ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଣୀ ଚିକିତ୍ସକ
ଭୁବନେଶ୍ୱର, ୨୨ା୩ (ବ୍ୟୁରୋ):କାର୍ଯ୍ୟରତ ପ୍ରାଣୀ ଚିକିତ୍ସକମାନଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ତୁରନ୍ତ ଆଇନ ପ୍ରଣୟନ ସମେତ ବିଭିନ୍ନ ଦାବି ନେଇ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା ସଂଘ। ସଂଘ ଅଭିଯୋଗ କରିଛି ଯେ, ପ୍ରାଣୀଚିକିତ୍ସକମାନେ ବାକ୍ଶକ୍ତିହୀନ ପ୍ରାଣୀମାନଙ୍କର…
ଶ୍ରୀମନ୍ଦିରକୁ ୩୧ କେଜି ରୁପା ଦାନ
ପୁରୀ ଅଫିସ,୨୨।୩:ଜଣେ ଦାତା ରବିବାର ଶ୍ରୀମନ୍ଦିରକୁ ୩୧ କେଜି ରୁପା ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟରେ ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଉପସ୍ଥିତିରେ ଦାତାଜଣକ ଏହି ରୁପା ପ୍ରଦାନ କରିଛନ୍ତି। ମା’ ବିମଳା ଓ ମହାଲକ୍ଷ୍ମୀଙ୍କ ମନ୍ଦିର…
ହିଙ୍ଗୁଳା ଖଣିରୁ କୋଇଲା ଚୋରି ଧରିଲା ଏସ୍ଟିଏଫ
ଭୁବନେଶ୍ୱର,୨୨।୩(ବ୍ୟୁରୋ):ରାଜ୍ୟରେ ଥିବା ବିଭିନ୍ନ ଖଣିରୁ କୋଇଲା ଓ ଅନ୍ୟାନ୍ୟ ଖଣିଜ ଚୋରା ଚାଲାଣ ହେଉଛି। ଗତ କିଛିଦିନ ତଳେ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ) ଅନୁଗୋଳ ଅଞ୍ଚଳରୁ ୪୦ ଟନ୍ ଚୋରା କୋଇଲା ଓ ୨ ଟ୍ରକ୍ ଜବତ କରିଥିବାବେଳେ…
ସଂକ୍ରମିତ ରକ୍ତ ଚିହ୍ନଟରେ ନାଟ୍-ପିସିଆର ପଦ୍ଧତି ସଫଳ
ଭୁବନେଶ୍ୱର, ୨୨।୩(ବ୍ୟୁରୋ):ସଂଗୃହୀତ ରକ୍ତକୁ ରୋଗୀଙ୍କୁ ଦେବା ପୂର୍ବରୁ ତାହାକୁ ବିଭିନ୍ନ ପର୍ଯ୍ୟାୟରେ ପରୀକ୍ଷାନିରୀକ୍ଷା କରାଯାଇଥାଏ। ଉକ୍ତ ରକ୍ତ ମ୍ୟାଲେରିଆ, ସିଫିଲିସ୍, ଏଚ୍ଆଇଭି, ହେପାଟାଇଟିସ୍-ବି ଓ ସି ଆଦି ଦ୍ୱାରା ସଂକ୍ରମିତ କି ନୁହେଁ, ତାହାର ଚିହ୍ନଟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। କାରଣ…
ଆନ୍ଧ୍ରରୁ ଫେରୁଛନ୍ତି ୨୩ ଦାଦନ ଶ୍ରମିକ
କେନ୍ଦ୍ରାପଡ଼ା ଅଫିସ, ୨୨ା୩: କେନ୍ଦ୍ରାପଡ଼ା ଜିଲାର ଦାଦନ ଶ୍ରମିକ ନିର୍ଯାତନା କାହାଣୀ ପୁଣି ଥରେ ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ବ୍ଲକ ଷଣ୍ଢପଲ୍ଲୀର ୨୩ ଜଣ ଯୁବତୀ ଓ ମହିଳା ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ହସ୍ତକ୍ଷେପ ପରେ ଫେରୁଛନ୍ତି।…
ଚାଉଳ ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟ
ଭୁବନେଶ୍ୱର, ୨୨ା୩(ବ୍ୟୁରୋ): ବିଗତ ଦୁଇ ଦଶନ୍ଧିରେ ରାଜ୍ୟ ସରକାରଙ୍କ ଦ୍ବାରା ଜଳସେଚନର ସୁବିଧା ଓ ସମୟୋଚିତ ଯୋଜନା ଫଳରେ ରାଜ୍ୟ କୃଷି କ୍ଷେତ୍ରରେ ପ୍ରଭୂତ ଉନ୍ନତି ହାସଲ କରିଛି। ଖାଦ୍ୟଶସ୍ୟ ଓ ଅନ୍ୟ କୃଷିଜାତ ଦ୍ରବ୍ୟ ଉତ୍ପାଦନ କ୍ରମାଗତ ଭାବେ ବୃଦ୍ଧି…
ସାତକୋଶିଆରେ କାହ୍ନା ଟିମ୍
ବନ୍ତଳା,୨୨ା୩(ଡି.ଏନ.ଏ.):ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍କ୍ଲୋଜର ମଧ୍ୟରେ ଦୀର୍ଘ ଅଢ଼େଇବର୍ଷ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟକୁ ଫେରାଇ ନିଆଯିବ। ରବିବାର କାହ୍ନା ଅଭୟାରଣ୍ୟର ଏକ ଟିମ୍ ସାତକୋଶିଆରେ ପହଞ୍ଚିବା ପରେ ଦୀର୍ଘଦିନର କଳ୍ପନା…
ଓଡ଼ିଆ ଶିଳ୍ପୀଙ୍କ ଦକ୍ଷତା ଉପରେ ସନ୍ଦେହ
ସ୍ଥାବର ତୀର୍ଥ ଚନ୍ଦ୍ରଭାଗା ତୀର୍ଥ ନାମରେ ଯେପରି ପ୍ରସିଦ୍ଧ, ଅର୍କତୀର୍ଥ ଭାବରେ ଠିକ୍ ସେହିପରି ପ୍ରସିଦ୍ଧ ଥିଲା। ମାଘ ମାସ ଶୁକ୍ଳ ସପ୍ତମୀ ଏହି ତୀର୍ଥ ପାଇଁ ପ୍ରଶସ୍ତ ଥିଲା। ଏବେ ବି ଅଛି। ବିଶ୍ୱାସ ରହିଛି ମାଘ ଶୁକ୍ଳ ସପ୍ତମୀରେ…
ଚାଷୀଙ୍କୁ ଭରସା ପବନଚାଳିତ ଶବ୍ଦଯନ୍ତ୍ର
ମହାକାଳପଡ଼ା,୨୨ା୩(ଡି.ଏନ୍.ଏ.):କେନ୍ଦ୍ରାପଡ଼ା ଜିଲା ଉପକୂଳ ବ୍ଲକ ମହାକାଳପଡ଼ା ଅଞ୍ଚଳର ରାମନଗର ପଞ୍ଚାୟତ ସ୍ଥାନୀୟ ବରଜ ବାହାକୁଦ ଗ୍ରାମର ଆମ୍ବଷୋଳଠାରେ କେତେଜଣ ଚାଷୀ ଖରାଦିନିଆ ଡାଳୁଅ ଧାନ ସହ ପନିପରିବା ଚାଷ କରିଛନ୍ତି। ବୁଲା ଗୋରୁ, ବନ୍ୟଜନ୍ତୁ, ପକ୍ଷୀଙ୍କ ଅବାଧ ପ୍ରବେଶରୁ ଚାଷକୁ ରକ୍ଷା…
ଆଜି ପୁରୀ, କୋଣାର୍କ ଆସିବେ ରାଷ୍ଟ୍ରପତି
ପୁରୀ ଅଫିସ/କୋଣାର୍କ,୨୨।୩ (ଡି.ଏନ୍.ଏ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ପୁରୀ ଓ କୋଣାର୍କ ଗସ୍ତରେ ଆସିବେ। ଏଥି ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ରବିବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନଶୃଙ୍ଖଳା) ଯଶୱନ୍ତ ଜେଠୱାଙ୍କ ତତ୍ତ୍ବାବଧାନରେ କାରକେଡ୍…
ଅନିୟନ୍ତ୍ରିତ ବ୍ୟବହାରରୁ ସଙ୍କଟ
ଯାଜପୁର ଅଫିସ,୨୨ା୩: ଜଳବାୟୁ ପରିବର୍ତ୍ତନ ଯୋଗୁ ଭୂପୃଷ୍ଠ ଜଳ ଭୂତଳକୁ ଝରିବା ହ୍ରାସ ପାଇଚାଲିଛି। ଏଭଳି ସ୍ଥଳେ ଭୂତଳ ଜଳର ମାତ୍ରାଧିକ ବ୍ୟବହାର ବଢ଼ିଚାଲିଛି। ଏଥିରୁ ଅନେକ ଅଞ୍ଚଳରେ ଜଳକ୍ଲିଷ୍ଟତା ଦେଖିବାକୁ ମିଳୁଛି। ଅନିୟନ୍ତ୍ରିତ ଭୂତଳ ଜଳ ବ୍ୟବହାରକୁ ରୋକିବା ପାଇଁ…
ଜୀବନ ବଞ୍ଚାଇବାକୁ ଦୌଡ଼ିଲେ ଗାଁ ଲୋକ
ରସୁଲପୁର/ଧର୍ମଶାଳା, ୨୨ା୩(ଡି.ଏନ୍.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତ କୁଣ୍ଡପାଟଣା ଗ୍ରାମରେ ରବିବାର ମଧ୍ୟାହ୍ନରେ ଗ୍ୟାସ ଚୁଲାରୁ ନିଆଁ ବ୍ୟାପୀ ୨୬ବଖରା ଜଳି ପାଉଁଶ ହୋଇଯାଇଛି। ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି। ତେବେ ନିଅଁାର ପ୍ରକୋପ ଏତେ ଅଧିକ ଥିଲା…
Archives


