ଭାରତରେ ନୂଆ ପ୍ରଜାତିର ଏଣ୍ଡୁଅ ଆବିଷ୍କୃତ: ଗବେଷଣା ଟିମ୍ରେ ୨ ଓଡ଼ିଆ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଭାରତରେ ଏକ ନୂଆ ପ୍ରଜାତିର ଏଣ୍ଡୁଅ ଆବିଷ୍କୃତ ହୋଇଛି। ଏହି ନୂଆ ପ୍ରଜାତି ଏଣ୍ଡୁଅର ନାମକରଣ ଓଡ଼ିଶାର ବିଖ୍ୟାତ ହରପେଟୋଲୋଜିଷ୍ଟ ପ୍ରଫେସର ସୁଶୀଲ ଦତ୍ତଙ୍କ ନାମ ଅନୁସାରେ ରଖାଯାଇଛି। ଏହି ନୂଆ ପ୍ରଜାତି ଏଣ୍ଡୁଅର ବୈଜ୍ଞାନିକ ନାମ ସିଟାନା ସୁଶିଲି…
୩ ଥର ଝୁଣ୍ଟିଲେ ବାଇଡେନ୍: ଭିଡ଼ିଓ ଭାଇରାଲ
ଓ୍ବାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଏୟାର ଫୋର୍ସ ଓ୍ବାନ୍ ବିମାନରେ ଚଢ଼ିବା ସମୟରେ ୩ ଥର ଝୁଣ୍ଟିଛନ୍ତି। ଶେଷରେ ସେ ନିଜକୁ ସମ୍ଭାଳି ବିମାନରେ ପ୍ରବେଶ କରିଛନ୍ତି। ଏହାର ଭିଡ଼ିଓ ଏବେ ବିଭିନ୍ନ ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ…
ଉପନିର୍ବାଚନ ନିୟମ କହିଲେ ଲୋହାନୀ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ଏପ୍ରିଲ ୧୭ରେ ହେବ। ଏନେଇ ଆସନ୍ତା ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାପୂର୍ବରୁ ଶୁକ୍ରବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସମସ୍ତ ସ୍ବୀକୃତି ପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଏକ…
ସହରରେ ଗଡୁନି ଟାଉନ୍ ବସ୍
କଟକ ଅଫିସ,୨୦।୩: ରେଭେନ୍ଶା ବିଶ୍ୱବିଦ୍ୟାଳୟକୁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଛାତ୍ରୀଛାତ୍ରମାନେ ପଢ଼ିବାକୁ ଆସୁଛନ୍ତି। ବିଶେଷକରି ସହର ଉପକଣ୍ଠ ଚୌଦ୍ୱାର, ସିଡିଏ, ବାରଙ୍ଗ, ବିଡ଼ାନାସୀ, ଜଗତ୍ପୁର ଆଦି ସ୍ଥାନରୁ ଅନେକ ପିଲା ନିୟମିତଭାବେ ରେଭେନ୍ଶାକୁ ଆସନ୍ତି। ପୂର୍ବରୁ ସହରର ଭିନ୍ନଭିନ୍ନ ସ୍ଥାନରୁ ଛାତ୍ରୀଛାତ୍ରମାନେ…
ତିରୁପତିରୁ ବସ୍ତାବସ୍ତା କେଶ ଚାଇନାକୁ ଚୋରା ଚାଲାଣ
ତିରୁପତି,୨୦।୩: ଆନ୍ଧ୍ରପ୍ରଦେଶର ଚିତୋର ଜିଲାରେ ଥିବା ପ୍ରସିଦ୍ଧ ତିରୁପତି ମନ୍ଦିରରୁ ବିପୁଳ ପରିମାଣର କେଶ ଚାଇନାକୁ ଚୋରା ଚାଲାଣ ହେଉଛି। ଏହା ଭାୟା ମ୍ୟାନ୍ମାର ହେଉଥିବା ଆସାମ ରାଇଫଲ୍ସ୍ ପକ୍ଷରୁ ସୂଚନା ଦିଆଯାଇଛି। କିଛି ଦିନ ତଳେ ଆସାମ ମ୍ୟାନ୍ମାର୍ ସୀମାରୁ…
ଧାମରା ଶିଳ୍ପକେନ୍ଦ୍ର, ଟାଉନଶିପ ଲାଗି ମାଷ୍ଟରପ୍ଲାନ ପ୍ରସ୍ତୁତ କର: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଓଡ଼ିଶାର ପୂର୍ବତଟରେ ବନ୍ଦର-ଭିତ୍ତିକ ଶିଳ୍ପାନ୍ବୟନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ଯୋଜନା ବର୍ତ୍ତମାନ ସାକାର ରୂପ ନେଉଛି। ପାରାଦ୍ୱୀପ ସହିତ ଧାମରା ଏବଂ ଗୋପାଳପୁର ଗଭୀର ପୋର୍ଟର ଦୃତ ବିକାଶ ଏ ଦିଗରେ ନୂଆ ସମ୍ଭାବନା ସୃଷ୍ଟି କରିଥିବା…
ଉପନିର୍ବାଚନ ପାଇଁ ରଣନୀତି: ପିପିଲି ଦାୟିତ୍ୱରେ ବିଜେଡି ନେତାଙ୍କ ତାଲିକା
ଭୁବନେଶ୍ୱର, ୨୦।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ୧୭ ଏପ୍ରିଲରେ ଅନୁଷ୍ଠିତ ହେବ। ପିପିଲିବାସୀଙ୍କ ଭୋଟକୁ ନିଜ ସପକ୍ଷରେ ନେବା ପାଇଁ ଶାସକ ବିଜେଡି ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ଗୋଟିଏ ଗୋଟିଏ ପଞ୍ଚାୟତରେ ଏକାଧିକ ନେତାକୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟତଃ ପିପିଲି ଏବଂ…
ଆଗୁଆ ପଦକ୍ଷେପ ନ ନେଲେ କୋଟିଆ ଭଳି ୧୦୦ ଗାଁ ଓଡ଼ିଶାରୁ ହଜିଯିବ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମୋଟ ୧୨୭୮ କୋଟି ୫୧ଲକ୍ଷ ୩୧ ହଜାର ଟଙ୍କା ଏବଂ ଅବକାରୀ ବିଭାଗର ୧୨୮କୋଟି ୬୦ ଲକ୍ଷ ୭୮ ହଜାର ଟଙ୍କା ଖର୍ଚ୍ଚଦାବି ଶୁକ୍ରବାର ବିଧାନସଭାରେ ଗୃହୀତ…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ଆଦ୍ୟାଜ୍ୟୋତି: ୧ ମିନିଟ୍ରେ ଆବୃତ୍ତି କରିଥିଲେ ସର୍ବାଧିକ ଶ୍ଳୋକ
ଯାଜପୁର ଟାଉନ,୨୦।୩(ଡି.ଏନ.ଏ.): ୧ ମିନିଟ୍ରେ ଭଗବତ ଗୀତାର ସର୍ବାଧିକ ଶ୍ଳୋକ ଗାଇ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ସ୍ଥାନ ପାଇଛନ୍ତି ଆଦ୍ୟାଜ୍ୟୋତି ଦାଶ(୧୧)। ଫେବୃୟାରୀ ୫ରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ ପକ୍ଷରୁ ଆୟୋଜିତ ଭର୍ଚୁଆଲ ଶ୍ଳୋକ ପ୍ରତିଯୋଗିତାରେ ଆଦ୍ୟାଜ୍ୟୋତି ଅଂଶଗ୍ରହଣ…
୧୦୦ ସରକାରୀ ଅଫିସରେ ସିବିଆଇ ଚଢ଼ାଉ
ନୂଆଦିଲ୍ଲୀ,୨୦।୩: ସିବିଆଇ ଶୁକ୍ରବାର ୧୫ ରାଜ୍ୟରେ ଥିବା ପାଖାପାଖି କେନ୍ଦ୍ର ସରକାରୀ କାର୍ଯ୍ୟାଳୟରେ ଅଚାନକ ଚଢ଼ାଉ କରିଛି। ଏହିସବୁ ଅଫିସ୍ରେ ଦୁର୍ନୀତି ସମ୍ଭାବନା ରହିଥିବା ଜଣେ ଅଧିକାରୀ କହିଛନ୍ତି। ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ତାମିଲନାଡୁ, ଦିଲ୍ଲୀ ସମେତ ଅନ୍ୟ ରାଜ୍ୟରେ ଥିବା ରେଲ୍ଓ୍ବେ,…
ଜାତୀୟ ଏକାଡେମୀ ମହିଳା ହକି: ତାମିଲନାଡୁକୁ ୪୨-୦ରେ ହରାଇଲା ମଧ୍ୟପ୍ରଦେଶ
ଭୁବନେଶ୍ୱର, ୨୦।୩(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ସର୍ବପ୍ରଥମ ହକି ଇଣ୍ଡିଆ ଜାତୀୟ ଏକାଡେମୀ ମହିଳା ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ସବ୍ଜୁନିୟର ବିଭାଗର ଏକ ମ୍ୟାଚରେ ମଧ୍ୟପ୍ରଦେଶ ହକି ଏକାଡେମୀ ଗୋଲ ବର୍ଷା କରି ୪୨-୦ରେ ତାମିଲନାଡୁ ହକି…
ପୋଲିସ-ଜନତା ଦୂରତ୍ୱ କମିବ
ଅନୁଗୋଳ ଅଫିସ, ୨୦।୩ କଟକ-ଭୁବନେଶ୍ୱର ପରି ଏଣିକି ଅନୁଗୋଳ ଜିଲା ସଦର ମହକୁମାରେ ମିଳିବ ତ୍ୱରିତ ପୋଲିସ ସେବା। କୌଣସି ଅସୁବିଧାଜନକ ସ୍ଥିତିରେ କେହି ୧୧୨କୁ ଡାଏଲ କରିବା ମାତ୍ରେ ଜିପିଏସ୍ ପଦ୍ଧତିରେ ଠିକଣା ଠାବ କରି ପୋଲିସ ପହଞ୍ଚିବା ସହ…
Archives


