Home Left

ଶ୍ରୀମନ୍ଦିରରେ ଗାନ୍ଧୀ

ସେ ଦିନ ଥିଲା ୧୯୨୧ ମାର୍ଚ୍ଚ ୨୩। କଟକ ରେଳ ଷ୍ଟେଶନ ପାଲଟିଥିଲା ଜନ ସମୁଦ୍ର। ଅସଂଖ୍ୟ ଜନତାଙ୍କ ଆକାଂକ୍ଷିତ ମଣିଷ ମହାତ୍ମା ଗାନ୍ଧୀ ପାଦ ଦେଇଥିଲେ ଉତ୍କଳ ଭୂଇଁରେ। ଓଡ଼ିଶା ଇତିହାସର ଏହି ସ୍ମରଣୀୟ ଦିବସର ଆଜି ଶତବାର୍ଷିକୀ। ଗାନ୍ଧିଜୀଙ୍କ…

୧୭.୩୭ କୋଟି ଟଙ୍କାରେ ବିକ୍ରି ହେଲା ପ୍ରଥମ ଟୁଇଟ୍‌

ନ୍ୟୁୟର୍କ,୨୩।୩: ଟୁଇଟର୍‌ ସିଇଓ ଜ୍ୟାକ ଦୋର୍ସିଙ୍କ ପ୍ରଥମ ଟ୍ବିଟ୍‌ ୧୭.୩୭ କୋଟି ଟଙ୍କାରେ ନିଲାମ ହୋଇଛି। ଏହି ପରିମାଣକୁ ବିଟକଏନ କୁ ଦାନ କରିଛନ୍ତି। ଏହାକୁ ଏକ ବୈଷୟିକ କମ୍ପାନୀ ବ୍ରିଜ ଓରାକଲର ସିଇଓ ସିନା ଏସ୍ତାଭି କିଣିଛନ୍ତି। ଏହି ଟୁଇଟ…

ଜୀବିକା ପାଇଁ ଜୀବନ ବିପଦ

ମହାକାଳପଡ଼ା,୨୩।୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ, ଲୁଣା, ପାଇକା, ଗୋବରୀ ଆଦି ନଦୀ ରହିଛି। ଗଭୀର ନଦୀରେ ବୁଡି ଶ୍ରମିକମାନେ ପେଟ ପାଟଣା ପାଇଁ ନିଜ ଜୀବନକୁ ବାଜି ଲଗାଇ ବାଲି ସଂଗ୍ରହ କରୁଛନ୍ତି। ସେମାନେ ପାଳି କରି…

ମେ’ ୨୩ରେ ଓସିଏସ୍‌ ପ୍ରିଲିମ୍‌

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌(ଓସିଏସ୍‌) ପ୍ରିଲିମ୍‌ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଆସନ୍ତା ମେ’ ୨୩ରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁର ଆଦି ୫ଟି ଜୋନ୍‌ରେଏହି ପରୀକ୍ଷା ଅନୁଷ୍ଠିତ ହେବ।…

ବିଚାରପତିଙ୍କ ସନ୍ଦିଗ୍ଧ ଚରିତ୍ର ବିପଜ୍ଜନକ

କଟକ ଅଫିସ,୨୩।୩: ଜଣେ ବିଚାରପତିଙ୍କ ଆଇନଗତ ଜ୍ଞାନ ଯଥେଷ୍ଟ ରହିଥିଲେ ସୁଦ୍ଧା ଯଦି ତାଙ୍କଠାରେ ସଚ୍ଚୋଟତା ବା ସାଧୁତାର ଅଭାବ ରହିବ ଏବଂ ତାଙ୍କ ଚରିତ୍ର ସନ୍ଦେହଜନକ ରହିବ ତେବେ ଏହା ନ୍ୟାୟ ବ୍ୟବସ୍ଥାର ସୁପରିଚାଳନା ପ୍ରତି ବିପଦ ବୋଲି ଓଡ଼ିଶା…

ମତଦାନର ୭୨ ଘଣ୍ଟା ପୂର୍ବରୁ ବାଇକ୍‌ ରାଲି ବନ୍ଦ

ନୂଆଦିଲ୍ଲୀ,୨୩।୩ (ପି.ଟି.): ନିର୍ବାଚନ ହେବାକୁ ଥିବା ସମସ୍ତ ଆସନରେ ମତଦାନର ୭୨ ଘଣ୍ଟା ପୂର୍ବରୁ ବାଇକ୍‌ ରାଲିକୁ ନିର୍ବାଚନ କମିଶନ ନିଷିଦ୍ଧ କରିଛନ୍ତି। ଅର୍ଥାତ୍‌ ଭୋଟଦାନ ଦିନ ଏବଂ ଏହାର ପୂର୍ବ ୩ ଦିନ କୌଣସି ବାଇକ୍‌ ରାଲି ଆୟୋଜନ କରାଯାଇପାରିବ…

ନାଇଜର ସୀମାରେ ଆକ୍ରମଣ, ୪୦ ମୃତ

ନିଆମେ, ୨୩ା୩: ନାଇଜରର ତାହୋଆ ଅଞ୍ଚଳରେ ଏକ ସଶସ୍ତ୍ର ଆକ୍ରମଣ ଯୋଗୁ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ସେନା ଓ ଆକ୍ରମଣକାରୀ ମୁହାଁମୁହିଁ ହୋଇଥିଲେ। ସମ୍ପ୍ରତି ରାଷ୍ଟ୍ରପତି ନିର୍ବାଚନ ପରେ ନାଇଜରରେ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ମହମ୍ମଦ ବେଜୋମ ରାଷ୍ଟ୍ରପତି…

ଶେଖ୍‌ ମୁଜିବୁର ରହମାନ, ସୁଲତାନ କାବୁସ୍‌ ପାଇବେ ଗାନ୍ଧୀ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ,୨୩।୩: ବାଂଲାଦେଶର ରାଷ୍ଟ୍ରପିତା କୁହାଯାଉଥିବା ଶେଖ୍‌ ମୁଜିବୁର ରହମାନଙ୍କୁ ଗାନ୍ଧୀ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ। କରୋନା ମହାମାରୀ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରଥମ ବିଦେଶ ଗସ୍ତରେ ବାଂଲାଦେଶ ଯିବାକୁ ଥିବାବେଳେ ଏହା ପୂର୍ବରୁ ସରକାର ଏଭଳି ନିଷ୍ପତ୍ତି…

କୋଲେଷ୍ଟରଲକୁ ସନ୍ତୁଳିତ ରଖେ ଅମୃତଭଣ୍ଡା

ଅମୃତଭଣ୍ଡା ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ କହିବା ବାହୁଲ୍ୟ। ଏଥିରେ ଏପରି ତତ୍ତ୍ୱ ରହିଛି ଯାହା ଶରୀର ଭିତରେ କୋଲେଷ୍ଟରଲକୁ ସନ୍ତୁଳିତ ରଖିଥାଏ। କେବଳ ସେତିିକି ନୁହେଁ, ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ଏହା ବେଶ୍‌ ସହାୟକ ହୋଇଥାଏ।…

ବିଆର୍‌ପିଏଲ୍‌ ଏକ ସଙ୍ଗମ

ଯାଜପୁର ଅଫିସ,୨୩ା୩: ଶିଳ୍ପାଞ୍ଚଳ ଦ୍ୱାରା ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ରାଜ୍ୟ ସରକାର କହି ଆସୁଛନ୍ତି। ଏଭଳି ସମ୍ଭାବନାକୁ ଦୃଷ୍ଟିରେ ରଖି ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ନିକଟବର୍ତ୍ତୀ ବାସିନ୍ଦା ଶିଳ୍ପ…

ଗୃହରେ ମାହାଙ୍ଗା ଝଡ଼

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ମାହାଙ୍ଗା ଡବଲମର୍ଡର ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ରହିଛି। ମାମଲା ୧୩ ନମ୍ବର ଅଭିଯୁକ୍ତ ଭାବେ ତାଙ୍କ ନାମ ଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ଦିଗରେ ଚୁପ୍‌…

ଲାଙ୍କାଶାୟାର ଦଳରୁ ଖେଳିବେ ଶ୍ରେୟାସ ଆୟାର

ମାଞ୍ଚେଷ୍ଟର, ୨୩ା୩ (ପି.ଟି.)- ରୟାଲ ଲଣ୍ଡନ କପ୍‌ ୨୦୨୧ ପାଇଁ ଭାରତୀୟ ବ୍ୟାଟ୍ସମ୍ୟାନ ଶେୟାସ ଆୟାର ଲାଙ୍କାଶାୟାର କ୍ରିକେଟ ଦଳରେ ଯୋଗ ଦେଇଛନ୍ତି। କାଉଣ୍ଟି କ୍ଲବ ତରଫରୁ ସୋମବାର ଘୋଷଣା କରାଯାଇଛି। ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଆୟାର ଜୁଲାଇ ୧୫ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri