Home Left

ଏଲ୍‌ଡିଏଫ୍‌-ୟୁଡିଏଫ୍‌ ମଧ୍ୟରେ ଚାଲିଛି ମ୍ୟାଚ୍‌ ଫିକ୍ସିଂ:ମୋଦି

ଥିରୁଭାନନ୍ତପୁରମ୍‌,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳରେ ଏକ ନିର୍ବାଚନୀ ସଭାକୁ ମଙ୍ଗଳବାର ସମ୍ବୋଧିତ କରିଛନ୍ତି। ଲେଫ୍ଟ ଡେମୋକ୍ରାଟିକ ଫ୍ରଣ୍ଟ (ଏଲଡିଏଫ୍‌) ଏବଂ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (ୟୁଡିଏଫ୍‌) ମଧ୍ୟରେ ମ୍ୟାଚ ଫିକ୍ସିଂ ଅଭିଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ। କେରଳ ବିଧାନସଭା ନିର୍ବାଚନ ୨୦୨୧କୁ…

ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା: ଏତିକି ବୟସ ହେବା ଦରକାର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଶିକ୍ଷକଙ୍କୁ ଟିକା ଦିଆଯିବା ନେଇ…

ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ଭାଜପା: ଜାଣନ୍ତୁ କିଏ କିଏ ରହିଛନ୍ତି…

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପୁରୀ ଜିଲା ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବାବେଳେ ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ ସରିଛି…

ଏହି ମହିଳା କ୍ରିକେଟର ହେଲେ କରୋନା ପଜିଟିଭ

ଭାରତୀୟ ମହିଳା ଟି-୨୦ ଦଳର ଅଧିନାୟିକା ହରମନପ୍ରୀତ କୌର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୨ ବର୍ଷୀୟା ଏହି ତାରକା ଅଲରାଉଣ୍ଡର ଏବେ ଘରେ ନିଜକୁ ଅଲଗାକରି କ୍ୱାରାଣ୍ଟାଇନରେ ରହୁଛନ୍ତି। ସାମାନ୍ୟ ଜ୍ୱର ହେବାରୁ ସେ ନିଜର କରୋନା ପରୀକ୍ଷା କରାଇଥିଲେ,…

ଛତିଶଗଡ଼କୁ ବନ୍ଦ ହେବ ବସ୍‌ ସେବା!

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍‌ ସେବା। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ରାଜ୍ୟରେ ପୁଣିଥରେ କରୋନା ନିଜର କାୟା…

ଫିଟନେସ୍‌ ପାଇଁ ବିଲେଇ ବାଛିଛି ଏମିତି ଉପାୟ, କାରକୁ ମଧ୍ୟ ଛାଡ଼ିଲାନି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…

ଅନ୍‌ଲାଇନ ପରୀକ୍ଷା ଦାବିରେ ଓଏସ୍‌ଏମ୍‌ଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

କେନ୍ଦୁଝର, ୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଓଡିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ(ଓଏସ୍‌ଏମ୍‌ଇ)ର ଛାତ୍ରୀଛାତ୍ରମାନେ ଅନ୍‌ଲାଇନରେ ପରୀକ୍ଷା ଦାବିରେ ମଙ୍ଗଳବାର ବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କେତେକ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ରମାନେ କରୋନାରେ ଆକ୍ରାନ୍ତ ହେଉଥିବାରୁ ଅନଲାଇନରେ ପରୀକ୍ଷା ହେଉଛି । ଏଣୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ

ପୁରୁଷୋତ୍ତମପୁର, ୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି। ସୋମବାର ରାତ୍ର ସାଢ଼େ ୨ଟାରୁ ମନ୍ଦିର ଦ୍ୱାର ଫିଟାଯାଇ ପରମ୍ପରା ଅନୁସାରେ ଅବକାଶ ନୀତି, ମାଜଣା, ଅଭିଶେକ, ସୃଙ୍ଗାର…

ରାଜ୍ୟରେ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ହେଲମେଣ୍ଟ, ମାସ୍କ ଚେକିଂ ବେଳେ ପୋଲିସ ମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା; କନଷ୍ଟେବଳ ନିଲମ୍ବିତ, ଡ୍ରାଇଭର କାର୍ଯ୍ୟରୁ ପ୍ରତ୍ୟାହାର

ଠାକୁରମୁଣ୍ଡା, ୩୦।୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ପୋଲିସର ଏକ ଅମାନୁଷିକତା ଘଟଣା ପଦାକୁ ଆସିଛି। ହେଲମେଣ୍ଟ ଓ ମାକ୍ସ ଚେକିଂ ସମୟରେ ପୋଲିସର ଲାଠି ମାଡରେ ଜଣେ ବାଇକ ଚାଳକଙ୍କ ମୁଣ୍ଡ ଫାଟି ଲହୁଲୁହାଣ ହୋଇଛନ୍ତି। ଘଟଣା ପରେ ସ୍ଥାନୀୟ…

ପୂର୍ବତନ ଏମ୍‌ପିଙ୍କ ବିବାଦୀୟ ମନ୍ତବ୍ୟ: ରାହୁଲ ଗାନ୍ଧୀଙ୍କଠାରୁ ଦୂରେଇ ରୁହନ୍ତୁ ଯୁବତୀ

ଥିରୁଭାନନ୍ତପୁରମ୍‌,୩୦।୩: କେରଳ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। ପୂର୍ବତନ ଇଡୁକି ଏମ୍‌ପି ଜୋଏସ ଜର୍ଜ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଅପମାନଜନକ ମନ୍ତବ୍ୟ ଦେଇଛନ୍ତି। ଉଡୁମ୍ବାଚୋଲାରେ ଏଲଡିଏଫ୍‌ ପ୍ରାର୍ଥୀ ତଥା ମନ୍ତ୍ରୀ…

ଜାତୀୟ ରାଜପଥ ସଂପ୍ରସାରଣ ବିଳମ୍ବକୁ ନେଇ ଉତ୍ତେଜନା: ଠିକାସଂସ୍ଥାର ଗାଡ଼ି ଅଟକାଇଲେ ଉଠାଦୋକାନୀ

ଦାରିଙ୍ଗବାଡ଼ି,୩୦।୩(ଡି.ଏନ୍‌.ଏ): ରାଇପୁର-ଗୋପାଳପୁରକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥ ବାଲିଗୁଡ଼ାଠାରୁ ଦାରିଙ୍ଗବାଡ଼ି ପଞ୍ଚୁପଲ୍ଲୀ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ଚାଲିଛି । ରାଜପଥ ସଂପ୍ରସାରଣ ବିଳମ୍ବକୁ ନେଇ ମଙ୍ଗଳବାର ସିମନବାଡ଼ିଠାରେ ଠିକାସଂସ୍ଥାର ସମସ୍ତଗାଡ଼ିକୁ ଉଠାଦୋକାନୀ ସମେତ ଅଞ୍ଚଳବାସୀ ଅଟକାଇଛନ୍ତି। ଶୀଘ୍ର ସଂପ୍ରସାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri