୨୭ ଜଣଙ୍କୁ ପ୍ରଜାକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଲେ ମାଓବାଦୀ
ଗୁଡ଼ାରି/ରାୟଗଡ଼ା ଅଫିସ,୧୯ା୩: ରାୟଗଡ଼ା ଜିଲା ଗୁଡ଼ାରିରେ ଶୁକ୍ରବାର ମାଓବାଦୀ ନାମରେ ୨ଟି ପୋଷ୍ଟର ଦେଖିବାକୁ ମିଳିଛି। ପୋଷ୍ଟରଟି ସ୍ଥାନୀୟ ବଂଶଧାରା ନଦୀ ବ୍ରିଜ୍(ବାଇନାଗୁଡ଼ା ଛକ) ନିକଟରେ ଲଗାଯାଇଛି। ଏଥିରେ ଅଞ୍ଚଳର ୨୭ ଜଣ ରାଜନେତା, ସରକାରୀ କର୍ମଚାରୀ, ପୂର୍ବତନ ସରପଞ୍ଚଙ୍କ ନାମ…
ଭାରତ ଗସ୍ତରେ ଆମେରିକାର ପ୍ରତିରକ୍ଷା ସଚିବ
ୱାଶିଂଟନ/ନୂଆଦିଲ୍ଲୀ,୧୯।୩: ଆମେରିକାର ପ୍ରତିରକ୍ଷା ସଚିବ ଲୟଡ ଜେ ଅଷ୍ଟିନ ୩ ଦିନିଆ ଭାରତ ଗସ୍ତରେ ଆସି ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ଶନିବାର ଅଷ୍ଟିନ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ କେତେକ…
ଫାଶି ପାଇଥିବା ଏକମାତ୍ର ଟେଷ୍ଟ କ୍ରିକେଟର
କ୍ରିକେଟ ଇତିହାସରେ ଜଣେ ଏଭଳି ଖେଳାଳି ଥିଲେ, ଯାହାଙ୍କୁ ଫାଶି ଦିଆଯାଇଥିଲା। ସେ ହେଲେ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ୧୯୩୪ରୁ ୩୯ ମସିହା ପର୍ଯ୍ୟନ୍ତ ଖେଳିଥିବା ଲେସଲି ହିଲଟନ। ଜାମାଇକାରେ ଜନ୍ମିତ ଏହି ପେସର ଅନ୍ତର୍ଜାତୀୟ ସ୍ତରରେ ମାତ୍ର ୬ଟି ଟେଷ୍ଟ ମ୍ୟାଚ୍…
ଜଙ୍ଗଲ ନିଆଁ ଲିଭାଉଛନ୍ତି ଗ୍ରାମବାସୀ, ବିଭାଗୀୟ କର୍ମଚାରୀଙ୍କ ଦେଖାନାହିଁ
ନୂଆପଡ଼ା ଅଫିସ,୧୯।୩ : ନୂଆପଡ଼ା ସଦର ବ୍ଲକ ସୀମାନ୍ତ ଅଞ୍ଚଳ ସିରିଗିଡି ଜଙ୍ଗଲରେ ନିଆଁ ଲାଗି ଜଙ୍ଗଲ ପୋଡ଼ି ଧ୍ୱଂସ ହେବାକୁ ବସିଲାଣି। ନିଆଁର ପ୍ରକୋପ ଏତେ ଯୋରରେ ବଢିଚାଲିଛି ଯେ, ଆୟତ୍ତ କରିବା କଷ୍ଟକର ହେଉଛି। ଜଙ୍ଗଲ ତଳି ଗାଁକୁ…
ଭୋଜିରେ ଛେପ ଲଗାଇ ରୁଟି ଦେଉଥିଲେ, ଗିରଫ ଯୁବକଙ୍କ ନାମରେ ଲାଗିଲା ଏନ୍ଏସ୍ଏ
ମିରଟ,୧୯ା୩: ଗତ ଫେବୃୟାରୀରେ ଉତ୍ତରପ୍ରଦେଶ ମିରଟରେ ଏକ ବିବାହ ଉତ୍ସବରେ ରୁଟିରେ ଛେପ ପକାଇ ଲୋକଙ୍କୁ ଖାଇବାକୁ ଦେଉଥିବା ଏକ ଭିଡିଓ ସାମ୍ନାକୁ ଆସିଥିଲା। ଅଭିଯୋଗ ପରେ ସ୍ଥାନୀୟ ପୋଲିସ ଘଟଣାରେ ସମ୍ପୃକ୍ତ ସୋହେଲ ନାମକ ଜଣେ ଯୁବକଙ୍କୁ ଗିରଫ କରି…
ପଶ୍ଚିମବଙ୍ଗକୁ ଦୁର୍ଯ୍ୟୋଧନ, ଦୁଃଶାସନ ଦରକାର ନାହାନ୍ତି
ନୂଆଦିଲ୍ଲୀ,୧୯।୩ : ପଶ୍ଚିମବଙ୍ଗକୁ ଦୁର୍ଯ୍ୟଧନ, ଦୁଶାସନ ଦରକାର ନାହାନ୍ତି। ଏଭଳି କହି ଭାଜପାର ନେତୃତ୍ୱକୁ ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପୂର୍ବ ମେଦିନିପୁରର ଇଗ୍ରାଠାରେ ଏକ ରାଲିକୁ ସମ୍ବୋଧନ ଦେଇ ସେ କହିଛନ୍ତି, ଆମକୁ ଭାଜପା ଦରକାର ନାହିଁ।…
ମହାମାରୀ ସତ୍ତ୍ୱେ ଏହା ବିଶ୍ୱର ସବୁଠୁ ସୁଖୀ ଦେଶ
ହେଲସିଙ୍କି (ଫିନଲାଣ୍ଡ),୧୯।୩ : ବିଶ୍ୱର ସବୁଠୁ ସୁଖୀ ଦେଶ ମାନ୍ୟତା ପାଇଛି ଫିନଲାଣ୍ଡ। ମହାମାରୀ ସତ୍ତ୍ୱେ କ୍ରମାଗତ ଚତୁର୍ଥ ଥର ପାଇଁ ଫିନଲାଣ୍ଡ ବଜାୟ ରଖିଛି ଏହି ମାନ୍ୟତା। ୟୁଏନ୍ ପକ୍ଷରୁ ବାର୍ଷିକ ପ୍ରକାଶ ପାଉଥିବା ଓ୍ବାଲର୍ଡ ହାପିନେସ ରିପୋର୍ଟରେ ଏହା…
ବିଚାରପତିଙ୍କ ଘରୁ ଚୋରି
କେନ୍ଦୁଝର,୧୯ା୩ : କେନ୍ଦୁଝର ସହର ନୂଆସାହିରେ ରହୁଥିବା ଜଣେ ବିଚାରପତିଙ୍କ ଘରୁ ମୋବାଇଲ ଫୋନ ଓ ଲ୍ୟାପଟପ୍ ଚୋରି ହୋଇଛି। ଏନେଇ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଚୋରଙ୍କ ସମ୍ପର୍କରେ କୌଣସି ସନ୍ଧାନ ମିଳିପାରି ନାହିଁ।…
ମହିଳାଙ୍କ ମୃତଦେହ ଜବତ, ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ
କୋକସରା,୧୯।୩: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବଡକେନ୍ଦୁଗୁଡ଼ା ଗ୍ରାମରେ ଶୁକ୍ରବାର ଏକ ବନ୍ଦ କୋଠରିରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଆମପାଣି ପୋଲିସ ଜବତ କରିଛି। ସେ ହେଲେ ବଡକେନ୍ଦୁଗୁଡା ଗ୍ରାମର ଟଙ୍କଧର ପୂଝାରୀଙ୍କ ସ୍ତ୍ରୀ ଚନ୍ଦ୍ରିକା ପୂଝାରୀ(୩୦)।…
ଦଣ୍ଡାଦେଶ ସ୍ବୀକାର କଲେ ମୋର୍ଗାନ
ଅହମ୍ମଦାବାଦ,୧୯।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚ୍ରେ ଧିମା ବୋଲିଂ ପାଇଁ ଇଂଲଣ୍ଡ ଦଳକୁ ଦଣ୍ଡିତ କରାଯାଇଛି। ଜରିମାନା ବାବଦକୁ ଭ୍ରମଣକାରୀ ଦଳର ଖେଳାଳିଙ୍କ ମ୍ୟାଚ୍ ଫି’ରୁ ୨୦ ପ୍ରତିଶତ କାଟ୍ କରାଯାଇଛି। ନିର୍ଦ୍ଧାରିତ ସମୟରେ…
ଆବଶ୍ୟକତାରୁ ଜନ୍ମ ନିଏ ନୂତନତ୍ୱ – ପ୍ରମାଣ କଲେ ଭଦ୍ରକ ଚାଷୀ
ଭଦ୍ରକ ଅଫିସ, ୧୯।୩ – କଥାରେ ଅଛି ଆବଶ୍ୟକତାରୁ ଜନ୍ମ ନିଏ ନୂଆ ନୂତନତ୍ୱ। ଏହାକୁ ପ୍ରମାଣ କରି ଦେଖାଇନ୍ତି ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଆରସା ଗ୍ରାମର ବିପ୍ଳବ ରଞ୍ଜନ ଦାସ(୩୨)। ବୁଲା ଗୋରୁ ଓ ମାଙ୍କଡ଼ଙ୍କ ଉପଦ୍ରବରୁ…
ପୁଣି ଏକାଠି ହେବେ ବିଗ୍ବି-ଦୀପିକା
ବମ୍ବେ: ପୁଣି ଥରେ ଏକାଠି ଆସିବେ ବିଗ୍ବି ଅମିତାଭ ବଚ୍ଚନ ଏବଂ ଚୁଲବୁଲି ଦୀପିକା ପାଦୁକୋନ। ଚଳଚ୍ଚିତ୍ର ‘ପିଙ୍କ’ ପରେ ଏହି ଯୋଡିକୁ ‘ଦ ଇନ୍ଟର୍ନ’ ଫିଲ୍ମରେ ଦେଖିବାକୁ ମିଳିବ। ସମାନ ନାମର ହଲିଉଡ ଫିଲ୍ମର ଏହା ହେଉଛି ହିନ୍ଦି ରିମେକ୍।…
Archives


