ଏହି ଗଛର ପତ୍ର ଧଳା କେଶକୁ କରେ କଳା
ବୟସ୍କ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଛୋଟ ପିଲାଙ୍କ ପର୍ଯ୍ୟନ୍ତ ସମସ୍ତେ କେଶ ସମସ୍ୟାକୁ ନେଇ ଚିନ୍ତିତ। କମ୍ ବୟସରେ କେଶ ଧଳା ହୋଇ ଝଡିବା ଏକ ମୁଖ୍ୟ ସମସ୍ୟା। ଆଧୁନିକ ଜୀବନଶୈଳୀ ସହ କେମିକାଲରେ ନିର୍ମିତ ସାମ୍ପୁ, କଣ୍ଡିଶନର, ତେଲ ଆଦି…
ଆଇପିଏଲ୍ରେ ସର୍ବାଧିକ ମ୍ୟାନ୍ ଅଫ୍ ଦ ମ୍ୟାଚ୍ ପୁରସ୍କାର ଜିତିଥିବା ଖେଳାଳି କିଏ ଜାଣନ୍ତି କି
ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ହେବ। ଏହି ମ୍ୟାଚ ଆଇପିଏଲର ୧୪ତମ…
ମାଛଧରାକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା
ବାରିପଦା ଅଫିସ,୧ା୪- ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଭାଗବତଚନ୍ଦ୍ରପୁର ପଞ୍ଚାୟତ ଧାନଶୋଳ ଗ୍ରାମରେ ମାଛଧରାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସନ୍ତୋଷ ଭକ୍ତା। ଏନେଇ ପୋଲିସ ଏକ ମାମଲା(ନଂ.୧୦୬/୨୧) ରୁଜୁ କରି…
ଯୁବତୀଙ୍କୁ ଗଣବଳାତ୍କାର: ୩ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡ
ଝାରସୁଗୁଡ଼ା ଅଫିସ୍,୧।୪: ଝାରସୁଗୁଡ଼ା ଜିଲା ସେସନ୍ସ ଜଜ୍ ହର ପ୍ରସାଦ ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ବିଚାର କରି ୩ ଅଭିଯୁକ୍ତ ରମାକାନ୍ତ ନାୟକ, ପ୍ରକାଶ ନାୟକ ଓ ବାବୁଲ ମିର୍ଦ୍ଧାଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପ୍ରତ୍ୟେକ…
ଉଲଗ୍ନ କରି ଚଲାଇଲେ ରାସ୍ତାରେ
ସାରସକଣା,୧ା୪- ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ପାକଟିଆଠାରେ ଏମ୍ଜିଏନ୍ଆର୍ଇଜିଏସ୍ ପୋଖରୀ ଖନନକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ଆକ୍ରମଣକାରୀମାନେ ତାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ ପୋଲିସ ୬…
ଟି୨୦ ବିଶ୍ୱକପ୍ ପାଇଁ ପାକିସ୍ତାନ ଖେଳାଳିଙ୍କୁ ଦିଆଯିବ ଭିଜା : ବିସିସିଆଇ
ନୂଆଦିଲ୍ଲୀ,୧।୪: ଚଳିତ ବର୍ଷ ଅକ୍ଟୋବର-ନଭେମ୍ବର ମଧ୍ୟରେ ଭାରତରେ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍। ଏହି ଆଇସିସି ଇଭେଣ୍ଟ ଲାଗି ପାକିସ୍ତାନ ଖେଳାଳିଙ୍କୁ ନିଶ୍ଚିତ ଭିଜା ପ୍ରଦାନ କରାଯିବ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ଆଶ୍ୱାସନା ଦେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…
