କୁମ୍ଭମେଳାରେ ୧୮ ଇଞ୍ଚ ଉଚ୍ଚତାର ନାଗା ସାଧୁ
ହରିଦ୍ୱାର,୨୭।୩: କୁମ୍ଭମେଳାରେ ବିଭିନ୍ନ ଅଞ୍ଚଳରୁ ସାଧୁସନ୍ଥଙ୍କ ସମାଗମ ହେବାରେ ଲାଗିଛି। ମେଳାକୁ ଆସିଥିବା ୧୮ ଇଞ୍ଚ ଉଚ୍ଚତାର ଜଣେ ନାଗା ସାଧୁଙ୍କୁ ଚର୍ଚ୍ଚା ଜାରି ରହିଛି। ନାଗା ସାଧୁଙ୍କ ନାମ ହେଉଛି ନାରାୟଣ ନନ୍ଦ ଗିରି ମହାରାଜ। ସେ ଜୁନା ଆଖଡ଼ାର…
ଘର ବାହୁଡ଼ିଲେ ୫୪ ଭାରତୀୟ ଧୀବର
କଲୋମ୍ବୋ,୨୭।୩: ଶ୍ରୀଲଙ୍କା ନୌବାହିନୀ ଦ୍ୱାରା ଗିରଫ ହୋଇଥିବା ୫୪ ଭାରତୀୟ ଧୀବର ଘରକୁ ବାହୁଡ଼ିଛନ୍ତି। ମାର୍ଚ୍ଚ ୨୪ରେ ଦୁଇଟି ଭିନ୍ନ ଭିନ୍ନ ସାମୁଦ୍ରିକ ଅଞ୍ଚଳରୁ ସେମାନଙ୍କୁ ମାଛଧରା ବୋଟ୍, ଜାଲ ଏବଂ ଅନ୍ୟ ସରଞ୍ଜାମ ସହିତ ଗିରଫ କରାଯାଇଥିଲା। ସେମାନେ ଭାରତୀୟ…
୫୦ ନିରୀହ ଲୋକଙ୍କ ଉପରେ ଆଖିବୁଜା ଗୁଳି ବର୍ଷା
ମ୍ୟାନମାର୍,୨୭।୩: ମ୍ୟାନମାର୍ରେ ସୈନ୍ୟବାହିନୀ କ୍ଷମତା ଦଖଲ କରିବା ପରେ ସଙ୍କଟ ଧୀରେଧୀରେ ବଢ଼ିବାରେ ଲାଗିଛି। ଶନିବାର ସୈନ୍ୟ ବାହିନୀଙ୍କ ଆଖିବୁଜା ଗୁଳିମାଡ଼ରେ ୫୦ ଜଣ ନିରୀହ ଲୋକଙ୍କ ମୁତ୍ୟୁ ଘଟିଛି। ଏହାକୁ ଦେଶବ୍ୟାପୀ ନିନ୍ଦା କରାଯାଇଛି। ସୈନ୍ୟ ବାହିନୀ ପକ୍ଷରୁ ଦେଶରେ…
ଓଡ଼ିଶା ଲୋକ ଭୋଟ ଦେଲେ ପଶ୍ଚିମବଙ୍ଗରେ
ଭୋଗରାଇ,୨୭।୩(ଡି.ଏନ୍.ଏ.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଏହି କ୍ରମରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶଙ୍ଖାମେଦୀ ଗ୍ରାମର ୩୦୦ରୁ ଊର୍ଦ୍ଧ୍ୱ ଲୋକ ପଶ୍ଚିମବଙ୍ଗରେ ଭୋଟ ଦେଇଛନ୍ତି। ଏଥିସହ ଜଳେଶ୍ୱର ଓ ଭୋଗରାଇ ବ୍ଲକ ସୀମାନ୍ତ…
ଗୋଟିଏ ହାତରେ ଏଭଳି ଛକା ମାରିଲେ ଏହି କ୍ରିକେଟର, ଚକିତ ହେଲେ…
ପୁଣେ, ୨୭।୩: ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ହାଇସ୍କୋରିଂ ଦ୍ୱିତୀୟ ଦିନିକିଆରେ ଇଂଲଣ୍ଡ ୬ ଉଇକେଟରେ ଭାରତକୁ ପରାସ୍ତ କରିଛି। ଟସ୍ ହାରି ପ୍ରଥମେ ବ୍ୟାଟିଂ କରି ଭାରତ ୬ ଉଇକେଟ ହରାଇ ୩୩୬ ରନ ସଂଗ୍ରହ କରିଥିଲା।…
ରାଜ୍ୟରେ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୬ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
ଶତକ ମାରିବା ପରେ କାନ ଧରିଥିଲେ ଏହି ଭାରତୀୟ ଖେଳାଳି: କାରଣ ଜାଣିଲେ…
