ଡେବ୍ୟୁ ପୂର୍ବରୁ ଭାଇ ହାର୍ଦ୍ଦିକଙ୍କୁ ଆଲିଙ୍ଗନ କରି ଭୋ ଭୋ ହୋଇ କାନ୍ଦିଲେ ଏହି କ୍ରିକେଟର, ଆକାଶକୁ ଚାହିଁ…
ପୁଣେ,୨୩।୩: ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ୍ ଷ୍ଟାଡିୟମରେ ମଙ୍ଗଳବାର ଭାରତ-ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଖେଳ ଜାରି ରହିଛି। ଟେଷ୍ଟ ଏବଂ ଟି୨୦ ସିରିଜରେ ଇଂଲଣ୍ଡକୁ ହରାଇବା ପରେ ଏବେ ଦିନିକିଆରେ ମଧ୍ୟ ବାଜିମାତ କରିବା ଲକ୍ଷ୍ୟରେ ଭାରତୀୟ ଦଳ। ଏଭଳି ସ୍ଥିତିରେ…
ବିଶାଳ ଟାର୍ଗେଟ ଛିଡ଼ା କଲା ଭାରତ
ପୁଣେ,୨୩।୩: ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଆଗରେ ୩୧୮ ରନ୍ର ବିଶାଳ ଟାର୍ଗେଟ ଛିଡ଼ା କରିଛି ଟିମ୍ ଇଣ୍ଡିଆ। ଶିଖର ଧାଓ୍ବନ, ଅଧିନାୟକ ବିରାଟ କୋହଲି, ଲୋକେଶ ରାହୁଲ ଓ କ୍ରୁନାଲ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକୀୟ…
ଜବରଦସ୍ତ ଫର୍ମରେ ଅଧିନାୟକ: ଇଂଲଣ୍ଡ ବିପକ୍ଷରେ ଅର୍ଦ୍ଧଶତକ ମାରି ଭାଙ୍ଗିଲେ ଏକାଧିକ ରେକର୍ଡ
ପୁଣେ,୨୩।୩: ମଙ୍ଗଳବାର ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ବିରାଟ କୋହଲି ନୂଆ ଉପଲବ୍ଧି ହାସଲ କରିଛନ୍ତି। ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ୍ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ରେ କୋହଲି ୫୦ ବଲ୍ରେ ୬ ଚୌକା ସହ ନିଜର ୬୧ତମ ଅର୍ଦ୍ଧଶତକ…
ଏପ୍ରିଲ ୧ରୁ ଆରମ୍ଭ ହେବ ୩ୟ ପର୍ଯ୍ୟାୟ ଟିକାକରଣ ପ୍ରକ୍ରିୟା
ନୂଆଦିଲ୍ଲୀ,୨୩।୩: ଆସନ୍ତା ଏପ୍ରିଲ ୧ ତାରିଖରୁ କରୋନା ଟିକାକରଣ ପ୍ରକ୍ରିୟାର ତୃତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୪୫ ଓ ତା’ଠାରୁ ଊର୍ଦ୍ଧ୍ୱ ବୟସର ନାଗରିକଙ୍କୁ ଟିକା ଦିଆଯିବ। ଏ ନେଇ କେନ୍ଦ୍ର ସରକାର ମଙ୍ଗଳବାର ଘୋଷଣା କରିଛନ୍ତି।…
ବାଲେଶ୍ୱରରେ ଶିଳ୍ପ ସମୀକ୍ଷା କରୁଛନ୍ତି ଅସିତ ତ୍ରିପାଠୀ
ବାଲେଶ୍ୱର ଅଫିସ ୨୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ ମଙ୍ଗଳବାର ବାଲେଶ୍ୱର ଗସ୍ତରେ ଅଛନ୍ତି। ବାଲେଶର, ଭଦ୍ରକ ଏବଂ ମୟୂରଭଞ୍ଜ ତିନୋଟି ଜିଲାକୁ ନେଇ ବାଲେଶ୍ୱରରେ ସେ ଶିଳ୍ପ ସମୀକ୍ଷା କରୁଛନ୍ତି। ଏହି ଅବସରରେ ତିନୋଟି ଜିଲାରୁ…
ବରୁଣେଇ ସଂରକ୍ଷିତ ଜଙ୍ଗଲରେ ଅଗ୍ନିକାଣ୍ଡ
ଖୋର୍ଦ୍ଧା ଅଫିସ, ୨୩।୩: ଖୋର୍ଦ୍ଧା ଜିଲା ବରୁଣେଇ ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ଜଟଣୀ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ବିଭିନ୍ନ ସ୍ଥାନରେ ନିଆ ଲାଗିଯିବାରୁ ତାକୁ ଆୟତ କରିବାକୁ ଅଗ୍ନିଶମ…
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ୩ ଥାନାରେ ଅଟକ, ଗିରଫ ଦାବିରେ ରାସ୍ତା ଅବରୋଧ
ବାହାନଗା,୨୩।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ଗୋପାଳପୁର ଫାଣ୍ଡି ଅଧୀନ କଲ୍ୟାଣୀ ପଞ୍ଚାୟତ ଅରଳା ଗ୍ରାମର ଜଣେ ଯୁବକଙ୍କୁ ସୋମବାର ସନ୍ଧ୍ୟାରେ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ନରେନ୍ଦ୍ର ଜେନାଙ୍କ ପୁଅ ପ୍ରଶାନ୍ତ(୩୩)। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି…
ଓଟ୍ସ ଲଡୁ
ଆବଶ୍ୟକ ସାମଗ୍ରୀ-ବାଦାମ- ଅଧା କପ୍, ଓଟ୍ସ- ୧ କପ୍, ଗୁଡ଼- ଅଧାକପ୍, ରାଶି- ୧ ଚାମଚ ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ କଡ଼ାଇ ଗରମ କରି ସେଥିରେ ବାଦାମକୁ ଭାଜି ଦିଅନ୍ତୁ। ଭଲଭାବେ ବାଦାମ ଭାଜି ହୋଇଗଲା ପରେ ତାକୁ ଥଣ୍ଡା କରି…
ଆଖିବୁଜିଲେ ଏହି ଲୋକପ୍ରିୟ ଅଭିନେତା
ତାମିଲ ଇଣ୍ଡଷ୍ଟ୍ରିର ଜଣେ ଲୋକପ୍ରିୟ ଅଭିନେତା ଥୀପାଟ୍ଟି ଗଣେଷାନଙ୍କର ସୋମବାର ସକାଳେ ପରଲୋକ ଘଟିଛି। ହୃଦ୍ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏ ନେଇ ଫିଲ୍ମ ନିର୍ଦ୍ଦେଶକ ସେନୁ ରାମସ୍ବାମୀ ସୋସିଆଲ ମିଡିଆରେ ଲେଖି ଜଣାଇଛନ୍ତି। ସେ ଲେଖିଛନ୍ତି, ମୋର…
କୋଭିଡ କଟକଣା ମଧ୍ୟରେ ହେଲା ଝାମୁଯାତ୍ରା: ନିଆଁରେ ଚାଲିଲେ ମାନସିକଧାରୀ
ଗଞ୍ଜାମ,୨୩।୩(ଡି.ଏନ୍.ଏ.): ଗଞ୍ଜାମ ସହର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏଲଏମା ମନ୍ଦିରରେ ଚଳିତ ବର୍ଷ ଝାମୁଯାତ୍ରା କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଛି। ଏ ନେଇ ଶହ ଶହ ମାନସିକଧାରୀ ନିଆଁରେ ଚାଲିଛନ୍ତି। ସେଠାରେ ପାନୀୟ ଜଳ ବ୍ୟବସ୍ଥା ଓ…
ଛୋଟ ପୋଷାକ ପିନ୍ଧି ମନ୍ଦିରରେ ପ୍ରବେଶ କରିବା ମନା
ପାଲନପୁର,୨୩।୩: ଭାରତୀୟ ପରମ୍ପରା ଅନୁସାରେ ମନ୍ଦିରକୁ ଯିବା ସମୟରେ ଶାଢ଼ି, ଧୋତି, କୁର୍ତା ଆଦି ପିନ୍ଧାଯାଇଥାଏ। ତେବେ ସମୟ ବଦଳିବା ସହିତ ଲୋକଙ୍କ ରୁଚିରେ ପରିବର୍ତ୍ତନ ଆସିଛି। ଲୋକେ ନିଜ ପସନ୍ଦର ଛୋଟ ପୋଷାକ ପିନ୍ଧି ମନ୍ଦିରରେ ପ୍ରବେଶ କରୁଛନ୍ତି। ତେବେ…
ମୋତେ ହତ୍ୟା କରାଯିବାକୁ ଚାଲିଥିଲା ଚେଷ୍ଟା: ତେଜସ୍ବୀ
ପାଟନା,୨୩।୩: ବିହାରରେ ବଢୁଥିବା ଅପରାଧ ଏବଂ ବେରୋଜଗାରକୁ ନେଇ ମଙ୍ଗଳବାର ପାଟନାରେ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ପକ୍ଷରୁ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜେପି ଗୋଲାମ୍ବରରୁ ଏହି ବିକ୍ଷୋଭ ଆରମ୍ଭ ହୋଇଛି। ଏହାସହ ଆରଜେଡି ପକ୍ଷରୁ ବିଧାନସଭା ଘେରାଉ କରାଯାଇଛି। ପୋଲିସ…
Archives


