Home Left

ଜାପାନର ଅର୍ଥନୈତିକ ଜୋନ୍‌ ଉପରେ କ୍ଷେପଣାସ୍ତ୍ର ଛାଡ଼ିଲା ଉତ୍ତରକୋରିଆ, ବଢୁଛି ଚିନ୍ତା

ଟୋକିଓ,୨୫।୩: ଉତ୍ତରକୋରିଆ ଜାପାନ ନିକଟ ସମୁଦ୍ରରେ ଦୁଇଟି ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କରିଛି। ଏନେଇ ଜାପାନର ପ୍ରଧାନମନ୍ତ୍ରୀ ୟୋଶିହିଦେ ସୁଗା ଗୁରୁବାର ସୂଚନା ଦେଇଛନ୍ତି। ଜାପାନ ସରକାରଙ୍କ ଦ୍ୱାରା ପ୍ରକାଶିତ ଏକ ବିବୃତିରେ କୁହାଯାଇଛି ଯେ, ଆମେ ଲୋକଙ୍କ ଜୀବନ ଏବଂ…

ବିରାଟ ବ୍ରିଗେଡ୍‌ର ପ୍ରଶଂସାରେ ଶତମୁଖ ହେଲେ ଏହି ମହାନ ଖେଳାଳି: କହିଲେ ଏବେର ଟିମ୍‌…

ନୂଆଦିଲ୍ଲୀ,୨୫।୩: ଅଷ୍ଟ୍ରେଲିଆକୁ ଟି୨୦ ଏବଂ ଟେଷ୍ଟ ସିରିଜ୍‌ରେ ପରାସ୍ତ କରିବା ପରେ ଏବେ ଇଂଲଣ୍ଡ ବିପକ୍ଷରେ ବିଜୟ ଅଭିଯାନ ଜାରି ରଖିଛି ଭାରତୀୟ କ୍ରିକେଟ ଟିମ୍‌। ନିକଟରେ ଏହାର ଟେଷ୍ଟ ଏବଂ ଟି୨୦ ମୁକାବିଲା ଶେଷ ହୋଇଥିବା ବେଳେ ପ୍ରତିଟିରେ ବିରାଟ…

ଆର୍‌. ମାଧବନ କରୋନା ପଜିଟିଭ୍‌

ମୁମ୍ବାଇ,୨୫।୩: ରାଞ୍ଚୋଙ୍କ ପରେ ଏବେ ଫରହାନ୍‌ଙ୍କ ପାଳି ପଡ଼ିଛି। ବଲିଉଡ୍‌ ଅଭିନେତା ଆମୀର ଖାଁ ବୁଧବାର କରୋନା ପଜିଟିଭ୍‌ ହୋଇଥିଲେ। ହିନ୍ଦୀ ଫିଲ୍ମ ଥ୍ରୀ ଇଡିୟଟ୍‌ରେ ଦ୍ୱିତୀୟ ଇଡିୟଟ୍‌ ସାଜିଥିବା ବଲିଉଡ୍‌ ଅଭିନେତା ଆର୍‌.ମାଧବନଙ୍କ ନମୁନା ପରୀକ୍ଷା ରିପୋର୍ଟ ଏବେ କରୋନା…

ଭିଜିଲାନ୍ସ ଜାଲରେ ତୁଳାପଡ଼ା ଆର୍‌ଆଇ

ଭବାନୀପାଟଣା,୨୫।୩(ଡି.ଏନ୍‌.ଏ.): ଗୁରୁବାର ଜଣେ ଲାଞ୍ଚୁଆ ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଜମି ମ୍ୟୁଟେସନ କରାଇ ଦେବାକୁ କହି ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା ନର୍ଲା ବ୍ଲକ ତୁଲାପଡ଼ା ଆରଆଇ ଥବୀର…

ଜିତିଲେ ଜହ୍ନ ମାମୁଁ ଦେଶ ନେବି ବୁଲାଇ: ପ୍ରତିଶ୍ରୁତି ଦେଲେ ନିର୍ଦଳୀୟ ପ୍ରାର୍ଥୀ

ଚେନ୍ନାଇ,୨୫।୩: ନିର୍ବାଚନରେ ଭୋଟରଙ୍କୁ ହାତେଇବା ପାଇଁ ପ୍ରାର୍ଥୀମାନେ ବହୁ ପ୍ରତିଶ୍ରୁତି ଦେଇଥାନ୍ତି। ବହୁ ସମୟରେ ଏସବୁ ପ୍ରତିଶ୍ରୁତି ପାଣିର ଗାର ଭଳି ପ୍ରବଞ୍ଚନାରେ ପରିଣତ ହୋଇଥାଏ। ବିଚରା ଭୋଟର କେବଳ ନିଜର ଅଧିକାର ସାବସ୍ତ୍ୟ କରି ଚାଲିଥାନ୍ତି। ତାମିଲନାଡୁରେ ମଦୁରାଇ ବିଧାନସଭା…

ଦୀପିକାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କଲେ ରଣବୀର

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର ସିଂହ ସ୍ତ୍ରୀ ଦୀପିକା ପାଦୁକୋନଙ୍କ ସହ ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋରେ ଦୁଇଜଣ ଖୁବ୍‌ ରୋମାଣ୍ଟିକ୍‌ ଦେଖାଯାଉଛନ୍ତି। ଫଟୋରେ ଦୀପିକାଙ୍କ ଆଖିକୁ ଚାହିଁଛନ୍ତି ରଣବୀର। ଦୀପିକା ମଧ୍ୟ ରଣବୀରଙ୍କୁ ହଟ୍‌…

ସୋସିଆଲ ମିଡିଆକୁ ବାଏ ବାଏ

ବମ୍ବେ: ସାମାଜିକ ଗଣମାଧ୍ୟମକୁ ବାଏ ବାଏ କହିଲେ ଲୋକପ୍ରିୟ ଟେଲି ଅଭିନେତା ରବି ଦୁବେ। ନିକଟରେ ‘ଜମାଇ:୨.୦’ ରେ ତାଙ୍କର ଅଭିନୟ ଦର୍ଶକଙ୍କୁ ମତୁଆଲା କରିଥିଲା। ହେଲେ ଏବେ ହଠାତ୍‌ ସୋସିଆଲ ମିଡିଆରେ ରବିଙ୍କ ଏକ ପୋଷ୍ଟ ସମସ୍ତଙ୍କୁ ଚକିତ କରିଛି।…

ଭଉଣୀଙ୍କ ଜନ୍ମଦିନ ପାର୍ଟିରେ ରୋମାଣ୍ଟିକ୍‌ ହେଲେ ମଲାଇକା-ଅର୍ଜୁନ: ଫଟୋ ଭାଇରାଲ ପରେ…

ବମ୍ବେ: କଥା ଦାଣ୍ଡରେ ପଡ଼ି ହାଟରେ ଗଡିଲାଣି। ଖାଲି ବିବାହକୁ ଅପେକ୍ଷା। ଆମେ କହୁଛୁ ମଲାଇକା ଅରୋରାଙ୍କ କଥା। ସ୍ବାମୀ ଅରବାଜ୍‌ ଖାନ୍‌ଙ୍କୁ ଛାଡ଼ପତ୍ର ଦେବା ପରେ ଏବେ ଅଭିନେତା ଅର୍ଜୁନ କପୁରଙ୍କ ପ୍ରେମରେ ସେ। ବେଶ କିଛି ଦିନ ଉଭୟ…

କରୋନା କଟକଣା ମଧ୍ୟରେ ଆରମ୍ଭ ହେଲା ମା’ ଦଣ୍ଡକାଳୀଙ୍କ ଯାତ୍ରା

ପୁରୁଷୋତ୍ତମପୁର,୨୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ୨୧ଦିନିଆ ଦଣ୍ଡଯାତ୍ରା ପୁରୁଷୋତ୍ତମପୁରଠାରେ ଗୁରୁବାର କୋଭିଡ୍‌ କଟକଣାରେ ଆରମ୍ଭ ହୋଇଛି। ଏଠାରେ ଥିବା ତିନୋଟି ଦଣ୍ଡ ଯାତ୍ରା ଦଳ (ଧୋବା ପୁଞ୍ଜା, ବିପତ୍ତି ହାରିଣି ତେଲି ପୁଞ୍ଜା ଓ ଗୌଡ ପୁଞ୍ଜା )ର…

ରାଜ୍ୟପାଳଙ୍କ ପାଖରେ ଆମକୁ ଭେଟିବାକୁ ସମୟ ନାହିଁ: ସଞ୍ଜୟ ରାଓ୍ବତ

ମୁମ୍ବାଇ,୨୫।୩: ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂ ରାଜ୍ୟ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ମହାରାଷ୍ଟ୍ର ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି। ବିରୋଧୀଙ୍କ ଆଲୋଡ଼ନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟପାଳ ଭଗତ…

ସୁନ୍ଦର ପୁରୁଷଙ୍କୁ ଦେଖିବା ମାତ୍ରେ ବେହୋସ୍‌ ହୋଇଯାଆନ୍ତି ଏହି ମହିଳା: ଆଖି ସହ ଆଖି ମିଶାଇବାକୁ….

ସୁନ୍ଦର ପୁରୁଷଙ୍କ ପ୍ରତି ମହିଳାଙ୍କ ଦୁର୍ବଳତା ରହିଥାଏ। ହେଲେ ଯଦି କେହି ହ୍ୟାଣ୍ଡସମ୍‌ ବ୍ୟକ୍ତିଙ୍କୁ ଦେଖିଲେ ଆପଣ ଚେତାଶୂନ୍ୟ ହୋଇଯିବେ କି ବୋଲି ପ୍ରଶ୍ନ କରନ୍ତି ତେବେ ଏହାକୁ ହାସ୍ୟାସ୍ପଦ ପ୍ରଶ୍ନ ବୋଲି କହିବେ ନିଶ୍ଚୟ। ମାତ୍ର ଜଣେ ମହିଳା ଏଭଳି…

ରାସ୍ତାରେ ଚାଲୁ ଚାଲୁ ଖସିଗଲା ଗୋଡ଼, ଆଉ ତା’ ପରେ…

ବେଳେବେଳେ ରାସ୍ତାରେ ଯିବା ସମୟରେ ହେଉ କି କୌଣସି କାମ କରୁଥିବା ସମୟରେ ହେଉ ଆମର ପାଦ ଖସି ଯାଇଥାଏ। ପରେ ଆମକୁ କଷ୍ଟ ଲାଗେ। ଏପରିକି ହାତଗୋଡ଼ ମଧ୍ୟ ଭାଙ୍ଗି ଯାଇଥାଏ। ଫଳରେ ଆମକୁ ସମ୍ପୂର୍ଣ୍ଣ ବିଶ୍ରାମ ନେବାକୁ ପଡ଼ିଥାଏ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri