ପୁଣି ଥରେ ଅଷ୍ଟ୍ରେଲିଆ ଅଧିନାୟକ ହେବାକୁ ଚାହେଁ: ସ୍ମିଥ୍
ନୂଆଦିଲ୍ଲୀ,୩୦।୩: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଏବଂ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ଷ୍ଟିଭ୍ ସ୍ମିଥ୍ ପୁଣିଥରେ ଦଳର ନେତୃତ୍ୱ ନେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଦଳ ପାଇଁ ସେ ଶ୍ରେଷ୍ଠ ବୋଲି କ୍ରିକେଟ ଅଷ୍ଟ୍ରେଲିଆ ଭାବିଲେ ସେ ଖୁସି ହେବେ। ଏପରିକି ଦାୟିତ୍ୱ ନେବାକୁ…
ଆଇପିଏଲ୍ ପୂର୍ବରୁ ଗାଭାସ୍କରଙ୍କ ବଡ଼ ବୟାନ: କହିଲେ ଆସନ୍ତା ସଂସ୍କରଣରେ ଏହି ଦଳକୁ ହରାଇବା ମୁସ୍କିଲ
ନୂଆଦିଲ୍ଲୀ,୩୦।୩: ଇଂଲଣ୍ଡ ବିପକ୍ଷ ସିରିଜ ଶେଷ ହେବା ପରେ ଏବେ ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍) ପାଇଁ ଅଣ୍ଟା ଭିଡିଛନ୍ତି ଭାରତୀୟ ଖେଳାଳି। ସମସ୍ତ ଫ୍ରାଞ୍ଚାଇଜ୍ ଟୁର୍ନାମେଣ୍ଟ ପାଇଁ ଆବଶ୍ୟକୀୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏସବୁ ମଧ୍ୟରେ ଆଇପିଏଲ୍କୁ ନେଇ ପୂର୍ବ ଅଭିଜ୍ଞ…
ଅକ୍ଷୟଙ୍କ ଖୁସି କହିଲେ ନ ସରେ
ବଲିଉଡ୍ ଅଭିନେତା ଅକ୍ଷୟ କୁମାର ନିଜ ଆଗାମୀ ଚଳଚ୍ଚିତ୍ର ‘ରାମ ସେତୁ’ର ଶୁଟିଂ ଆରମ୍ଭ କରିଛନ୍ତି। ନିକଟରେ ଅକ୍ଷୟ ଫିଲ୍ମର ମୁଖ୍ୟ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ଏବଂ ନୁଶରତ ଭରୁଚାଙ୍କ ସହ ପହଞ୍ଚିଥିଲେ। ରାମଲାଲାଙ୍କ ଆଶୀର୍ବାଦ ନେବା ପରେ ଫିଲ୍ମ ଶୁଟିଂ…
ଟିଏମ୍ସିର ଅଭିଯୋଗ: ବାଂଲାଦେଶରେ ଗସ୍ତରେ ନିର୍ବାଚନୀ ଆଚାରସଂହିତା ଉଲ୍ଲଂଘନ କରିଛନ୍ତି ମୋଦି
ନୂଆଦିଲ୍ଲୀ,୩୦।୩: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶ ଗସ୍ତରେ ଯାଇଥିଲେ। ଏହି ସମୟରେ ସେ ନିର୍ବାଚନୀ ଆଚାରସଂହିତା ଉଲ୍ଲଂଘନ କରିଥିବା ତୃଣମୂଳ କଂଗ୍ରେସ ଅଭିଯୋଗ କରିଛି। ଦଳର ନେତାମାନେ ଏନେଇ ନିର୍ବାଚନ ଆୟୋଗଙ୍କ ନିକଟରେ ଫେରାଦ ହୋଇଛନ୍ତି। ଟିଏମସି କହିଛି ଯେ,…
ଭାଜପା ନେତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ନୂଆଦିଲ୍ଲୀ,୩୦।୩: ଦିଲ୍ଲୀର ସୁଭାଷ ନଗର ସ୍ଥିତ ଏକ ପାର୍କର ଗ୍ରୀଲ୍ରୁ ଝୁଲନ୍ତା ଅବସ୍ଥାରେ ଜଣେ ଭାଜପା ନେତାଙ୍କ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଦିଲ୍ଲୀ ଭାଜପା ପୂର୍ବତନ ଅଧ୍ୟକ୍ଷ ଜି ଏସ ବାୱା। ୫୮ ବର୍ଷୀୟ ବାଓ୍ବା ଆତ୍ମହତ୍ୟା…
ବଜାରକୁ ଗଲେ ଦେବାକୁ ପଡ଼ିବ ୫ ଟଙ୍କା: ୧ ଘଣ୍ଟାରୁ ଅଧିକ ସମୟ ରହିଲେ ୫ଶହ ଜରିମାନା
