Home Left

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ । ଏନେଇ ମୃତକଙ୍କ ମା’ ବୁଧବାର ନୂଆଗାଁ ଥାନାରେ ଲିଖିତ ଅଭିଯୋଗ କରିବା…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତ କରାଯାଇଛି। ୩୮ ବର୍ଷରୁ ଅଧିକ ସମୟ ଧରି…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ ବଜାରରେ ବହୁମୂଲ୍ୟ ଧାତୁର ଦର କ୍ରମାଗତ ଭାବେ ଖସିବାରେ ଲାଗିଛି। ଗୋଲ୍ଡ ମାର୍କେଟରେ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି ଅନେକ ଅଞ୍ଚଳକୁ ଆମାଜନ୍ ନାଁ ରେ ଚାଲାଣ କରାଯାଉଥିଲା । ପକେଟ୍ ତିଆରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି ଠାବ ହୋଇଛି । ଏହା ଗଙ୍ଗାଦେବୀ ମନ୍ଦିର ବୋଲି ଅନୁମାନ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି । ମୋବାଇଲ ଟାୱାର ଉପରେ ଥିବା ଯୁବକ ହେଉଛନ୍ତି ନୁଭୁ ନାୟକ(୨୪)। ସେ ମୋବାଇଲ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ ପଦାଧିକାରୀଙ୍କ ସହ ଟିମ୍ ଇଣ୍ଡିଆର ହେଡ୍ କୋଚ୍ ଗୌତମ ଗମ୍ଭୀର, ଚିଫ୍ ସିଲେକ୍ଟର…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର ସର୍କିଟ ହାଉସରୁ ବାହାରି ଭୁବନେଶ୍ୱର ଅଭିମୁଖେ ଗସ୍ତ କରିଛନ୍ତି ବୋଲି ଜଣା ପଡ଼ିଛି।…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ ନଡ଼ିଆ ବାହୁଙ୍ଗାରେ ନିର୍ଧୂମ ପିଟିବା ଘଟଣାର ଅନୁଧ୍ୟାନ କରିଛନ୍ତି ରାଜ୍ୟ ଶିଶୁ ସୁରକ୍ଷା…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ ବର୍ଷ ଏହି ପରୀକ୍ଷାରେ ମୋଟ୍ ପାସ୍ ହାର ୬୪.୪୮ ପ୍ରତିଶତ ରହିଛି। ସୂଚନା…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା ଦେଇଛି ଯେ ରକ୍ଷଣାବେକ୍ଷଣ (maintenance) କାର୍ଯ୍ୟ ଯୋଗୁଁ କିଛି ସମୟ ପାଇଁ UPI…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି ଅଛନ୍ତି, ଯେଉଁମାନେ ସମ୍ପୂର୍ଣ୍ଣ ଓଲଟା ଚଳନ୍ତି। ଏମାନେ ଆମ ମୁହଁ ସାମ୍ନାରେ ମିଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?