ପୁଣେ, ୨୭।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ବିତୀୟ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ଭାରତ ୬ ଓ୍ବିକେଟ ହରାଇ ୩୩୬ ରନ କରିଥିଲା। ଇଂଲଣ୍ଡ ବିଜୟରେ ଜନ ବେୟାରଷ୍ଟୋ ଏବଂ ବେନ୍ ସ୍କୋକ୍ସ ଭଲ ପ୍ରଦର୍ଶନ କରିଥିଲେ। ତେବେ…
କ୍ରୁଟ୍ ଶ୍ରେଷ୍ଠ ଏସ୍ପିଭି
ଭୁବନେଶ୍ୱର,୨୭।୩ (ବ୍ୟୁରୋ): ସିଟି ବସ୍ ସେବା ଯୋଗାଉଥିବା ‘ମୋ ବସ୍’କୁ ପୁଣିଥରେ ଶୀର୍ଷ ପୁରସ୍କାର ମିଳିଛି। ଏହାର ପରିଚାଳନା କରୁଥିବା କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍) ଦେଶରେ ଶ୍ରେଷ୍ଠ ସ୍ମାର୍ଟ ବିଶେଷ ପ୍ରୟୋଜନ ମାଧ୍ୟମ ସଂସ୍ଥା (ଏସ୍ପିଭି) ଭାବେ ପୁରସ୍କୃତ…
ବିବାହ ବନ୍ଧନରେ ଅବିକା !
ବମ୍ବେ: ବିବାହକୁ ନେଇ ଚର୍ଚ୍ଚାରେ ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ଅବିକା ଗୌର। ‘ବାଳିକା ବଧୁ’, ‘ସସୁରାଲ ସିମର କା’ ଧାରାବାହିକରେ କାମ କରି ଘରେ ଘରେ ପରିଚିତ ହୋଇଥିଲେ ଅବିକା। ଏବେ ସେ ଏତେ ବଡ଼ ହୋଇଗଲେଣି ଯେ ବିବାହ…
ଲକ୍ଡାଉନ୍ ଦ୍ୱାରା ମହାମାରୀର ହେବନି ସମାଧାନ: ସତ୍ୟେନ୍ଦ୍ର ଜୈନ
ନୂଆଦିଲ୍ଲୀ,୨୭।୩: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଲକ୍ଡାଉନ୍ ଜାରି ହେବା ନେଇ ବହୁ ଗୁଜବ ମଧ୍ୟ ଉଠୁଛି। ଏନେଇ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି ଯେ, ଲକ୍ଡାଉନ୍ ଦ୍ୱାରା ଦେଖାଦେଇଥିବା କରୋନା ମହାମାରୀ ସଙ୍କଟର ସମାଧାନ…
କୃଷି ଆଇନ ପ୍ରତ୍ୟାହାର ଦାବିରେ ଗୃହ କମ୍ପିଲା
ଭୁବନେଶ୍ୱର,୨୭।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଣୀତ ୩ କୃଷି ଆଇନକୁ ବିରୋଧ କରି ବିଧାନସଭା ବାହାରେ କୃଷକ ସଂଗଠନଗୁଡ଼ିକ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଥିବାବେଳେ ଶୁକ୍ରବାର ବିଧାନସଭାରେ ଏହାର ତାତି ଦେଖିବାକୁ ମିଳିଥିଲା। ଏହି ଆଇନ ପ୍ରତ୍ୟାହାର ଦାବିରେ କଂଗ୍ରେସ…
ୟୁଆଇଡିଏଆଇ ସିଇଓ ହେଲେ ସୌରଭ ଗର୍ଗ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍)ର ବରିଷ୍ଠ ଅଧିକାରୀ ସୌରଭ ଗର୍ଗଙ୍କୁ ୟୁନିକ୍ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍ ଇଣ୍ଡିଆ (ୟୁଆଇଡିଏଆଇ) କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଶୁକ୍ରବାର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…
Archives


