ବିଶ୍ୱକପ୍ ଫାଇନାଲ ଭଳି ରୋମାଞ୍ଚଭରା ମ୍ୟାଚ୍ ଜିତିଲା ଇଣ୍ଡିଆ ଲିଜେଣ୍ଡ୍ସ
ରାୟପୁର,୨୨।୩ : ୨୦୧୧ ବିଶ୍ୱକପ୍ ଫାଇନାଲ ଭଳି ରୋମାଞ୍ଚକ ମ୍ୟାଚ୍ରେ ଶ୍ରୀଲଙ୍କାକୁ ହରାଇ ଚାମ୍ପିୟନ ହୋଇଛି ଇଣ୍ଡିଆ। ତେବେ ଏହା ବିଶ୍ୱକପ୍ ନୁହେଁ, ଅନଏକାଡେମୀ ରୋଡ୍ ସେଫ୍ଟି ଓ୍ବାଲର୍ଡ ଟି୨୦ ସିରିଜ୍। ସ୍ଥାନୀୟ ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ…
ଦ୍ୱିତୀୟ ଡୋଜ୍ ଟିକା ନେବାର ୨୮ ଦିନ ପର୍ଯ୍ୟନ୍ତ କରିପାରିବେନି ରକ୍ତଦାନ
ନୂଆଦିଲ୍ଲୀ,୨୨।୩: କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍ ନେବାର ପରବର୍ତ୍ତୀ ୨୮ ଦିନ ମଧ୍ୟରେ ଜଣେ ରକ୍ତଦାନ କରିପାରିବେ ନାହିଁ। ନ୍ୟାଶନାଲ ବ୍ଲଡ୍ ଟ୍ରାନ୍ସଫ୍ୟୁଜନ କାଉନସିଲ(ଏନ୍ବିଟିସି) ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଏହା କୁହାଯାଇଛି। ଏନ୍ବିଟିସି ଗଭର୍ନିଂ ବଡ଼ି ବୈଠକରେ କୋଭିଡ୍ ଟିକା…
ପରଦାରେ ‘ଚୁମ୍ବନ’ରେ କରିବାରେ ଅସୁବିଧା ନାହିଁ, କିନ୍ତୁ…
ବଲିଉଡ ଅଭିନେତା ଇମ୍ରାନ ହାସମିଙ୍କୁ ‘ସିରିଏଲ କିସର’ ଆଖ୍ୟା ଦିଆଯାଇଛି। ୨୦୦୩ରେ ‘ଫୁଟପାଥ’ ଫିଲ୍ମରୁ କ୍ୟାରିଅର୍ ଆରମ୍ଭ କରିଥିବା ଇମ୍ରାନ ପରେ ଅନେକ ବଡ ଫିଲ୍ମର ଅଂଶ ହୋଇଥିଲେ। ଫିଲ୍ମରେ ଅଭିନୟ ବ୍ୟତୀତ ତାଙ୍କ ବୋଲ୍ଡ ଏବଂ ଚୁମ୍ବନ ଦୃଶ୍ୟ ଯୋଗୁ…
ଗରମ ଚା’ ପିଉଛନ୍ତି କି, ହୋଇଯାନ୍ତୁ ସାବଧାନ
ଏକ ଗବେଷଣାରୁ ଜଣାପଡ଼ିଛି, ଗରମ ଚା’ ପିଇବା ଦ୍ୱାରା ଗଳା କ୍ୟାନସର୍ ଆଶଙ୍କା ଦେଖାଦେଇଥାଏ। ଗବେଷଣା ମୁତାବକ, ଯେଉଁ ଲୋକମାନେ ଦୈନନ୍ଦିନ ୭୫ ଡିଗ୍ରୀ ସେଲ୍ସିୟସ୍ ତାପମାତ୍ରାର ଚା’ ପିଇଥାନ୍ତି, ସେମାନଙ୍କ ମଧ୍ୟରେ ଏହି କ୍ୟାନସର୍ ଆଶଙ୍କା ଦ୍ୱିଗୁଣା ବୃଦ୍ଧି ପାଇଥାଏ।…
ଅନ୍ୟ ଧର୍ମରେ ବିବାହ କରିଛନ୍ତି ଏହିସବୁ ପ୍ରସିଦ୍ଧ କ୍ରିକେଟର
ଭାରତୀୟ କ୍ରିକେଟରେ ଏମିତି କିଛି ଖେଳାଳି ଅଛନ୍ତି ଯେଉଁମାନେ ଅନ୍ୟ ଧର୍ମରେ ବିବାହ କରି ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେମିତି କିଛି କ୍ରିକେଟଙ୍କ ସମ୍ପର୍କରେ ଜାଣନ୍ତୁ ମହମ୍ମଦ କୈଫ୍ ଭାରତୀୟ କ୍ରିକେଟରେ ଜଣେ ଜବରଦସ୍ତ ଫିଲ୍ଡର ଭାବେ…
ମଶାଧୂପରୁ ଜଳିଗଲା ୨ ବଖରା
ସୋର,୨୧ା୩: ସୋର ମ୍ୟୁନିସିପାଲିଟି ଅଧୀନ କାଜିମହଲା ବସ୍ତିରେ ମଶାଧୂପରୁ ଅଗ୍ନିକାଣ୍ଡ ଘଟିଛି। ବସ୍ତିର ସେକ୍ ଅମାନୁଲ୍ଲା(ମୁନା) ଶନିବାର ରାତିରେ ମଶାଧୂପ ଲଗାଇ ଶୋଇଥିଲେ। ସକାଳ ହୋଇଯିବାରୁ ସେ ଧୂପ ଲିଭାଇବାକୁ ଭୁଲିଯାଇ ବାହରକୁ ଆସିଥିଲେ। ଏହି ଧୂପରୁ ଅଗ୍ନିକାଣ୍ଡ ଘଟି ତାଙ୍କର…
ଇସ୍ତଫା ଦେବେ ନାହିଁ ମହାରାଷ୍ଟ୍ର ରାଜ୍ୟ ଗୃହ ମନ୍ତ୍ରୀ ଦେଶମୁଖ
ନୂଆଦିଲ୍ଲୀ,୨୧।୩ : ମୁମ୍ବାଇର ପୂର୍ବତନ କମିଶନର ପରମ ବୀର ସିଂ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଜରିଆରେ ରାଜ୍ୟର ଗୃହ ମନ୍ତ୍ରୀ ଅନୀଲ ଦେଶମୁଖଙ୍କ ନାମରେ ଆଣିଛନ୍ତି ଦୁର୍ନୀତି ଅଭିଯୋଗ। ଏହାପରେ ଏନ୍ସିପିର ବରିଷ୍ଠ ନେତା ମନ୍ତ୍ରୀ ପଦରୁ ଇସ୍ତଫା…
ଏନ୍କାଉଣ୍ଟରରେ ୨ ମାଓବାଦୀ ନିହତ
ମାଲକାନଗିରି,୨୧।୩: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡା ଜିଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷଙ୍କ ମଧ୍ୟରେ ଗୁଡ଼ରା ଜଙ୍ଗଲରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ଖବରରୁ ପ୍ରକାଶ, ମାଓବାଦୀମାନେ ଗୁଡ଼ରା…
ଯାତ୍ରାରେ ଯୋଗଦେଇ ପାରିବେନି ଜିଲା ବାହାର ଲୋକ
ବ୍ରହ୍ମପୁର ଅଫିସ୍,୨୧ା୩: ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରାକୁ ନେଇ ନାନା ଦ୍ୱନ୍ଦ୍ୱ ଦେଖାଦେଇଥିବା ବେଳେ ରବିବାର ସ୍ଥାନୀୟ ଲୋକ ପ୍ରତିନିଧି, ପ୍ରଶାସନ ଓ ଯାତ୍ରା ପରିଚାଳକଙ୍କୁ ନେଇ ମିଳିତ ବୈଠକ ପରେ ସମାଧାନର ବାଟ ଫିଟିଛି। ବିଏମ୍ସି ସମ୍ମିଳନୀ…
ଯବାନଙ୍କୁ ଅପହରଣ ପରେ ହତ୍ୟା
ମାଲକାନଗିରି, ୨୧ା୩ : ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜଣେ ଯବାନଙ୍କୁ ହତ୍ୟା କରିଛନ୍ତି। ମାଓବାଦୀମାନେ ତାଙ୍କୁ ଅପହରଣ ପରେ ଗୁଳିକରି ହତ୍ୟା କରିଥିବା ଜଣାପଡିଛି। ମୃତ ଯବାନ ଜଣକ ହେଲେ ସୋନୁ ପୁନମ୍। ସେ ଡିଆର୍ଜିରେ…
ପୂର୍ବତନ ମୁମ୍ବାଇ କମିଶନରଙ୍କ ବୟାନକୁ ନେଇ ମହାରାଷ୍ଟ୍ର ରାଜନୀତିରେ ଝଡ଼
ମୁମ୍ବାଇ,୨୧।୩ : ନିକଟରେ ମୁମ୍ବାଇ କମିଶନର ପଦରୁ ବିଦା ହୋଇଥିଲା ପରମ ବୀର ସିଂଙ୍କ ବୟାନକୁ ମହାରାଷ୍ଟ୍ର ରାଜନୀତିରେ ଝଡ଼ ସୃଷ୍ଟି ହୋଇଛି। ରାଜ୍ୟର ବରିଷ୍ଠ ନେତା ତଥା ଗୃହ ମନ୍ତ୍ରୀ ଅନୀଲ ଦେଶମୁଖ ଦୁର୍ନୀତିରେ ଲିପ୍ତ ଥିବା ସେ ଗୁରୁତର…
ମୋବାଇଲ ଫୋନକୁ ନେଇ ବଚସାରୁ ହତ୍ୟାକାଣ୍ଡ
ସମ୍ବଲପୁର,୨୧।୩(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ସର୍ଲାକାନୀ ଗାନ୍ଧୀପଡାର ଗଣେଶ ଓରାମ (୨୫)ଙ୍କ ମୃତ୍ୟୁ ଘଟିଥିବା ବେଳେ ଲବ ଓରାମ (୨୦) ଗୁରୁତର ଆହତ ହୋଇ ଚିକିତ୍ସାଧୀନ…
Archives


