Home Left

୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ: ହାଇକୋର୍ଟ

କଟକ ଅଫିସ,୧୩ା୮: ଆଥ୍‌ଲେଟ୍‌ ଦୂତୀ ଚାନ୍ଦଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ। ଏକ ୱେବ୍‌ ପୋର୍ଟାଲ ପ୍ରତିନିଧିଙ୍କୁ ଦୂତୀଙ୍କ ଧମକ ମାମଲାର ଶୁଣାଣିକରି ହାଇକୋର୍ଟ ବିଚାରପତି ବିଶ୍ୱଜିତ୍‌ ମହାନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର…

ଭଙ୍ଗାରୁଜା ଘଟଣାରେ ୨୪ କୋର୍ଟଚାଲାଣ

କେନ୍ଦ୍ରାପଡ଼ା ଅଫିସ/ଢେଙ୍କାନାଳ ଅଫିସ/ରାଜକନିକା/ଆଳି(ଡି.ଏନ୍‌.ଏ.),୧୪ା୮: କେନ୍ଦ୍ରାପଡ଼ା ଜିଲା ଖରସ୍ରୋତା ନଦୀରୁ ଭଦ୍ରକକୁ ଜଳଯୋଗାଣ ପ୍ରତିବାଦରେ ରାଜକନିକା ବ୍ଲକ ବରୁଣାଡ଼ିହାରେ ପୋଲିସ, ପ୍ରଶାସନ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ହୋଇଥିବା ଖଣ୍ଡଯୁଦ୍ଧ ଘଟଣାରେ ୨୪ ଜଣ ଗିରଫ ହୋଇଛନ୍ତି। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତିର…

ସିଧାସଳଖ ନିର୍ବାଚିତ ହେବେ ମେୟର, ପୌରାଧ୍ୟକ୍ଷ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପୌରପାଳିକା ନିୟମାବଳୀ ୧୯୯୪ର ସଂଶୋଧନ କରିଛନ୍ତି। ଏଣିକି ବିଜ୍ଞପିତ ଅଞ୍ଚଳ ପରିଷଦ, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଏବଂ ମହାନଗର ନିଗମ ମେୟର ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହେବେ। ଏଥିପାଇଁ କାଉନ୍‌ସିଲର ଓ ଅଧ୍ୟକ୍ଷ ପଦବୀ…

ହରିଣକୁ ଦେଖି ପାଦ ଚାପିଚାପି ଆସୁଥିଲା ବାଘ, ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

କରୋନା ସମୟରେ ଚାଲିଗଲା ଚାକିରି, ଭିଡିଓ କରି ଏବେ ରୋଜଗାର କରୁଛନ୍ତି କୋଟି କୋଟି ଟଙ୍କା

ଇଣ୍ଟରନେଟ୍‌ ଏବଂ ସୋସିଆଲ ମିଡିଆ ଜରିଆରେ ଅନେକେ ଜିରୋରୁ ହିରୋ ହୋଇ ଚର୍ଚ୍ଚାକୁ ଆସିଥିବା ନଜିର ରହିଛି। ସେମିତି ଜଣେ ଯୁବକ ହେଉଛନ୍ତି ଖବାନେ ଲେମ୍‌। ଖାସ୍‌ କଥା ହେଲା ସେ ତାଙ୍କ ଭିଡିଓରେ ଗୋଟିଏ ବି ଶବ୍ଦ କୁହନ୍ତନି। ମାତ୍ର…

ଯୁକ୍ତ୨ ପରୀକ୍ଷା ପଦ୍ଧତି ବଦଳିବ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମାଟ୍ରିକ ଭଳି ଯୁକ୍ତ୨ ପରୀକ୍ଷା ପଦ୍ଧତିରେ ବି ପରିବର୍ତ୍ତନ ଅଣାଯିବ। ବର୍ଷକୁ ଦୁଇଟି ବୋର୍ଡ ପରୀକ୍ଷା ହେବ। ଏଥିସହ ଇଣ୍ଟରନାଲ୍‌ ଆସେସମେଣ୍ଟ ହେବ। ସ୍ବଚ୍ଛତା ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରୀକ୍ଷାକୁ ପୂରା ମନିଟର କରିବ। ପ୍ରଥମ…

ପାକ୍‌ ସୁପ୍ରିମକୋର୍ଟରେ ପ୍ରଥମ ମହିଳା ବିଚାରପତି

ଇସ୍‌ଲାମାବାଦ: ପାକିସ୍ତାନ ସୁପ୍ରିମକୋର୍ଟର ୭୫ ବର୍ଷ ଇତିହାସରେ ଏକ ନୂଆ ଘଟଣା ଘଟିବାକୁ ଯାଉଛି। ସେପ୍ଟେମ୍ବର ୯ରେ ଜଷ୍ଟିସ୍‌ ଆୟେଶା ମଲିକଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତ କରାଯିବ। ପାକିସ୍ତାନର ସର୍ବୋଚ୍ଚ ଅଦାଲତରେ ବିଚାରପତି ରୂପେ ନିଯୁକ୍ତ ହେବାରେ ଜଷ୍ଟିସ୍‌ ଆୟେଶା…

ଛତୁରେ ରହିଛି ଏସବୁ ଔଷଧୀୟ ଗୁଣ

ଛତୁ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା ଖାଇବାକୁ କେବଳ ଯେ ସ୍ବାଦିଷ୍ଟ ତାହା ନୁହେଁ ବରଂ ଏହା ସ୍ବାସ୍ଥ୍ୟ ଉପକାରୀ ମଧ୍ୟ। ପୋଷକତତ୍ତ୍ୱରେ ଭରପୂର ଥିବା ଛତୁକୁ ଆୟୁର୍ବେଦରେ ଔଷଧ ଭାବେ ଗ୍ରହଣ କରାଯାଏ। ଏହା ଅନେକ ପ୍ରକାର…

ଗୁପ୍ତା ଭ୍ରାତାଙ୍କ ଗୁମର ଖୋଲିଲେ ରାମାଫୋସା

ଜୋହାନ୍ସବର୍ଗ,୧୪ା୮: ଦକ୍ଷିଣ ଆଫ୍ରିକାର ଶାସକ ଆଫ୍ରିକାନ୍‌ ନ୍ୟାଶନାଲ କଂଗ୍ରେସ ଭିତରେ ମତଭେଦ କାରଣରୁ ଦୁର୍ନୀତିରେ ଲିପ୍ତ ପ୍ରଭାବଶାଳୀ ଗୁପ୍ତା ପରିବାର ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରି ନ ଥିବା ରାଷ୍ଟ୍ରପତି ସିରିଲ ରାମାଫୋସା ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି। ଆଫ୍ରିକା…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୬ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ…

ଓ୍ବାନ୍‌ ଡବ୍ଲ୍ୟୁଟିସିରେ ଝଲସିବ ତ୍ରିରଙ୍ଗା

ଓ୍ବାଶିଂଟନ,୧୪ା୮: ଅଗଷ୍ଟ ୧୫ରେ ଭାରତ ୭୫ତମ ସ୍ବାଧୀନତା ଦିବସ ପାଳନ କରିବ। ଏହି ଅବସରରେ ଆମେରିକାର ନ୍ୟୁୟର୍କ ସହରସ୍ଥିତ ଓ୍ବାନ୍‌ ଓ୍ବାଲର୍‌ଡ ଟ୍ରେଡ୍‌ ସେଣ୍ଟର (ଡବ୍ଲ୍ୟୁଟିସି)ରେ ଭାରତର ଜାତୀୟ ପତାକା ତ୍ରିରଙ୍ଗା ଝଲସିବ। ୨୦୦୧ ସେପ୍ଟେମ୍ବର ୧୧ରେ ଆମେରିକାର ଏହି ଉଚ୍ଚତମ…

ଆର୍ମିରେ ଭର୍ତ୍ତି ହେବା ପାଇଁ ଏହି ଦେଶରେ ଯୁବତୀଙ୍କର ହୋଇଥାଏ ଭର୍ଜିନିଟି ଟେଷ୍ଟ, ଏବେ ଆସିଲା ଏମିତି ରିପୋର୍ଟ

ଜାକର୍ତ୍ତା: ଏମିତି ଦେଶ ଅଛି, ଯେଉଁଠି ଆର୍ମିରେ ଭର୍ତ୍ତି ହେବା ପାଇଁ ଯୁବତୀମାନଙ୍କର ଭର୍ଜିନିଟି ଟେଷ୍ଟ କରାଯାଉଥିଲା। ମାତ୍ର ଏବେ ଆଉ ଏପରି କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି। ଏମିତି ଦେଶ ହେଉଛି ଇଣ୍ଡୋନେସିଆ। ୧୯୬୫ ମସିହାରୁ ଇଣ୍ଡୋନେସିଆ ସେନା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?