ମା’ ହେବେ ବଲିଉଡ୍ର ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ଦିଆ ର୍ମିଜା ପ୍ରଥମ ଥର ପାଇଁ ମା’ ହେବାକୁ ଯାଉଛନ୍ତି। ମାଳଦ୍ୱୀପରୁ ଏକ ଫଟୋ ପୋଷ୍ଟ କରି ଦିୟା ପ୍ରଶଂସକଙ୍କୁ ଏହି ବଡ ଖୁସି ଖବର ଦେଇଛନ୍ତି। ଗତ ଫେବୃଆରୀରେ ବୈଭବ ରେଖୀଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ଆଜିକାଲି…
ସେଦିନ ଭାରତୀୟ କ୍ରିକେଟରଙ୍କ ଆଖିରେ ଥିଲା ଲୁହ
ଏପ୍ରିଲ ୨, ୨୦୧୧ ଭାରତୀୟ କ୍ରିକେଟ୍ ଇତିହାସରେ ଏକ ସ୍ମରଣୀୟ ଦିନ। ଏହି ଦିନ ଭାରତ ଦ୍ୱିତୀୟଥର ବିଶ୍ୱବିଜୟୀ ହେବାରେ ସୌଭାଗ୍ୟ ହାସଲ କରିଥିଲା। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଶ୍ରୀଲଙ୍କାକୁ ପରାସ୍ତ କରି ଦୀର୍ଘ ୨୮ ବର୍ଷ ପରେ ମହେନ୍ଦ୍ର ସିଂ…
ଶକ୍ତିହୀନତା ଦୂର କରେ କୀଟରୁ ପ୍ରସ୍ତୁତ ଏହି ଔଷଧ
ହିମାଳୟ ଅଞ୍ଚଳରେ ଏକ ବିଶେଷ ପ୍ରକାରର ଔଷଧ ମିଳିଥାଏ। ଅନ୍ତର୍ଜାତୀୟ ବଜାରରେ ଏହା କିଲୋଗ୍ରାମ ପ୍ରତି ୬୦ ଲକ୍ଷ ଟଙ୍କା ମୂଲ୍ୟରେ ବିକ୍ରି ହେଉଛି। ଏହି ଔଷଧ ଭାରତ, ନେପାଳ ଏବଂ ଚାଇନାର କେତେକ ଅଞ୍ଚଳରେ ମିଳିଥାଏ ଏହା ହିମାଳୟରେ ସ୍ବାସ୍ଥ୍ୟ…
କଥା ଦେଇ ରଖିଲେ ଆନନ୍ଦ ମହିନ୍ଦ୍ରା: କ୍ରିକେଟର୍ଙ୍କୁ ଦେଲେ ଏମିତି ଉପହାର
ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ନିଜର ପ୍ରତିଶ୍ରୁତି ପୂରଣ କରିଛନ୍ତି। ସେ ଭାରତୀୟ ବୋଲର ଟି ନଟରାଜନଙ୍କୁ ଉପହାର ସ୍ବରୂପ ଏକ ଏସୟୁଭି କାର ଦେଇଛନ୍ତି। ଏଭଳି ଉତ୍ସାହ ପାଇଁ ନଟରାଜନ ଆନନ୍ଦଙ୍କୁ ଧନ୍ୟବାଦ ଦେଇଛନ୍ତି। ଅଷ୍ଟ୍ରେଲିଆରେ ଭାରତର ଐତିହାସିକ ଟେଷ୍ଟ ବିଜୟ…
ଓଡ଼ିଶାରେ ଜିଏସ୍ଟି ସଂଗ୍ରହ ୨୫% ବୃଦ୍ଧି
ନୂଆଦିଲ୍ଲୀ,୨।୪: ଚଳିତ ବର୍ଷ ମାର୍ଚ୍ଚରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍ଟି) ସଂଗ୍ରହ ରେକର୍ଡ ସ୍ତରରେ ରହିଛି। ଏହି ମାସରେ ସାରା ଦେଶରେ ୧.୨୩ ଲକ୍ଷ କୋଟି ଟଙ୍କାର ଜିଏସ୍ଟି ଆଦାୟ ହୋଇଛି। ଜିଏସ୍ଟି ଲାଗୁ ହେବା ପରେ ମାର୍ଚ୍ଚ ୨୦୨୧ରେ ସର୍ବାଧିକ…
ଆଭ୍ୟନ୍ତରୀଣ ଓଡ଼ିଶାକୁ ନାହିଁ ନିସ୍ତାର: ୪୦ ଡିଗ୍ରୀ ଉପରେ ୧୫ ସହର
ଭୁବନେଶ୍ୱର,୨ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତତଲା ତାଓ୍ବାରେ ସାରା ଓଡ଼ିଶା ସିଝୁଛି। ପାରଦ ଉପରମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରକୁ ଡେଇଁଯାଉଛି। ସକାଳ ୯ଟାରୁ ଆରମ୍ଭ ହୋଇଯାଉଛି ପ୍ରଚଣ୍ଡ ତାତି। ବାହାରେ…
‘ଶାହାଙ୍କ କଥାରେ ଇସି’
