ଏଠାରେ ଗୋଟିଏ ପାଣି ବୋତଲର ଦାମ୍ ରହିଛି…
କଥାରେ ଅଛି ଦୁନିଆରେ ସବୁ ଜିନିଷ ମିଳିଥାଏ, କେବଳ ବଜାରର ଆବଶ୍ୟକତା ରହିଛି। ସେମିତି କିଛି ଏବେ ଦେଖିବାକୁ ମିଳିଛି। ପ୍ରକୃତି ସମସ୍ତଙ୍କୁ ମାଗଣାରେ ଦଉଥିବା ପାଣି ଏବେ କିଣିବାକୁ ପଡ଼ୁଛି। କେତେକ ସ୍ଥାନରେ ଏହାର ମୂଲ୍ୟ ଏତେ ଅଧିକ ଯେ,…
୬ ବର୍ଷ ବୟସରୁ ଗୀତ ଗାଇଥିଲେ ଏହି ପ୍ରସିଦ୍ଧ ଗାୟିକା, ଆଉ ଶୁଣିବାକୁ ମିଳୁନି କଣ୍ଠ ଶ୍ୱର
ଯଦି ଆପଣଙ୍କୁ ୯୦ ଦଶକର ଗୀତଗୁଡ଼ିକ ଭଲ ଲାଗେ କିମ୍ବା ଏସବୁର ପ୍ରଶଂସକ ଅଟନ୍ତି, ତେବେ ଆପଣ ନିଶ୍ଚିତ ଭାବରେ ଗାୟକ ଅଲକା ୟାଗ୍ନିକ୍ଙ୍କ ଗୀତ ଶୁଣିଥିବେ। ଆଜି ତାଙ୍କ ଜନ୍ମଦିନ। ଅଲକା କୋଲକାତାର ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ।…
ପୁଟିନଙ୍କୁ ହତ୍ୟାକାରୀ କହିଲେ ବାଇଡେନ୍
ଓ୍ବାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନଙ୍କୁ ହତ୍ୟାକାରୀ କହିଛନ୍ତି। ସେ କହିଛନ୍ତି, ୨୦୨୦ ଆମେରିକୀୟ ନିର୍ବାଚନରେ ପୁଟିନଙ୍କ ଠକେଇର ପ୍ରମାଣ ପାଇଛନ୍ତି। ସେ ଚାହିଁଲେ ପଦକ୍ଷେପ ନେଇପାରିବେ। ପୁଟିନ୍ ମଧ୍ୟ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ…
ପଶ୍ଚିମବଙ୍ଗରେ ୫୫ ବର୍ଷ ଧରି ବିକାଶ ଅଟକି ରହିଛି: ମୋଦି
କୋଲକାତା,୨୦।୩: ପଶ୍ଚିମବଙ୍ଗରେ ଦୀର୍ଘ ୫୫ ବର୍ଷ ଧରି ବିକାଶ ଅଟକି ରହିଛି। ରାଜ୍ୟର ଭୋଟର ଭାଜପାକୁ ଆଶୀର୍ବାଦ ଦେଲେ ପୁଣି ଏଠାରେ ବିକାଶ ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖଡ଼ଗପୁରଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଏଭଳି…
ବିଶ୍ୱର ସବୁଠୁ ଖୁସିର ଦେଶ ଫିନଲାଣ୍ଡ: ଭାରତକୁ ପଛରେ ପକାଇଲା ପାକିସ୍ତାନ
ମହାମାରୀ କରୋନା ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ବିଶେଷ କରି ୨୦୨୦ ଚିନ୍ତା, ଉଦାସୀନତା, ଏକାକୀ, ଅସୁସ୍ଥତା ଏବଂ ମୃତ୍ୟୁର ବର୍ଷ ଥିଲା କହିଲେ କିଛି ଭୁଲ ହେବ ନାହିଁ। ଏହାରି ମଧ୍ୟରେ ୧୪୯ ଦେଶକୁ ନେଇ ହୋଇଥିବା ‘ଓ୍ବାଲ୍ଡ…
ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ୨ ଗିରଫ
ଠାକୁରମୁଣ୍ଡା,୨୦।୩(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ତାଳପଦା ଗ୍ରାମପଞ୍ଚାୟତ କାଳିଆଜିଆଣି ସଂରକ୍ଷିତ ୧ ନଂ. ଜଙ୍ଗଲରେ ନିଆଁ ଲଗାଇବା ଘଟଣାରେ ଶୁକ୍ରବାର ରାତିରେ ଠାକୁରମୁଣ୍ଡା ବନ କର୍ମଚାରୀମାନଙ୍କ ଦ୍ୱାରା ୨ ଜଣ ଗିରଫ ହୋଇଛନ୍ତି। ଗିରଫ ଦୁଇ…
ବେରୋଜଗାର-ମହଙ୍ଗା ମାଡ଼ ବୃଦ୍ଧି ପାଇଁ ଦାୟୀ ମୋଦି: ରାହୁଲ