ପରୀ ହତ୍ୟା ପ୍ରସଙ୍ଗ: ସରପଞ୍ଚ ସୌମ୍ୟଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ
ନୟାଗଡ଼ ଅଫିସ,୧।୪: ପରୀ ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବହୁ ଚର୍ଚ୍ଚିତ ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟ ରଞ୍ଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି । ୧୬ ୱାର୍ଡମ୍ବେରଙ୍କ ମଧ୍ୟରୁ ୧୩ଜଣ…
୧୪ ଫୁଟ୍ ଉଚ୍ଚରୁ ଦୁଇ ଶିଶୁଙ୍କୁ ଫିଙ୍ଗି ଦେଲେ
ଓ୍ବାଶିଂଟନ,୧।୪: ଆମେରିକା-ମେକ୍ସିକୋ ସୀମାରେ ୧୪ ଫୁଟ୍ ବିଶିଷ୍ଟ କାନ୍ଥ ଉପରୁ ଦୁଇ ଇକ୍ୱାଡର ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଇଛନ୍ତି ଦୁର୍ବୃତ୍ତ। ସେମାନଙ୍କୁ ଆମେରିକାର କଷ୍ଟମ ଓ ସୀମା ସୁରକ୍ଷା (ସିବିପି) ଅଧିକାରୀ ଉଦ୍ଧାର କରିଛନ୍ତି। ଜଣଙ୍କ ବୟସ ୫ ବର୍ଷ ହୋଇଥିବାବେଳେ ଅନ୍ୟ…
ହୀରାକୁଦରେ ବୋଟିଂ
ସମ୍ବଲପୁର,୧ା୪(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ବୋଟିଂ ସେବା ଆରମ୍ଭ ହୋଇଛି। ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏହି ସେବାର ଉଦ୍ଘାଟନ କରିଥିଲେ। ଏହି ଅବସରରେ ଓଟିଡିସି ଅଧ୍ୟକ୍ଷା ମିଶ୍ର କହିଥିଲେ, ରାଜ୍ୟ ସରକାର ପର୍ଯ୍ୟଟନ…
ପଜିଟିଭ ନୁହେଁ ନେଗେଟିଭ ଆସିଛି ନୀତିଶ ରାଣାଙ୍କ କୋଭିଡ୍ ରିପୋର୍ଟ
କୋଲକାତା,୧।୪: ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ପୂର୍ବରୁ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଷ୍ଟାର ବ୍ୟାଟ୍ସମ୍ୟାନ ନୀତିଶ ରାଣାଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ଏ ନେଇ ଗୁରୁବାର ବିବୃତି ଜାରି କରିଛି କେକେଆର। ମାର୍ଚ୍ଚ ୧୯ ତାରିଖରେ…
ଘରୁ ମିଳିଲା ମା’ଝିଅଙ୍କ ମୃତଦେହ
ନାକଟିଦେଉଳ,୧ା୪: ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଦଖିବାକୁ ମିଳିଛି। ଘର ଭିତରୁ ମା’ଝିଅଙ୍କ ମୃତଦେହ କିସିଣ୍ଡା ପୋଲିସ ଜବତ କରିଛି। ମୃତକ ହେଲେ ସୁଜାତା ପଟେଲ (୪୦) ଓ ତାଙ୍କ ନବମ ଶ୍ରେଣୀରେ…
ଡି ଭିଲିୟର୍ସଙ୍କ ଆଇପିଏଲ ଦଳର ଅଧିନାୟକ ଧୋନୀ
ବାଙ୍ଗାଲୋର,୧।୪: ଆଇପିଏଲର ୧୪ତମ ସଂସ୍କରଣ ପୂର୍ବରୁ ସର୍ବକାଳୀନ ଆଇପିଏଲ ଦଳ ଘୋଷଣା କରିଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ। ଦଳରେ ୭ ଭାରତୀୟ ଓ ୪ ବିଦେଶୀ ଖେଳାଳିଙ୍କୁ ସ୍ଥାନ ଦେଇଛନ୍ତି। ଆଉ ମହେନ୍ଦ୍ର ସିଂ…
Archives


