Home Left

ଦିନକରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୧୬୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…

ସାନି ସତ୍ୟପାଠ ଦାଖଲ ପାଇଁ ସରକାରଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୪।୮:ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ମାମଲାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମଙ୍ଗଳବାର ହାଇକୋର୍ଟରେ ଏହି ମାମଲାର ଶୁଣାଣି ଥିବାବେଳେ ଉଭୟ ସରକାର ଜବାବ ଦାଖଲ କରିନାହାନ୍ତି। ଫଳରେ…

ଭାଜପାକୁ କାହିଁକି ସମର୍ଥନ ଦିଆଗଲା ଜାଣିନି

ପୁରୀ ଲୋକ ସଭା ଆସନରୁ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଭାବେ ପିନାକୀ ମିଶ୍ର ପାର୍ଲାମେଣ୍ଟକୁ ନିର୍ବାଚିତ ହୋଇଛନ୍ତି। ସେ ମୋଟ ୪ଥର ପୁରୀ ଲୋକ ସଭା ଆସନରୁ ଏମ୍‌ପି ଭାବେ ବିଜୟୀ ହୋଇଛନ୍ତି। ସେ ପ୍ରଥମେ ୧୯୯୬ରେ କଂଗ୍ରେସ…

୨ୟ, ୪ର୍ଥ ଶନିବାର ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର, ୪।୮(ବ୍ୟୁରୋ:ରାଜ୍ୟ ସରକାରଙ୍କ ସମସ୍ତ ବିଭାଗୀୟ କାର୍ଯ୍ୟାଳୟ ଏବଂ ସବ୍‌ ଅର୍ଡିନେଟ ଅଫିସ୍‌ ସମ୍ପୂର୍ଣ୍ଣ ଉପସ୍ଥାନରେ ଚାଲିବ। ଯେପର୍ଯ୍ୟନ୍ତ ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ କରାଯାଇଛି ଏହି ନିୟମରେ ପରିବର୍ତ୍ତନ ହେବ ନାହିଁ। ସବୁ ସରକାରୀ କାର୍ଯ୍ୟାଳୟ ଏବେଠାରୁ ୨ୟ ଏବଂ…

ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ):ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ୨-୫ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ହକି ଟିମ୍‌ର ମନୋବଳ ବଢ଼ାଇଛନ୍ତି। ସେମିରେ ବିଶ୍ୱ ଚାମ୍ପିୟନ ବେଲଜିୟମ ସହ ହୋଇଥିବା କଡ଼ା ଟକ୍କରରେ…

ଧରାପଡ଼ିଲା ଓଟିଇଟି ପ୍ରମାଣପତ୍ର ଜାଲିଆତି

ଯାଜପୁର ଅଫିସ,୪ା୮:ରାଜ୍ୟର କୋଣ ଅନୁକୋଣରେ ପୂର୍ବରୁ ନକଲି ବିଏଡ୍‌/ସିଟି ଡିଗ୍ରୀଧାରୀ ଶିକ୍ଷୟିତ୍ରୀଶିକ୍ଷକଙ୍କ ରହସ୍ୟ ଉନ୍ମୋଚନ ହୋଇ ଥିବାବେଳେ ଏବେ ପୁଣି ଓଟିଇଟି(ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ)ପ୍ରମାଣପତ୍ର ଜାଲିଆତି ଧରାପଡ଼ିଛି। ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ବଳରେ ମିଳିଥିବା ତଥ୍ୟ ଆଧାରରେ ଏହା…

ରୋଜ୍‌ ଭ୍ୟାଲି ଓଡ଼ିଶା ମୁଖ୍ୟ ଭୌମିକ ଗିରଫ

ଭୁବନେଶ୍ୱର(ବ୍ୟୁରୋ)/ ବାଲେଶ୍ୱର ଅଫିସ,୪।୮: ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ସଂସ୍ଥାର ଓଡ଼ିଶା ମୁଖ୍ୟ ବିକ୍ରମଜିତ୍‌ ଭୌମିକଙ୍କୁ ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)ର ଏକ ଟିମ୍‌ ସୋମବାର ରାତିରେ ପଶ୍ଚିମବଙ୍ଗର ମିଦିନାପୁର ଅଞ୍ଚଳରୁ ଗିରଫ କରିଛି। ତାଙ୍କୁ କୋଲକାତାର ତାମ୍‌ଲୁକ ସିଜେଏମ୍‌ କୋର୍ଟରେ ହାଜର…

ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସ-ରେଗୁଲାର ପ୍ରଶ୍ନପତ୍ର

କଟକ ଅଫିସ,୪ା୮:କଟକ ସେକେଣ୍ଡାରି ବୋର୍ଡ ହାଇସ୍କୁଲରେ ମାଟ୍ରିକ୍‌ ଅଫ୍‌ଲାଇନ ପରୀକ୍ଷା ପ୍ରଶ୍ନପତ୍ରକୁ ନେଇ ମଙ୍ଗଳବାର ବିଭ୍ରାଟ ଦେଖିବାକୁ ମିଳିଥିଲା। ଏହି ପରୀକ୍ଷା କେନ୍ଦ୍ରରେ ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସ-ରେଗୁଲାର ପ୍ରଶ୍ନପତ୍ର ଓ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କୁ ରେଗୁଲାର ପ୍ରଶ୍ନପତ୍ର ଦିଆଯାଇଥିଲା। ଫଳରେ ଏହାକୁ ନେଇ…

ରାଜ୍ୟରେ ୧,୩୧୫ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୧,୩୧୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୬୨ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୫୫୩ ଟି…

ସିବିଆଇକୁ ଗଲା ଜଜ୍‌ ହତ୍ୟା ମାମଲା

ରାଞ୍ଚତ୍, ୪ା୮: ଧାନବାଦ ଜିଲା ଜଜ୍‌ ଉତ୍ତମ ଆନନ୍ଦଙ୍କ ଉପରେ ଅଟୋ ମଡ଼ାଇ ହତ୍ୟା ମାମଲାର ତଦନ୍ତ କରିବାକୁ ଝାଡ଼ଖଣ୍ଡ ହାଇକୋର୍ଟ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି ବେଳେ ସିବିଆଇ ପରାମର୍ଶଦାତାଙ୍କ ଜବାବ…

ଫାଇନାଲ୍‌ରେ ନୀରଜ: ଭାରତ ପାଇଁ ସ୍ବର୍ଣ୍ଣ ପଦକ ଆଶା ବଢିଲା

ଟୋକିଓ,୪।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ଭାରତର ତାରକା ଆଥଲେଟ ନୀରଜ ଚୋପ୍ରା ଏକ ପଦକ ଆଶା ରଖିଛନ୍ତି। ସେ ବୁଧବାର ଜାଭେଲିନ ଥ୍ରୋ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ନୀରଜ ଚୋପ୍ରା ପ୍ରଥମ ପ୍ରୟାସରେ ୮୬.୬୫ ମିଟର ସହିତ ଯୋଗ୍ୟତା ହାସଲ…

ନିଜେ ହିଁ ନିଜ ପାଇଁ ଯଥେଷ୍ଟ : ଜଙ୍ଗଲ ବାହାରକୁ ଯିବାପାଇଁ ଏମିତି ଦାନ୍ତର ସାହାଯ୍ୟ ନେଉଛି ହାତୀ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?