Home Left

ଜାତୀୟ ରାଜପଥ ସଂପ୍ରସାରଣ ବିଳମ୍ବକୁ ନେଇ ଉତ୍ତେଜନା: ଠିକାସଂସ୍ଥାର ଗାଡ଼ି ଅଟକାଇଲେ ଉଠାଦୋକାନୀ

ଦାରିଙ୍ଗବାଡ଼ି,୩୦।୩(ଡି.ଏନ୍‌.ଏ): ରାଇପୁର-ଗୋପାଳପୁରକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥ ବାଲିଗୁଡ଼ାଠାରୁ ଦାରିଙ୍ଗବାଡ଼ି ପଞ୍ଚୁପଲ୍ଲୀ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ଚାଲିଛି । ରାଜପଥ ସଂପ୍ରସାରଣ ବିଳମ୍ବକୁ ନେଇ ମଙ୍ଗଳବାର ସିମନବାଡ଼ିଠାରେ ଠିକାସଂସ୍ଥାର ସମସ୍ତଗାଡ଼ିକୁ ଉଠାଦୋକାନୀ ସମେତ ଅଞ୍ଚଳବାସୀ ଅଟକାଇଛନ୍ତି। ଶୀଘ୍ର ସଂପ୍ରସାରଣ…

ପୁଣି ଅଲୋଡା ଶିଶୁପୁତ୍ର

ଉମରକୋଟ,୩୦।୩(ସ୍ବ.ପ୍ର.): ପୁଣି ଅଲୋଡା ହେଲା ନବଜାତ ଶିଶୁପୁତ୍ର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ପୌରାଞ୍ଚଳରେ ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ପଛପଟେ ଥିବା ଶିକ୍ଷକ କଲୋନୀ ନିକଟରେ। ଶିଶୁପୁତ୍ରର କାନ୍ଦ ଶୁଣି ଜଣେ ମହିଳା ପହଞ୍ଚି…

ସଡ଼କ ଦୁର୍ଘଟଣାରେ ଚାଲିଗଲା ପ୍ରସିଦ୍ଧ ଗାୟକଙ୍କ ଜୀବନ

ଚଣ୍ଡିଗଡ,୩୦।୩: ସଡ଼କ ଦୁର୍ଘଟଣାରେ ପଞ୍ଜାବର ଜଣାଶୁଣା ଗାୟକ ଦିଲଜାନଙ୍କ ମୃତ୍ୟୁ ଘଟିଛି। ଅମୃତସରର ଜାଣ୍ଡିଆଲା ଗୁରୁ ନିକଟରେ ଏହି ଦୁର୍ଘଟଣା ଘଟିଛି। ସୂଚନାନୁସାରେ, ୩୧ ବର୍ଷୀୟ ଦିଲଜାନ ମଙ୍ଗଳବାର ସକାଳେ ନିଜ କାରରେ ଅମୃତସରରୁ କରତାରପୁର ଯାଉଥିଲେ। ତାଙ୍କ କାର ଜାଣ୍ଡିଆଲା…

ଗାଡ଼ଭାଲୁର ମୃତଦେହ ଉଦ୍ଧାର

ପାଟଣା,୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ ଦାରିକାପଶି ଗାଁ ନିକଟ କେନାଲରୁ ସୋମବାର ସାରେ ଏକ ଗାଡ଼ଭାଲୁର ମୃତଦେହ ଉଦ୍ଧାର ହୋଇଛି। କେନାଲରେ ଗାଡଭାଲୁର ମୃତଦେହ ଭାସି ଭାସି ଆସୁଥିବା ଦେଖି ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ।…

ଋଣ କରି ଖେଳାଳିଙ୍କୁ ଟଙ୍କା ଦେଲା କ୍ରିକେଟ୍‌ ବୋର୍ଡ

ଆଣ୍ଟିଗୁଆ,୩୦।୩: ମହାମାରୀ କରୋନା ସମୟରେ ୱେଷ୍ଟଇଣ୍ଡିଜ କ୍ରିକେଟ ବୋର୍ଡ ଆର୍ଥିକ ଅବସ୍ଥାକୁ ଖରାପ କରିନେଇଛି। ଅବସ୍ଥା ଏପରି ହୋଇଛି ଯେ ଖେଳାଳିଙ୍କୁ ଦରମା ଦେବା ପାଇଁ ବୋର୍ଡକୁ ଋଣ କରିବାକୁ ପଡିଛି। ୱେଷ୍ଟଇଣ୍ଡିଜ କ୍ରିକେଟ୍‌ ବୋର୍ଡର ସଭାପତି ରିକି ସ୍କେରିଟ ଏହା…

ସ୍ତ୍ରୀଙ୍କୁ ସବୁଦିନ ପାଇଁ ଛାଡ଼ିି ଆରପାରିକୁ ଚାଲିଗଲେ ନବବିବାହିତ ସ୍ବାମୀ

ବଲାଙ୍ଗୀର ଅଫିସ,୩୦।୩: କାଳ ହେଲା ହୋଲି। ନବ ବିବାହିତା ସ୍ତ୍ରୀଙ୍କୁ ସବୁଦିନ ପାଇଁ ଏକାକରି ଆରପାରି ଚାଲିଗଲେ ସ୍ବାମୀ। ଏଭଳି ଏକ ଅଭବାନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲାରେ। ବଲାଙ୍ଗୀର ସିଭିଲ କୋର୍ଟରେ କିରାଣି ଭାବେ କାର୍ଯ୍ୟରତ ଥିବା ବଲାଙ୍ଗୀର ରୁଗୁଡ଼ିପଡାର…

