Home Left

ମମତା-ଶୁଭେନ୍ଦୁଙ୍କ ବିରୋଧରେ ଲଢ଼ିବେ ବସ୍‌ ଡ୍ରାଇଭର ସ୍ବପନ

କୋଲକାତା,୨୪।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ତାତି ବଢ଼ିବାରେ ଲାଗିଛି। ନନ୍ଦିଗ୍ରାମରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ବିରୋଧରେ ଭାଜପା ପକ୍ଷରୁ ଶୁଭେନ୍ଦୁ ଅଧିକାରୀଙ୍କୁ ନନ୍ଦିଗ୍ରାମରୁ ଟିକଟ ଦିଆଯାଇଛି। ତେବେ ଏବେ ରୋଚକ ଘଟଣା ସୋସିଆଲ ମିଡ଼ିଆରେ ଭାଇରାଲ…

ରାଜ୍ୟରେ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବଢ଼ିଚାଲିଛି। ବୁଧବାର ୧୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୯ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୭୧ ଲୋକାଲ…

ଅଧିକ ଟଙ୍କା ଖର୍ଚ୍ଚ ନ କରି ୩ ଅତିଥିଙ୍କ ଉପସ୍ଥିତିରେ ବିବାହ କଲେ ଏହି ଯୋଡ଼ି, କାରଣ ଜାଣିଲେ…

ପ୍ରେମୀଯୁଗଳ ବିବାହରେ ଅଧିକ ଟଙ୍କା ଖର୍ଚ୍ଚ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇ ମାତ୍ର ୩ ଅତିଥିଙ୍କ ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଯଦିଓ ଏହି ବାହାଘର କିଛି ଲୋକଙ୍କୁ ଆଶ୍ଚର୍ଯ୍ୟ କରୁଥାଏ ତେବେ ଏହା ପଛରେ ଏକ କାରଣ…

ବାପା, ଆଶା କରୁଛି ଆପଣ ମୋତେ ନେଇ ଗର୍ବ ଅନୁଭବ କରିଥିବେ: କ୍ରୁଣାଲ

ପୁଣେ,୨୪।୩: ନିଜର ଦିନିକିଆ ଡେବ୍ୟୁ ମ୍ୟାଚ୍‌ରେ ଚମକିଛନ୍ତି କ୍ରୁଣାଲ ପାଣ୍ଡ୍ୟା। ଇଂଲଣ୍ଡ ବିପକ୍ଷରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ସେ ଅପରାଜିତ ୫୮ ରନ୍‌ର ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଏଥିଯୋଗୁ ଭାରତ ବଡ଼ ସ୍କୋର କରିପାରିଥିଲା। ସାଥୀ ଖେଳାଳିଙ୍କଠାରୁ ଆରମ୍ଭ କରି…

ସମୟ ଥିଲା ଭାଜପାରେ ଥିଲେ ମମତା, ବାଜପେୟୀଙ୍କ ଏହି ଜିଦ୍‌ ଆଗରେ ହାର୍‌ ମାନି ହୋଇଥିଲେ ମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗତ ୧୦ ବର୍ଷ ଧରି ପଶ୍ଚିମବଙ୍ଗରେ କ୍ଷମତାରେ ଅଛନ୍ତି। ୨୦୧୧ରେ ବାମପନ୍ଥୀ ଦଳକୁ କ୍ଷମତାରୁ ହଟାଇ ମମତା ବାନାର୍ଜୀ ଦୁଇଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ତୁଲାଇଛନ୍ତି। ଏଥିପାଇଁ ତାଙ୍କୁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ଏବେ…

୧୦ ଲକ୍ଷ ଖର୍ଚ୍ଚ କରି ୨୦ ଗର୍ଲଫ୍ରେଣ୍ଡ୍‌ କଲେ ଯୁବକ, ଏହି କାରଣ ପାଇଁ ନେଲେ ଏପରି ନିଷ୍ପତ୍ତି

ବିଶ୍ୱର କିଛି ଦେଶରେ ଯୁବତୀ ଯୁବକ ଡେଟିଂ, ଲଭ୍‌ ଏବଂ ରିଲେସନଶିପ୍‌ରେ ରହିବାକୁ ପସନ୍ଦ କରିଥାନ୍ତି। ଠିକ୍‌ ସେହିପରି ଆମେରିକାରେ ରହୁଥିବା ଜଣେ ଯୁବକ ରିଲେସନଶିପ୍‌ରେ ଏକ ନୂଆ କନ୍‌ସେପ୍ଟ ଆରମ୍ଭ କରିଛନ୍ତି। କିଛି ବର୍ଷ ହେବ ସେ ଜଣେ କି…

ଆଖିରେ କଳା କନା ବାନ୍ଧି ବିଧାୟକଙ୍କ ବିକ୍ଷୋଭ ପ୍ରଦର୍ଶନ

ପାଟନା,୨୪।୩: ବିହାର ବିଧାନସଭାରେ ମଙ୍ଗଳବାର ହୋଇଥିବା ହଙ୍ଗାମା ପରେ ବିରୋଧୀ ଦଳଙ୍କ ପକ୍ଷରୁ ଶାସକଙ୍କୁ ଘେରିବା ଆରମ୍ଭ ହୋଇଛି। ବୁଧବାର ବିଧାନସଭା ପରିସରରେ ଆର୍‌ଜେଡି ଏବଂ କଂଗ୍ରେସ ବିଧାୟକମାନେ ଆଖିରେ କଳାକନା ବାନ୍ଧି ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପ୍ରଶ୍ନକାଳ…

୭ ଦିନ ବନ୍ଦ ରହିବ ବ୍ୟାଙ୍କ୍‌, ଶୀଘ୍ର ସାରନ୍ତୁ କାମ

ନୂଆଦିଲ୍ଲୀ,୨୪।୩: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡିତ କୌଣସି କାର୍ଯ୍ୟ ଅଛି, ତେବେ ତୁରନ୍ତ ଏହାକୁ ଶେଷ କରନ୍ତୁ । କାରଣ ମାର୍ଚ୍ଚ ୨୭ରୁ ଏପ୍ରିଲ ୪ ମଧ୍ୟରେ ବ୍ୟାଙ୍କଗୁଡ଼ିକ କେବଳ ଦୁଇ ଦିନ ପାଇଁ ଖୋଲା ରହିବ। ମାର୍ଚ୍ଚ ୨୭ରେ…

ତୁମେ ଐଶ୍ୱର୍ଯ୍ୟାଙ୍କ ପାଇଁ ଯୋଗ୍ୟ ନୁହଁ, ଟ୍ରୋଲରଙ୍କ ଏହି କଥାରେ ଏମିତି ଉତ୍ତର ଦେଲେ ଅଭିଷେକ

ବଲିଉଡ୍‌ ଅଭିନେତା ଅଭିଷେକ ବଚ୍ଚନ ତାଙ୍କର ଆଗାମୀ ଫିଲ୍ମ ‘ଦି ବିଗ୍‌ ବୁଲ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇଛି। ତେବେ ଅନେକ ସମୟରେ ଅଭିଷେକ ସୋସିଆଲ ମିଡିଆରେ ଟ୍ରୋଲର ସମ୍ମୁଖୀନ ହୋଇଥାନ୍ତି। ଏହାର ଉପଯୁକ୍ତ ଜବାବ…

ଇମ୍ରାନ ହାସ୍‌ମିଙ୍କୁ ଏହି କାରଣ ପାଇଁ ପିଟୁଥିଲେ ସ୍ତ୍ରୀ

ଆଜି ବଲିଉଡ୍‌ ଅଭିନେତା ତଥା କିସ୍‌ ଷ୍ଟାର ଇମ୍ରାନ ହାସ୍‌ମିଙ୍କ ଜନ୍ମ ଦିନ। ସେ ତାଙ୍କର ୪୨ ତମ ଜନ୍ମଦିନ ଆଜି ପାଳନ କରୁଛନ୍ତି। ତାଙ୍କ ଫିଲ୍ମ କ୍ୟାରିୟର ଯେତିକି ସଫଳତା ଆଣି ଦେଇଛି ତାଙ୍କ ବ୍ୟକ୍ତିଗତ ଜୀବନ ମଧ୍ୟ ସେତିକି…

ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ଏନ.ଭି ରମଣଙ୍କ ନାଁ ସୁପାରିସ କଲେ ବୋବଡେ

ନୂଆଦିଲ୍ଲୀ,୨୪।୩: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଏନ.ଭି ରମଣ ଦେଶର ପରବର୍ତ୍ତୀ ସମ୍ଭାବ୍ୟ ପ୍ରଧାନ ବିଚାରପତି ହୋଇପାରନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏସ୍‌.ଏ ବୋବଡେ ତାଙ୍କ ଉତ୍ତରାଧିକାରୀ ଭାବରେ ଜଷ୍ଟିସ ରମଣଙ୍କ ନାମ ସୁପାରିଶ କରିଛନ୍ତି। ବୋବଡେ ଏପ୍ରିଲ ୨୩ରେ ଅବସର ନେଉଛନ୍ତି।…

ଗାଈ ପେଟରୁ ବାହାରିଲା ୪୮ କିଲୋ ପ୍ଲାଷ୍ଟିକ୍‌

କୋଟା,୨୪।୩: ରାଜସ୍ଥାନର କୋଟା ସହରରେ ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। କୋଟା ଡିଭିଜନ ମୁଖ୍ୟାଳୟରେ ଅବସ୍ଥିତ ବହୁମୁଖୀ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ ପ୍ରାଣୀ ଚିକିତ୍ସକ ଅଖିଳେଶ ପାଣ୍ଡେଙ୍କ ଦ୍ୱାରା ଏକ ଗାଈର ପେଟ ଅପରେଶନ କରାଯାଇଛି। ଦୀର୍ଘ ୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri