Home Left

ସାତକୋଶିଆରେ କାହ୍ନା ଟିମ୍‌

ବନ୍ତଳା,୨୨ା୩(ଡି.ଏନ.ଏ.):ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍‌କ୍ଲୋଜର ମଧ୍ୟରେ ଦୀର୍ଘ ଅଢ଼େଇବର୍ଷ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟକୁ ଫେରାଇ ନିଆଯିବ। ରବିବାର କାହ୍ନା ଅଭୟାରଣ୍ୟର ଏକ ଟିମ୍‌ ସାତକୋଶିଆରେ ପହଞ୍ଚିବା ପରେ ଦୀର୍ଘଦିନର କଳ୍ପନା…

ଓଡ଼ିଆ ଶିଳ୍ପୀଙ୍କ ଦକ୍ଷତା ଉପରେ ସନ୍ଦେହ

ସ୍ଥାବର ତୀର୍ଥ ଚନ୍ଦ୍ରଭାଗା ତୀର୍ଥ ନାମରେ ଯେପରି ପ୍ରସିଦ୍ଧ, ଅର୍କତୀର୍ଥ ଭାବରେ ଠିକ୍‌ ସେହିପରି ପ୍ରସିଦ୍ଧ ଥିଲା। ମାଘ ମାସ ଶୁକ୍ଳ ସପ୍ତମୀ ଏହି ତୀର୍ଥ ପାଇଁ ପ୍ରଶସ୍ତ ଥିଲା। ଏବେ ବି ଅଛି। ବିଶ୍ୱାସ ରହିଛି ମାଘ ଶୁକ୍ଳ ସପ୍ତମୀରେ…

ଚାଷୀଙ୍କୁ ଭରସା ପବନଚାଳିତ ଶବ୍ଦଯନ୍ତ୍ର

ମହାକାଳପଡ଼ା,୨୨ା୩(ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ଉପକୂଳ ବ୍ଲକ ମହାକାଳପଡ଼ା ଅଞ୍ଚଳର ରାମନଗର ପଞ୍ଚାୟତ ସ୍ଥାନୀୟ ବରଜ ବାହାକୁଦ ଗ୍ରାମର ଆମ୍ବଷୋଳଠାରେ କେତେଜଣ ଚାଷୀ ଖରାଦିନିଆ ଡାଳୁଅ ଧାନ ସହ ପନିପରିବା ଚାଷ କରିଛନ୍ତି। ବୁଲା ଗୋରୁ, ବନ୍ୟଜନ୍ତୁ, ପକ୍ଷୀଙ୍କ ଅବାଧ ପ୍ରବେଶରୁ ଚାଷକୁ ରକ୍ଷା…

ଆଜି ପୁରୀ, କୋଣାର୍କ ଆସିବେ ରାଷ୍ଟ୍ରପତି

ପୁରୀ ଅଫିସ/କୋଣାର୍କ,୨୨।୩ (ଡି.ଏନ୍‌.ଏ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ପୁରୀ ଓ କୋଣାର୍କ ଗସ୍ତରେ ଆସିବେ। ଏଥି ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ରବିବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନଶୃଙ୍ଖଳା) ଯଶୱନ୍ତ ଜେଠୱାଙ୍କ ତତ୍ତ୍ବାବଧାନରେ କାରକେଡ୍‌…

ଅନିୟନ୍ତ୍ରିତ ବ୍ୟବହାରରୁ ସଙ୍କଟ

ଯାଜପୁର ଅଫିସ,୨୨ା୩: ଜଳବାୟୁ ପରିବର୍ତ୍ତନ ଯୋଗୁ ଭୂପୃଷ୍ଠ ଜଳ ଭୂତଳକୁ ଝରିବା ହ୍ରାସ ପାଇଚାଲିଛି। ଏଭଳି ସ୍ଥଳେ ଭୂତଳ ଜଳର ମାତ୍ରାଧିକ ବ୍ୟବହାର ବଢ଼ିଚାଲିଛି। ଏଥିରୁ ଅନେକ ଅଞ୍ଚଳରେ ଜଳକ୍ଲିଷ୍ଟତା ଦେଖିବାକୁ ମିଳୁଛି। ଅନିୟନ୍ତ୍ରିତ ଭୂତଳ ଜଳ ବ୍ୟବହାରକୁ ରୋକିବା ପାଇଁ…

ଜୀବନ ବଞ୍ଚାଇବାକୁ ଦୌଡ଼ିଲେ ଗାଁ ଲୋକ

ରସୁଲପୁର/ଧର୍ମଶାଳା, ୨୨ା୩(ଡି.ଏନ୍‌.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତ କୁଣ୍ଡପାଟଣା ଗ୍ରାମରେ ରବିବାର ମଧ୍ୟାହ୍ନରେ ଗ୍ୟାସ ଚୁଲାରୁ ନିଆଁ ବ୍ୟାପୀ ୨୬ବଖରା ଜଳି ପାଉଁଶ ହୋଇଯାଇଛି। ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି। ତେବେ ନିଅଁାର ପ୍ରକୋପ ଏତେ ଅଧିକ ଥିଲା…

ଦେଢ଼ଲକ୍ଷ ହେକ୍ଟର ବନୀକରଣ ଲକ୍ଷ୍ୟ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):ଚଳିତବର୍ଷ ରାଜ୍ୟରେ ୧ କୋଟି ୭ ଲକ୍ଷ ହେକ୍ଟର ପରିମିତ ଅଞ୍ଚଳରେ ବନୀକରଣ କରାଯାଇଛି। ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ନଗର ଓ ପୌରାଞ୍ଚଳରେ ସ୍ବଚ୍ଛ ସୁନ୍ଦର ସବୁଜିମା ପରିବେଶ ସୃଷ୍ଟି ନିମିତ୍ତ ବ୍ୟାପକ ଚାରା ରୋପଣ କରାଯାଇଛି। ତେବେ…

ଗୋଟିଏ ରାସ୍ତା ପାଇଁ ୨୧ଥର ବିଲ୍‌

ନୟାଗଡ଼ ଅଫିସ,୨୨ା୩: ନୟାଗଡ଼ ଜିଲା ଭାପୁର ବ୍ଲକରେ ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି। ଏହି ବ୍ଲକ୍‌ ଅଧୀନ ବଡ଼ସରା ପଞ୍ଚାୟତ ଗୋପାଳପ୍ରସାଦ ଗଁାର ପ୍ରାୟ ୮୫୦ମିଟର ରାସ୍ତାକୁ ୩ ଆର୍ଥିକ ବର୍ଷରେ…

‘ମୋ କଲେଜ ଅଭିଯାନ’ ଶୁଭାରମ୍ଭ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):‘ମୋ ସ୍କୁଲ୍‌’ର ସଫଳତା ପରେ ରାଜ୍ୟ ସରକାର ‘ମୋ କଲେଜ ଅଭିଯାନ’ ଆରମ୍ଭ କରିଛନ୍ତି। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅଭିଯାନକୁ ଭିଡିଓ କନଫରେନ୍ସରେ ଉଦ୍‌ଘାଟନ କରିବା ସହ ‘ମୋ କଲେଜ’ ପୋର୍ଟାଲକୁ ଉନ୍ମୋଚନ କରିଛନ୍ତି। ସମଗ୍ର ବିଶ୍ୱରେ…

ଖରାରେ ଶୁଖିପାରେ ଆଖିରୁ ଜଳୀୟଅଂଶ: କିପରି କରିବେ ଚିକିତ୍ସା

ଖରାଦିନେ ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ। ସେଥିପାଇଁ ଗ୍ରୀଷ୍ମଋତୁରେ ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବା ଜରୁରୀ। ତେବେ ଖରାଦିନେ ବାହାରକୁ ବାହାରିବା ମାତ୍ରେ ସୂର୍ଯ୍ୟକିରଣ ସିଧା ଆଖିରେ ପଡିଥାଏ। ଏଣୁ ଆଖିରୁ ପାଣି ମଧ୍ୟ ଶୁଖିବାରେ ଲାଗିଥାଏ। କେବଳ…

ବିଶ୍ୱକପ୍‌ ଫାଇନାଲ ଭଳି ରୋମାଞ୍ଚଭରା ମ୍ୟାଚ୍‌ ଜିତିଲା ଇଣ୍ଡିଆ ଲିଜେଣ୍ଡ୍ସ

ରାୟପୁର,୨୨।୩ : ୨୦୧୧ ବିଶ୍ୱକପ୍‌ ଫାଇନାଲ ଭଳି ରୋମାଞ୍ଚକ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ହରାଇ ଚାମ୍ପିୟନ ହୋଇଛି ଇଣ୍ଡିଆ। ତେବେ ଏହା ବିଶ୍ୱକପ୍‌ ନୁହେଁ, ଅନଏକାଡେମୀ ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ଟି୨୦ ସିରିଜ୍‌। ସ୍ଥାନୀୟ ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ…

ଦ୍ୱିତୀୟ ଡୋଜ୍‌ ଟିକା ନେବାର ୨୮ ଦିନ ପର୍ଯ୍ୟନ୍ତ କରିପାରିବେନି ରକ୍ତଦାନ

ନୂଆଦିଲ୍ଲୀ,୨୨।୩: କୋଭିଡ୍‌ ଟିକାର ଦ୍ୱିତୀୟ ଡୋଜ୍‌ ନେବାର ପରବର୍ତ୍ତୀ ୨୮ ଦିନ ମଧ୍ୟରେ ଜଣେ ରକ୍ତଦାନ କରିପାରିବେ ନାହିଁ। ନ୍ୟାଶନାଲ ବ୍ଲଡ୍‌ ଟ୍ରାନ୍ସଫ୍ୟୁଜନ କାଉନସିଲ(ଏନ୍‌ବିଟିସି) ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଏହା କୁହାଯାଇଛି। ଏନ୍‌ବିଟିସି ଗଭର୍ନିଂ ବଡ଼ି ବୈଠକରେ କୋଭିଡ୍‌ ଟିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri