ଆଜି ରାଜ୍ୟରୁ ୮୪ ପଜିଟିଭ୍ ଚିହ୍ନଟ, କଟକରେ ସର୍ବାଧିକ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୪୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୯ ଜଣ ଚିହ୍ନଟ…
ପ୍ରଥମେ ଚିନ୍ତାଧାରା ପରିବର୍ତ୍ତନ କର, ତେବେ ଯାଇ ବଦଳିବ ଦେଶ
ନୂଆଦିଲ୍ଲୀ,୧୮।୩: ମହିଳାମାନେ ପିନ୍ଧୁଥିବା ଜିନ୍ସକୁ ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତ ଦେଇଥିବା ମନ୍ତବ୍ୟ ଏବେ ଦେଶରେ ଆଲୋଚନାର ବିଷୟ ହୋଇଛି। ଏହାକୁ ନେଇ ଅନେକ ମହିଳା ଆପତ୍ତି ଉଠାଇଛନ୍ତି। ମହିଳାମାନେ ଚିରା ଓ ଫଟା ଜିନ୍ସ ପିନ୍ଧି ସମାଜକୁ…
ଏହି ଶିକ୍ଷାନୁଷ୍ଠାନରେ ୯୨ କରୋନା ପଜିଟିଭ୍
ବେଙ୍ଗାଲୁରୁ,୧୮।୩: କର୍ନାଟକର ମଣିପାଳ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ଇତିମଧ୍ୟରେ ୯୨ରେ ପହଞ୍ଚିଛି। ପୂର୍ବରୁ ୫୯ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଥିଲା। ବୁଧବାର ପୁଣି ୩୩ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଥିବା ଉଡୁପି…
ରିହାନା କିଣିଲେ ନୂଆ ଘର, ଦାମ୍ ଜାଣିଲେ…
ଭାରତରେ ଚାଲିଥିବା କିଷାନ ଆନ୍ଦୋଳନ ସମ୍ପର୍କରେ ଟୁଇଟ୍ କରି ଚର୍ଚ୍ଚାକୁ ଆସିଥିବା ଅନ୍ତର୍ଜାତୀୟ ପପ୍ ଷ୍ଟାର ରିହାନା ଏବେ ନିଜ ଘରକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ରିହାନା ୧୩.୮ ମିଲିୟନ ଡଲାର ଅର୍ଥାତ୍ ଭାରତୀୟ ମୁଦ୍ରାରେ ୧୦୦ କୋଟି ଟଙ୍କାରେ ଏକ…
ଗୁରୁଧାମ ମନ୍ଦିର କୋଭିଡ୍ ହଟ୍ସ୍ପଟ୍
ଲକ୍ଷ୍ନୌ,୧୮।୩(ଆଇଏଏନ୍ଏସ୍): ଉତ୍ତରପ୍ରଦେଶର ପ୍ରତାପଗଡ଼ ନିକଟରେ ଥିବା ଗୁରୁଧାମ ମନ୍ଦିର କୋଭିଡ୍ ହଟ୍ସ୍ପଟରେ ପରିଣତ ହୋଇଛି। ସେଠାରେ ଅନୁଷ୍ଠିତ ହୋଇଥିବା ୩ ଦିନିଆ ଧର୍ମସଭାକୁ ଆସିଥିବା ଅନେକ ଭକ୍ତ ଏବେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗତବର୍ଷ ନୂଆଦିଲ୍ଲୀର ତବଲିଘି ଜମାତ୍ ସମ୍ମିଳନୀରୁ…
ମାର୍ଚ୍ଚ ୨୭ରୁ ପଶ୍ଚିମବଙ୍ଗ ନିର୍ବାଚନ: ଏହାପୂର୍ବରୁ ଭୋଟ ଦେଲେ ୮୨ ବର୍ଷୀୟା ବୃଦ୍ଧା, ଜାଣନ୍ତୁ କେମିତି
କୋଲକତା,୧୮।୩: ପଶ୍ଚିମବଙ୍ଗ ୮ଟି ପର୍ଯ୍ୟାୟରେ ଭୋଟ ହେବାକୁ ଯାଉଛି। ମାର୍ଚ୍ଚ ୨୭ରେ ପ୍ରଥମ ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ। କିନ୍ତୁ ଝାରଗ୍ରାମରେ ଜଣେ ୮୨ ବର୍ଷ ବୟସ୍କା ମହିଳା ପ୍ରଥମ ଭୋଟ ଦେଇଛନ୍ତି। ତାଙ୍କ ଭୋଟକୁ ନିର୍ବାଚନ ଆୟୋଗ ମଧ୍ୟ ବୈଧ କରିଛନ୍ତି।…
ଖେଳରେ ପରାଜୟ ପରେ ଫାଶୀ ଦେଇ ଆତ୍ମହତ୍ୟା କଲେ ରିତିକା
ନୂଆଦିଲ୍ଲୀ,୧୮।୩: ଭାରତର ଷ୍ଟାର ମହିଳା କୁସ୍ତି ଯୋଦ୍ଧା ବବିତା ଫୋଗାଟ ଏବଂ ଗୀତା ଫୋଗାଟଙ୍କର ଭଉଣୀ ରତିକା ଫୋଗାଟ ଖେଳରେ ପରାଜୟ ପରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଏନେଇ ଭାରତୀୟ ରେସଲିଂ ଜଗତରେ ଶୋକର ଛାୟା ଖେଳି ଯାଇଛି। ରାଜ୍ୟସ୍ତରୀୟ…
ଦୁଃଖ କଷ୍ଟରେ ମୋ ଦିନ କଟୁଛି, କାହିଁକି ଏମିତି କହିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
କଟକ ଅଫିସ୍,୧୮।୩: କିଛିଦିନର ନୀରବତା ପରେ ପୁଣି ଶାଶୁଘର ଲୋକଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଶାଶୁଘର ଲୋକେ ଜାଣିଶୁଣି ତାଙ୍କୁ ହଇରାଣ କରୁଥିବା ସେ ଅଭିଯୋଗ କରିଛନ୍ତି। ଏମ୍ପି ଅନୁଭବ ମହାନ୍ତିଙ୍କ ସ୍ତ୍ରୀ ବର୍ଷା କହିଛନ୍ତି…
ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଜବାବ ଦେଲେ ଅମିତାଭଙ୍କ ନାତୁଣୀ
ମୁମ୍ବାଇ,୧୮।୩: ନିକଟରେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବା ତିରଥ ସିଂ ରାୱତ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏହି ମନ୍ତବ୍ୟ ଯୋଗୁ ଚାରିଆଡ଼େ ସେ ସମାଲୋଚନାର ଶିକାର ହେଉଛନ୍ତି। ମହିଳାମାନେ ଚିରା ଓ ଫଟା ଜିନ୍ସ…
ଉଡ଼ନ୍ତା ବିମାନରେ ପ୍ରସବ
ନୂଆଦିଲ୍ଲୀ,୧୮।୩: ବେଙ୍ଗାଲୁରୁରୁ ଜୟପୁର ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୁଧବାର ସକାଳେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଛି। ୬ଇ ୪୬୯ ବିମାନଟି ଆକାଶରେ ଉଡ଼ୁଥିବାବେଳେ ଏହାର କର୍ମଚାରୀମାନଙ୍କ ସହାୟତାରେ ଶିଶୁଟିକୁ ପ୍ରସବ କରାଯାଇଥିଲା। ବିମାନରେ ଯାତ୍ରା କରୁଥିବା ସୁବାହାନା ନାଜିର…
ମଇଦାନରେ ଷ୍ଟାର୍ ଓ୍ବାର୍
ନୂଆଦିଲ୍ଲୀ, ୧୮ା୩: ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ଦଳଡ଼ିଆଁ ପର୍ବ ପରେ ଜୋର୍ଦାର ହୋଇଛି ଆକ୍ଷେପ ପ୍ରତିଆକ୍ଷେପର ରାଜନୀତି। କେଉଁ ଦଳର ହାଓ୍ବା କେତେ ଜୋର୍ରେ ବହୁଛି ତାହା ମତଦାତାଙ୍କୁ ଜଣାଇବା ପାଇଁ…
ରାଶି ଅନୁଯାୟୀ ପ୍ରେମ: ଜାଣନ୍ତୁ କାହାକୁ ମିଳେ ଧୋକା, କିଏ ଏକାଧିକ ଥର ପଡ଼ନ୍ତି ପ୍ରେମରେ…
ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମନୁଷ୍ୟର ବ୍ୟବହାର ତାର ରାଶି ଅନୁଯାୟୀ ଜଣାପଡ଼ିଥାଏ। ସବୁ ରାଶିର ଗୁଣ-ଦୋଷ ଭିନ୍ନଭିନ୍ନ ଥାଏ। କିଛି ରାଶିର ବ୍ୟକ୍ତି ଅତ୍ୟନ୍ତ କ୍ରୋଧି ସ୍ବଭାବର ହୋଇଥିବା ବେଳେ କିଛି ହୃଦୟବାନ(ପ୍ରେମୀ ସ୍ବଭାବର) ହୋଇଥାନ୍ତି। ଆସନ୍ତୁ ଜାଣିବା ରାଶି ଅନୁଯାୟୀ…
Archives


