ବିରାଟ ସେନାଙ୍କ ପାଇଁ ଆଜି ଅଗ୍ନିପରୀକ୍ଷା: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଅହମଦାବାଦ,୧୮।୩: ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୧୦ ସିରିଜ ଏବେ ନିର୍ଣ୍ଣାୟକ ମୋଡରେ ଅଛି। ଇଂଲଣ୍ଡ ପ୍ରଥମ ଏବଂ ତୃତୀୟ ମ୍ୟାଚ ଜିତି ସିରିଜ ଜିତିବା ନିକଟତର ହୋଇଛି। ଯଦି ଭାରତ ଚତୁର୍ଥ ମ୍ୟାଚରେ ପରାସ୍ତ ହୁଏ, ତେବେ ଟି-୨୦ ସିରିଜ…
ଗରିବଙ୍କୁ ସର୍ବନିମ୍ନ ଆୟ ପ୍ରତିଶ୍ରୁତି
କୋଲକାତା,୧୮।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ତୃଣମୂଳ କଂଗ୍ରେସ (ଟିଏମ୍ସି)ର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ଏଥିରେ ପଛୁଆ ବର୍ଗର ଲୋକମାନଙ୍କ ଲାଗି ବାର୍ଷିକ ସର୍ବନିମ୍ନ ରୋଜଗାର ପ୍ରତିଶ୍ରୁତି ସାଙ୍ଗକୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଛାତ୍ରୀଛାତ୍ରଙ୍କ ପାଇଁ ୧୦ ଲକ୍ଷ ଟଙ୍କା…
ଖୋଲିବ କ୍ରୀଡ଼ାବିତ୍ଙ୍କ ଭାଗ୍ୟ
କାମାକ୍ଷାନଗର, ୧୮।୩ (ଡି.ଏନ.ଏ.): ପ୍ରତିଭାବାନ କ୍ରୀଡ଼ାବିତ୍ଙ୍କ ପେଣ୍ଠସ୍ଥଳ ଓଡ଼ିଶାର ଗ୍ରାମାଞ୍ଚଳ। ହେଲେ ସମସ୍ତଙ୍କୁ ମିଳୁନି ପ୍ରତିଭା ପ୍ରଦର୍ଶନର ସୁଯୋଗ। ଲୋକଲୋଚନକୁ ଆସି ନ ପାରି ଲୁଚି ରହିଯାଉଛି ସେମାନଙ୍କ ଦକ୍ଷତା। ଏଭଳି ଦକ୍ଷ କ୍ରୀଡ଼ାବିତ୍ଙ୍କୁ ପରିଚୟ ଦେବାକୁ ସରକାର ଗୁରୁତ୍ୱ ଦେଉଛନ୍ତି।…
ଉନ୍ନତୀକରଣ ଦିଗରେ ଉଷ୍ଣ ପ୍ରସ୍ରବଣ
ଖମାର,୧୮ା୩: ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳରେ ପର୍ଯ୍ୟଟନର ଭରପୂର ଭିତ୍ତିଭୂମି ରହିଛି। କିନ୍ତୁ ସରକାର ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ଅନେକ ଦର୍ଶନୀୟ ସ୍ଥାନ ଏବେ ବି ଲୋକଲୋଚନକୁ ଆସିପାରି ନାହିଁ। ରୋହିଲା ପଞ୍ଚାୟତ ମଗରମୁହାଣ ଗ୍ରାମସ୍ଥିତ ମଗରନାକ ଉଷ୍ଣ ପ୍ରସ୍ରବଣ…
ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍: ଟପ୍ ୫କୁ ଫେରିଲେ କୋହଲି
ଦୁବାଇ,୧୮।୩(ପି.ଟି.): ଇଂଲଣ୍ଡ ବିପକ୍ଷ ଚଳିତ ଟି୨୦ ସିରିଜରେ ଦମ୍ଦାର ପ୍ରଦର୍ଶନ କରି ଭାରତୀୟ ଅଧିନାୟକ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍ର ଶ୍ରେଷ୍ଠ ୫ଟି ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବୁଧବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍ରେ କୋହଲି ବ୍ୟାଟିଂ ତାଲିକାରେ…
ଖୁବ୍ଶୀଘ୍ର ସପ୍ତଶଯ୍ୟାର ନବକଳେବର
ଢେଙ୍କାନାଳ ଅଫିସ, ୧୮।୩: ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ପ୍ରମୁଖ ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଖୁବ୍ଶୀଘ୍ର ନବକେଳବର ହେବ। ସବୁଜ ବନାନୀରେ ଭରା ଏହି ସ୍ଥାନକୁ ଆହୁରି ଆକର୍ଷଣୀୟ କରିବା ଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ। ଏଥିଲାଗି…
ଅବ୍ୟବସ୍ଥା ନେଇ ଅସନ୍ତୋଷ
ଅନୁଗୋଳ ଅଫିସ, ୧୮।୩: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମହିଳା ଓ ପ୍ରସୂତି ବିଭାଗ ରୋଗୀଙ୍କୁ ଠିକ୍ ଭାବେ ଅଲଟ୍ରାସାଉଣ୍ଡ ସେବା ମିଳୁନାହିଁ। ଦାୟିତ୍ୱରେ ଥିବା ମହିଳା ଡାକ୍ତର ଜଣକ ସ୍ବାମୀଙ୍କ ଚିକିତ୍ସା ପାଇଁ ବାରମ୍ବାର ଛୁଟିରେ ଯାଉଥିବାରୁ ଏହି ସେବା ଏକପ୍ରକାର…
ଆଧାର କାର୍ଡରେ ଭୁଲ୍ ଜନ୍ମ ତାରିଖ: ଭତ୍ତା ପାଇବାରୁ ବଞ୍ଚିତ ଦୁଇଭାଇ
ଚମ୍ପୁଆ, ୧୮।୩ (ଡି.ଏନ.ଏ)- ପରିଚୟ ପତ୍ର ମାଧ୍ୟମରେ ମଣିଷ ପରିଚୟ ପାଏ ସତ ମାତ୍ର ଉକ୍ତ ପରିଚୟ ପତ୍ରରେ ଯଦି ଜନ୍ମ ତାରିଖ ଭୁଲ ହୋଇଯାଏ ତେବେ ମଣିଷ ପାଇଁ ସରକାରୀ ଯୋଜନା ପାଲଟିଯାଏ ସାତ ସପନ। ଏଭଳି ଏକ ଘଟଣା…
ଭାଜପା ଏମ୍ପିଙ୍କ ଘର ନିକଟରେ ବୋମା ବିସ୍ଫୋରଣ
କୋଲକାତା,୧୮।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ଅନେକ ସ୍ଥାନରେ ହିଂସା ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ ଉତ୍ତର ୨୪ ପ୍ରଗଣା ଜିଲାରେ ଦେଶୀ ବୋମା ବିସ୍ଫୋରଣରେ ଜଣେ ଛୋଟ ପିଲା ସମେତ ତିନିଜଣ ବ୍ୟକ୍ତି ଆହତ ହୋଇଛନ୍ତି।…
ରାମମନ୍ଦିର ଲାଗି ଏମ୍ଡିଏଚ୍ ଦେଲା ୧ କୋଟି
ନୂଆଦିଲ୍ଲୀ,୧୮ା୩: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣରେ ଏମ୍ଡିଏଚ୍ ପ୍ରାଇଭେଟ ଲିମିଟେଡ୍ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଛି। କମ୍ପାନୀର ଅଧ୍ୟକ୍ଷ ରାଜୀବ ଗୁଲାଟି ଉପସ୍ଥିତ ରହି ଏହି ରାଶି ପ୍ରଦାନ କରିଥିଲେ। ଏହି ଅବସରରେ ସେ କହିଛନ୍ତି, ମୋ ବାପା ଧର୍ମପାଲ ଜୀ…
ରାଷ୍ଟ୍ରପତି ଭବନରୁ ଚିଠି ପାଇ ଆଶାବାଦୀ ସୋମ୍ୟାଶ୍ରୀ
ନିଶ୍ଚିନ୍ତକୋଇଲି, ୧୮ା୩ (ସ୍ବ.ପ୍ର.):ଆମ ଗାଁ ସ୍କୁଲରେ ପଢ଼ିବାକୁ ମୋର ଇଚ୍ଛା। କିନ୍ତୁ ଗାଁ ସ୍କୁଲରେ ଆବଶ୍ୟକ ଅଭିଜ୍ଞ ଶିକ୍ଷକ ନ ଥିବା ଓ ଶିକ୍ଷା ବ୍ୟବସ୍ଥା ଠିକ୍ ନ ଥିବାରୁ ମାଆବାପା ମୋତେ ଏକ ପବ୍ଲିକ୍ ସ୍କୁଲରେ ପାଠ ପଢ଼ାଇବାକୁ ବାଧ୍ୟ…
ପରିଚୟ ନିକଟରେ ଅଟକିଯାଉଛି ତଦନ୍ତ
ଭୁବନେଶ୍ୱର,୧୮।୩(ବ୍ୟୁରୋ):ଜଟଣୀ ଥାନା ଅନ୍ତର୍ଗତ ଯଁାଳା ଫାଣ୍ଡି ପରିସରରେ ଥିବା ଜବତ କାର୍ରୁ ମହିଳାଙ୍କ କଙ୍କାଳ ଜବତ ଘଟଣାର ମାସେରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏଯାଏ ପରିଚୟ ଖୋଜି ପାଉନି। ମାସେ ଧରି ଘଟଣାକୁ ଚାପି ଦେଇଥିବାରୁ ଖୋଦ୍ ପୋଲିସ…
Archives


