ଭାରତ-ପାକିସ୍ତାନ ଖେଳିବେ କ୍ରିକେଟ !
ଇସଲାମାବାଦ୍,୨୫।୩: ଭାରତ ପାକିସ୍ତାନ ମଧ୍ୟରେ ପୁଣି କ୍ରିକେଟ ଖେଳ ହେବ। ଏନେଇ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦେଶ ମଧ୍ୟରେ ଖୁବ୍ ଶୀଘ୍ର ସିରିଜ୍ ଆରମ୍ଭ ହେବ। ଏସମ୍ପର୍କରେ ଇଣ୍ଟର ନ୍ୟାଶନାଲ କ୍ରିକେଟ କାଉନସିଲ୍(ଆଇସିସି)ର ବୈଠକରେ ଚୂଡ଼ାନ୍ତ…
ସରିଆସୁଛି ଶହେ ଦିନିଆ ଶ୍ରେଣୀଶିକ୍ଷା
ଅନୁଗୋଳ ଅଫିସ, ୨୫।୩: କରୋନା କଟକଣା ମଧ୍ୟରେ ଆସନ୍ତା ମେ ୩ରେ ହେକବ ମାଟ୍ରିକ ପରୀକ୍ଷା। ଚଳିତବର୍ଷ ଅନୁଗୋଳ ଜିଲାର ୧୮ ହଜାର ୯୯୬ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ତେବେ ୯ ମାସ ଧରି ଅନ୍ଲାଇନ୍ରେ ପଢ଼ିଥିବା ଏହି ଛାତ୍ରୀଛାତ୍ରମାନେ ଏବେ…
ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍
ଏବେ ଚାଲିଛି ବିବାହ ଋତୁ। ଜଣେ ପରେ ଜଣେ ସେଲିବ୍ରିଟି ବିବାହ ବନ୍ଧନରେ ଆବଦ୍ଧ ହେଉଥିବା ଦେଖାଯାଇଛି। ଏଥିରେ ସାମିଲ ହୋଇଛନ୍ତି ଅଷ୍ଟ୍ରେଲିଆ କ୍ରିକେଟର୍ ଆଦାମ ଜାମ୍ପା। ସେ ଖୁବ୍ଶୀଘ୍ର ବିବାହ କରିବେ ବୋଲି ଜଣାପଡିଛି। ଏହି କାରଣରୁ ଆଇପିଏଲ ୨୦୨୧ର…
ବାହା ହେବେ ଜାମ୍ପା: ଆଇପିଏଲ୍ ଉଦ୍ଘାଟନୀ ମ୍ୟାଚ୍ ଖେଳିବେନି
ବେଙ୍ଗାଲୁରୁ, ୨୫।୩(ପି.ଟି.): ଅଷ୍ଟ୍ରେଲିଆ ଲେଗ୍- ସ୍ପିନର ଆଡାମ ଜାମ୍ପା ବିବାହ କରିବାକୁ ଯାଉଛନ୍ତି। ଫଳରେ ସେ ଏପ୍ରିଲ ୯ ତାରିଖରୁ ଆୟୋଜନ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଉଦ୍ଘାଟନୀ ମ୍ୟାଚ୍ ଖେଳିପାରିବେ ନାହିଁ। ଉଦ୍ଘାଟନୀ ମ୍ୟାଚ୍ରେ ଗତଥରର ଚାମ୍ପିୟନ…
ଶୈଖ ହମ୍ଦନ ବିନ୍ ରସିଦ୍ଙ୍କ ପରଲୋକ
ଦୁବାଇ, ୨୫ା୩: ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ଉପ ଶାସକ ତଥା ଅର୍ଥମନ୍ତ୍ରୀ ଶୈଖ ହମ୍ଦନ ବିନ ରସିଦ୍ ଅଲ୍ ମକ୍ତୁମ(୭୫)ଙ୍କ ବୁଧବାର ପରଲୋକ ଘଟିଛି। ଶାସକ ତଥା ତାଙ୍କ ଭାଇ ଶୈଖ ମହମ୍ମଦ ବିନ ରସିଦ୍ ଅଲ ମକ୍ତୁମଙ୍କ ଅଧୀନରେ ଉପଶାସକ…
ଚିଦାମ୍ବରମ ବାପପୁଅଙ୍କ ଅଡ଼ୁଆ ବଢ଼ିଲା
ନୂଆଦିଲ୍ଲୀ,୨୫ା୩: ବହୁଚର୍ଚ୍ଚିତ ଆଇଏନ୍ଏକ୍ସ ମନିଲଣ୍ଡରିଂ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍ ଓ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍ଙ୍କ ଅଡ଼ୁଆ ବଢ଼ିଛି। ବାପପୁଅଙ୍କ ବିରୋଧରେ ମାମଲା ଆଗକୁ ବଢ଼ାଇବା ପାଇଁ ପର୍ଯ୍ୟାପ୍ତ ପ୍ରମାଣ ରହିଥିବା ଦିଲ୍ଲୀର…
ଭାରତୀୟ ଦଳକୁ ବଡ଼ ଝଟ୍କା: ସିରିଜରୁ ବାଦ୍ ପଡ଼ିଲେ ଏହି ଖେଳାଳି
ପୁଣେ,୨୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜରୁ ଟିମ ଇଣ୍ଡିଆର ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟରଙ୍କୁ ବାଦ ଦିଆଯାଇଛି। ପୁଣେରେ ଖେଳାଯାଇଥିବା ପ୍ରଥମ ଏକଦିବସୀୟ ମ୍ୟାଚ ବେଳେ ତାଙ୍କ କାନ୍ଧରେ ଆଘାତ ଲାଗିଥିଲା। ତାଙ୍କ କାନ୍ଧରେ…
କିଲ୍ ଦି ବିଲ୍
ଲଣ୍ଡନ,୨୫ା୩: କିଛି ମାସ ହେଲା ୟୁରୋପ ସାରା ବିଭିନ୍ନ ପ୍ରସଙ୍ଗରେ ବିକ୍ଷୋଭ ଓ ଆନ୍ଦୋଳନ ମୁଣ୍ଡ ଟେକିଛି। ଗତବର୍ଷ ଆମେରିକାରୁ ଆରମ୍ଭ ହୋଇଥିବା ବ୍ଲାକ୍ ଲାଇଭ୍ସ ମ୍ୟାଟର ଆନ୍ଦୋଳନ ବିଭିନ୍ନ ଦେଶକୁ ବ୍ୟାପିଥିଲା। ସେହିପରି ଫ୍ରାନ୍ସରେ ସୁରକ୍ଷା ଆଇନକୁ ନେଇ ବିବାଦ…
କେବଳ ଏହି ଉପାୟରେ ଗରିବରୁ ହୋଇଯିବ ଧନୀ, ଚାଣକ୍ୟ କହିଲେ…
ମନୁଷ୍ୟ ସର୍ବଦା ଧନୀ ହେବାକୁ ଚେଷ୍ଟା କରେ। ଏକ ସୁଖମୟ ଜୀବନ ବଞ୍ଚିବାକୁ ଚାହେଁ। ଏ ନେଇ ଅର୍ଥ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏପରି ପରିସ୍ଥିତିରେ ଧନୀ ହେବା ପାଇଁ କ’ଣ କରାଯିବା ଉଚିତ ବୋଲି ମନରେ ପ୍ରଶ୍ନ ଉଠିଥାଏ। ଏହାର…
ଅଧା ଶରୀର କୁକୁର, ଅଧା ବାଘ
ବିଶ୍ୱରେ ଅନେକ ପ୍ରଜାତିର ଜୀବଜନ୍ତୁ ଦେଖାଯାନ୍ତି। ମାତ୍ର ଏଥିମଧ୍ୟରୁ କିଛି ପ୍ରଜାତି ବିଲୁପ୍ତ ପ୍ରାୟ। ଏହିପରି ଏକ ପ୍ରଜାତି ହେଉଛି ତସମାନିଆ ବାଘ। ଏହି ପ୍ରଜାତି ପ୍ରାଣୀର ଶରୀର ଅଧା କୁକୁର ଏବଂ ଅଧା ବାଘ ପରି ଦେଖାଯାଏ। ଏହି ପ୍ରଜାତିର…
ପିଏମ୍ଏଓ୍ବାଇରେ ବହୁ କୋଟିର ଦୁର୍ନୀତି
ନୂଆଦିଲ୍ଲୀ,୨୫।୩: ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏଓ୍ବାଇ)ରେ ବହୁକୋଟି ଟଙ୍କା ଦୁର୍ନୀତିର ପର୍ଦ୍ଦାଫାସ୍ କରିଛି ସିବିଆଇ। ଏହି ଦୁର୍ନୀତିରେ ସମ୍ପୃକ୍ତ ଦଓ୍ବୋନ ହାଉସିଂ ଫାଇନାନ୍ସ ଲିମିଟେଡ୍ (ଡିଏଚ୍ଏଫ୍ଏଲ୍)ର ପ୍ରମୋଟର କପିଲ୍ ଓ ଧୀରଜ ଓ୍ବାଧଓ୍ବାନଙ୍କ ବିରୋଧରେ ସିବିଆଇ ବୁଧବାର ମାମଲା ରୁଜୁ କରିଛନ୍ତି।…
ଜଷ୍ଟିସ୍ ରମନାଙ୍କୁ ସୁପ୍ରିମକୋର୍ଟ କ୍ଲିନ୍ଚିଟ୍
ନୂଆଦିଲ୍ଲୀ,୨୫ା୩: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଏନ୍.ଭି. ରମନାଙ୍କ ବିରୋଧରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍. ଜଗନ୍ମୋହନ ରେଡ୍ଡୀ ଆଣିଥିବା ଅଭିଯୋଗକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି। ସୁପ୍ରିମକୋର୍ଟ ଓ୍ବେବ୍ସାଇଟ୍ରେ ବୁଧବାର ଏନେଇ ଏକ ସଂକ୍ଷିପ୍ତ ବିବୃତି ପ୍ରକାଶ ପାଇଛି। ଇନ୍-ହାଉସ୍ ପ୍ରକ୍ରିୟାରେ ଯାଞ୍ଚ…
Archives


