ନାଇଜର ସୀମାରେ ଆକ୍ରମଣ, ୪୦ ମୃତ
ନିଆମେ, ୨୩ା୩: ନାଇଜରର ତାହୋଆ ଅଞ୍ଚଳରେ ଏକ ସଶସ୍ତ୍ର ଆକ୍ରମଣ ଯୋଗୁ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ସେନା ଓ ଆକ୍ରମଣକାରୀ ମୁହାଁମୁହିଁ ହୋଇଥିଲେ। ସମ୍ପ୍ରତି ରାଷ୍ଟ୍ରପତି ନିର୍ବାଚନ ପରେ ନାଇଜରରେ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ମହମ୍ମଦ ବେଜୋମ ରାଷ୍ଟ୍ରପତି…
ଶେଖ୍ ମୁଜିବୁର ରହମାନ, ସୁଲତାନ କାବୁସ୍ ପାଇବେ ଗାନ୍ଧୀ ଶାନ୍ତି ପୁରସ୍କାର
ନୂଆଦିଲ୍ଲୀ,୨୩।୩: ବାଂଲାଦେଶର ରାଷ୍ଟ୍ରପିତା କୁହାଯାଉଥିବା ଶେଖ୍ ମୁଜିବୁର ରହମାନଙ୍କୁ ଗାନ୍ଧୀ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ। କରୋନା ମହାମାରୀ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରଥମ ବିଦେଶ ଗସ୍ତରେ ବାଂଲାଦେଶ ଯିବାକୁ ଥିବାବେଳେ ଏହା ପୂର୍ବରୁ ସରକାର ଏଭଳି ନିଷ୍ପତ୍ତି…
କୋଲେଷ୍ଟରଲକୁ ସନ୍ତୁଳିତ ରଖେ ଅମୃତଭଣ୍ଡା
ଅମୃତଭଣ୍ଡା ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ କହିବା ବାହୁଲ୍ୟ। ଏଥିରେ ଏପରି ତତ୍ତ୍ୱ ରହିଛି ଯାହା ଶରୀର ଭିତରେ କୋଲେଷ୍ଟରଲକୁ ସନ୍ତୁଳିତ ରଖିଥାଏ। କେବଳ ସେତିିକି ନୁହେଁ, ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ଏହା ବେଶ୍ ସହାୟକ ହୋଇଥାଏ।…
ବିଆର୍ପିଏଲ୍ ଏକ ସଙ୍ଗମ
ଯାଜପୁର ଅଫିସ,୨୩ା୩: ଶିଳ୍ପାଞ୍ଚଳ ଦ୍ୱାରା ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ରାଜ୍ୟ ସରକାର କହି ଆସୁଛନ୍ତି। ଏଭଳି ସମ୍ଭାବନାକୁ ଦୃଷ୍ଟିରେ ରଖି ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ନିକଟବର୍ତ୍ତୀ ବାସିନ୍ଦା ଶିଳ୍ପ…
ଗୃହରେ ମାହାଙ୍ଗା ଝଡ଼
ଭୁବନେଶ୍ୱର,୨୩ା୩(ବ୍ୟୁରୋ): ମାହାଙ୍ଗା ଡବଲମର୍ଡର ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ରହିଛି। ମାମଲା ୧୩ ନମ୍ବର ଅଭିଯୁକ୍ତ ଭାବେ ତାଙ୍କ ନାମ ଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ଦିଗରେ ଚୁପ୍…
ଲାଙ୍କାଶାୟାର ଦଳରୁ ଖେଳିବେ ଶ୍ରେୟାସ ଆୟାର
ମାଞ୍ଚେଷ୍ଟର, ୨୩ା୩ (ପି.ଟି.)- ରୟାଲ ଲଣ୍ଡନ କପ୍ ୨୦୨୧ ପାଇଁ ଭାରତୀୟ ବ୍ୟାଟ୍ସମ୍ୟାନ ଶେୟାସ ଆୟାର ଲାଙ୍କାଶାୟାର କ୍ରିକେଟ ଦଳରେ ଯୋଗ ଦେଇଛନ୍ତି। କାଉଣ୍ଟି କ୍ଲବ ତରଫରୁ ସୋମବାର ଘୋଷଣା କରାଯାଇଛି। ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଆୟାର ଜୁଲାଇ ୧୫ରେ…
ଆମେରିକାରେ ବିସ୍ଫୋରଣ: ଜଣେ ପୋଲିସ ଅଧିକାରୀଙ୍କ ସମେତ ଚାଲିଗଲା ୧୦ ଜଣଙ୍କ ଜୀବନ
