Home Left

କୋଭିଡ୍‌ ନିୟମ ଉଲ୍ଲଂଘନ : ସୁପର ମାର୍କେଟ, ୨ କୋଚିଂ ସେଣ୍ଟର ସିଲ୍ ‌

କଟକ ଅଫିସ,୨୬।୩: କଟକ ସହରରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ସିଏମ୍‌ସି ପକ୍ଷରୁ ଏକ ଶପିଂ କମ୍ପ୍ଲେକ୍ସ ଓ ୨ଟି କୋଚିଂ ସେଣ୍ଟର ସିଲ୍‌ କରାଯାଇଛି। କଟକ ମହାନଗର ନିଗମ (ସିଏମ୍‌ସି) ଡେପୁଟି କମିଶନର ଅବିନାଶ ରାଉତଙ୍କ ନେତୃତ୍ୱରେ ଏନ୍‌ଫୋର୍ସମେଣ୍ଟ…

ଲୁଟେରା ଗ୍ୟାଙ୍ଗ୍‌ର ୬ ଗିରଫ

କଟକ ଅଫିସ,୨୬।୩: ମଧୁପାଟଣା ଥାନା ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌ର ୬ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪ ବନ୍ଧୁକ, ୮ ଗୁଳି, ୬ ମୋବାଇଲ ଫୋନ୍‌, ୨ବାଇକ୍‌ ସମେତ ନଗଦ ୫୫୦୦ ଟଙ୍କା ଜବତ କରିଛି। ଗିରଫ ହୋଇଥିବା ଲୁଟେରାମାନେ…

‘ଚଳଚ୍ଚିତ୍ର ଜଗତରେ ବୃହତ୍‌ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଗକୁ ପୁଣି ଥରେ ନୂଆ ରୂପରେ ଝଲସିବ କଳିଙ୍ଗ ଷ୍ଟୁଡିଓ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଳିଙ୍ଗ ଷ୍ଟୁଡିଓର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିଛନ୍ତି। ଷ୍ଟେଟ୍‌ ଅଫ୍‌ ଦି ଆର୍ଟ ଭିତ୍ତିିଭୂମି ସହ ଷ୍ଟୁଡିଓକୁ ବିକଶିତ କରାଯିବ। ଏହି ପ୍ରକଳ୍ପ…

‘ବନ୍ଦ ହେବନି ଟିଟିପିଏସ୍‌ର ୩ୟ ପର୍ଯ୍ୟାୟ ସମ୍ପ୍ରସାରଣ କାମ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ର(ଟିଟିପିଏସ୍‌)ର ତୃତୀୟ ପର୍ଯ୍ୟାୟ ସମ୍ପ୍ରସାରଣକୁ ତ୍ୱରାନ୍ବିତ କରାଯିବ। ଏହାସହ ଭବିଷ୍ୟତରେ ଏହି ପ୍ରକଳ୍ପ ବନ୍ଦ ହେବନାହିଁ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର.କେ ସିଂହ ପ୍ରତିଶ୍ରୁତି ଦେଇଥିବା ଟୁଇଟ୍‌ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା…

କଳାପଥର ଉତ୍ତୋଳନ:୫ ମାମଲାରେ ପେଞ୍ଚ

ଯାଜପୁର ଅଫିସ,୨୬।୩: ଯାଜପୁର ଜିଲା ରାଜସ୍ବ ବିଭାଗର ଛତ୍ରଛାୟା ତଳେ ଚାଲିଥିବା ବେଆଇନ କଳାପଥର ଲୁଟ୍‌ ଘଟଣା ଦିନକୁଦିନ ଅଣାୟତ୍ତ ହେବାରେ ଲାଗିଛି। ତହସିଲ କୋର୍ଟରୁ ଆରମ୍ଭ କରି ଏନ୍‌ଜିଟି, ହାଇକୋର୍ଟ ଓ ଲୋକାୟୁକ୍ତଙ୍କ ନିକଟରେ ଏନେଇ ଅଭିଯୋଗ ହେଉଥିଲେ ହେଁ…

ଏମିତି ମନ୍ଦିର, ଯେଉଁଠି ପାଣିରେ ଜଳେ ଦୀପ

ଆମ ଦେଶରେ ଏମିତି ଏକ ମନ୍ଦିର ଅଛି ଯେଉଁଠି ତେଲ ନୁହେଁ, ପାଣିରେ ଜଳିଥାଏ ଦୀପ। ଗାଦିଆଘାଟ ମାତାଜୀ ମନ୍ଦିର ଏହି ଚମତ୍କାର ପାଇଁ ଜଣାଶୁଣା। କାଲିସିନ୍ଧ ନଦୀ କୂଳରେ ନିର୍ମିତ ଏହି ମନ୍ଦିରର ଚମତ୍କାରିତା ଦେଖିବା ପାଇଁ ଲୋକେ ଆସିଥାନ୍ତି।…

କୋଭିଶିଲ୍ଡ ରପ୍ତାନି ସ୍ଥଗିତ

ନୂଆଦିଲ୍ଲୀ,୨୬।୩:ଭାରତରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାରୁ ସରକାରଙ୍କ କୋଭିଡ୍‌ ଟିକା କୂଟନୀତି ପ୍ରଭାବିତ ହେବା ଆଶଙ୍କା ସୃଷ୍ଟି ହୋଇଛି। ତେଣୁ ଭାରତ ଗରିବ ଦେଶକୁ କୋଭିଡ୍‌ ଟିକା ଯୋଗାଣ ନିଷ୍ପତ୍ତିର ପୁନର୍ବିଚାର କରିପାରେ। ଭାରତର ଟିକା ଚାହିଦା ପୂରଣ…

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ଜମି ବିକ୍ରି ମାମଲା

ନୂଆଦିଲ୍ଲୀ, ୨୬ା୩: ଶ୍ରୀମନ୍ଦିର ଜମି ବିକ୍ରି କରିବାକୁ ନେଇ ରାଜ୍ୟ ସରକାର ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଜନ ସ୍ବାଭିମାନ ଓ୍ବେଲ୍‌ଫେୟାର ସୋସାଇଟି ପକ୍ଷରୁ ଦାଖଲ କରାଯାଇଥିବା ମାମଲାରେ କେନ୍ଦ୍ର,…

ସୁଏଜ୍‌ କେନାଲରେ ଟ୍ରାଫିକ୍‌ ଜାମ୍‌

କାଏରୋ,୨୬ା୩:ତିନୋଟି ଫୁଟ୍‌ବଲ ପଡ଼ିଆର ଆୟତନଠାରୁ ବଡ଼ ଆକୃତିର ଏକ ଜାହାଜ ସୁଏଜ୍‌ କେନାଲରେ ଅଚଳାବସ୍ଥା ସୃଷ୍ଟି କରିଛି। ଉକ୍ତ ମାଲବାହୀ ଜାହାଜ ଯୋଗୁ ସୁଏଜ୍‌ କେନାଲରେ ଟ୍ରାଫିକ୍‌ ଜାମ୍‌ ହୋଇଯାଇଛି। ଏଥିଯୋଗୁ ଜଳପଥର ଉଭୟ ପାର୍ଶ୍ୱରେ ୧୮୦ରୁ ଅଧିକ ଜାହାଜ ଓ…

ପତ୍ନୀ, ଶାଶୁ ଦେଇଥିବା ଅପମାନର ପ୍ରତିଶୋଧ ନେବାକୁ ଯାଇ ମାଛ ତରକାରୀରେ ମିଶାଇ ଦେଲେ ବିଷ

ନୂଆଦିଲ୍ଲୀ, ୨୫ା୩ : ଜଣେ ବ୍ୟକ୍ତି ଶାଶୁ ଘରର ଲୋକଙ୍କୁ ମାଛ ତରକାରୀରେ ବିଷ ଦେଇ ହତ୍ୟା କରିଛନ୍ତି। ଗୁରୁତର ଥିବା ପତ୍ନୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ଘଟଣାରେ ୩୭ ବର୍ଷୀୟ ବରୁନ ଆରୋରାଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ। ସେ…

ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୬ା୩(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ବିରୋଧରେ ଆନ୍ଦୋଳନକୁ ଜୋର୍‌ଦାର କରିବା ଲାଗି ଶୁକ୍ରବାର ଭାରତ ବନ୍ଦ ଡାକରା ଦେଇଛି ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ…

ଓଡ଼ିଶାର ୧୪ ଖଣି ନିଲାମ ହେବ

ଭୁବନେଶ୍ୱର,୨୬ା୩(ବ୍ୟୁରୋ):କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟରେ ଗୁରୁବାର ୬ ରାଜ୍ୟର ୬୭ଟି କୋଇଲା ଖଣିକୁ ବ୍ୟବସାୟିକ ଉତ୍ପାଦନ ଲାଗି ନିଲାମ କରିବାକୁ ଚୂଡ଼ାନ୍ତ ନିଷ୍ପତ୍ତି ନେଇଛନ୍ତି। ଛତିଶଗଡ଼, ଝାଡ଼ଖଣ୍ଡ, ଓଡ଼ିଶା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ଆନ୍ଧ୍ର ପ୍ରଦେଶର ଉକ୍ତ କୋଇଲା ଖଣିଗୁଡ଼ିକୁ ନିଲାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri