Home Left

୪୩ ଶିଶୁଙ୍କ ଜୀବନ ନେଲାଣି ସେନା

ନାପିତାଉ,୩ା୪: ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ସରକାରଙ୍କ କ୍ଷମତା ଅପହରଣ କରି ନୋବେଲ ବିଜୟିନୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କୁ ଜେଲ୍‌ରେ ପୂରାଇବାର ୨ ମାସ ମଧ୍ୟରେ ୫୩୬ ଜଣଙ୍କ ଜୀବନ ନେଲାଣି ମ୍ୟାନ୍‌ମାର ସେନା। ମୃତକଙ୍କ ମଧ୍ୟରେ ଅନୂ୍ୟନ ୪୩…

ଶିମିଳିପାଳ ଅଭୟାରଣ୍ୟ:୫୧ ସ୍ଥାନରେ ଲାଗିଛି ନିଆଁ

ବାରିପଦା ଅଫିସ,୩।୪-ଜାତୀୟ ଉଦ୍ୟାନ ଶିମିଳିପାଳ ଅଭୟାରଣ୍ୟରେ ଦିନକୁ ଦିନ ନିଆଁ ବଢିବାରେ ଲାଗିଛି। ଏକ ମାସ ଧରି ଅଭୟାରଣ୍ୟ ଜଳୁଥିବା ବେଳେ ଏହାକୁ ଆୟତ୍ତ କରିବାରେ ବନବିଭାଗର ଉଦ୍ୟମ ଫେଲ୍‌ ମାରିଛି ା ଶୁକ୍ରବାର ୫୧ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡିବା…

ନାଟ କରିବେନି ଦଣ୍ଡ କଳାକାର

ଆଠମଲ୍ଲିକ,୩ା୪(ଡି.ଏନ.ଏ.) ଆଠମଲ୍ଲିକ ଅଞ୍ଚଳରେ ଗଡ଼ଜାତ ଅମଳରୁ ଚାଲିଆସିଥିବା ବହୁ ପୁରାତନ ଲୋକନୃତ୍ୟ ଦଣ୍ଡ ନାଟ ଚଳିତବର୍ଷ କୋଭିଡ୍‌ କଟକଣା ପାଇଁ ହେବନାହିଁ। ସରକାର ଏହି ପାରମ୍ପରିକ ନାଟ ଉପରେ ରୋକ୍‌ ଲଗାଇଛନ୍ତି। ତେବେ କେବଳ ପରମ୍ପରା ଅନୁସାରେ ଦଣ୍ଡନାଟ ନୀତିକାନ୍ତିରେ ହିଁ…

ସାକାର ହେଉନି ଚାଷୀଙ୍କ ସ୍ବପ୍ନ

ବଇଣ୍ଡା,୩ା୪(ପରିକ୍ଷିତ ସାହୁ) ଜଳସେଚନ ପ୍ରକଳ୍ପ ନିର୍ମାଣ ହେଲେ ହସି ଉଠିବ ଜମି। ବର୍ଷ ସାରା ଫଳିବ ସୁନାର ଫସଲ। ଦୂର ହେବ ଚାଷୀଙ୍କ ଦୁରବସ୍ଥା। ଦୀର୍ଘବର୍ଷ ହେଲା ୫ଟି ଜଳସେଚନ ପ୍ରକଳ୍ପକୁ ନେଇ ଏପରି ସ୍ବପ୍ନ ଦେଖି ଆସୁଛନ୍ତି ଅନୁଗୋଳ ଜିଲା…

ହସ୍ପିଟାଲରେ ଭର୍ତ୍ତି ହେଲେ ତେନ୍ଦୁଲକର

ମୁମ୍ବାଇ, ୩ା୪(ପି.ଟି.): କରୋନା ସଂକ୍ରମିତ ହୋଇଥିବା ଭାରତର ପୂର୍ବତନ ଅଧିନାୟକ ତଥା ବ୍ୟାଟିଂ ଆଇକନ ସଚିନ ତେନ୍ଦୁଲକର ଶୁକ୍ରବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୪୭ ବର୍ଷୀୟ ଏହି ପୂର୍ବତନ ଷ୍ଟାର କ୍ରିକେଟରଙ୍କ କୋଭିଡ୍‌ ଟେଷ୍ଟ ମାର୍ଚ୍ଚ ୨୭ରେ ହୋଇଥିଲା ଏବଂ ଫଳାଫଳ…

ଗର୍ଭବତୀ ହେବାର ୩ ସପ୍ତାହ ପରେ ପୁଣି ଗର୍ଭଧାରଣ କଲେ ମହିଳା

ଜଣେ ମହିଳା ୩ ସପ୍ତାହର ଗର୍ଭବତୀ ହେବା ପରେ ପୁଣି ଥରେ ଗର୍ଭଧାରଣ କରିବା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ଏପରି ଅବିଶ୍ୱସନୀୟ ଘଟଣା ଦେଖିବାକୁ ମିଳିଛି ଇଂଲଣ୍ଡରେ। ଇଂଲଣ୍ଡର ଓ୍ବିଲ୍‌ଟସାୟାରର ବାସିନ୍ଦା ରେବିକାଙ୍କ ସହ ଘଟିଛି ଏମିତି ଘଟଣା।…

କଙ୍ଗନାଙ୍କୁ ରାତାରାତି ଷ୍ଟାର କରି ଦେଇଥିବା ଏହି ଫିଲ୍ମ କରିବାକୁ ମନା କରିଦେଇଥିଲେ ବେବୋ, କାରଣ ଥିଲା ଏମିତି

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ ତାଙ୍କ ଫିଲ୍ମ ଏବଂ ଷ୍ଟାଇଲ ଫାଇଁ ଇଣ୍ଡଷ୍ଟ୍ରିରେ ଏକ ଭିନ୍ନ ସ୍ଥାନ ସୃଷ୍ଟି କରିଛନ୍ତି। ଏବେ ତାଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ କଥା ସାମ୍ନାକୁ ଆସିଛି। ଫିଲ୍ମ କୁଇନ୍‌ରେ ରାନୀ ମେହେରାଙ୍କ ଭୂମିକାକୁ ସେ…

ସୌନ୍ଦର୍ଯ୍ୟ ପାଇଁ ବରଦାନ କାକୁଡ଼ି: ଏଭଳି ବ୍ୟବହାର କରି…

ଖରାଦିନେ କାକୁଡ଼ି ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ତେବେ ଏହି କାକୁଡିରେ ଅନେକ ପୋଷକତତ୍ତ୍ୱ ଭରି ରହିଛି। ଏହା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ମଧ୍ୟ ସାହାଯ୍ୟ କରିଥାଏ। ତେବେ ଜାଣନ୍ତୁ କିପରି ସୌନ୍ଦର୍ଯ୍ୟ ବଢ଼ାଏ କାକୁଡ଼ି। ଉଜ୍ଜଳ ହୁଏ…

ଆଇପିଏଲ୍‌ର ୫ ସବୁଠୁ ବଡ଼ କଞ୍ଜୁସ୍‌ ବୋଲର୍‌

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ହେବ। କିମ୍ବଦନ୍ତୀ ଖେଳାଳିମାନେ ସେମାନଙ୍କର ଚମତ୍କାର…

ଇଭିଏମ୍‌ ଚୋରି କଲେ ବି ଆସାମରେ କଂଗ୍ରେସକୁ ହରାଇ ହେବ ନାହିଁ

ଗୁଆହାଟି,୨।୪- ଆସାମବାସୀ କଂଗ୍ରେସର ବୃହତ୍‌ ବିଜୟ ନିଶ୍ଚିତ କରିସାରିଛନ୍ତି। ଏପରି କି ଇଭିଏମ୍‌ ଚୋରାଇଲେ ମଧ୍ୟ ଫଳାଫଳକୁ ପ୍ରଭାବିତ କରିହେବ ନାହିଁ। ଏଭଳି ଦୃଢ଼ୋକ୍ତି ଦେଇଛନ୍ତି କଂଗ୍ରେସର ସାଧାରଣ ସମ୍ପାଦକ ରଣଦୀପ ସିଂ ସୁର୍ଜଓ୍ବୋଲା। ଆସାମର କରିମଗଞ୍ଜ ଜିଲାର ପଥରକାଡି ଆସନରୁ…

ଭାଜପା ନେତା ଉପରେ ଲାଗିଲା ପ୍ରଚାର ଅଙ୍କୁଶ

ନୂଆଦିଲ୍ଲୀ,୨।୪: ନିର୍ବାଚନ କମିଶନ ଶୁକ୍ରବାର ଆସାମର ପ୍ରଭାବଶାଳୀ ମନ୍ତ୍ରୀ ତଥା ଭାଜପା ନେତା ହିମନ୍ତ ବିଶ୍ୱ ଶର୍ମାଙ୍କ ନିର୍ବାଚନ ପ୍ରଚାର ଉପରେ ୪୮ ଘଣ୍ଟିଆ ଅଙ୍କୁଶ ଲଗାଇଛନ୍ତି । ସେ ବୋଡୋଲ୍ୟାଣ୍ଡ ପିପୁଲ୍ସ ଫ୍ରଣ୍ଟ ଅଧ୍ୟକ୍ଷ ହାଗ୍ରାମା ମୋହିଲାରିଙ୍କ ବିରୋଧରେ ଆପତ୍ତିଜନକ…

କୋଟିପତି ଗଞ୍ଜେଇ ବ୍ୟବସାୟୀ ଗିରଫ

ବାରିପଦା,୨।୪- ସ୍ପେଶାଲ ସ୍କ୍ବାଡ୍‌ ୮ ମାସ ହେଲା ଜଣେ ଚୋରା ଗଞ୍ଜେଇ ବ୍ୟବସାୟୀଙ୍କ ଉପରେ ରଖିଥିଲା ନଜର। ଶେଷରେ ଗୁରୁବାର ରାତିରେ ଉକ୍ତ ବ୍ୟବସାୟୀ ଘରେ ଥିବା ବେଳେ ସ୍ପେଶାଲ ସ୍କ୍ବାଡ୍‌ ଚଢ଼ାଉ କରି ତାଙ୍କୁ ଗିରଫ କରିଛି। ସେ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri