Home Left

୨୨୫ ରନ୍‌ କଲେ ସିରିଜ୍‌ ଜିତିବ ଇଂଲଣ୍ଡ

ଅହମ୍ମଦାବାଦ,୨୦।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଶନିବାର ଚାଲିଥିବା ଅନ୍ତିମ ମ୍ୟାଚରେ ଭାରତୀୟ ଦଳ ଜବରଦସ୍ତ ବ୍ୟାଟିଂ କରିଛି। ଅଧିନାୟକ ବିରାଟ କୋହଲିଙ୍କ ଅର୍ଦ୍ଧଶତକ ବଳରେ ଟିମ୍‌ ଇଣ୍ଡିଆ ୨ ଉଇକେଟ ହରାଇ ୨୨୪ ରନ୍‌ କରିଛି। ଫଳରେ ଇଂଲଣ୍ଡ ଆଗରେ…

ବିସ୍ଫୋରକ ଆରମ୍ଭ ଦେଲେ ରୋହିତ – କୋହଲି

ଅହମ୍ମଦାବାଦ,୨୦।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଶନିବାର ଚାଲିଥିବା ଅନ୍ତିମ ଟି୨୦ ମ୍ୟାଚରେ ଭାରତୀୟ ଦଳକୁ ବିସ୍ଫୋରକ ଆରମ୍ଭ ଦେଇଛନ୍ତି ଅଧିନାୟକ ବିରାଟ କୋହଲି ଏବଂ ଉପ ଅଧିନାୟକ ରୋହିତ ଶର୍ମା। ପ୍ରଥମ ୬ ଓଭର ତଥା ପାୱାରପ୍ଲେରେ ଏହି ଯୋଡ଼ି…

୬ କଲେଜ ଛାତ୍ରୀଛାତ୍ର ପଜିଟିଭ୍‌

ବିନିକା,୨୦ା୩: ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳର ଏକ ଜୁନିୟର କଲେଜର ୬ଜଣ ବିଦ୍ୟାର୍ଥୀଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମେଡିକାଲ ଟିମ୍‌ର ସୂଚନା ମୁତାବକ କଲେଜ ଖୋଲିବା ପରେ ଉକ୍ତ ଶିକ୍ଷାନୁଷ୍ଠାନର ୫୦ ବିଦ୍ୟାର୍ଥୀଙ୍କ ଆର୍ଟିପିସିଆର୍‌ ଓ…

୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨୦।୩(ବ୍ୟୁରୋ): ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଦିଲ୍ଲୀରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨…

ପ୍ରଥମେ ବ୍ୟାଟିଂ କରିବ ଭାରତ

ଅହମ୍ମଦାବାଦ,୨୦।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିମୟରେ ଖେଳାଯିବାକୁ ଥିବା ପଞ୍ଚମ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଇଂଲଣ୍ଡ ଅଧିନାୟକ ଇଆନ ମୋର୍ଗାନ ଟସ୍‌ ଜିତି ପୁଣି ଥରେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ତେବେ ଭାରତୀୟ ଦଳରେ ଗୋଟିଏ…

ଆଷ୍ଟ୍ରାଜେନିକା ଟିକା ନେଲେ ବୋରିସ ଜନ୍‌ସନ

ଲଣ୍ଡନ,୨୦।୩: ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ ଆଷ୍ଟ୍ରାଜେନିକା କୋଭିଡ-୧୯ ଟିକା ନେଇଛନ୍ତି। ପ୍ରଥମ ଡୋଜ ଟିକା ନେବାପରେ ଜନ୍‌ସନ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, କୋଭିଡ-୧୯ ଆଷ୍ଟ୍ରାଜେନିକା ଟିକା ନେବା ପରେ ସେ କୌଣସି କଷ୍ଟ ଅନୁଭବ କରିନାହାନ୍ତି। କୋଭିଡ୍‌- ୧୯ ଟିକା…

ପୋଖରୀରେ ନୁହେଁ ବେଶିନ୍‌ରେ ଏମିତି ପହଁରୁଛି ପେଚା, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ମଧ୍ୟ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ମାତ୍ର କେଇ ଘଣ୍ଟାର ଅପେକ୍ଷା: ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ଇଂଲଣ୍ଡ-ଭାରତ ନିର୍ଣ୍ଣାୟକ ମୁକାବିଲା

ନୂଆଦିଲ୍ଲୀ,୨୦।୩: ଭାରତ-ଇଂଲଣ୍ଡ ମଧ୍ୟରେ ଶନିବାର ନିର୍ଣ୍ଣାୟକ ଟି୨୦ ମ୍ୟାଚ୍‌ ଖେଳାଯିବ। ବର୍ତ୍ତମାନ ଉଭୟ ଦଳ ସମାନ ସ୍ଥିତିରେ ଥିବା ଯୋଗୁ ଏହି ମ୍ୟାଚ୍‌ଟିକୁ ଜିତିବା ଉଦ୍ଦେଶ୍ୟରେ ପଡ଼ିଆକୁ ଓହ୍ଲାଇବେ। ଏଣୁ ଦଳରେ କିଛି ପରିବର୍ତ୍ତନ କରାଯିବା ଆଶା କରାଯାଉଛି। କେଉଁଠି ଖେଳାଯିବ:…

ପ୍ରଥମ ଥର ଦିନିକିଆ ଟିମ୍‌ରେ ସୁଯୋଗ ମିଳିବା ପରେ ଏହି ଦୁଇ କ୍ରିକେଟରଙ୍କ ଖୁସି କହିଲେ ନ ସରେ: କହିଲେ…

ନୂଆଦିଲ୍ଲୀ,୨୦।୩: ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ଏଥିରେ କିଛି ନୂଆ ମୁହଁକୁ ଦେଖିବାକୁ ମିଳିଛି। ପ୍ରଥମ ଥର ପାଇଁ ଦିନିକିଆ ଦଳରେ ସାମିଲ ହୋଇଥିବାରୁ କ୍ରୁଣାଳ ପାଣ୍ଡ୍ୟା ଏବଂ ପ୍ରସିଦ୍ଧ କ୍ରିଷ୍ଣା,…

୪୦ ବର୍ଷରେ ବିବାହ କରିବାକୁ ଯାଉଛନ୍ତି ପ୍ରିୟଙ୍କା ଚୋପ୍ରାଙ୍କ ପୂର୍ବତନ ପ୍ରେମିକ

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ପୂର୍ବତନ ପ୍ରେମିକ ତଥା ହ୍ରିତିକ୍‌ ରୋଶନଙ୍କ ଲୁକ୍‌ ଆଇକନ୍‌ ହରମନ ବାବେଜା(୪୦) ତାଙ୍କ ଭାବି ସ୍ତ୍ରୀଙ୍କୁ ମାର୍ଚ୍ଚ ୨୧ରେ ବିବାହ କରିବାକୁ ଯାଉଛନ୍ତି। ଏବେଠାରୁ ତାଙ୍କର ପ୍ରି ଓ୍ବେଡିଂ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଶୁକ୍ରବାର ରାତିରେ…

କରୋନା କଟକଣା: ଗଞ୍ଜାମରେ ନିରାଡ଼ମ୍ବର ହେବ ଦୋଳଯାତ୍ରା

ଗଞ୍ଜାମ,୨୦।୩(ଡି.ଏନ୍‌.ଏ.): ଗଞ୍ଜାମର ଐତିହାସିକ ଦୋଳଯାତ୍ରା ଏଥର ନିରାଡ଼ମ୍ବରରେ ପାଳନ ହେବ। କରୋନା କଟକଣା ପାଇଁ ଚଳିତ ବର୍ଷ ବାଜା ରୋଷଣୀ ନାଚଗୀତ ବିନା କେବଳ ରୀତିନୀତିରେ ଦୋଳଯାତ୍ରା ନେଇ ପ୍ରଶାସନ ପକ୍ଷରୁ କୁହାଯାଇଛି। ଗଞ୍ଜାମ ସହରରେ ପ୍ରଶାସନ ପକ୍ଷରୁ ଏ ନେଇ…

ଏଭଳି ଉପଅଧିନାୟକ କେଉଁଠି ମିଳିବେ: ଶାର୍ଦ୍ଦୁଳ କହିଲେ ପଡ଼ିଆରେ କୋହଲି ନୁହନ୍ତି ବରଂ ରୋହିତ…

ଅହମ୍ମଦାବାଦ,୨୦।୩: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟି୨୦ରେ ଉଲ୍ଲେଖନୀୟ ବୋଲିଂ କରି ଭାରତୀୟ ଦଳକୁ ଜିତାଇଥିଲେ ଶାର୍ଦ୍ଦୁଳ ଠାକୁର। ହେଲେ ମ୍ୟାଚ୍‌ରେ ଏଭଳି ଏକ ସମୟ ଥିଲା ଇଂଲଣ୍ଡ ଜିତିବା ଏକ ପ୍ରକାର ନିଶ୍ଚିତ ବୋଲି ଲାଗୁଥିଲା। ସେତେବେଳେ ଭାରତୀୟ ବୋଲର୍‌ମାନଙ୍କ ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri