Home Left

କୋଭିଡ୍‌ଠାରୁ ଅଧିକ ଜୀବନ ନେଇଛି ଦୁର୍ଘଟଣା

ନୂଆଦିଲ୍ଲୀ,୧୮।୩: ଗତବର୍ଷ କୋଭିଡ୍‌ ଅପେକ୍ଷା ଆମ ଦେଶରେ ଦୁର୍ଘଟଣାଜନିତ ମୃତ୍ୟୁ ଅଧିକ ହୋଇଛି। ଏହାକୁ ଦୃଷ୍ଟିରେ ରଖି ସରକାର ସଡ଼କ ଦୁର୍ଘଟଣାକୁ ରୋକିବାକୁ ଉଦ୍ୟମ କରୁଥିବା କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଟକରୀ। ଲୋକ ସଭାରେ ପ୍ରଶ୍ନ କାଳରେ ଏକ ପ୍ରଶ୍ନର…

୧୮୬ ରନ୍‌ କଲେ ସିରିଜ୍‌ ଜିତିବ ଇଂଲଣ୍ଡ

ଅହମ୍ମଦାବାଦ,୧୮।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିମୟରେ ଖେଳାଯିବାକୁ ଥିବା ୪ର୍ଥ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ଆଗରେ ୧୮୬ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଭାରତୀୟ ଦଳ। ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା…

ବିରାଟଙ୍କ କ୍ଲବରେ ରୋହିତ

ଅହମ୍ମଦାବାଦ,୧୮।୩: ବରିଷ୍ଠ ଭାରତୀୟ ଓପନର ରୋହିତ ଶର୍ମା ଗୁରୁବାର ଦ୍ୱିତୀୟ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ଟି୨୦ କ୍ରିକେଟରେ ୯ ହଜାର ରନ୍‌ ପୂରଣ କରିଛନ୍ତି। ଅଧିନାୟକ ବିରାଟ କୋହଲି ପ୍ରଥମ ଭାରତୀୟ ଭାବେ ହାସଲ କରିଥିଲେ ଏହି କୀର୍ତ୍ତିମାନ। ଇଂଲଣ୍ଡ ବିପକ୍ଷ…

ପଦାର୍ପଣରେ ଅର୍ଦ୍ଧଶତକ ସହ ସ୍ବତନ୍ତ୍ର କ୍ଲବରେ ସୂର୍ଯ୍ୟକୁମାର

ଅହମ୍ମଦାବାଦ,୧୮।୩: ଏଠାରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଥିଲା ଅନ୍ତର୍ଜାତୀୟ କ୍ୟାରିୟରରେ ପ୍ରଥମ ଥର ପାଇଁ ବ୍ୟାଟିଂ କରିବାର ସୁଯୋଗ। ଆଉ ଏହାର ପୂରା ଫାଇଦା ଉଠାଇଛନ୍ତି ୩୦ ବର୍ଷୀୟ ବ୍ୟାଟ୍ସମ୍ୟାନ। ପ୍ରଥମ ବଲରେ ଛକା…

ଜାଲରେ ପଡ଼ିଲା ବିରଳ ପ୍ରଜାତିର ପ୍ରାଣୀ

ଭଦ୍ରକ ଅଫିସ, ୧୮।୩: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତ ସୁନାରୀପୋଖରୀଠାରେ ଗୁରୁବାର ଏକ ବିରଳ ପ୍ରଜାତିର ପ୍ରାଣୀ ଉଦ୍ଧାର କରାଯାଇଛି। ଗ୍ରାମର ମତ୍ସ୍ୟଜୀବୀମାନେ ଏକ କେନାଲରେ ଜାଲ ପକାଉଥିବା ବେଳେ ଏହି ପ୍ରାଣୀ ଜାଲରେ ପଡ଼ିଥିଲା। ଏହାର…

ଆରମ୍ଭ ହେଲା ଧୁଡୁର ଚିକିତ୍ସା

ତେଲକୋଇ,୧୮।୩ (ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ଚର୍ଚ୍ଚାରେ ଥିବା ବାର୍‌ହା ଧୁଡୁର ଚିକିତ୍ସା କରାଯାଇଛି। ଜଙ୍ଗଲରେ ୯ ଦିନ ରହିବା ପରେ ଜନପଦକୁ ଫେରିଥିବା ଧୁଡୁକୁ କେନ୍ଦୁଝର ଫରେଷ୍ଟ ଡିଭିଜନ ପକ୍ଷରୁ ଚିକିତ୍ସା କରାଯାଇଛି। ଜିଲା ବନ ବିଭାଗ ଅଧିକାରୀଙ୍କ ନିର୍ଦ୍ଦେଶ…

ଛକା ସହ ଅନ୍ତର୍ଜାତୀୟ କ୍ରିକେଟରେ ଏଣ୍ଟ୍ରି ମାରିଲେ ସୂର୍ଯ୍ୟକୁମାର

ଅହମ୍ମଦାବାଦ,୧୮।୩: ସୂର୍ଯ୍ୟକୁମାର ଯାଦବ ଫୁଲ ସ୍ବାଗ୍‌ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ର ଦ୍ବିତୀୟ ମ୍ୟାଚ୍‌ରେ ସେ ପଦାର୍ପଣ କରିଥିଲେ। କିନ୍ତୁ ତାଙ୍କୁ ବ୍ୟାଟିଂ କରିବାକୁ ସୁଯୋଗ ମିଳି ନ ଥିଲା। ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ…

କୋହଲିଙ୍କ ପରି ‘ବ୍ଲାକ ଓ୍ବାଟର’ ପିଅନ୍ତି ବଲିଉଡ୍‌ର ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ସେ ତାଙ୍କର ଏକ ତାମିଲ ଫିଲ୍ମର ଶୁଟିଂ ଶେଷ କରି ଦିଲ୍ଲୀ ଫେରିଛନ୍ତି। ଏହି ଅବସରରେ ଉର୍ବଶୀ କଳା ରଙ୍ଗର ଏକ ଜିନ୍ସ ସହ ଟପ୍ସ ପିନ୍ଧିଥିଲେ। ତେବେ…

ଭାଜପା ସହ ଯୋଡ଼ି ହେଲେ ଲୋକପ୍ରିୟ ଶ୍ରୀରାମ

ନୂଆଦିଲ୍ଲୀ,୧୮।୩ : ଦେଶର ସବୁଠୁ ଲୋକପ୍ରିୟ ଟେଲିଭିଜନ ଧାରାବାହିକ ରାମାୟଣର ଶ୍ରୀରାମ ଭୂମିକାରେ ଅବତୀର୍ଣ୍ଣ ହୋଇ ପରିଚୟ ସୃଷ୍ଟି କରିଥିବା ଅରୁଣ ଗୋଭିଲ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ଚାରି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ହେବାକୁ ଥିବା…

ପ୍ରଥମେ ବ୍ୟାଟିଂ କରିବ ଭାରତ

ଅହମ୍ମଦାବାଦ,୧୮।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିମୟରେ ଖେଳାଯିବାକୁ ଥିବା ୪ର୍ଥ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଇଂଲଣ୍ଡ ଅଧିନାୟକ ଇଆନ ମୋର୍ଗାନ ଟସ୍‌ ଜିତି ପୁଣି ଥରେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ତେବେ ଭାରତୀୟ ଦଳରେ ଦୁଇଟି…

ବିମାନ ଉଡାଇ ନେଇଥିଲେ ଚୋର

ସୁନା, ରୁପା କିମ୍ବା ଅନ୍ୟ ମୂଲ୍ୟବାନ ବସ୍ତୁ ଚୋରି ହେବା ଘଟଣା ବର୍ତ୍ତମାନ ସଧାରଣ ହୋଇଗଲାଣି। କିନ୍ତୁ କଦାପି ଶୁଣିଛନ୍ତି, ଚୋରମାନେ ବିମାନ ବନ୍ଦରରୁ  ବିମାନ ହିଁ ଉଡାଇ ନେଲେ। ଏଭଳି ଏକ ଘଟଣା ୨୦୦୩ରେ ମେ’ ୨୫ ତାରିଖ ଆଙ୍ଗୋଲା…

ବିବାହ କରି ନ ପାରି ସଲମାନ୍‌ଙ୍କୁ ମାଗିଲେ ସହାୟତା, ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଯିବେ

ଉତ୍ତରପ୍ରଦେଶର ଶାମଲି ନିବାସୀ ଆଜୀମ ମନସୁରୀ ତାଙ୍କ ବିବାହକୁ ନେଇ ବହୁତ ବ୍ୟସ୍ତ ହୋଇପଡ଼ିଛନ୍ତି। ବର୍ତ୍ତମାନ ଆଜୀମଙ୍କ ବୟସ ୨୬। ମାତ୍ର ତାଙ୍କର ଉଚ୍ଚତା ବୟସ ଅନୁସାରେ ବହୁତ କମ୍‌। ଅର୍ଥାତ୍‌ ୨ ଫୁଟରୁ ସାମାନ୍ୟ ଅଧିକ। ତାଙ୍କର ବିବାହ ପ୍ରସ୍ତାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri