ସାବଧାନ! ସାନିଟାଇଜର୍ରୁ ହୋଇପାରେ କ୍ୟାନସର୍
ଚାଇନାରୁ ସୃଷ୍ଟି ହୋଇଥିବା ମହାମାରୀ କରୋନା ବିଶ୍ୱର ଅନେକ ଦେଶରେ କାୟା ବିସ୍ତାର କରି ଲକ୍ଷ ଲକ୍ଷ ଜୀବନ ନେଇଛି। କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ମାସ୍କ ପିନ୍ଧିବା, ସାନିଟାଇଜର୍ ଲଗାଇବା ଏବଂ ସାମାଜିକ ଦୂରତା ଅବଲମ୍ବନ କରିବା ଏକ…
କୋହଲି-ରୋହିତ କରୁଥିଲେ ମସ୍ତି, ସେମାନଙ୍କ ପିଲାଙ୍କୁ ସମ୍ଭାଳିଥିଲେ ଏହି କ୍ରିକେଟର୍
କୋହଲି-ରୋହିତ କରୁଥିଲେ ମସ୍ତି, ସେମାନଙ୍କ ପିଲାଙ୍କୁ ସମ୍ଭାଳିଥିଲେ ଏହି କ୍ରିକେଟର୍ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ମାର୍ଚ୍ଚ ୨୬ରେ ପୁଣେରେ ଖେଳାଯିବ। ପ୍ରଥମ ଦିନିକିଆ ଜିତି ଭାରତ ସିରିଜ୍ରେ ଦୃଢ ସ୍ଥିତିରେ ଅଛି। ଏହି ସମୟରେ ଭାରତୀୟ…
ସ୍କୁଲରେ ପାଠପଢ଼ାକୁ ବନ୍ଦ କଲା ଶିକ୍ଷା ବିଭାଗ
ବରଗଡ଼ ଅଫିସ୍,୨୫।୩: କରୋନା ସଂକ୍ରମଣ ଯୋଗୁ ଗତବର୍ଷରୁ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ ରହିଛି । କେବଳ ସେତିକି ନୁହେଁ, ଏଥର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପରୀକ୍ଷା ହେବ ନାହିଁ ଏବଂ ବିନା ପରୀକ୍ଷାରେ ସମ୍ପୃକ୍ତ ଶ୍ରେଣୀର ଛାତ୍ରୀଛାତ୍ର ପରବର୍ତ୍ତୀ…
ଭାଇଜାନଙ୍କ ଫିଲ୍ମ ‘ରାଧେ’ରେ ଓଡ଼ିଆ ଅଭିନେତା ରାମ ସିର୍କା
କେନ୍ଦୁଝର, ୨୫ା୩ : ଇଛା ଥିଲେ ହାସଲ କରିହେବ ସବୁ କିଛି। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ବଲିଉଡ୍ରେ ପରିଚୟ ସୃଷ୍ଟି କରିଥିବା ଆଦିବାସୀ ଯୁବକ ରାମ ସିର୍କା। ଆସନ୍ତା ଇଦ୍ରେ ରିଲିଜ ହେବାକୁ ଥିବା ପ୍ରଭୁଦେବାଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ବହୁ…
ପିପିଲି ଉପନିର୍ବାଚନ: ପୁଣି ଆଶ୍ରିତଙ୍କୁ ଭରଷା କଲା ଭାଜପା
ଭୁବନେଶ୍ୱର,୨୫।୩(ବ୍ୟୁରୋ): ବହୁ କଳ୍ପନାଜଳ୍ପନା ପରେ ପିପିଲି ଉପନିର୍ବାଚନ ଲାଗି ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଆଶ୍ରିତ ପଟ୍ଟନାୟକଙ୍କୁ ଦଳ ପୁଣିଥରେ ପ୍ରାର୍ଥୀ କରିଛି। ୨୦୧୯ ନିର୍ବାଚନରେ ଭାଜପା ଆଶ୍ରିତଙ୍କୁ ଏହି ଆଶନରୁ ପ୍ରାର୍ଥୀ କରିଥିଲା। ଆଶ୍ରିତ ୭୨,୭୩୧ ଖଣ୍ଡ ଭୋଟ…
ଇଂଲଣ୍ଡକୁ ଲାଗିଲା ଶକ୍ତ ଧକ୍କା
ପୁଣେ, ୨୫ା୩: ପରାଜୟ ସହ ଦିନିକିଆ ସିରିଜ୍ ଆରମ୍ଭ କରିଥିବା ଇଂଲଣ୍ଡ ଦଳକୁ ଗୁରୁବାର ଦ୍ୱିତୀୟ ମ୍ୟାଚ୍ ପୂର୍ବରୁ ଲାଗିଛି ଶକ୍ତ ଧକ୍କା। ସିରିଜ୍ର ଅନ୍ତିମ ଦୁଇ ଦିନିକିଆ ମ୍ୟାଚ୍ରୁ ବାଦ୍ ପଡ଼ିଛନ୍ତି ଭ୍ରମଣକାରୀ ଦଳର ଅଧିନାୟକ ଇଆନ ମୋର୍ଗାନ। ଆହତ…
ପାର୍ଟନରଠାରୁ ଟଙ୍କା ଆଦାୟ ଲାଗି ସୁପାରୀ ଦେଇଥିଲେ ରେଲ୍ଓ୍ବେ ଇଞ୍ଜିନିୟର
ସମ୍ବଲପୁର,୨୫ା୩(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନା ଦାନିପାଲିରେ ଘରେ ପଶି ମହିଳାଙ୍କୁ ଆକ୍ରମଣ ଘଟଣାର ପର୍ଦ୍ଦାଫାଶ୍ କରିଛି ପୋଲିସ । ଜମି ବ୍ୟବସାୟରେ ଦୁଇ ପାର୍ଟନର ଡବ୍ଳ୍ୟୁ ଝା ଓ ସନ୍ତୋଷ କୁମାର ପ୍ରଜାପତିଙ୍କ ମଧ୍ୟରେ ଟଙ୍କାକୁ ନେଇ ଗଣ୍ଡଗୋଳ ହୋଇଥିଲା। ୧୧…
ଜମାକାରୀଙ୍କ ଟଙ୍କା ହଡ଼ପ କରି ୭ ବର୍ଷ ଜେଲ୍ ଗଲେ ପୋଷ୍ଟମାଷ୍ଟର
ଭଦ୍ରକ ଅଫିସ,୨୫।୩ – ଜମାକାରୀଙ୍କ ଟଙ୍କା ଆତ୍ମସାତ୍ କରିଥିବା ପୋଷ୍ଟମାଷ୍ଟର କମଳାକାନ୍ତ ନାୟକଙ୍କୁ ୭ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି ଭଦ୍ରକ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ ଦେବଦତ୍ତ ପଟ୍ଟନାୟକ। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଜରିମାନା ଅନାଦାୟ…
ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା କଲେ ଲୁଟେରା
ଝାରବନ୍ଧ,୨୫।୩: ବରଗଡ଼ ଜିଲା ଝାରବନ୍ଧ ଥାନା ଅଧୀନ ଅମଠି ଗ୍ରାମରେ ଲୁଟେରାଙ୍କ ଆକ୍ରମଣରେ ଗୁରୁତର ଥିବା ମାଇକ୍ରୋ ଫାଇନାନ୍ସ କର୍ମଚାରୀ ବିଶ୍ୱଜିତ ରାଜହଂସଙ୍କ ବୁଧବାର ମୃତ୍ୟୁ ଘଟିଛି। ଏନେଇ ଝାରବନ୍ଧ ଥାନାରେ ଏକ ହତ୍ୟା ମାମଲା (ନଂ.୩୩/୨୧) ରୁଜୁ ହୋଇଛି ।…
କଙ୍ଗନାଙ୍କୁ ମିଳିଲା ଜାମିନ
ମୁମ୍ବାଇ,୨୫।୩ : ଜଣାଶୁଣା ଲେଖକ ତଥା ଲିରିସିଷ୍ଟ ଜାଭେଦ ଆଖତରଙ୍କ ପକ୍ଷରୁ ଦାୟର କରାଯାଇଥିବା ମାନହାନୀ ମକଦ୍ଦମାରେ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କୁ ଗୁରୁବାର ଜାମିନ ମିଳିଛି। କୋର୍ଟରେ ହାଜର ହୋଇ ତାଙ୍କ ବିରୋଧରେ ଆସିଥିବା ଜାମିନଯୋଗ୍ୟ ଓ୍ବାରେଣ୍ଟକୁ ଖାରଜ କରିବାକୁ ଅନୁରୋଧ…
କାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ୱର,୨୫।୩(ବ୍ୟୁରୋ): କୃଷକ ସଂଗଠନ ଗୁଡ଼ିକର ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଶୁକ୍ରବାର ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ, ଘରୋଇ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା…
ଶିକ୍ଷକ କରୋନା ଚିହ୍ନଟ ପରେ ହାଇସ୍କୁଲରେ ପଡ଼ିଲା ତାଲା
ଭବାନୀପାଟଣା,୨୫।୩: ଭବାନୀପାଟଣା ଟାଉନ୍ ହାଇସ୍କୁଲର ଜଣେ ଶିକ୍ଷକ କୋଭିଡ୍ ଚିହ୍ନଟ ହୋଇଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ହୋମ୍ ଆଇସୋଲେଶନ୍ରେ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟପକ୍ଷେ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମହଲରେ ଭୟର ବାତାବରଣ…
Archives