ନୂଆଦିଲ୍ଲୀ,୨୦।୩: କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍ କରାଯାଉଛି। ଏହି ମର୍ମରେ ରାହୁଲ ଗାନ୍ଧୀ ଟୁଇଟ୍ କରି କହିଛନ୍ତି ଯେ, ମୋଦି ସରକାରଙ୍କ ଯୋଗୁ ଦେଶରେ ବେରୋଜଗାର ଏବଂ ମହଙ୍ଗା ମାଡ଼ ବଢ଼ିବାରେ ଲାଗିଛି। ଅପରପକ୍ଷରେ ମୋଦିଙ୍କ…
ଜକଲା ଜଙ୍ଗଲରେ ନିଆଁ
ବୋଲଗଡ଼,୨୦।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଜକଲା କାଜୁ ଜଙ୍ଗଲରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୫ ଏକର ପରିମିତ ଅଞ୍ଚଳରେ ଥିବା ବହୁ ଗଛଲତା ପୋଡ଼ିଯାଇଛି। ଖବରପାଇ ବୋଲଗଡ଼ ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ ପହଞ୍ଚି ସ୍ଥାନୀୟ ଲୋକଙ୍କ…
୨୨ରେ ପୁରୀ, କୋଣାର୍କ ଆସିବେ ରାଷ୍ଟ୍ରପତି: ଦର୍ଶନ କରାଇବେ କୌଳିକ ସେବାୟତ
ପୁରୀ ଅଫିସ,୨୦।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପୁରୀ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ଜୋର୍ଦାର ପ୍ରସ୍ତୁତି ଚାଲିଛି। ସ୍ବତନ୍ତ୍ର ସର୍କିଟ ହାଉସକୁ ସଜ୍ଜିତ କରାଯାଉଥିବାବେଳେ ପୁରୀ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅନ୍ୟପକ୍ଷରେ କୌଳିକ ପଣ୍ଡା ନାରାୟଣ ଗୋଚ୍ଛିକାର ରାଷ୍ଟ୍ରପତିଙ୍କୁ…
ଧାନ କିଣା ଦୁର୍ନୀତିର ତଦନ୍ତ ଦାବି
ଖୋର୍ଦ୍ଧା ଅଫିସ,୨୦।୩: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅସରଳା ସେବା ସମବାୟ ସମିତି(ପ୍ୟାକ୍ସ)ରେ ନକଲି ଚାଷୀଙ୍କ ଠାରୁ ଧାନ କିଣାଯାଇଥିବା ଅଭିଯୋଗ ଆସିଛି। ଶୁକ୍ରବାର ଏନେଇ ଏହି ସମିତିର ପଞ୍ଜୀକୃତ ଶତାଧିକ ଚାଷୀ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ବଳକା…
୨୯ବର୍ଷ ପରେ ପ୍ରକାଶ ପାଇଲା ରାୟ: ୭ ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ
ଖୋର୍ଦ୍ଧା ଅଫିସ,୨୦।୩: ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ରାୟ ଦୀର୍ଘ ୨୯ବର୍ଷ ପରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଖୋର୍ଦ୍ଧା ଚିଫ ଜୁଡିସିଆଲ ମାଜିଷ୍ଟ୍ରେଟ ନରେଶ ମହାନ୍ତି ୨୨ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ୭ ଅଭିଯୁକ୍ତଙ୍କୁ ୩ବର୍ଷ ଜେଲ ଦଣ୍ଡ…
ପାକିସ୍ତାନରେ ୪୦୦ ବର୍ଷ ପୁରୁଣା ସୁଡ଼ଙ୍ଗର ସନ୍ଧାନ
ଇସଲାମାବାଦ,୨୦।୩: ପାକିସ୍ତାନରେ ୪୦୦ ବର୍ଷ ପୁରୁଣା ସୁଡ଼ଙ୍ଗ ପଥର ସନ୍ଧାନ ମିଳିଛି। ଲାହୋର ଦୁର୍ଗର ମରାମତି ସମୟରେ ସୁଡ଼ଙ୍ଗକୁ ଦେଖି କାମକରୁଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପୁରୁଣା ହେଲେ ମଧ୍ୟ ଦୁର୍ଗର ପ୍ରାଚୀର ଏବେ ଶକ୍ତ ଏବଂ ସୁରକ୍ଷିତ ରହିଥିବା ଡବ୍ଲ୍ୟୁସିଏଲ୍ଏର…
Archives


