Home Left

ସ୍ତ୍ରୀଠୁ ଅଲଗା ରହିବା ପାଇଁ ଲୁଟିଥିଲେ ବ୍ୟାଙ୍କ

ପ୍ରାୟତଃ ସହଜରେ ଶୀଘ୍ର ଓ ଅଧିକ ଟଙ୍କା ପାଇଁ ଲୁଟେରାମାନେ ବ୍ୟାଙ୍କ ଲୁଟନ୍ତି। କିନ୍ତୁ ୨୦୧୬ରେ ଆମେରିକାର କାନ୍ସାସସ୍ଥିତି ଏକ ବ୍ୟାଙ୍କ୍‌ ଲୁଟିଥିଲେ ଲରେନ୍ସ ରିପଲ। ବ୍ୟାଙ୍କ ଭିତରକୁ ଯାଇ ବନ୍ଧୁକ ରଖିଥିବା କହି ୩ ହଜାର ଡଲାର (୨୦ ଲକ୍ଷ…

କୋଭିଡ୍‌ କଟକଣା ଉଲ୍ଲଂଘନ: ୩୦ ହଜାର ଟଙ୍କା ଗଣିଲା ମନ୍ଦିର କମିଟି

ବରଗଡ଼ ଅଫିସ୍‌,୨୬।୩: ବରଗଡ଼ ଜିଲା ଭଟଲିସ୍ଥିତ ଶ୍ୟାମ ବିହାରୀ ମନ୍ଦିରରେ ଗୁରୁବାର ଫାଲଗୁନ ମେଳା ପାଳନ କରିବା ମନ୍ଦିର କମିଟିକୁ ମହଙ୍ଗା ପଡ଼ିଛି । କୋଭିଡ୍‌ କଟକଣା ଉଲ୍ଲଂଘନ କରିଥିବା ଅଭିଯୋଗରେ ପ୍ରଶାସନ ପକ୍ଷରୁ ମନ୍ଦିର କମିଟିକୁ ୩୦ହଜାର ଟଙ୍କା ଜୋରିମାନା…

ଟିଏମ୍‌ସି କାର୍ଯ୍ୟାଳୟରେ ବୋମା ଭିଡୁଥିବା ବେଳେ ଦୁର୍ଘଟଣା ଘଟିଛି: ଭାଜପା

କୋଲକାତା,୨୬।୩: ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟରେ ପଶ୍ଚିମବଙ୍ଗରେ ୩୦ଟି  ବିଧାନସଭା ଆସନ ପାଇଁ ଶନିବାର ମତଦାନ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାର ପଶ୍ଚିମବଙ୍ଗ ବଙ୍କୁରା ଜିଲାର ଜୋୟପୁର ସ୍ଥିତ ଟିଏମ୍‌ସି ପାର୍ଟି ଅଫିସରେ ବୋମା ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୩…

ମୋଦିଙ୍କ ବାଂଲାଦେଶ ଗସ୍ତକୁ ବିରୋଧ ପ୍ରଦର୍ଶନବେଳେ ୪ ମୃତ

ଢାକା,୨୬।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବାଂଲାଦେଶ ଗସ୍ତ କରିଛନ୍ତି। ଏହା ବିରୋଧରେ ଚିଟ୍ଟାଗଙ୍ଗଠାରେ ଆନ୍ଦୋଳନବେଳେ ପୋଲିସର ରବର ବୁଲେଟ ମାଡ଼ରେ ପ୍ରାଣ ହରାଇଛନ୍ତି ୪ ଆନ୍ଦୋଳନକାରୀ। ସେମାନଙ୍କୁ ଘଉଡ଼ାଇବା ପାଇଁ ଆମେ ଲୁହ ବୁହା ଗ୍ୟାସ ଓ ରବର…

୨ ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା: ୩୨ ମୃତ

ଇଜିପ୍ଟ,୨୬।୩: ଇଜିପ୍ଟର ସୋହାଗ ସହର ନିକଟରେ ଶୁକ୍ରବାର ୨ଟି ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୩୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୪ରୁ ଅଧିକ ଆହତ ହୋଇଥିବା ଜଣାପଡିଛି। ଏନେଇ ଇଜିପ୍ଟର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଶିଳ୍ପ ନୁହେଁ, ଦାଢ଼ି ବଢ଼ାଉଛନ୍ତି ମୋଦି

କୋଲକାତା,୨୬।୩ : ବିଧାନସଭା ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଭାଜପା ନିକଟରେ ଦୁଇଟି ସିଣ୍ଡିକେଟ୍ସ ଅଛି। ଗୋଟିଏ ହେଲା ଦଙ୍ଗକାରୀ। ଏମାନେ ଦିଲ୍ଲୀ, ଗୁଜରାଟ ଓ ଉତ୍ତର…

ସିଆର୍‌ପିଏଫ ଯବାନଙ୍କ ଗାଡି ଉପରେ ଆକ୍ରମଣ: ଲଶ୍କର-ଇ-ତୋଇବାର ୨ ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୬।୩: ଶ୍ରୀନଗର ଲାଓପୋରାଠାରେ ଆତଙ୍କବାଦୀମାନେ ସିଆର୍‌ପିଏଫ ଯବାନଙ୍କ ଗାଡି ଉପରକୁ ଆକ୍ରମଣ କରିଥିଲେ। ଏହି ମାମଲାରେ ଶୁକ୍ରବାର ୨ଜଣ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି। ଗିରଫ ଆତଙ୍କବାଦୀ ଦ୍ୱୟ ଲଶ୍କର-ଇ-ତୋଇବାର ସଙ୍ଗଠନର ବୋଲି ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେମାନେ…

ନିୟମ ଭୁଲି ଗଲେ ଇଂଲଣ୍ଡ ଖେଳାଳି

ପୁଣେ,୨୬।୩ : ଭାରତ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କ ପାଇଁ ଇଂଲଣ୍ଡ ଦଳକୁ ଫିଲ୍ଡ ଅମ୍ପାୟରଙ୍କ ଠାରୁ ମିଳିଛି ଚେତାବନୀ। ସେ ଭୁଲ ବଶତଃ ଭୁଲି ଯାଇଥିଲେ ଆଧୁନିକ କ୍ରିକେଟର ନିୟମ। ଭାରତୀୟ ଦଳ ବ୍ୟାଟିଂ କରୁଥିବା…

୧୦ ହଜାର ଛୁଇଁଲେ କୋହଲି

ପୁଣେ,୨୬।୩: ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର ହାସଲ କରିଛନ୍ତି ଆଉ ଏକ ସ୍ବତନ୍ତ୍ର ମାଇଲଷ୍ଟୋନ। ଦିନିକିଆରେ ୩ୟ ପୋଜିଶନରେ ବ୍ୟାଟିଂ କରି ୧୦ ହଜାର ରନ୍‌ ପୂରଣ କରିଛନ୍ତି କୋହଲି। ଏମ୍‌ସିଏଠାରେ ଇଂଲଣ୍ଡ ବିପକ୍ଷରେ ଦ୍ୱିତୀୟ ମ୍ୟାଚ୍‌ରେ ୬୬ ରନ୍‌ର…

ନୂଆ ସିଜନ୍‌, ଏଣୁ ନୂଆ ଲୁକ୍‌

ନୂଆଦିଲ୍ଲୀ,୨୬।୩: ଆଉ ଦିନ କେଇଟାରେ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୧। ପ୍ରଶଂସକମାନେ ଏହାକୁ ଅପେକ୍ଷା କରି ରହିଥିବା ବେଳେ ସମସ୍ତ ଫ୍ରାଞ୍ଚାଇଜ୍‌ଗୁଡ଼ିକ ନିଜ ନିଜର ରଣନୀତି ପ୍ରସ୍ତୁତ କରୁଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ର ଅନୁଭବୀ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କ୍ୟ ରାହାନେ ନୂଆ…

ପୁଣି ଇଂଲଣ୍ଡ ଆଗରେ ବିଶାଳ ଟାର୍ଗେଟ: ରାହୁଲଙ୍କ କମାଲ

ପୁଣେ,୨୬।୩: ଇଂଲଣ୍ଡ ବିପକ୍ଷ ପ୍ରଥମ ମ୍ୟାଚ୍‌ ଭଳି ଦ୍ୱିତୀୟ ଦିନିକିଆରେ ଭାରତୀୟ ଦଳ ପକ୍ଷରୁ ଦେଖିବାକୁ ମିଳିଛି ଦମଦାର ବ୍ୟାଟିଂ। ପୁଣି ଥରେ ଇଂଲଣ୍ଡ ଆଗରେ ୩୦୦ରୁ ଅଧିକ ରନ୍‌ର ଟାର୍ଗେଟ ଛିଡ଼ା କରିଛି ଟିମ୍‌ ଇଣ୍ଡିଆ। ପୂର୍ବ ମ୍ୟାଚ୍‌ ଭଳି…

ପିପିଲି ଉପନିର୍ବାଚନ: ପ୍ରଦୀପଙ୍କ ପୁଅ ରୁଦ୍ରଙ୍କୁ ବିଜେଡି କଲା ପ୍ରାର୍ଥୀ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ସ୍ବର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ଦଳ ପ୍ରାର୍ଥୀ କରିଛି। ଭାଜପା ଗୁରୁବାର ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଥିଲା। ଆସନ୍ତା ଏପ୍ରିଲ ୧୭ତାରିଖରେ ପିପିଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri