ରାଜସ୍ଥାନ ଯିବାକୁ ହେଲେ ଦରକାର ନେଗେଟିଭ ରିପୋର୍ଟ
ଜୟପୁର,୨୧।୩: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ଦେଖି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି କ୍ରମରେ ରାଜସ୍ଥାନ ସରକାର ୮ଟି ସହରରେ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି। ଆଜମେର, ଭିଲାୱାଡା, ଜୟପୁର, ଯୋଧପୁର, କୋଟା, ଉଦୟପୁର,…
ହତ୍ୟା ମାମଲରେ ଗିରଫ ହେଲେ ପଶ୍ଚିମବଙ୍ଗର ଭାଜପା ନେତା
ବର୍ଦ୍ଧମାନ,୨୧।୩ : ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ୭୪ ବର୍ଷୀୟ ବୃଦ୍ଧଙ୍କ ହତ୍ୟା ମାମଲାରେ ଭାଜପା ନେତାଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ତିନି ଅଭିଯୁକ୍ତଙ୍କୁ ଶୁକ୍ରବାର ଗିରଫ କରାଯିବା ପରେ ଶନିବାର କୋର୍ଟ ଚାଲାଣ କରାଯାଇଥିଲା। କୋର୍ଟ…
ଦୋକାନ ଖୋଲିଲେ ଧୋନୀ, ଜମିଲା ଭିଡ
ରାଞ୍ଚି,୨୧।୩: ଭାରତର ପୂର୍ବତନ ଦଳର କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଅବସର ନେବା ପରେ ମଧ୍ୟ ତାଙ୍କ କ୍ରେଜ୍ ଆଜି ବି ରହିଛି। ନିଜ ସହର ରାଞ୍ଚିରେ ସେ ବେଶ୍ ଲୋକପ୍ରିୟ। ଏହି କାରଣରୁ ଅବସରରେ ଧୋନୀ ଚାଷ କାର୍ଯ୍ୟକୁ ଲୋକେ…
ପୁଣି ବିବାଦରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ
ଡେରାଡୁନ,୨୧।୩: ଉତ୍ତରାଖଣ୍ଡ ସିଏମ ତିରଥ ସିଂ ରାୱତଙ୍କ ଆଉ ଏକ ବିବାଦୀୟ ମନ୍ତବ୍ୟ ସାମ୍ନାକୁ ଆସିଛି। ରବିବାର ଏକ ସରକାରୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ପାଇଁ ରାମନଗରରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଏଠାରେ ସେ କହିଛନ୍ତି ଯେ, ସରକାରଙ୍କ ଦ୍ୱାରା ବଣ୍ଟା ଯାଉଥିବା…
ମେ ୨ରେ ହଟିବେ ଦିଦି: ମୋଦି
କୋଲକାତା,୨୧।୩: ପଶ୍ଚିମବଙ୍ଗ ନିର୍ବାଚନ ଆଉ ଅଳ୍ପ ଦିନ ବାକି ଥିବାବେଳେ ଏବେ ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି। ପ୍ରଥମ ପର୍ଯ୍ୟାୟ ମତଦାନ କିଛି ଦିନ ବାକି ଥିବାବେଳେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଙ୍କୁରାରେ ପହଞ୍ଚିଥିଲେ। ଏଠାରେ ସେ ଏକ ନିର୍ବାଚନ…
ମାତ୍ର ୨୪ ମ୍ୟାଚ୍ରେ କୋହଲିଙ୍କୁ ପଛରେ ଛାଡ଼ିଲେ ଏହି ଖେଳାଳି
ଅହମ୍ମଦାବାଦ,୨୧।୩ : କ୍ୟାରିୟରର ୨୪ତମ ଟି୨୦ ମ୍ୟାଚ୍ରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ପଛରେ ପକାଇ ଦେଇଛନ୍ତି ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଦାଓ୍ବିଦ ମଲାନ। ଅନ୍ତର୍ଜାତୀୟ ଟି୨୦ କ୍ୟାରିୟରର ୨୪ତମ ଇନିଂସରେ ମଲାନ ପୂରଣ କରିଛନ୍ତି ଏକ ହଜାର ରନ୍। ଏହି…
ନିଜକୁ ଗଧ ବୋଲି କହିଲେ ମମତା ବାନାର୍ଜୀ, ଜାଣନ୍ତୁ କାହିଁକି
କୋଲକାତା,୨୧।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ବିଭିନ୍ନ ଦଳର ନେତାଙ୍କ ଆରୋପ-ପ୍ରତ୍ୟାରୋପ ଲାଗି ରହିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଦେଶଦ୍ରୋହୀ ଆଖ୍ୟା ଦେଇଛନ୍ତି। ଅଭିଯୋଗ କରିଛନ୍ତି ଯେ, ସେ ସମବାୟ ବ୍ୟାଙ୍କ ଏବଂ ରାଜ୍ୟ ସରକାରଙ୍କ…
ସୁନ୍ଦରଗଡ଼ବାସୀଙ୍କୁ ଯିବାକୁ ପଡ଼ିବନି କଟକ, ଭୁବନେଶ୍ୱର
ରାଉରକେଲା,୨୦।୩: ସୁନ୍ଦରଗଡ଼ ଜିଲାରେ ନ ଥିଲା ସୁପର ସ୍ପେଶିଆଲିଟି ହସ୍ପିଟାଲ। ଉତ୍ତମ ଚିକିତ୍ସା ପାଇଁ କଟକ, ଭୁବନେଶ୍ୱର ଯାଉଥିଲେ ଜିଲାବାସୀ। ବର୍ତ୍ତମାନ ଏହା ଦୁର ହୋଇଛି। ବହୁ ପ୍ରତୀକ୍ଷିତ ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍ ସୁପର ସ୍ପେଶିଆଲିଟି ହସ୍ପିଟାଲ ରବିବାର…
ଏକଦିବସୀୟ ସିରିଜ୍ ପୂର୍ବରୁ ଇଂଲଣ୍ଡକୁ ବଡ଼ ଝଟ୍କା
ପୁଣେ,୨୧।୩: ଟେଷ୍ଟ ଏବଂ ଟି -୨୦ପରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଅନୁଷ୍ଠିତ ହେବ। ଏଥିପାଇଁ ୧୪ ଜଣିଆ ଇଂଲଣ୍ଡ ଦଳ ଘୋଷଣା କରିଛି। ଇୟନ ମୋର୍ଗାନଙ୍କ ନେତୃତ୍ୱରେ ଏହି ଦଳକୁ ବଡ଼ ଝଟ୍କା ଲାଗିଛି। ଦଳର ଗୁରୁତ୍ୱପୂର୍ଣ୍ଣ…
ଜେଜେ ମା’ ଗୁଟ୍ଖା ଖାଇବାକୁ ମନା କରିବାରୁ ୯ ବର୍ଷୀୟା ନାତୁଣୀ ନେଲେ ଏମିତି ନିଷ୍ପତ୍ତି
ରାୟପୁର,୨୧।୩: ଛତିଶଗଡର ବିଭିନ୍ନ ଜିଲାରେ ତମାଖୁ ମୁକ୍ତ ଅଭିଯାନ ଚାଲିଛି। ସେପଟେ ସରଗୁଜା ଜିଲାରୁ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୯ ବର୍ଷର ବାଳିକାଙ୍କୁ ଗୁଟଖା ଖାଇବାକୁ ମନା କରିବାରୁ ସେ ଫାଶୀ ଲଗାଇଦେଇଛନ୍ତି। ଝିଅଟିର ଜେଜେ ମା’…
ଦମ୍ପତ୍ତିଙ୍କୁ ବହୁତ ପସନ୍ଦ ଏହି ଲଭ୍ ଲେକ୍: ଥରେ ବୁଲି ଯାଇ ନିଅନ୍ତୁ…
ମରୁଭୂମି ମଝିରେ ହ୍ରଦ। ସେ ପୁଣି ହାର୍ଟ ବା ହୃଦୟ ଆକାରର। ତେଣୁ କିଛି ରୋମାଣ୍ଟିକ୍ ମୁହୂର୍ତ୍ତ ବିତାଇବାକୁ ଦମ୍ପତିମାନେ ଆକୃଷ୍ଟ ହୋଇ ଚାଲି ଆସନ୍ତି ଏହି ହ୍ରଦକୁ। ସମ୍ପୂର୍ଣ୍ଣଭାବେ ମନୁଷ୍ୟକୃତ ଅଟେ ଉକ୍ତ ହ୍ରଦ। ଦୁଇଟି ହାର୍ଟ ଶେପ୍ର ହ୍ରଦ…
ସ୍ତ୍ରୀଙ୍କ ସହ ମହାପ୍ରଭୁଙ୍କୁ ଦର୍ଶନ କଲେ ଗୋବିନ୍ଦା, ପ୍ରଭୁ ଆସିଥିଲେ ସ୍ବପ୍ନରେ
ପୁରୀ ଅଫିସ,୨୧।୩: ବଲିଉଡ ଅଭିନେତା ଗୋବିନ୍ଦା ଓ ତାଙ୍କ ସ୍ତ୍ରୀ ସୁନିତା ଆହୁଜାଙ୍କ ସହ ରବିବାର ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କୁ ସେ ଅତି ନିକଟକୁ ଦର୍ଶନ କରି ବିଭୋର ହୋଇଯାଇଛନ୍ତି। ସେ କହିଛନ୍ତି, ମୋ…
Archives


