ଆର୍ସିବିର ମୁଖ୍ୟ ଅସ୍ତ୍ର ମ୍ୟାକ୍ସଓ୍ବେଲ
ନୂଆଦିଲ୍ଲୀ,୩୧।୩: ଗ୍ଲେନ୍ ମ୍ୟାକ୍ସଓ୍ବେଲଙ୍କ ବିସ୍ଫୋରକ ତଥା ଆକ୍ରମଣାତ୍ମକ ବ୍ୟାଟିଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ବେଶ୍ ଉପଯୋଗୀ ସାବ୍ୟସ୍ତ ହେବ। ଆଗାମୀ ସଂସ୍କରଣରେ ସେ ଦଳର ମୁଖ୍ୟ ଅସ୍ତ୍ର ହେବେ ବୋଲି ଆରସିବି ଡାଇରେକ୍ଟର ଅଫ୍ କ୍ରିକେଟ ମାଇକ ହେସନ…
ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ
ମାଲକାନଗିରି,୩୧ା୩: ମାଲକାନଗିରି ଏସ୍ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ଜଣ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଛତିଶଗଡ଼ ବିଜାପୁର ଜିଲା ବାସେଗୁଡ଼ା ଥାନା ଅନ୍ତର୍ଗତ ଚିନାତେରେମ ଗ୍ରାମର ମଇନୁ ଓରଫ ଶମ୍ଭୁ ଦୋଡି (୨୫), ଗାଙ୍ଗୁଲୁର ଥାନା ଅନ୍ତର୍ଗତ କର୍ନାଲ ଗ୍ରାମର…
ଚେତାବନୀ ଦେଲେ ମମତା: ନିର୍ବାଚନ ପରେ ନେବି ପଦକ୍ଷେପ
କୋଲକାତା, ୩୧।୩ : ଭାଜପାକୁ ଖୋଲାଖୋଲି ଚେତାବନୀ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନିର୍ବାଚନ ଶେଷ ହେବା ପର୍ଯ୍ୟନ୍ତ ଅପେକ୍ଷା କର। ମୁଁ ପଦକ୍ଷେପ ନେବି। କୋଲକାତାଠାରୁ ୯୦ କିମି ଦୂର ଗୋଘାଟଠାରେ ଆୟୋଜିତ ରାଲିରେ ମମତା ଏଭଳି କହିଛନ୍ତି।…
ଗୁଗଲ୍ ସର୍ଚ୍ଚ କରି ଡାକ୍ତର ଦେଲେ ଇଞ୍ଜେକ୍ଶନ, ଚାଲିଗଲା ଶିଶୁର ଜୀବନ
ନବରଙ୍ଗପୁର/ଡାବୁଗାଁ,୩୧ା୩: ନବରଙ୍ଗପୁର ଜିଲା ଡାବୁଗାଁ ଡାକ୍ତରଖାନାରେ ଶିଶୁ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ଦେଖାଦେଇଛି। ଡାକ୍ତର ଗୁଗଲ୍ରୁ ସର୍ଚ୍ଚକରି ଇଞ୍ଜେକ୍ଶନ ଦେଇଥିବା ମୃତ ଶିଶୁର ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି। ଏହାକୁ ନେଇ…
୭ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ମେଡିକାଲ ଅଧିକାରୀ
ଫୁଲବାଣୀ ଅଫିସ,୩୧।୩: କନ୍ଧମାଳ ଜିଲା ଫିରିଙ୍ଗିଆ ମେଡିକାଲର ଜନସ୍ବାସ୍ଥ୍ୟ ଅଧିକାରୀ ଡା. ନିଶିତ ନିଶାନ୍ତ ମାଲୁ ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମେଡିକାଲରେ କାର୍ଯ୍ୟରତ ପୁରୁଷ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ବେଣୁପାଣି ଦିଗାଲଙ୍କ ବକେୟା ପ୍ରାପ୍ୟ ଅନୁମୋଦନ କରିବାକୁ ସେ ୭ ହଜାର…
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ
ଗୋପାଳପୁର,୩୧ା୩: ନାବାଳିକାଙ୍କୁ ବଳାତ୍କାର କରିବା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଜଣେ ଯୁବକକୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ଗୋପାଳପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ସହିତ ସମ୍ପୃକ୍ତ ଅଞ୍ଚଳର ଜଣେ…
ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା
ସାକ୍ଷୀଗୋପାଳ,୩୧।୩: ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳର ଦାଶବିଦ୍ୟାଧରପୁର ପଞ୍ଚାୟତରେ ବୁଧବାର ଜଣେ ଯୁବକକୁ ଭୁଜାଲିରେ ହାଣି ନର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଡିହପୁର ଗ୍ରାମର କୃଷ୍ଣ ଚନ୍ଦ୍ର ରାଉତ। କୃଷ୍ଣଙ୍କୁ ଦାଶବିଦ୍ୟାଧରପୁର ଗ୍ରାମର ପଦୁ ଦାସ ହତ୍ୟା କରିଥିବା…
ଗାଡ଼ିରୁ ଓହ୍ଲାଇ ମୁନ୍ଓ୍ବାକ୍ କଲେ ଯୁବକ, ଲୋକେ କହିଲେ…
ଦୁନିଆରେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଖରେ କିଛି ନା କିଛି ପ୍ରତିଭା ଲୁଚିକି ରହିଛି। ସେ ଗରିବ ହୁଅନ୍ତୁ କି ଧନୀ। ସମସ୍ତଙ୍କ ନିକଟରେ ଅନନ୍ୟ ପ୍ରତିଭା ରହିଥାଏ। ଏମିତି ଜଣେ ପ୍ରତିଭାବାନ ଯୁବକଙ୍କୁ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଯାହାଙ୍କ ଡ୍ୟାନ୍ସ…
୩୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
ଭଦ୍ରକ ଅଫିସ,୩୧।୩: ଭଦ୍ରକରୁ ପୁଣି ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି। ମଙ୍ଗଳବାର ରାତିରେ ଭଦ୍ରକ-ଚାନ୍ଦବାଲି ରାସ୍ତା କାରମେଲ ସ୍କୁଲ ନିକଟରୁ ପୁରୁଣାବଜାର ଥାନା ପୋଲିସ ଜଣେ ବ୍ୟବସାୟୀଙ୍କୁ ଗିରଫ କରିବା ସହ ତାଙ୍କ ପାଖରୁ ୩୩୦ ଗ୍ରାମର ବ୍ରାଉନସୁଗାର ଜବତ…
ବନ୍ଧୁକ ଦେଖାଇ ଲୁଟିନେଲେ ବାଇକ୍
ରେଙ୍ଗାଲି,୩୧ା୩: ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ରେଙ୍ଗାଲି-ସପନେ ରାସ୍ତାର ସାଲଡ ଗ୍ରାମ ନିକଟରେ ବୁଧବାର ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ଜଣେ ଯୁବକଙ୍କ ବାଇକ୍ ଲୁଟି ନେଇଛନ୍ତି। ସାଲେପଡା ଗ୍ରାମର ଦେବେନ୍ଦ୍ର ଓରାମ ଏକ ବାଇକ୍ (ଓଡି୧୫କ୍ୟୁ-୫୦୧୫) ଯୋଗେ ସମ୍ପର୍କୀୟଙ୍କ ଘର…
ସ୍ବାମୀଙ୍କୁ ଆକ୍ରମଣ ପରେ ସ୍ତ୍ରୀଙ୍କୁ ଗଣବଳାତ୍କାର
ଆଗ୍ରା, ୩୧।୩ : ସ୍ବାମୀଙ୍କୁ ଆକ୍ରମଣ ପରେ ୧୯ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି ଉତ୍ତର ପ୍ରଦେଶର ଆଗ୍ରା ଜିଲାରୁ। ଦୁର୍ବୃତ୍ତମାନେ ଏହି ଘଟଣାର ଭିଡିଓ କରିବା ସହ କାହାକୁ କିଛି କହିଲେ ହତ୍ୟା ଧମକ ଦେଇଥିବା ଅଭିଯୋଗ…
ଜଙ୍ଗଲ ନିଆଁ ଲିଭାଇଲେ ଥାନା ଆଇଆଇସି
ଖଡିଆଳ,୩୧।୩: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବରଗାଁ ସ୍ଥିତ ଚକା ଜଙ୍ଗଲରେ କିଛି ବ୍ୟକ୍ତି ନିଆଁ ଲଗାଇ ଦେଇଥିଲେ। ଏହି ସମୟରେ ଖଡିଆଳ ଆଇଆଇସି କୈଳାଶ ଚନ୍ଦ୍ର ସେଠୀ କୋଭିଡ ସଚେତନତା ନେଇ ବରଗାଁ ଯାଉଥିବା ବେଳେ ଜଙ୍ଗଲରେ ନିଆଁ ଲାଗିଥିବା…
Archives