ବିବାହ ପରେ ନିଜେ କାର ଚଲାଇ ଶାଶୁ ଘରେ ପହଞ୍ଚିଲେ କନ୍ୟା: କାରଣ ଜାଣିଲେ…

ବିବାହ ପରେ ବିଦାୟ ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ବିଦାୟ ସମୟରେ କନ୍ୟା କାରର ଡ୍ରାଇଭିଂ ସିଟରେ ବସିଥିବାର ଦେଖିବାକୁ ମିଳୁଛି। ବାରଙ୍କୁ ପାଖରେ ବସାଇ କନ୍ୟା ଶାଶୁଘରେ ପହଞ୍ଚୁଛନ୍ତି। ବିବାହ ପରେ…

ଆଜି ପ୍ରଚାରର ଶେଷ ଦିନ: ନନ୍ଦିଗ୍ରାମରେ ଶାହା-ମମତା ମୁହାଁମୁହିଁ

କୋଲକାତା,୩୦।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଏପ୍ରିଲ ୧ରେ ଅନୁଷ୍ଠିତ ହେବ। ଆଜି ପ୍ରଚାରର ଶେଷ ଦିନ ହୋଇଥିବାରୁ ନନ୍ଦିଗ୍ରାମରେ ଏକ ନିର୍ବାଚନ ମହାସଂଗ୍ରାମ ଦେଖିବାକୁ ମିଳିଛି। ଆଜି ନନ୍ଦିଗ୍ରାମରେ ମମତା ବାନାର୍ଜୀ ଏବଂ ଅମିତ ଶାହାଙ୍କ ଏକ…

ଚୋରି କରିବାକୁ ଆସିଥିବା ବ୍ୟକ୍ତି ଏସି, ବେଡ୍‌ ଦେଖି ଶୋଇପଡ଼ିଲେ: ଆଉ ତାପରେ…

ଥାଇଲାଣ୍ଡରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ଚୋରି କରିବା ଉଦ୍ଦେଶ୍ୟରେ ଏକ ଘରେ ପ୍ରବେଶ କରିଥିଲେ। କିନ୍ତୁ ଘରର ସୁଖ ସୁବିଧା ଦେଖି ତାଙ୍କର ମନ ବଦଳିଗଲା। ଚୋର ଯେତେବେଳେ ଆରାମଦାୟକ ଶଯ୍ୟା ଏବଂ ଏସି…

ଆଇଆଇଏମ୍‌ ଅହମଦାବାଦରେ ୭୦ କରୋନା ସଂକ୍ରମିତ ଚିହ୍ନଟ

ଅହମଦାବାଦ,୩୦।୩: ଦେଶରେ ପୁଣି କରୋନା ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦ ହଜାରରୁ ଊର୍ଦ୍ଧ୍ୱ ରହୁଛି। ଏସବୁ ଭିତରେ ଆଇଆଇଏମ୍‌ ଅହମଦାବାଦରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁଜୁରାଟର ଅହମ୍ମଦାବାଦ ପୌରପାଳିକାର…

ଭାରତ- ଇଂଲଣ୍ଡ ସିରିଜ୍‌ ଫଳାଫଳରେ ଖୁସି ଅଛନ୍ତି ଏହି ୪ ଆଇପିଏଲ ଟିମ୍‌

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଗତ ୫୨ ଦିନ ମଧ୍ୟରେ ୪ଟି ଟେଷ୍ଟ, ପାଞ୍ଚଟି ଟି-୨୦ ଏବଂ ତିନୋଟି ଏକଦିବସୀୟ ମ୍ୟାଚ୍‌ ଖେଳାଯାଇଥିଲା। ଟିମ ଇଣ୍ଡିଆ ସମସ୍ତ ତିନୋଟି ସିରିଜ ଜିତିବାରେ ସଫଳ ହୋଇଥିଲା। ଏହି ସିରିଜର ଫଳାଫଳକୁ ନେଇ…

ଆଜି ଭାରତୀୟ କ୍ରିକେଟର୍‌ ଏକ ସ୍ମରଣୀୟ ଦିନ: ଜାଣନ୍ତୁ କ’ଣ ହୋଇଥିଲା

କ୍ରିକେଟ ପ୍ରେମୀଙ୍କ ପାଇଁ ଆଜି ଏକ ବିଶେଷ ଦିନ। ୧୪ ବର୍ଷ ପୂର୍ବେ ଆଜି, ଭାରତର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ ଟେଷ୍ଟ କ୍ରିକେଟର୍‌ରେ ଇତିହାସ ରଚିଥିଲେ। ସେହ୍ବାଗ ମାର୍ଚ୍ଚ ୨୮, ୨୦୦୪ରେ ମୁଲତାନ ଟେଷ୍ଟରେ ପାକିସ୍ତାନୀ ବୋଲରଙ୍କୁ ପ୍ରହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri