Home Left

ପରୀ ହତ୍ୟା ପ୍ରସଙ୍ଗ: ସରପଞ୍ଚ ସୌମ୍ୟଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ନୟାଗଡ଼ ଅଫିସ,୧।୪: ପରୀ ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବହୁ ଚର୍ଚ୍ଚିତ ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟ ରଞ୍ଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି । ୧୬ ୱାର୍ଡମ୍ବେରଙ୍କ ମଧ୍ୟରୁ ୧୩ଜଣ…

୧୪ ଫୁଟ୍‌ ଉଚ୍ଚରୁ ଦୁଇ ଶିଶୁଙ୍କୁ ଫିଙ୍ଗି ଦେଲେ

ଓ୍ବାଶିଂଟନ,୧।୪: ଆମେରିକା-ମେକ୍ସିକୋ ସୀମାରେ ୧୪ ଫୁଟ୍‌ ବିଶିଷ୍ଟ କାନ୍ଥ ଉପରୁ ଦୁଇ ଇକ୍ୱାଡର ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଇଛନ୍ତି ଦୁର୍ବୃତ୍ତ। ସେମାନଙ୍କୁ ଆମେରିକାର କଷ୍ଟମ ଓ ସୀମା ସୁରକ୍ଷା (ସିବିପି) ଅଧିକାରୀ ଉଦ୍ଧାର କରିଛନ୍ତି। ଜଣଙ୍କ ବୟସ ୫ ବର୍ଷ ହୋଇଥିବାବେଳେ ଅନ୍ୟ…

ହୀରାକୁଦରେ ବୋଟିଂ

ସମ୍ବଲପୁର,୧ା୪(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ବୋଟିଂ ସେବା ଆରମ୍ଭ ହୋଇଛି। ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏହି ସେବାର ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଓଟିଡିସି ଅଧ୍ୟକ୍ଷା ମିଶ୍ର କହିଥିଲେ, ରାଜ୍ୟ ସରକାର ପର୍ଯ୍ୟଟନ…

ପଜିଟିଭ ନୁହେଁ ନେଗେଟିଭ ଆସିଛି ନୀତିଶ ରାଣାଙ୍କ କୋଭିଡ୍‌ ରିପୋର୍ଟ

କୋଲକାତା,୧।୪: ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଷ୍ଟାର ବ୍ୟାଟ୍ସମ୍ୟାନ ନୀତିଶ ରାଣାଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ଏ ନେଇ ଗୁରୁବାର ବିବୃତି ଜାରି କରିଛି କେକେଆର। ମାର୍ଚ୍ଚ ୧୯ ତାରିଖରେ…

ଘରୁ ମିଳିଲା ମା’ଝିଅଙ୍କ ମୃତଦେହ

ନାକଟିଦେଉଳ,୧ା୪: ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଦଖିବାକୁ ମିଳିଛି। ଘର ଭିତରୁ ମା’ଝିଅଙ୍କ ମୃତଦେହ କିସିଣ୍ଡା ପୋଲିସ ଜବତ କରିଛି। ମୃତକ  ହେଲେ ସୁଜାତା ପଟେଲ (୪୦) ଓ ତାଙ୍କ ନବମ ଶ୍ରେଣୀରେ…

ଡି ଭିଲିୟର୍ସଙ୍କ ଆଇପିଏଲ ଦଳର ଅଧିନାୟକ ଧୋନୀ

ବାଙ୍ଗାଲୋର,୧।୪: ଆଇପିଏଲର ୧୪ତମ ସଂସ୍କରଣ ପୂର୍ବରୁ ସର୍ବକାଳୀନ ଆଇପିଏଲ ଦଳ ଘୋଷଣା କରିଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ। ଦଳରେ ୭ ଭାରତୀୟ ଓ ୪ ବିଦେଶୀ ଖେଳାଳିଙ୍କୁ ସ୍ଥାନ ଦେଇଛନ୍ତି। ଆଉ ମହେନ୍ଦ୍ର ସିଂ…

ବସ୍‌ ଚକ ତଳେ ଜୀବନ ଗଲା

ଖଣ୍ଡପଡ଼ା,୧ା୪: ସାମାନ୍ୟ ଅସାବଧାନତା ଯୋଗୁ ବସ୍‌ ଚକ ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଖଣ୍ଡପଡା-ଖଳିସାହି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ଖଣ୍ଡପଡ଼ା ଥାନା ଅଧୀନ ବୋଦସା ନୂଆସାହି…

