ଆମାଜନ ସପକ୍ଷରେ ରାୟ
ମୁମ୍ବାଇ, ୭।୮: ଫ୍ୟୁଚର ଗ୍ରୁପ୍ର ରିଟେଲ କାରବାର ଅଧିଗ୍ରହଣ ନେଇ ରିଲାଏନ୍ସ ସହ ୨୪,୭୧୩ କୋଟି ଟଙ୍କାର ଡିଲ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଆମାଜନ ସପକ୍ଷରେ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏଭଳି ନିଷ୍ପତ୍ତି ପରେ ଫ୍ୟୁଚର ଗ୍ରୁପ୍…
ନ୍ୟାୟପାଳିକାକୁ ସାହାଯ୍ୟ କରୁନି ସିବିଆଇ
ନୂଆଦିଲ୍ଲୀ,୭ା୮: ବିଚାରପତିମାନଙ୍କୁ ବ୍ୟକ୍ତିଗତ ଭାବେ ଧମକ ଦିଆଯାଉଛି, ହ୍ବାଟ୍ସଆପ୍ ତଥା ଫେସ୍ବୁକ୍ରେ ମଧ୍ୟ ଦୁର୍ବ୍ୟବହାରପୂର୍ଣ୍ଣ ମେସେଜ୍ ପଠାଯାଉଛି। କିନ୍ତୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ଗୋଇନ୍ଦା ବ୍ୟୁରୋ(ଆଇବି) କିମ୍ବା ପୋଲିସ ନ୍ୟାୟପାଳିକାକୁ ଆଦୌ ସାହାଯ୍ୟ କରୁନାହାନ୍ତି। ଏପରି କି ଏଭଳି ଅଭିଯୋଗ…
ଶିଶୁକନ୍ୟା ଜନ୍ମଦେଲେ ନାବାଳିକା
ଅନୁଗୋଳ ଅଫିସ, ୭।୮: ନାବାଳିକାଙ୍କ ଗର୍ଭରେ ବଢୁଥିଲା ସନ୍ତାନ। ହେଲେ ଏ କଥା ଜାଣି ନ ଥିଲେ ପରିବାର ସଦସ୍ୟ। ହଠାତ୍ ପେଟରେ ଅସହ୍ୟ ଯନ୍ତ୍ରଣା ଅନୁଭବ କରିବାରୁ ଟ୍ୟୁମର ହୋଇଥିବା ସନ୍ଦେହରେ ଘର ଲୋକେ ତାଙ୍କୁ ନେଇ ଯାଉଥିଲେ ଡାକ୍ତରଖାନା।…
ସୁନ୍ଦରଗଡ଼ରେ ଏମ୍ସ ପ୍ରତିଷ୍ଠା ଦାବିରେ କଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ
ସୁନ୍ଦରଗଡ଼,୭।୮(ଡି.ଏନ୍.ଏ.): ସୁନ୍ଦରଗଡ଼ରେ ରାଜ୍ୟରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ଜିଲା କଗ୍ରେସ ପକ୍ଷରୁ ଶନିବାର ସକାଳୁ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସକାଳୁ ସକାଳୁ ଜିଲାରେ ବନ୍ଦର ପ୍ରଭାବ ଦେଖିବାକୁ ମଳିଛି। ବନ୍ଦକୁ ସମର୍ଥନ ଜଣାଇ ଏଠାରେ ଦୋକାନ ବଜାର ବନ୍ଦ…
ଏନ୍ଆର୍ଆର୍ଆଇର ୯ ନୂଆ ଧାନ
କଟକ ଅଫିସ, ୭।୮: କଟକ ବିଦ୍ୟାଧରପୁର ସ୍ଥିତ ଏନ୍ଆର୍ଆର୍ଆଇ ନିର୍ଦ୍ଦେଶକ ଡ.ଦୀପଙ୍କର ମାଇତିଙ୍କ ନେତୃତ୍ୱରେ ୯ କିସମର ନୂତନ ଧାନ ଉଦ୍ଭାବନ କରାଯାଇଛି। ଡ. ଶରତ ପ୍ରଧାନ, ଡ. ମିରା କୁମାରୀ କର, ଡ. କ୍ରିଷ୍ନେନ୍ଦୁ ଚଟ୍ଟୋପାଧ୍ୟାୟ, ଡ. ସୁଶାନ୍ତ ଦାସ…
ନିଯୁକ୍ତି ପାଇଁ ରାସ୍ତାରେ ଆଣ୍ଠେଇ କାନ ଧରିଲେ
ଭୁବନେଶ୍ୱର,୭।୮(ବ୍ୟୁରୋ): ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ(ଓଏସ୍ଏସ୍ଟିଇଟି) ପରୀକ୍ଷାରେ ପାସ୍ କରିଥିବା ପ୍ରଶିକ୍ଷିତ ଯୁବତୀ ଯୁବକ ଏବେ ନିର୍ଣ୍ଣାୟକ ଆନ୍ଦୋଳନ ଚଳାଇଛନ୍ତି। ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକ ନିଯୁକ୍ତି ପାଇଁ ସେମାନେ ଲୋୟର ପିଏମ୍ଜିସ୍ଥିତ ଆନ୍ଦୋଳନସ୍ଥଳରେ…
