ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ NATO ଦେଶଗୁଡ଼ିକୁ ଯୁଦ୍ଧ ମଇଦାନକୁ ଓହ୍ଲାଇବା ପାଇଁ…
ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ, ଭିତ୍ତିଭୂମି ବିକାଶ, ଉଦ୍ୟୋଗୀକରଣ, କୃଷି, ଗ୍ରାମାଞ୍ଚଳ ଓ ସହରାଞ୍ଚଳ ବିକାଶ, ଜଳବାୟୁ ପରିବର୍ତ୍ତନ,…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ଗଜପତି ଜିଲା ମୋହନା ଅଞ୍ଚଳର ରମେଶ ରଣସିଂ। ଜଣେ ପରୋପକାରୀ ସମାଜସେବୀ ଭାବେ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ ରଖିଥିଲା। ଗୁରୁବାର ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି ମାଡ଼ରେ ଜଣେ ଆହତ ହୋଇଥିବା ବେଳେ ପ୍ରତି ଆକ୍ରମଣରେ ଅଭିଯୁକ୍ତ ମଧ୍ୟ ଆହତ…
ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…
ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ ଥିବା ସ୍ଥାନୀୟ ପୋଷ୍ଟ ଅଫିସ ପରିସରରେ ଏକ ବିରାଟକାୟ ଅହିରାଜ (King Cobra)…
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ ନିଜକୁ ସମର୍ପିତ କରି ୧୩ଦିନ ପର୍ଯ୍ୟନ୍ତ ପୂଜାର୍ଚ୍ଚନା ସହ ଦଣ୍ଡକାଳୀଙ୍କ ବ୍ରତପାଳନ କରିଛନ୍ତି।…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ କୋମଳମତି ଛାତ୍ରମାନେ ଗୁରୁବାର…
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ ଆପଣଙ୍କୁ ଖାଦ୍ୟ ପାଇଁ ଚିନ୍ତା କରିବାକୁ ପଡ଼ିବ ନାହିଁ। IRCTC ପକ୍ଷରୁ ଆରମ୍ଭ…
୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…
ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬ ରେ ଅଂଶଗ୍ରହଣ କରିବା ପାଇଁ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ସେ ଶ୍ରୀଲଙ୍କା କ୍ରିକେଟ…
ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…
ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ । ହେଲେ ଏହା ପରେ ସେ ଛୁଆକୁ ନେଇ ମନ୍ଦିରରେ ଛାଡି ଦେଇଥିବା ଜଣାପଡିଛି…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ ଭିତରେ ତା ଖାତାକୁ ସରକାର ଟଙ୍କା ପଠାଇବେ ସେ କହିଛନ୍ତି । ୨୧…

