ଏମିତି ଜିତିଲେ ଭାରତ ହେବ ବିଶ୍ୱର ନମ୍ବର-୧
ପୁଣେ,୨୩।୩: ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ ଇଂଲଣ୍ଡକୁ ୩-୨ରେ ପରାସ୍ତ କରିବା ପରେ ଏବେ ଟିମ ଇଣ୍ଡିଆ ଏକଦିବସୀୟ ସିରିଜ ଉପରେ ନଜର ରଖିଛି। ମଙ୍ଗଳବାରଠାରୁ ପୁଣେରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ଟି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ…
ଭାବନାତ୍ମକ ବିକାଶ ଜରୁରୀ
ପିଲାଙ୍କୁ ଇଣ୍ଟେଲିଜେଣ୍ଟ କରିବା ପାଇଁ ସମସ୍ତେ ଗୁରୁତ୍ୱ ଦେଇଥାନ୍ତି, କିନ୍ତୁ ସେମାନଙ୍କର ପୂର୍ଣ୍ଣାଙ୍ଗ ବିକାଶ ନିମନ୍ତେ ଭାବନାତ୍ମକ ମୂଲ୍ୟବୋଧ ରହିବା ବି ଜରୁରୀ। ତେଣୁ ଏସବୁ ଦୃଷ୍ଟିରୁ ସେମାନଙ୍କୁ ଛୋଟବେଳୁ ବିଭିନ୍ନ ବିଷୟରେ ଶିକ୍ଷା ଦିଅନ୍ତୁ… ଘରେ ବିଭିନ୍ନ ଗୃହପାଳିତ ପଶୁ…
ଶୁଭେନ୍ଦୁଙ୍କ ଶରଣରେ ଅପରାଧୀ: ଟିଏମ୍ସି
କୋଲକାତା,୨୩।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ମାଚ୍ଚ ୨୭ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ରାଜ୍ୟରେ ଭାଜପା ଏବଂ ତୃଣମୂଳ କଂଗ୍ରେସ(ଟିଏମ୍ସି) ମଧ୍ୟରେ…
୩ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟ ପୁରସ୍କାର
ଭୁବନେଶ୍ୱର,୨୩।୩ (ବ୍ୟୁରୋ):୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସୋମବାର ଘୋଷଣା ହୋଇଛି। ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ସବ୍ୟସାଚୀ ମହାପାତ୍ରଙ୍କ ‘ଶଲାବୁଢ଼ାର ବଦ୍ଲା’ ଓ ପଦ୍ମଶ୍ରୀ ନୀଳମାଧବ ପଣ୍ଡାଙ୍କ ‘କାଲିର ଅତୀତ’ ମନୋନୀତ ହୋଇଛି। ସେହିପରି କଳା ଓ ସଂସ୍କୃତିକୁ ନେଇ ଆଶୁତୋଷ…
ଇସ୍ପାତ ପ୍ରକଳ୍ପରୁ ଓହରିଗଲେ ୪ କମ୍ପାନୀ
ଭୁବନେଶ୍ୱର,୨୩।୩(ବ୍ୟୁରୋ):ରାଜ୍ୟରେ ଇସ୍ପାତ ଶିଳ୍ପ ସ୍ଥାପନ କରିବାକୁ ରାଜ୍ୟ ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କରିଥିବା ୪ କମ୍ପାନୀ ପ୍ରକଳ୍ପରୁ ଓହରି ଯାଇଛନ୍ତି। ବିଧାୟକ ନାଉରି ନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଇସ୍ପାତ ଓ ଖଣିମନ୍ତ୍ରୀ ପ୍ରଫୁଲ୍ଲ ସାମଲ ବିଧାନସଭାରେ ଏହି…
ଦ୍ୱାଦଶ ଶ୍ରେଣୀ ଫେଲ୍ ହେବାରୁ ଘର ଛାଡି ମୁମ୍ବାଇ ପଳାଇ ଆସିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଆଜି ତାଙ୍କର ୩୪ତମ ଜନ୍ମଦିନ ପାଳନ କରୁଛନ୍ତି। ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ କଙ୍ଗନା ଏକ ବଡ଼ ଉପହାର ଗ୍ରହଣ କରିଛନ୍ତ। ଚଳଚ୍ଚିତ୍ର ‘ମଣିକର୍ଣ୍ଣିକା’ ଏବଂ ‘ପଙ୍ଗା’ ପାଇଁ ତାଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି।…
ରାଜ୍ୟର ଋଣଭାର ୧,୦୩,୪୧୦ କୋଟି
ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ମୁଣ୍ଡ ପିଛା ଋଣ ଭାର ବଢ଼ି ବଢ଼ି ଚାଲିଛି। ୨୦୦୯-୧୦ରେ ମୁଣ୍ଡପିଛା ଋଣ ୯,୧୮୦ ଟଙ୍କା ଥିବାବେଳେ ୨୦୨୧ ଜାନୁୟାରୀ ସୁଦ୍ଧା ୨୩,୫୨୪ ଟଙ୍କା ହୋଇଛି। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ…
ଇସ୍ରାଏଲ୍ ନିର୍ବାଚନ: ନେତାନ୍ୟାହୁଙ୍କ ପାଇଁ କଡ଼ା ପରୀକ୍ଷା
ଜେରୁଜେଲମ୍,୨୩।୩: ମଙ୍ଗଳବାର ଇସ୍ରାଏଲ୍ରେ ୨ ବର୍ଷ ମଧ୍ୟରେ ଚତୁର୍ଥ ଥର ପାଇଁ ନିର୍ବାଚନ ହେଉଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ପାଇଁ ଏହା କଡ଼ା ପରୀକ୍ଷା ନେଇ ଆସିଛି। ନିର୍ବାଚନ ପୂର୍ବରୁ ଦେଶର ବିଭିନ୍ନ ଅଞ୍ଚଳରେ ନେତାନ୍ୟାହୁଙ୍କ ବିରୋଧରେ ପ୍ରଦର୍ଶନ କରାଯାଇଛିି। ତେଣୁ…
ମହାତ୍ମା ଗାନ୍ଧୀଙ୍କ ଉପରେ ସ୍ବତନ୍ତ୍ର ଆଲୋଚନା ଆଜି
ଭୁବନେଶ୍ୱର,୨୩।୩(ବ୍ୟୁରୋ): ମଙ୍ଗଳବାର ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତକୁ ଶହେ ବର୍ଷ ପୂରଣ ହେବ। ସେଥିପାଇଁ ବିଧାନସଭାରେ ଏକ ସ୍ବତନ୍ତ୍ର ଆଲୋଚନା ହେବ। ଏ ନେଇ ସର୍ବସମ୍ମତି କ୍ରମେ ଏକ ସଙ୍କଳ୍ପ ପାରିତ କରାଯିବ। ସୋମବାର ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି।…
ବଢୁଛି ସାଇବର ଅପରାଧ
ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ସାଇବର ଅପରାଧ ବଢି ଚାଲିଛି। ଗତ ଦୁଇ ବର୍ଷ (୨୦୧୯-୨୦) ମଧ୍ୟରେ ସାଇବର ଅପରାଧୀମାନେ ସାଧାରଣ ଲୋକଙ୍କଠାରୁ ୫୧.୧୫ କୋଟି ଟଙ୍କା ଠକି ନେଇଛନ୍ତି। ବିଜେଡି ସଭ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ…
ଫଳକରେ ସୀମିତ ପିପିଲି ବସ୍ଷ୍ଟାଣ୍ଡ
ପିପିଲି,୨୩।୩(ସ୍ବ.ପ୍ର.): ପିପିଲିରେ ଏବେ ଚାଲିଛି ଉପନିର୍ବାଚନର ତାତି। ଏ ନେଇ ସମସ୍ତ ଦଳ ପିପିଲିର ମୁଖ୍ୟ ସମସ୍ୟାଗୁଡ଼ିକୁ ଜନସାଧାରଣଙ୍କ ସମ୍ମୁଖରେ କିଭଳି ସମାଧାନ କରିବେ ସେନେଇ ଆଲୋଚନା ଚାଲିଛି। ରାସ୍ତାଘାଟଠାରୁ ଆରମ୍ଭ ହୋଇ ଫନୀ ବାତ୍ୟାରେ କ୍ଷୟକ୍ଷତି ହୋଇଥିବା ପ୍ରକୃତ ହିତାଧିକାରୀମାନଙ୍କୁ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୧୩ ଜଣଙ୍କ ଜୀବନ
ଗ୍ବାଲିୟର୍,୨୩।୩: ମଧ୍ୟପ୍ରଦେଶର ଗ୍ବାଲିୟରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଗ୍ବାଲିୟରର ପୁରୁଣା କ୍ୟାଣ୍ଟନମେଣ୍ଟ ପୋଲିସ ଷ୍ଟେଶନ ଅଞ୍ଚଳରେ ମଙ୍ଗଳବାର ସକାଳେ ବସ ଏବଂ ଅଟୋ ମଧ୍ୟରେ ପ୍ରବଳ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା…
Archives


