Home Left

ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌: ଟପ୍‌ ୫କୁ ଫେରିଲେ କୋହଲି

ଦୁବାଇ,୧୮।୩(ପି.ଟି.): ଇଂଲଣ୍ଡ ବିପକ୍ଷ ଚଳିତ ଟି୨୦ ସିରିଜରେ ଦମ୍‌ଦାର ପ୍ରଦର୍ଶନ କରି ଭାରତୀୟ ଅଧିନାୟକ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ର ଶ୍ରେଷ୍ଠ ୫ଟି ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବୁଧବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ କୋହଲି ବ୍ୟାଟିଂ ତାଲିକାରେ…

ଖୁବ୍‌ଶୀଘ୍ର ସପ୍ତଶଯ୍ୟାର ନବକଳେବର

ଢେଙ୍କାନାଳ ଅଫିସ, ୧୮।୩:  ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ପ୍ରମୁଖ ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଖୁବ୍‌ଶୀଘ୍ର ନବକେଳବର ହେବ। ସବୁଜ ବନାନୀରେ ଭରା ଏହି ସ୍ଥାନକୁ ଆହୁରି ଆକର୍ଷଣୀୟ କରିବା ଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ। ଏଥିଲାଗି…

ଅବ୍ୟବସ୍ଥା ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୮।୩:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମହିଳା ଓ ପ୍ରସୂତି ବିଭାଗ ରୋଗୀଙ୍କୁ ଠିକ୍‌ ଭାବେ ଅଲଟ୍ରାସାଉଣ୍ଡ ସେବା ମିଳୁନାହିଁ। ଦାୟିତ୍ୱରେ ଥିବା ମହିଳା ଡାକ୍ତର ଜଣକ ସ୍ବାମୀଙ୍କ ଚିକିତ୍ସା ପାଇଁ ବାରମ୍ବାର ଛୁଟିରେ ଯାଉଥିବାରୁ ଏହି ସେବା ଏକପ୍ରକାର…

ଆଧାର କାର୍ଡରେ ଭୁଲ୍‌ ଜନ୍ମ ତାରିଖ: ଭତ୍ତା ପାଇବାରୁ ବଞ୍ଚିତ ଦୁଇଭାଇ

ଚମ୍ପୁଆ, ୧୮।୩ (ଡି.ଏନ.ଏ)- ପରିଚୟ ପତ୍ର ମାଧ୍ୟମରେ ମଣିଷ ପରିଚୟ ପାଏ ସତ ମାତ୍ର ଉକ୍ତ ପରିଚୟ ପତ୍ରରେ ଯଦି ଜନ୍ମ ତାରିଖ ଭୁଲ ହୋଇଯାଏ ତେବେ ମଣିଷ ପାଇଁ ସରକାରୀ ଯୋଜନା ପାଲଟିଯାଏ ସାତ ସପନ। ଏଭଳି ଏକ ଘଟଣା…

ଭାଜପା ଏମ୍‌ପିଙ୍କ ଘର ନିକଟରେ ବୋମା ବିସ୍ଫୋରଣ

କୋଲକାତା,୧୮।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ଅନେକ ସ୍ଥାନରେ ହିଂସା ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ ଉତ୍ତର ୨୪ ପ୍ରଗଣା ଜିଲାରେ ଦେଶୀ ବୋମା ବିସ୍ଫୋରଣରେ ଜଣେ ଛୋଟ ପିଲା ସମେତ ତିନିଜଣ ବ୍ୟକ୍ତି ଆହତ ହୋଇଛନ୍ତି।…

ରାମମନ୍ଦିର ଲାଗି ଏମ୍‌ଡିଏଚ୍‌ ଦେଲା ୧ କୋଟି

ନୂଆଦିଲ୍ଲୀ,୧୮ା୩: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣରେ ଏମ୍‌ଡିଏଚ୍‌ ପ୍ରାଇଭେଟ ଲିମିଟେଡ୍‌ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଛି। କମ୍ପାନୀର ଅଧ୍ୟକ୍ଷ ରାଜୀବ ଗୁଲାଟି ଉପସ୍ଥିତ ରହି ଏହି ରାଶି ପ୍ରଦାନ କରିଥିଲେ। ଏହି ଅବସରରେ ସେ କହିଛନ୍ତି, ମୋ ବାପା ଧର୍ମପାଲ ଜୀ…