ଓ୍ବାଶିଂଟନ୍,୨୩।୩: ଆମେରିକାର କୋଲୋରୋଡର ବୋଲ୍ଡରରେ ଥିବା ଏକ ଭିଡ଼ ବହୁଳ ସୁପରମାର୍କେଟରେ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଜଣେ ପୋଲିସ କର୍ମଚାରୀଙ୍କ ସମେତ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ କହିଛି। ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳି ଚଳାଇ ଫେରାର ହୋଇଯାଇଥିଲେ।…
ଜାତୀୟ ପାରା ଆଥଲେଟିକ୍ସ: ଓଡ଼ିଶାରୁ ଭାଗନେବେ ୧୧ ପ୍ରତିଯୋଗୀ
ଭୁବନେଶ୍ୱର, ୨୩।୩(କ୍ରୀଡ଼ା ପ୍ରତିନିଧି)-ଜାତୀୟ ପାରା ଆଥଲେଟିକ୍ସର ୧୯ତମ ସଂସ୍କରଣ ଚଳିତମାସ ୨୪ରୁ ୨୭ ପର୍ଯ୍ୟନ୍ତ ବେଙ୍ଗାଲୁରୁର କାନ୍ତିରଭା ଏବଂ ବିଦ୍ୟାନଗର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏଥିପାଇଁ ୧୧ ଆଥଲେଟ୍ଙ୍କୁ ମିଶାଇ ୧୩ ଜଣିଆ ଓଡ଼ିଶା ଦଳ ସୋମବାର ଘୋଷଣା କରାଯାଇଛି। ଆଗାମୀ…
ଅନୁମତି ପୂର୍ବରୁ ଅକ୍ତିଆର
ଅନୁଗୋଳ ଅଫିସ, ୨୩।୩ ସରକାରୀ ଜାଗା କେହି ଜବରଦଖଲ କଲେ ପ୍ରଶାସନ ପୋଲିସ ଲଗାଇ ଉଚ୍ଛେଦ କରେ। ହେଲେ ଖୋଦ୍ ପୋଲିସ ଯଦି ଜବରଦଖଲକାରୀ ସାଜେ ତା’ହେଲେ ପ୍ରଶାସନ କି ପଦକ୍ଷେପ ନେବ। ଏପରି ଏକ ପ୍ରଶ୍ନର ଉତ୍ତରକୁ ଗତ ୧୭…
୪୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ହାଡ, କଙ୍କାଳରେ ନିର୍ମିତ ଚର୍ଚ୍ଚ, ଫଟୋ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ
ଦୁନିଆରେ ଏମିତି ଏକ ଚର୍ଚ୍ଚ ରହିଛି, ଯାହା ୪୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ହାଡରେ ତିଆରି ହୋଇଛି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହା ‘ଚର୍ଚ୍ଚ ଅଫ୍ ବୋନ୍ସ’ ନାମରେ ପରିଚିତ। ଏହାର ପ୍ରତିଷ୍ଠା ପଛର ରହିଥିବା କାହାଣୀ…
କିଡ୍ନୀ ସମସ୍ୟା
କିଡ୍ନୀ ସମସ୍ୟାର କାରଣ ସମ୍ପର୍କରେ ଆମେ ଅବଗତ ହେବା ନିହାତି ଜରୁରୀ। କାରଣ ବେଳେବେଳେ କେତେଜଣ ଏହାର ଲକ୍ଷଣ ବିଷୟରେ ଅବଗତ ନ ଥାନ୍ତି। ଯେତେବେଳେ ସମସ୍ୟା ଗୁରୁତର ହୁଏ ସେତେବେଳେ ସେମାନେ ଡାକ୍ତରଙ୍କର ପରାମର୍ଶ ନେଇଥାଆନ୍ତି। ହେଲେ ଏହି ସମୟରେ…
ରେଷ୍ଟୁରାଣ୍ଟରେ ମାସ୍କ ଲଗାଇବାକୁ ମନାକଲେ ମହିଳା ଗ୍ରାହକ, ଓ୍ବେଟର ଛାଡିଦେଲେ ଚାକିରି, ଆଉ ତା ପରେ…
ମହାମାରୀ କରୋନା ପୁଣିଥରେ ସମଗ୍ର ବିଶ୍ୱରେ ତାର କାୟା ବିସ୍ତାର କରିବାରେ ଲାଗିଛି। ପୂର୍ବଭଳି ସାମାଜିକ ଦୂରତା ଏବଂ ମାସ୍କର ଆବଶ୍ୟକତା ପଡ଼ୁଛି। ଅଧିକାଂଶ ଲୋକ ଅଛନ୍ତି ଯେଉଁମାନେ କରୋନା ଭୟରେ ସବୁବେଳେ ମାସ୍କ ଲଗାଇବା ସହ ସାମାଜିକ ଦୂରତା ମଧ୍ୟ…
Archives


