନ୍ନ ଆୱାର୍ଡ ପାଇଛି। ଆଓ୍ବାର୍ଡ ପାଇଥିବା ବ୍ଲକ ଓ…
ଦଶମ ଶ୍ରେଣୀ ଫାଇନାଲ ପ୍ରାକ୍ଟିସ୍ ଟେଷ୍ଟ କାର୍ଯ୍ୟସୂଚୀ ପ୍ରକାଶିତ
କଟକ ଅଫିସ,୩।୪: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଫାଇନାଲ ପ୍ରାକ୍ଟିସ ଟେଷ୍ଟର କାର୍ଯ୍ୟସୂଚୀ ଗୁରୁବାର ପ୍ରକାଶ ପାଇଛି। ଆସନ୍ତା ୧୫ରେ ପ୍ରଥମ ପର୍ଯ୍ୟାୟରେ ପ୍ରଥମ ଭାଷା ଓଡ଼ିଆ ଓ ଦ୍ୱିତୀୟ ପର୍ଯ୍ୟାୟରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ।…
ପିପିଲି ଉପନିର୍ବାଚନ: ଭାଜପା-ବିଜେଡି କର୍ମୀ ମୁହାଁମୁହିଁ
ପିପିଲି, ୩।୪(ଡି.ଏନ୍.ଏ/ସ୍ବ.ପ୍ର.): ଆସନ୍ତା ୧୭ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଚାଲିଥିବାବେଳେ ଶୁକ୍ରବାର ରାଇଗୁରପୁର ଗ୍ରାମରେ ପ୍ରାକ୍ ନିର୍ବାଚନୀ ହିଂସା ଘଟିଛି। ଜଣେ ଭାଜପା କର୍ମୀଙ୍କୁ ବିଜେଡି ସମର୍ଥକ ଆକ୍ରମଣ କରିବା ସହ ତାଙ୍କୁ…
ସୁଫରଫାଷ୍ଟ ଏକ୍ସପ୍ରେସ୍ର ବଗିରୁ ଇଞ୍ଜିନ୍ ହେଲା ଅଲଗା: ଯାତ୍ରୀ ଆତଙ୍କିତ
ଲକ୍ଷ୍ନୌ,୩।୪: ସପ୍ତକ୍ରାନ୍ତି ସୁଫରଫାଷ୍ଟ୍ ଏକ୍ସପ୍ରେସ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତରପ୍ରଦେଶର ଆନନ୍ଦବିହାରରୁ ବିହାରର ମୁଜାଫରପୁର ଯାଉଥିବା ଏକ୍ସପ୍ରେସ୍ ଶୁକ୍ରବାର ୧୦ଟା ୪୫ରେ ଲକ୍ଷ୍ନୌ ଷ୍ଟେଶନରେ ପହଞ୍ଚିଥିଲା। ୧୦ ମିନିଟ ରହିବା ପରେ ଏହା ଗନ୍ତବ୍ୟସ୍ଥଳ ଅଭିମୁଖେ ଯାତ୍ରା କରିଥିଲା। ତେବେ…
କବର ଦେବାକୁ ସ୍ଥାନର ଅଭାବ: ପୁରୁଣା କବରସ୍ତାନରୁ ବାହାର କରାଯାଉଛି କଙ୍କାଳ
ବ୍ରାସିଲିଆ,୩।୪: କରୋନା ଆତଙ୍କ ଥମିବାର ନା ଧରୁନି। ଦକ୍ଷିଣ ଆମେରିକାର ବ୍ରାଜିଲରେ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟୁଥିବା ଲୋକଙ୍କୁ କବର ଦେବାକୁ ସ୍ଥାନର ଅଭାବ ଦେଖାଦେଇଛି। ସ୍ଥାନୀୟ ସାଓ ପାଉଲୋ ସହରରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ତେଣୁ ପ୍ରଶାସନ…
ରାଜ୍ୟରେ କରୋନାର ସଙ୍ଗୀନ ସ୍ଥିତି: ଦିନକରେ ୪୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍ ଥିବା…
ହସ୍ପିଟାଲରେ ଲାଗିଲା ନିଆଁ: ଭୟଭୀତ ନ ହୋଇ ହାର୍ଟ ସର୍ଜରୀ ଶେଷ କଲେ ଡାକ୍ତର
ମସ୍କୋ,୩।୪: ଡାକ୍ତର ଭଗବାନଙ୍କ ସଦୃଶ। ରୋଗୀଙ୍କ ଜୀବନ ବଞ୍ଚାଇବାରେ ସେମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରୁଷିଆରେ ଏକ ହସ୍ପିଟାଲରେ ନିିଆଁ ଲାଗିଯାଇଥିଲା। ସେହି ସମୟରେ ହସ୍ପିଟାଲରେ ଜଣେ ରୋଗୀଙ୍କ ଓପନ ହାର୍ଟ ସର୍ଜରୀ ହେଉଥିଲା। ୮ ଜଣିଆ ଡାକ୍ତରୀଦଳ ରୋଗୀଙ୍କୁ ଛାଡ଼ି…
କରୋନା ଆତଙ୍କ: ୬୦୦ ବିଲ୍ଡିଂ ସିଲ୍
ମୁମ୍ବାଇ,୩।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସ୍ଥିତି ବେକାବୁ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ମୁମ୍ବାଇରେ ଇତିମଧ୍ୟରେ ୬୦୦ ବିଲ୍ଡିଂକୁ ସିଲ୍ କରାଯାଇଛି। ଯେଉଁସବୁ ବିଲ୍ଡିଂରେ କରୋନା ପଜିଟିଭ୍ ରହିଥିତ୍ବା…
ଗରିବଙ୍କୁ ସହାୟତାରେ ଆଦିତ୍ୟନାଥଙ୍କ ରେକର୍ଡ
ଲକ୍ଷ୍ନୌ,୩।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଗରିବଙ୍କୁ ଆର୍ଥିକ ସହାୟତା ପ୍ରଦାନ କ୍ଷେତ୍ରରେ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛନ୍ତି। ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ତୁଳନାରେ ଆଦିତ୍ୟନାଥ ଅଧିକ ପରିମାଣର ସହାୟତା ଯୋଗାଇ ଦେଇଛନ୍ତି। ଗତ ୪ ବର୍ଷ ମଧ୍ୟରେ ସେ ରାଜ୍ୟର…
ଜୀବନରୁ ଦୁଃଖ ଦୂର କରିବାକୁ ଚାହୁଁଛନ୍ତି କି? ଚାଣକ୍ୟନୀତିର ଏହି ଉପାୟକୁ ଅବଲମ୍ବନ କରନ୍ତୁ…
ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିରେ ସବୁ ସମସ୍ୟାର ସମାଧାନ ମିଳିଥାଏ। ଜୀବନର ପ୍ରତ୍ୟେକଟି ଚ୍ୟାଲେଞ୍ଜ ସହ ଲଢ଼ି ଜିତିବାକୁ ଏହା ପ୍ରେରଣା ଦେଇଥାଏ। ସେଥିରେ ଚାଣକ୍ୟ ଜୀବନରୁ ଦୁଃଖ ଦୂର କରି ସୁଖ ସମୃଦ୍ଧି ବୃଦ୍ଧି କରିବା ପାଇଁ ବର୍ଣ୍ଣନା କରିଛନ୍ତି। ଆସନ୍ତୁ…
ଦୈବୀକୋପ ଭୟରେ ଆତ୍ମସମର୍ପଣ
ମାଙ୍ଗାଲୋରର ସ୍ବାମୀ କୋରାଗଜ୍ଜା ମନ୍ଦିର ଦାନବାକ୍ସରେ ଆପତ୍ତିଜନକ ପଦାର୍ଥ ପକାଇଥିବା ୨ ଅଭିଯୁକ୍ତ ଦୈବୀକୋପ ଭୟରେ ଦୋଷ ସ୍ବୀକାର କରିବା ସହ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇଜଣ ହେଲେ ଅବଦୁଲ ରହିମ ଏବଂ ତୌଫିକ୍।…
ତାଇଓ୍ବାନ୍ରେ ଟ୍ରେନ୍ ଲାଇନଚ୍ୟୁତ: ୪୮ ମୃତ
ତାଇପେଇ, ୩।୪(ଆଇଏଏନ୍ଏସ୍): ତାଇଓ୍ବାନ୍ର ହୁଆଲିଏନ୍ରେ ଶୁକ୍ରବାର ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ୪୮ ଜଣଙ୍କ ମୃତ୍ୟୁ ଘଟିଛି। ଟ୍ରେନ୍ ଲାଇନଚ୍ୟୁତ ହେବାରୁ ଏଭଳି ଭୟାବହ ଦୁର୍ଘଟଣା ଘଟିଛି। ଉକ୍ତ ଲାଇନକୁ ମରାମତି କରିବାକୁ ୭ ଦିନ ଲାଗିଯିବ ବୋଲି ରେଳ କର୍ତ୍ତୃପକ୍ଷ କହିଛନ୍ତି।…
Archives