ପରାଜୟ ପରେ ଟିମ୍ ଇଣ୍ଡିଆର କୋଚ୍ ପଦ ଛାଡ଼ିଲେ
ଟୋକିଓ,୭।୮: ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ମ୍ୟାଚ୍ରେ ପରାସ୍ତ ହୋଇଥିବା ଭାରତୀୟ ମହିଳା ଦଳକୁ ଲାଗିଛି ବଡ଼ ଝଟ୍କା। ମହିଳା ଦଳର ଅଲିମ୍ପିକ୍ସ ସଫଳତା ପଛରେ ଥିବା କୋଚ୍ ଜୋର୍ଡ ମାରିଜନେଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ହକି ଇଣ୍ଡିଆ ତାଙ୍କ କାର୍ଯ୍ୟକାଳରେ…
ଜାତୀୟ ହସ୍ତତନ୍ତ ଦିବସ: ଜାଣନ୍ତୁ କେବେ ଏବଂ କାହିଁକି ପାଳନ ହେଉଛି ଏହି ଦିବସ
ଆଜି ହେଉଛି ଜାତୀୟ ହସ୍ତତନ୍ତ ଦିବସ। ପ୍ରତିବର୍ଷ ଅଗଷ୍ଟ ୭ ତାରିଖରେ ଏହି ଦିବସ ପାଳନ କରାଯାଇଥାଏ। ଯେତେବେଳେ ବଙ୍ଗଳା ବିଭାଜନ ହୋଇଥିଲା ସେତେବେଳେ ସ୍ବଦେଶୀ ଆନ୍ଦୋଳନ ଶକ୍ତି ବୃଦ୍ଧି ହୋଇଥିଲା। ସର୍ବପ୍ରଥମେ ୧୯୦୫ ଅଗଷ୍ଟ ୭ରେ କୋଲକାତା ଟାଉନ ହଲରେ…
ମୁଣ୍ଡାସାହିରେ ବୁଲିଲା ଖଣ୍ଡା
ଭୁବନେଶ୍ୱର:୬।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି । ଏଥିରେ ୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି। ଗତ ଗୁରୁବାର ଘଟିଥିବା ଗଣ୍ଡଗୋଳକୁ ନେଇ ଏହି ସଂଘର୍ଷ ହୋଇଥିବା କୁହାଯାଉଛି। ପ୍ରାୟ ଅଧଘଣ୍ଟା…
ବିଶ୍ୱ କ୍ରିକେଟର ସବୁଠୁ ବଡ଼ ବିପର୍ଯ୍ୟୟ ଘଟାଇଲା ବାଂଲାଦେଶ
ଢାକା,୬।୮: କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆକୁ ଲଗାତାର ୩ ଥର ହରାଇ ଦେଇଛି ବାଂଲାଦେଶ। ବିଶ୍ୱ କ୍ରିକେଟରେ ଏହାକୁ ସବୁଠୁ ବଡ଼ ବିପର୍ଯ୍ୟୟ କହିଲେ ଭୁଲ ହେବ ନାହିଁ। ଏଥି ପୂର୍ବରୁ କୌଣସି ଫର୍ମାଟରେ ଅଷ୍ଟ୍ରେଲିଆକୁ ବାଂଲାଦେଶ କ୍ରମାଗତ…
୨୦ ଜିଲାରେ ହୋଇପାରେ ମରୁଡ଼ି
ଭୁବନେଶ୍ୱର,୬।୮(ବ୍ୟୁରୋ): ଓଡ଼ିଶାକୁ ଜୁନ୍ ୧ରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିଥିଲା। ଠିକ୍ ସମୟରେ ମୌସୁମୀ ଆସିଥିଲେ ମଧ୍ୟ କିଛି ସ୍ଥାନରେ ବର୍ଷା ଅଭାବ ରହିଛି। ଫଳରେ ରାଜ୍ୟର ୨୦ଟି ଜିଲାରେ ମରୁଡ଼ି ସ୍ଥିତି ଦେଖାଦେଇଛି। ଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
ହିରୋଶିମାକୁ ଧ୍ୱଂଶ କରି ଦେଇଥିଲା ‘ଲିଟ୍ଲ ବୟ’
ଠିକ୍ ୭୬ ବର୍ଷ ତଳେ ଆମେରିକା ଏହାର ପ୍ରଥମ ପରମାଣୁ ବୋମା ପକାଇଥିଲା ଜାପାନର ହିରୋଶିମାରେ। ଚାହୁଁଚାହୁଁ ଚାଲି ଯାଇଥିଲା ୭୦ରୁ ୮୦ ହଜାର ଲୋକଙ୍କ ଜୀବନ। ଏହାର ୩ ଦିନ ପରେ ନାଗାସାକିରେ ପଡ଼ିଥିଲା ଦ୍ୱିତୀୟ ପରମାଣୁ ବୋମା। ଏଥିସହ…