ନନ୍ଦିଗ୍ରାମ,୨ା୪:ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ମତଦାନ ବାଧାପ୍ରାପ୍ତ ହୋଇଛି। କେତେକ ସ୍ଥାନରେ ହିଂସା ମଧ୍ୟ ଘଟିଛି। ଭାଜପା ଗୁଣ୍ଡାମାନେ ଭୋଟ ଗ୍ରହଣ ବେଳେ ଅଚଳାବସ୍ଥା ସୃଷ୍ଟି କରିଛନ୍ତି। ଗୁରୁବାର ସକାଳ ୭ଟାରୁ ମତଦାନ ଆରମ୍ଭ ହେବା ପରଠାରୁ ତୃଣମୂଳ କଂଗ୍ରେସ…
ସ୍ବତନ୍ତ୍ର ଓଡ଼ିଶାର ଦୃଢ଼ ସମର୍ଥକ ଥିଲେ ଗାନ୍ଧୀ: ନବୀନ
ଭୁବନେଶ୍ୱର (ବ୍ୟୁରୋ)/କଟକ ଅଫିସ,୨ା୪: ଅହିଂସାର ପୂଜାରୀ ଭାବେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍ଦର୍ଶନ ଦେଇଯାଇଛନ୍ତି। ଆଜିର ଦୁନିଆରେ ତା’ର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି। ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ୮ଥର ଓଡ଼ିଶା ଆସିଥିଲେ। ଓଡ଼ିଶାର ବିଭିନ୍ନ…
୩୪ଲକ୍ଷ ଚାଷୀଙ୍କୁ ୬୯୩.୯୪କୋଟି
ଭୁବନେଶ୍ୱର, ୨ା୪(ବ୍ୟୁରୋ):୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ ଅନ୍ତର୍ଗତ ‘କାଳିଆ’ ଯୋଜନାରେ ୪ର୍ଥ ପର୍ଯ୍ୟାୟ ଅର୍ଥ ପ୍ରଦାନ କରିଛନ୍ତି। ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ…
ଟି୨୦ ସିରିଜ୍: ନ୍ୟୁଜିଲାଣ୍ଡର କ୍ଲିନ୍ ସୁଇପ୍
ଅକଲାଣ୍ଡ,୨।୪(ଏପି): ବାଂଲାଦେଶ ବିପକ୍ଷ ବର୍ଷା ବାଧାପ୍ରାପ୍ତ ତୃତୀୟ ଟି୨୦ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୬୫ ରନରେ ବିଜୟୀ ହୋଇଛି। ୩ଟି ଯାକ ମ୍ୟାଚ୍ ଜିତି ନ୍ୟୁଜିଲାଣ୍ଡ ସିରିଜ କ୍ଲିନ୍ସୁଇପ୍ କରିଛି। ବର୍ଷା ଯୋଗୁ ବିଳମ୍ବରେ ମ୍ୟାଚ୍ ଆରମ୍ଭ ହୋଇଥିଲା। ପାଖାପାଖି ୨ ଘଣ୍ଟା…
ଆୟାର ପୂରା ପାଉଣା ପାଇବେ
ଚେନ୍ନାଇ, ୨।୪-ଆହତ ସମସ୍ୟା ଯୋଗୁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଶ୍ରେୟାସ ଆୟାର ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରେ ଖେଳିପାରିବେ ନାହିଁ। ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ଅବସରରେ ସେ କାନ୍ଧରେ ଆଘାତ ପାଇଥିଲେ। ଚଳିତ ମାସ ୮ ତାରିଖରେ ତାଙ୍କ…
ଏହି ଗଛର ପତ୍ର ଧଳା କେଶକୁ କରେ କଳା
ବୟସ୍କ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଛୋଟ ପିଲାଙ୍କ ପର୍ଯ୍ୟନ୍ତ ସମସ୍ତେ କେଶ ସମସ୍ୟାକୁ ନେଇ ଚିନ୍ତିତ। କମ୍ ବୟସରେ କେଶ ଧଳା ହୋଇ ଝଡିବା ଏକ ମୁଖ୍ୟ ସମସ୍ୟା। ଆଧୁନିକ ଜୀବନଶୈଳୀ ସହ କେମିକାଲରେ ନିର୍ମିତ ସାମ୍ପୁ, କଣ୍ଡିଶନର, ତେଲ ଆଦି…
Archives