ମୁମ୍ବାଇ, ୩୦।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କେତେକ ରାଜ୍ୟରେ ଏହା ତୀବ୍ର ହୋଇଛି। ବିଶେଷ କରି ମହାରାଷ୍ଟ୍ର ମୁମ୍ବାଇରେ ସଂକ୍ରମିତଙ୍କ ସଂଖ୍ୟ ଯଥେଷ୍ଟ ବୃଦ୍ଧି ପାଇବାରେ ଲାଗିଛି। ତେବେ ନାଶିକ ଜିଲା ପୋଲିସ…
ଏଲ୍ଡିଏଫ୍-ୟୁଡିଏଫ୍ ମଧ୍ୟରେ ଚାଲିଛି ମ୍ୟାଚ୍ ଫିକ୍ସିଂ:ମୋଦି
ଥିରୁଭାନନ୍ତପୁରମ୍,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳରେ ଏକ ନିର୍ବାଚନୀ ସଭାକୁ ମଙ୍ଗଳବାର ସମ୍ବୋଧିତ କରିଛନ୍ତି। ଲେଫ୍ଟ ଡେମୋକ୍ରାଟିକ ଫ୍ରଣ୍ଟ (ଏଲଡିଏଫ୍) ଏବଂ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (ୟୁଡିଏଫ୍) ମଧ୍ୟରେ ମ୍ୟାଚ ଫିକ୍ସିଂ ଅଭିଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ। କେରଳ ବିଧାନସଭା ନିର୍ବାଚନ ୨୦୨୧କୁ…
ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା: ଏତିକି ବୟସ ହେବା ଦରକାର
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଶିକ୍ଷକଙ୍କୁ ଟିକା ଦିଆଯିବା ନେଇ…
ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ଭାଜପା: ଜାଣନ୍ତୁ କିଏ କିଏ ରହିଛନ୍ତି…
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପୁରୀ ଜିଲା ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବାବେଳେ ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ ସରିଛି…
ଏହି ମହିଳା କ୍ରିକେଟର ହେଲେ କରୋନା ପଜିଟିଭ
ଭାରତୀୟ ମହିଳା ଟି-୨୦ ଦଳର ଅଧିନାୟିକା ହରମନପ୍ରୀତ କୌର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୨ ବର୍ଷୀୟା ଏହି ତାରକା ଅଲରାଉଣ୍ଡର ଏବେ ଘରେ ନିଜକୁ ଅଲଗାକରି କ୍ୱାରାଣ୍ଟାଇନରେ ରହୁଛନ୍ତି। ସାମାନ୍ୟ ଜ୍ୱର ହେବାରୁ ସେ ନିଜର କରୋନା ପରୀକ୍ଷା କରାଇଥିଲେ,…
ଛତିଶଗଡ଼କୁ ବନ୍ଦ ହେବ ବସ୍ ସେବା!
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍ ସେବା। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ରାଜ୍ୟରେ ପୁଣିଥରେ କରୋନା ନିଜର କାୟା…
ଫିଟନେସ୍ ପାଇଁ ବିଲେଇ ବାଛିଛି ଏମିତି ଉପାୟ, କାରକୁ ମଧ୍ୟ ଛାଡ଼ିଲାନି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…
Archives