ଜଙ୍ଗଲ ଭିତରେ ନିଆଁ, ବାହାରେ ଶିକାରୀ

ସଜନାଗଡ଼,୧।୪: ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୩ ଦିନ ହେବ ନିଆଁ ଜଳୁଥିବାରୁ ବନ୍ୟଜନ୍ତୁ ଜୀବନ ବିକଳରେ ଏଣେତେଣେ ଘୂରି ବୁଲୁଛନ୍ତି। ଫଳରେ ଏହା ଶିକାରୀମାନଙ୍କୁ ବେଶ୍‌ ସୁହାଉଛି। ଅଭୟାରଣ୍ୟର ଜୋଡାଚୁଆ ଅଞ୍ଚଳରୁ ବନକର୍ମଚାରୀମାନେ ୩୮ କି.ଗ୍ରା ଓଜନର ଏକ…

ଡିପୋରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର କାଠ

ଭଞ୍ଜନଗର,୧।୪: ଭଞ୍ଜନଗର କଲେଜ ରୋଡ଼ରେ ଥିବା ଓଡ଼ିଶା ବନ ଉନ୍ନୟନ ନିଗମର କାଠ ଡିପୋରେ ଗୁରୁବାର ନିଆଁ ଲାଗିଯାଇଥିଲା। ଏଥିରେ ଲକ୍ଷାଧିକ ଟଙ୍କାର କାଠ ଜଳିଯାଇଛି। ମାସେ ମଧ୍ୟରେ ଦ୍ୱିତୀୟ ଥର ଡିପୋରେ ନିଆଁ ଲାଗିଛି। ଗତ ମାର୍ଚ୍ଚ ୨ରେ ଡିପୋରେ…

ଫୁଟ୍‌ବଲ ମ୍ୟାଚ୍‌ରୁ ଆରମ୍ଭ ହୋଇଥିଲା ୧୦୦ ଘଣ୍ଟିଆ ଯୁଦ୍ଧ

ଫୁଟ୍‌ବଲ ମ୍ୟାଚ୍‌ ପାଇଁ ଅତୀତରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ହୋଇଥିବା ଘଟଣା ପ୍ରାୟ କାହାକୁ ଜଣା ନ ଥିବ। ୧୯୭୦ ଫିଫା ବିଶ୍ୱକପ୍‌ ପାଇଁ ୧୯୬୯ରେ ଏଲ ସାଲଭାଡର ଓ ହୁଣ୍ଡରସ ମଧ୍ୟରେ ଖେଳାଯାଇଥିଲା ୩ଟି ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌।…

ପାଣି ପାଇଁ ଯିିବାକୁ ପଡୁଛି ୨ କି.ମି.

ଖଡ଼ିଆଳ,୧।୪: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଭୁଲିଆସିକୁଆଁ ଗ୍ରାମରେ ଦେଖାଦେଇଛି ପାନୀୟ ଜଳ ସଙ୍କଟ। ଖଡିଆଳ ବ୍ଲକଠାରୁ ଏହି ଗ୍ରାମ ୧୦ କି.ମି. ଦୂର। ଗାଁରେ ୩ରୁ ୪ଟି ନଳକୂପ ରହିଛି। ନଳକୂପରେ ମାତ୍ରାଧିକ ଫ୍ଲୋରାଇଡଯୁକ୍ତ ପାଣି ବାହାରୁଥିବାରୁ ତାହା ବ୍ୟବହାର…

ଏହା ହୋଇପାରେ ଧୋନୀ, ସିଏସ୍‌କେର ଚିନ୍ତାର କାରଣ

ମୁମ୍ବାଇ,୧।୪: ଆଇପିଏଲର ଅନ୍ୟତମ ସଫଳତମ ଦଳ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଗତବର୍ଷ ବିଫଳ ହୋଇଥିଲା। ମଧ୍ୟକ୍ରମରେ ସୁରେଶ ରାଇନାଙ୍କ ଅନୁପସ୍ଥିତି ଅନୁଭବ କରିଥିଲା ମହେନ୍ଦ୍ର ସିଂ ଧୋନୀଙ୍କ ଦଳ। ଚଳିତ ଥର ଦଳରେ ଅଛନ୍ତି ରାଇନା। ଏହାସତ୍ତ୍ୱେ ଧୋନୀ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri