ଓଡ଼ିଶାରେ ସର୍ବାଧିକ ୨୩ ସଂକ୍ରମିତ ସ୍ଥାନ
ଯାଜପୁର ଅଫିସ,୨୮ା୩: କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁସାରେ ଦେଶରେ ମୋଟ ୧୧୨ ସଂକ୍ରମିତ ଅଞ୍ଚଳ ରହିଛି। ସେଥିରୁ ଓଡ଼ିଶାରେ ଟକ୍ସିକ ଓ ହାଜାର୍ଡସ୍ ସବ୍ଷ୍ଟାନ୍ସସ୍ (ବିଷାକ୍ତ ଓ ବିପଦପୂର୍ଣ୍ଣ ପଦାର୍ଥ) ଦ୍ୱାରା ସର୍ବାଧିକ ୨୩ଟି ସଂକ୍ରମିତ ସ୍ଥାନ…
ଏପ୍ରିଲରୁ ମହଙ୍ଗା ହେବ ଗାଡ଼ି
ନୂଆଦିଲ୍ଲୀ,୨୮। ୩: କରୋନା ମହାମାରୀ ଯୋଗୁ ଅଟୋମୋବାଇଲ ଶିଳ୍ପ ବ୍ୟାପକ ଭାବରେ ପ୍ରଭାବିତ ହୋଇଛନ୍ତି। ମହାମାରୀ କାରଣରୁ ଉତ୍ପାଦନ ଏବଂ ଆବଶ୍ୟକ ସାମଗ୍ରୀର ଘୋର ସଙ୍କଟ ମଧ୍ୟ ଦେଖାଦେଇଛି। ସେହିଭଳି ସରକାରଙ୍କ ପରିବହନ ପ୍ରତିବନ୍ଧକ ଯୋଗୁ ବିଦେଶରୁ କୌଣସି ସାମଗ୍ରୀ ଠିକ୍ ଭାବେ…
୩୦ରେ ନାମାଙ୍କନପତ୍ର ଦାଖଲ କରିବେ ରୁଦ୍ର
ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆସନ୍ତା ୩୦ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ। ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସରକାରୀ କାର୍ଯ୍ୟାଳୟରେ ଅନୁଷ୍ଠିତ ଦଳୀୟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ମୁଖପାତ୍ର ତଥା…
ଆଇପିଏଲ୍ ୨୦୨୧: ମୁମ୍ବାଇ ଇଣ୍ଡିଆନ୍ସର ନୂଆ ଜର୍ସି
ମୁମ୍ବାଇ, ୨୮ା୩ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୨୦୨୧ ସିଜନ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଶନିବାର ଏହାର ନୂଆ ଜର୍ସି ଉନ୍ମୋଚନ କରିଛି। ଏଥିରେ ପୃଥିବୀ, ଜଳ, ଅଗ୍ନି, ବାୟୁ ଓ ଆକାଶ ବ୍ରହ୍ମାଣ୍ଡର ୫ ମୌଳକ ଉପାଦାନର ମହତ୍ତ୍ୱକୁ ସୂଚିତ…
୧୦ କୋଟିର ସାପବିଷ ଜବତ
ଭୁବନେଶ୍ୱର, ୨୮।୩(ବ୍ୟୁରୋ): ରାଜଧାନୀରେ ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶାଦ୍ରବ୍ୟ କାରବାର ପରେ ପ୍ରଥମ ଥର ସାପବିଷ ବେପାର ସାମ୍ନାକୁ ଆସିଛି। ଶନିବାର ଭୁବନେଶ୍ୱରର ଦୁଇଟି ସ୍ଥାନରେ ସାପବିଷ ବିକ୍ରି ପାଇଁ ଡିଲ୍ ବେଳେ ବନ ବିଭାଗ ପକ୍ଷରୁ ଏକସଙ୍ଗେ ଚଢ଼ାଉ କରାଯାଇ…
ରାଷ୍ଟ୍ରପତିଙ୍କ ଫେସ୍ବୁକ୍ ପେଜ୍ ବ୍ୟାନ
ସୋସିଆଲ ମିଡିଆରେ କରୋନା ସମ୍ପର୍କିତ ଗୁଜବ ପ୍ରଚାର ଯୋଗୁ ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ୍ ମଦୁରୋଙ୍କ ପେଜ୍ ବନ୍ଦ କରିଛି ଫେସ୍ବୁକ। କାର୍ଭାଟିଭିର୍ ନାମକ ଏକ ଔଷଧକୁ ‘ଚମତ୍କାର’ ବୋଲି ବର୍ଣ୍ଣନା କରିବା ସହ ଏହାର ସେବନ କଲେ କରୋନା ସଂକ୍ରମଣରୁ ଜଣେ…
ଜଳବାୟୁ ସମିଟ୍କୁ ମୋଦି ଆମନ୍ତ୍ରିତ
ଓ୍ବାଶିଂଟନ,୨୮।୩: ଆମେରିକା ଆସନ୍ତା ମାସରେ ଜଳବାୟୁ ଉପରେ ଏକ ଭର୍ଚୁଆଲ ସମିଟ୍ର ଆୟୋଜନ କରୁଛି। ରାଷ୍ଟ୍ରପତି ଜୋ ବାଇଡେନ୍ ଏହି ସମିଟ୍ରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୪୦ ବିଶ୍ୱ ନେତାଙ୍କୁ ଆମନ୍ତ୍ରଣ କରିଛନ୍ତି। ଏପ୍ରିଲ୍ ୨୨ ଧରିତ୍ରୀ…
ଭାରତ-ବାଂଲାଦେଶ ମଧ୍ୟରେ ୫ ଚୁକ୍ତି
ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଂଲାଦେଶ ଗସ୍ତ ଅବସରରେ ଶନିବାର ଦୁଇ ଦେଶ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଲାଗି ୫ଟି ବୁଝାମଣା ପତ୍ର ସ୍ବାକ୍ଷର ହୋଇଛି। ଏହା ପୂର୍ବରୁ ମୋଦି ଓ ତାଙ୍କ ବାଂଲାଦେଶ ପ୍ରତିପକ୍ଷ ଶେଖ୍…
ଏବେ ବି ଏକା ଏକା…
ମୁମ୍ବାଇ: ବଲିଉଡ୍ର ରୋମାଣ୍ଟିକ ଅଭିନେତା ଅକ୍ଷୟ ଖାନ୍ନାଙ୍କୁ ରବିବାର ୪୬ ବର୍ଷ ପୂରଣ ହୋଇଛି। ୧୯୭୫ ମାର୍ଚ୍ଚ ୨୮ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ବିନୋଦ ଖାନ୍ନା ବଲିଉଡ୍ରେ ଥିବାରୁ ଅକ୍ଷୟଙ୍କର ମଧ୍ୟ ଫିଲ୍ମରେ ଅଭିନୟ କରିବାକୁ ଆଗ୍ରହ ଥିଲା।…
ଚୋରା ଚାଲାଣ ବେଳେ ଲକ୍ଷାଧିକ ଟଙ୍କାର କଫ୍ ସିରଫ୍ ଜବତ
ଝାରସୁଗୁଡ଼ା ଅଫିସ୍,୨୭।୩: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରୁ ଏକ ବୋଲେରୋରେ କଫ୍ ସିରଫ୍ ବୋଝେଇ ହୋଇ ଝାରସୁଗୁଡ଼ା ଆସୁଥିବା ବେଳେ ପୋଲିସ ହାତରେ ଧରାପଡିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ…
ଜଙ୍ଗଲରେ ନିଆଁ, ରାସ୍ତାରେ ହାତୀପଲ
ସମ୍ବଲପୁର,୨୭ା୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ରାତି ପ୍ରାୟ ୮ଟା ସମୟରେ ହାତୀ ପଲ ୫୫ନଂ. ଜାତୀୟ ରାଜପଥର ମୁଣ୍ଢେର ଗ୍ରାମ ନିକଟ ରାସ୍ତାରେ ୧୫ ମିନିଟ ଛିଡା ହୋଇଥିବା ଜଣାପଡିଛି।…
ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ
ଟିଟିଲାଗଡ଼,୨୭।୩: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅନ୍ତରଙ୍ଗ ସମୟରେ ଚିତ୍ର ଭାଇରାଲ କରିବାକୁ ଧମକ ଦେଉଥିବା ନେଇ ପୀଡିତାଙ୍କ ଅଭିଯୋଗ ପରେ…
Archives