ରାଷ୍ଟ୍ରପତି ଭବନରୁ ଚିଠି ପାଇ ଆଶାବାଦୀ ସୋମ୍ୟାଶ୍ରୀ

ନିଶ୍ଚିନ୍ତକୋଇଲି, ୧୮ା୩ (ସ୍ବ.ପ୍ର.):ଆମ ଗାଁ ସ୍କୁଲରେ ପଢ଼ିବାକୁ ମୋର ଇଚ୍ଛା। କିନ୍ତୁ ଗାଁ ସ୍କୁଲରେ ଆବଶ୍ୟକ ଅଭିଜ୍ଞ ଶିକ୍ଷକ ନ ଥିବା ଓ ଶିକ୍ଷା ବ୍ୟବସ୍ଥା ଠିକ୍‌ ନ ଥିବାରୁ ମାଆବାପା ମୋତେ ଏକ ପବ୍ଲିକ୍‌ ସ୍କୁଲରେ ପାଠ ପଢ଼ାଇବାକୁ ବାଧ୍ୟ…

ପରିଚୟ ନିକଟରେ ଅଟକିଯାଉଛି ତଦନ୍ତ

ଭୁବନେଶ୍ୱର,୧୮।୩(ବ୍ୟୁରୋ):ଜଟଣୀ ଥାନା ଅନ୍ତର୍ଗତ ଯଁାଳା ଫାଣ୍ଡି ପରିସରରେ ଥିବା ଜବତ କାର୍‌ରୁ ମହିଳାଙ୍କ କଙ୍କାଳ ଜବତ ଘଟଣାର ମାସେରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏଯାଏ ପରିଚୟ ଖୋଜି ପାଉନି। ମାସେ ଧରି ଘଟଣାକୁ ଚାପି ଦେଇଥିବାରୁ ଖୋଦ୍‌ ପୋଲିସ…

ଓଡ଼ିଆରେ ଲେଖାଯିବ ନାମଫଳକ

ଖୋର୍ଦ୍ଧା ଅଫିସ,୧୮ା୩:ଏପ୍ରିଲ ୧ରେ ଖୋର୍ଦ୍ଧା ସଦର ମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ କରାଯିବ। ଏ ନେଇ ବୁଧବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଏପ୍ରିଲ ୧ତାରିଖ…

ଶ୍ରୀମନ୍ଦିର ସୁରକ୍ଷା ପରଖିଲା ଏନ୍‌ଏସ୍‌ଜି ଟିମ୍‌

ପୁରୀ ଅଫିସ,୧୮।୩:ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ (ଏନ୍‌ଏସ୍‌ଜି)ର ୩ ଜଣିଆ ଟିମ୍‌ ବୁଧବାର ପୁରୀରେ ପହଞ୍ଚି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛି। ଏହି ଟିମ୍‌ର ସଦସ୍ୟମାନେ ପ୍ରଥମେ ଉତ୍ତର ଦ୍ୱାର ଓ ପରେ ଶ୍ରୀମନ୍ଦିର ଚାରିପାଖ ବୁଲି ସ୍ଥିତି ସମୀକ୍ଷା କରିଛନ୍ତି।…

କେଭିପିୱାଇ ପରୀକ୍ଷାରେ ଅତୀସ ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୮।୩(ବ୍ୟୁରୋ):ବେଙ୍ଗାଲୁରୁର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଦ୍ୱାରା ପରିଚାଳିତ କିଶୋର ବୈଜ୍ଞାନିକ ପ୍ରୋତ୍ସାହନ ଯୋଜନା(କେଭିପିଓ୍ବାଇ) ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ୍‌ର ଛାତ୍ର ଅତୀସ କୁମାର ସାହୁ ଓଡ଼ିଶା ଟପ୍ପର ହୋଇଥିବାବେଳେ ସର୍ବଭାରତୀୟ ସ୍ତରରେ ସେ ୧୩ତମ ର଼୍ୟାଙ୍କ…

‘ବ୍ୟବହୃତ ଆଲୁମିନିୟମର ପୁନର୍ବ୍ୟବହାର ଯୋଜନା ଅଛି’

ଭୁବନେଶ୍ୱର, ୧୮ା୩(ବ୍ୟୁରୋ):ଆଲୁମିନିୟମ-ଏୟାର ବ୍ୟାଟେରି ଟେକ୍ନୋଲୋଜି ବ୍ୟବସାୟୀକରଣ କରିବା ଦିଗରେ ବୁଧବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଇସ୍ରାଏଲର ଉର୍ଜା ମନ୍ତ୍ରୀ ୟୁଭାଲ୍‌ ଷ୍ଟିନ୍‌ଞ୍ଜଙ୍କ ଉପସ୍ଥିତିରେ ଭିଡିଓ କନଫରେନ୍ସ ଜରିଆରେ ଆଇଓସି ଫିନର୍ଜି ପ୍ରାଇଭେଟ୍‌ ଲିମିଟେଡ(ଆଇଓପି)ର ଉଦଘାଟନ ହୋଇଛି। ଏହି ଯୌଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri