Home Left

ହେଲିକପ୍ଟର ଦୁର୍ଘଟଣା: ୫ ମୃତ

ଆଞ୍ଚୋରେଜ୍‌,୨୯।୩: ଆମେରିକାର ଆଲାସ୍କା ରାଜ୍ୟରେ ଏକ ହେଲିକପ୍ଟର ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଆଞ୍ଚୋରେଜ୍‌ର ଉତ୍ତରପୂର୍ବରେ ଥିବା କ୍ନିକ୍‌ ଗ୍ଲାସିୟର…

କଟକଣାରେ ଚାଲିଛି ହୋଲି ଖେଳ

ଖୋର୍ଦ୍ଧା ଅଫିସ,୨୯।୩: ରଙ୍ଗର ପର୍ବ ହୋଲି। ସହରଠୁ ପୁରପଲ୍ଲୀ ଯାଏ ସବୁଠି ଉତ୍ସବର ମାହୋଲ। କୋଭିଡ କଟକଣା ହୋଲିକୁ ରଙ୍ଗହୀନ କରଦେଇଛି। ସହରଠୁ ଗାଁ ସବୁଠି ରାସ୍ତାଘାଟ ଖାଁ ଖାଁ। ଲୋକେ ପରିବାର ସହ ହୋଲି ପାଳୁଥିବା ଦେଖିବାକୁ ମିଳିଛି। ବର୍ଷକୁ…

ସଚିନ୍‌, ୟୁସୁଫ୍‌ଙ୍କ ପରେ ଏହି କ୍ରିକେଟର ହେଲେ କରୋନା ପଜିଟିଭ

ନୂଆଦିଲ୍ଲି, ୨୯।୩: ଭାରତର ମହାନ କ୍ରିକେଟର ସଚିନ ତେନ୍ଦୁଲକର ଏବଂ ଅଲରାଉଣ୍ଡର ୟୁସୁଫ୍‌ ପଠାନଙ୍କ ପରେ ଆଉ ଜଣେ କ୍ରିକେଟର କରୋନା ସଂକ୍ରମିତ ହୋଇଛନ୍ତି। ସେ ହେଲେ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଏସ୍‌ ବଦ୍ରିନାଥ। ଏ ନେଇ ବଦ୍ରିନାଥ ନିଜେ ଟୁଇଟ…

ହାତଯୋଡି ମୁଣ୍ଡ ନୁଆଁଇଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ…

ପୁଣେ, ୨୯।୩: ଭାରତ ବିପକ୍ଷ ତୃତୀୟ ଦିନିକିଆରେ ବେନ ଷ୍ଟୋକ୍‌ସ ୩୯ ବଲରେ ୩୫ ରନ୍‌ କରି ଟି ନଟରାଜନଙ୍କ ବଲରେ ଆଉଟ ହୋଇଥିଲେ। ଏହି ସମୟରେ ହାର୍ଦ୍ଦିକ ପାଣ୍ଡ୍ୟା ହାତଯୋଡି ପଡ଼ିଆରେ ନତମସ୍ତକ ହୋଇ ସମସ୍ତ ଖେଳାଳିଙ୍କୁ କ୍ଷମା ମାଗିଥିଲେ।…

ଆଇଆଇଟିକୁ ଛାତ୍ରୀଛାତ୍ରଙ୍କ ପ୍ରବେଶ ସ୍ଥଗିତ

ଜଟଣୀ,୨୯।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଅରଗୁଳସ୍ଥିତ ଆଇଆଇଟି, ଭୁବନେଶ୍ୱର କ୍ୟାମ୍ପସରେ ୧୦ ଜଣ ଶିକ୍ଷାର୍ଥୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ପରେ ନିୟମକୁ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷିରେ ଆସନ୍ତା ୪ ତାରିଖରେ ଆଇଆଇଟିକୁ ପ୍ରତ୍ୟାବତ୍ତର୍ର୍ନ କରିବାକୁ ଥିବା ଛାତ୍ରୀଛାତ୍ରଙ୍କ ପ୍ରବେଶକୁ ସ୍ଥଗିତ କରିଦିଆଯାଇଛି।…

କୋଭିଡ୍‌ ଗାଇଡ୍‌ଲାଇନ୍‌ ସହ ଶେଷ ହେଲା ନୂଆଗୁଡ଼ା ଫଗୁ ମହୋତ୍ସବ

ଜୁନାଗଡ଼,୨୯।୩(ଡିଏନଏ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରେ ଗତ କିଛି ଦିନ ହେଲା ଚାଲିଥିବା ଫଗୁମହୋତ୍ସବ ସୋମବାର ହୋଲି ଉତ୍ସବ ସହ ଶେଷ ହୋଇଯାଇଛି। କରୋନା ପ୍ରଭାବ ଯୋଗୁ ଏଥର ଏହା ଫିକା ପଡ଼ିଥିବା ଦେଖିବାକୁ ମିଳିଛି। ଲୋକଙ୍କ ସୁରକ୍ଷାକୁ…

ବାହାର ଲୋକଙ୍କୁ ଗଞ୍ଜାମ ମନା

ଛତ୍ରପୁର,୨୯।୩(ଡିଏନଏ ): ଗଞ୍ଜାମ ଜିଲାରେ ଜନସାଧାରଣଙ୍କ ମଧ୍ୟରେ ସଚେତନତାର ଅଭାବ ଦେଖାଯାଉଛି। କୋଭିଡ ସଂକ୍ରମଣରୁ ବର୍ତ୍ତିବା ପାଇଁ ଜାରି କରିଥିବା ନିତୀ ନିୟମ ପାଳନ ହେଉନାହିଁ। ଏ ନେଇ ସଂକ୍ରମଣ ବଢ଼ୁଥିବା ଅନୁମାନ କରାଯାଉଛି। ସଂକ୍ରମଣରୁ ରୋକିବା ନେଇ ଜିଲା ପ୍ରଶାସନ…

ଆଖିବୁଜିଲେ ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଜଲାଲ ଆଦେନି

ଭୁବନେଶ୍ୱର, ୨୯।୩(ବ୍ୟୁରୋ): ଓଡ଼ିଶା ଫିଲ୍ମ ଇଣ୍ଡଷ୍ଟ୍ରିର ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଜଲାଲ ଆଦେନିଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଆଦେନିଙ୍କର କଟକ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଥିବା ତାଙ୍କ…

ସ୍କୁଟିରେ ମିନି ସ୍କୁଲ

ସାଗର,୨୯।୩: କରୋନା ସଂକ୍ରମଣ ଯୋଗୁ ଦେଶର ବହୁ ଅଞ୍ଚଳରେ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରହିଛି। ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ପାଇଁ ମଧ୍ୟପ୍ରଦେଶ ସାଗର ଜିଲାରେ ସ୍କୁଲ ଶିକ୍ଷୟତ୍ରୀ ଚନ୍ଦ୍ରା ଶ୍ରୀବାସ୍ତବ ନିଜ ସ୍କୁଟିକୁ ମୋବାଇଲ୍‌…

ବନ୍ଦ ହେବନି ସରକାରୀ ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ହୋଇନି। ଯାହା ହୋଇଛି ଘରୋଇ ଶିକ୍ଷାନୁଷ୍ଠାନରେ। ତେଣୁ ନବମ ଏବଂ ଏକାଦଶ କ୍ଲାସ ବନ୍ଦ ହେବ ନାହିଁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତ। ଏନେଇ ମନ୍ତ୍ରୀ କହିଛନ୍ତି,…

ଏଠାରେ ରଙ୍ଗ ନୁହେଁ, ପଚା ଅଣ୍ଡାରେ ଖେଳାଯାଏ ହୋଲି

ରଙ୍ଗର ପର୍ବ ହୋଲିକୁ ସମସ୍ତେ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ହୋଲି ଦିନ ପରସ୍ପରକୁ ରଙ୍ଗ ଲଗାଇ ଅଭିନନ୍ଦନ ଜଣାଇଥାନ୍ତି। ତେବେ ଭାରତରେ ହୋଲିକୁ ଅବିର ଲଗାଇ ପାଳନ କରୁଥିବାବେଳେ ଅନ୍ୟଦେଶରେ ଭିନ୍ନ ନାମ ଓ ଭିନ୍ନ ରୂପେ ପାଳନ କରାଯାଏ।…

ପାରାଦୀପ ବନ୍ଦରରେ ଲାଗିଲା ଜାହାଜ: ୧୫ କରୋନା ପଜିଟିଭ, ୨ ଗୁରୁତର

ପାରାଦୀପ,୨୯।୩(ସ୍ବ:ପ୍ର.): ପାରାଦୀପ ବନ୍ଦରକୁ ଆସିଥିବା ଏମ୍‌ଭି ଏପିଜେ କାୟର୍ସ ନାମକ ପଣ୍ୟବାହୀ ଜାହାଜରେ ଥିବା ୨୮ଜଣ ନାବିକଙ୍କ ମଧ୍ୟରୁ ୧୫ ଜଣଙ୍କ ଠାରେ କରୋନା ଭୂତାଣୁ ଥିବା ଜଣାପଡିଛି। ପରେ ସମସ୍ତ ଆକ୍ରାନ୍ତଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri